Home Left

ପୋଲିସ ବିଭାଗରେ ଓଡ଼ିଶାରୁ ୧୯ ଜଣଙ୍କୁ ପଦକ

ଭୁବନେଶ୍ୱର,୨୬ା୧(ସୂର୍ଯ୍ୟକାନ୍ତ ବେହେରା): ସାଧାରଣତନ୍ତ୍ର ଦିବସର ଅବ୍ୟବହିତ ପୂର୍ବରୁ ଶନିବାର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ସାହାସିକତା, ଉଲ୍ଲେଖନୀୟ କାର୍ଯ୍ୟ ଓ ବିଶିଷ୍ଟ ସେବା ପାଇଁ ବିଭିନ୍ନ ସେବା ବର୍ଗରେ ପଦକ ଘୋଷଣା କରାଯାଇଛି। ପୋଲିସ ସେବା ବର୍ଗରେ ଓଡ଼ିଶାରୁ ମୋଟ ୧୯ ଜଣ…

ପାଣିରେ ୧୨୦ ଦିନ ରହି ବିଶ୍ୱ ରେକର୍ଡ

ପ୍ୟୋର୍ଟୋ ଲିଣ୍ଡୋ,୨୬ା୧: ଜର୍ମାନ ଏରୋସ୍ପେସ୍‌ ଇଞ୍ଜିନିୟର ରୁଡିଗର କୋଚ୍‌ (୫୯) ପାଣି ଭିତରେ ୧୨୦ ଦିନ ବିତାଇ ନୂତନ ଗିନିଜ୍‌ ଓ୍ବଲର୍‌ଡ ରେକଡର୍‌ସ (ଜିଡବ୍ଲ୍ୟୁଆର୍‌) ସ୍ଥାପନ କରିଛନ୍ତି। ପାନାମା ଉପକୂଳସ୍ଥିତ ସମୁଦ୍ର ମଧ୍ୟରେ ଏକ ୩୦ ବର୍ଗ ମିଟରର (୩୨୦ ବର୍ଗ…

ଅନର୍ଥ ହୋଇଯାଇଥାନ୍ତା, ସୂର୍ଯ୍ୟକୁମାର ଯାଦବ ୨ ଥର ଭାଙ୍ଗିଲେ ଏହି ନିୟମ

ଚେନ୍ନାଇ,୨୫।୧: ସୂର୍ଯ୍ୟକୁମାର ଯାଦବଙ୍କ ଅଧିନାୟକତ୍ୱରେ ଭାରତୀୟ ଦଳ ଟି-୨୦ କ୍ରିକେଟରେ ନିରନ୍ତର ଭଲ ପ୍ରଦର୍ଶନ କରିଛି। ଗତ ୬ ମାସ ମଧ୍ୟରେ, ପ୍ରତ୍ୟେକ ପ୍ରତିଦ୍ୱନ୍ଦ୍ୱୀ ଟିମ୍‌ ଇଣ୍ଡିଆ ସମ୍ମୁଖରେ ଆତ୍ମସମର୍ପଣ କରିଛନ୍ତି। ପ୍ରଥମ ଟି-୨୦ ମ୍ୟାଚ୍‌ରେ ଭାରତଠାରୁ ଶୋଚନୀୟ ପରାସ୍ତ ହୋଇଥିବା…

ଦ୍ୱିତୀୟ ପର୍ଯ୍ୟାୟରେ ୪ ଇସ୍ରାଏଲ୍‌ ମହିଳା ସୈନ୍ୟଙ୍କୁ ମୁକ୍ତକଲା ହମାସ୍‌

ତେଲ୍‌ ଆଭିଭ୍‌,୨୫।୧: ଯୁଦ୍ଧବିରତି ଚୁକ୍ତିନାମା ଅନୁଯାୟୀ ଗାଜାର ଶାସକ ହମାସ୍‌ ଆତଙ୍କବାଦୀମାନେ ଶନିବାର ଦ୍ୱିତୀୟ ପର୍ଯ୍ୟାୟରେ ଇସ୍ରାଏଲ୍‌ର ୪ ଜଣ ମହିଳା ସୈନ୍ୟଙ୍କୁ ମୁକ୍ତ କରିଛନ୍ତି। ମୁକ୍ତ ହୋଇଥିବା ସୈନ୍ୟମାନେ ହେଲେ କରିନା ଆରିଭ୍‌, ଡାନିଏଲା ଡିଲ୍‌ବୋଆ, ନାମା ଲେଭି ଏବଂ…

ଟ୍ରମ୍ପ୍‌ଙ୍କ ବଡ଼ ପଦକ୍ଷେପ: ୟୁକ୍ରେନ୍‌କୁ ସହାୟତା ବନ୍ଦ କଲା ଆମେରିକା

ନୂଆଦିଲ୍ଲୀ,୨୫।୧: କେବଳ ଇସ୍ରାଏଲ୍‌ ଏବଂ ତୁର୍କୀକୁ ବାଦ୍‌ଦେଲେ ୟୁକ୍ରେନ୍‌ ସମେତ ଅଧିକାଂଶ ଦେଶକୁ ଆମେରିକା ବିଦେଶୀ ସହାୟତା ବନ୍ଦ କରିଦେଇଛି। ରାଷ୍ଟ୍ରପତି ଭାବେ ଡୋନାଲ୍ଡ ଟ୍ରମ୍ପ୍‌ ଦାୟିତ୍ୱ ଗ୍ରହଣ କରିବା ପରେ ଆମେରିକା ପରରାଷ୍ଟ୍ର ସଚିବ ମାର୍କୋ ରୁବିଓ ଏକ ଆଭ୍ୟନ୍ତରୀଣ…

ଇଂଲଣ୍ଡ ହାତରୁ ମ୍ୟାଚ୍‌ ଛଡ଼ାଇ ଆଣିଲେ ତିଳକ ବର୍ମା

ଚେନ୍ନାଇ,୨୫।୧: ଜବରଦସ୍ତ ଫର୍ମରେ ଟିମ୍‌ ଇଣ୍ଡିଆର ବ୍ୟାଟ୍ସମ୍ୟାନ୍‌। ଯୁବ ବ୍ୟାଟ୍ସମ୍ୟାନ୍‌ ତିଳକ ବର୍ମା ଏକାକୀ ଲଢ଼ି ଇଲଂଣ୍ଡଠାରୁ ବିଜୟକୁ ଛଡ଼ାଇ ଆଣିଛନ୍ତି। ଶନିବାର ଖେଳାଯାଉଥିବା ୫ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜର ଦ୍ୱିତୀୟ ମ୍ୟାଚ୍‌ରେ କିଛି ଏଭଳି ଦୃଶ୍ୟ କ୍ରିକେଟ ପ୍ରଶଂସକଙ୍କ…

ମଦ ଠିକାକୁ ନେଇ ହତ୍ୟାକାଣ୍ଡ: ଧରାପଡ଼ିଲେ ମୁଖ୍ୟ ଅଭିଯୁକ୍ତ

ବରଗଡ଼,୨୫।୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭେଡ଼େନ ଥାନା ଗୁଦୁରାମୁଣ୍ଡାରେ ଏକ ହତ୍ୟାକାଣ୍ଡ ଘଟିଛି। ଏଥିରେ ବରପାଲି ଥାନା କନବାର ଗ୍ରାମର ମହେଶ୍ୱର ବେହେରାଙ୍କ ମୃତ୍ୟୁ ହୋଇଛି। ତାଙ୍କ ଭାଇ ଟିକେଶ୍ୱର ମଧ୍ୟ ଆହତ ହୋଇଛନ୍ତି। ପୋଲିସ ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ଗୁଦୁରାମୁଣ୍ଡା…

ପେନସନ୍‌ ସହ ପିଏଫ୍‌ ଖାତାର ଏହି ନିୟମକୁ ବଦଳାଇଛି EPFO, ଜାଣିରଖନ୍ତୁ ନଚେତ…

ନୂଆଦିଲ୍ଲୀ,୨୫।୧: ପିଏଫ ଆକାଉଣ୍ଟ ସହିତ, ଇପିଏସ ଆକାଉଣ୍ଟ ଅର୍ଥାତ ପେନସନ ଆକାଉଣ୍ଟ ମଧ୍ୟ ଇପିଏଫ୍‌ଓ ଦ୍ୱାରା ରକ୍ଷଣାବେକ୍ଷଣ କରାଯାଏ। ସଂଗଠନର ସମସ୍ତ ସଦସ୍ୟ କର୍ମଚାରୀ ଯେପରି ସୁବିଧାଜନକ ଭାବରେ ସେମାନଙ୍କର ପେନସନ୍‌ ପାଇପାରିବେ ସେଥିପାଇଁ ପ୍ରାୟତଃ ନିୟମରେ ଆବଶ୍ୟକୀୟ ପରିବର୍ତ୍ତନ କରାଯାଏ।…

ଅରୁପାଙ୍କ ଉପରେ ଭାଜପାର ଆସ୍ଥା: ପୁନର୍ବାର ସଭାପତି…

ବରଗଡ଼, ୨୫।୧(ପ୍ରେମାନନ୍ଦ ଖମାରୀ) – ଭାଜପା ଶନିବାର ଜିଲା ସଭାପତିଙ୍କ ନାମ ଘୋଷଣା କରିଛି। ଏଥିରେ ଡା. ଅରୁପାନନ୍ଦ ସାହୁ ପୁଣି ଦଳର ବରଗଡ ଜିଲା ସଭାପତି ମନୋନୀତ ହୋଇଛନ୍ତି। ସେ ଗତ ୨୦୧୮ ମସିହାରୁ ୨୦୨୦ ମସିହା ପର୍ଯ୍ୟନ୍ତ ଦଳର…

ଭଗବାନ ବିର୍ସାମୁଣ୍ଡାଙ୍କ ୧୫୦ତମ ଜନ୍ମ ଜୟନ୍ତୀ: ଜନଜାତିଙ୍କ ବିକାଶ ଉପରେ ମତ ରଖିଲେ ଅତିଥି

ଦାରିଙ୍ଗବାଡ଼ି,୨୫।୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗାବାଡି ବ୍ଲକ ସିମନବାଡି ଶିବମନ୍ଦିର ପ୍ରାଙ୍ଗଣରେ ଭଗବାନ ବିର୍ସାମୁଣ୍ଡାଙ୍କ ୧୫୦ତମ ଜନ୍ମ ଜୟନ୍ତୀ ପାଳନ କରାଯିବା ସହ ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ଭାରତ ମାତାଙ୍କ ପୂଜନ ଉତ୍ସବ ଉଦ୍‌ଘାଟିତ ହୋଇଯାଇଛି । ମହିଳା ଏବଂ ପୁରୁଷ…

ବ୍ରହ୍ମପୁର ଉପଖଣ୍ଡ ସ୍ତରୀୟ ୧୫ ତମ ଜାତୀୟ ଭୋଟର ଦିବସ: ପୁରସ୍କୃତ ହେଲେ

ଦିଗପହଣ୍ଡି,୨୫।୧(ଅଶେଷ ନାଥ ମିଶ୍ର) ବ୍ରହ୍ମପୁର ସ୍ଥିତ ଟାଉଲ ହଲ ପରିସରରେ ଶନିବାର ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ବ୍ରହ୍ମପୁର ଉପଖଣ୍ଡ ସ୍ତରୀୟ ୧୫ ତମ ଜାତୀୟ ଭୋଟର ଦିବସ ପାଳିତ ହୋଇଛି। ଏହି ଅବସରରେ ଦିଗପହଣ୍ଡିର ସହକାରୀ ଶିକ୍ଷକ ଉପେନ୍ଦ୍ର ପଣ୍ଡାଙ୍କୁ…

ବାଇକ୍‌ ଚୋରି ଘଟଣା, ଅଭିଯୁକ୍ତ ଜେଲ ଗଲେ

ଦିଗପହଣ୍ଡି,୨୫ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ. ନୂଆଗାଁ ଥାନା ଅନ୍ତର୍ଗତ ସୁବଳୟା ଶାସନ ଗ୍ରାମରୁ ଚୋରି ଯାଇଥିବା ବାଇକର ସନ୍ଧାନ ମିଳିବା ସହ ଚୋରି କରିବା ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri