Home Left

୩୧ରେ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ

ଛତ୍ରପୁର,୨୫ା୧(ଦିଲ୍ଲୀପ ସାମଲ): ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଭିତ୍ତିରେ ୨୦୨୨ରୁ ମାସିକ ୧ହଜାର ଟଙ୍କା ହାରରେ ଏବଂ ୨୦୨୪ ମାର୍ଚ୍ଚରୁ ମାସିକ ୧୫୦୦ ଟଙ୍କା ହାରରେ ଭତ୍ତା ମିଳୁଛି। ୨୦୨୪ ବିଧାନସଭା ନିର୍ବାଚନ ବେଳେ ଓଡ଼ିଶାରେ ଲକ୍ଷପତି ଦିଦି, ସୁଭଦ୍ରା ଯୋଜନା ଓ…

ଇତିହାସ ରଚିଲେ ଅର୍ଶଦୀପ: ବାବରଙ୍କୁ ପଛରେ ପକାଇ ଜିତିଲେ ଟି୨୦ର ସବୁଠାରୁ ବଡ଼ ରେକର୍ଡ

ନୂଆଦିଲ୍ଲୀ,୨୫।୧: ଆଇସିସି ୨୦୨୪ ମସିହା ପାଇଁ ପୁରୁଷ ଟି-୨୦ କ୍ରିକେଟରଙ୍କ ନାମ ଘୋଷଣା କରିଛି। ଏହି ପୁରସ୍କାର ପାଇଁ ୪ ଜଣ ଖେଳାଳିଙ୍କ ମଧ୍ୟରେ ପ୍ରତିଯୋଗିତା ହୋଇଥିଲା। ଏଥିରେ ଭାରତର ଅର୍ଶଦୀପ ସିଂ, ପାକିସ୍ତାନର ବାବର ଆଜମ, ଅଷ୍ଟ୍ରେଲିଆର ଟ୍ରାଭିସ ହେଡ…

ସଭାପତିଙ୍କ ନାଁ ଘୋଷଣା କଲା ଭାଜପା, ରାଜ୍ୟରେ ଚହଳ!

ଭୁବନେଶ୍ୱର,୨୫।୧:ରାଜ୍ୟ ଭାଜପାରେ ବଡ଼ ହଳଚଲ। ୧୯ଟି ସାଂଗଠନିକ ଜିଲା ସଭାପତିଙ୍କ ନାଁ ଘୋଷଣା କରିଛି ଦଳ । ଜିଲା ସଭାପତିଙ୍କ ନାଁ ଘୋଷଣା ସହ ଫିଟିଛି ରାଜ୍ୟ ସଭାପତି ର୍ନିବାଚନ ପାଇଁ ବାଟ । ଡବଲ ଇଞ୍ଜିନ ସରକାରର ଉପଲବ୍ଧି ଗ୍ରାଉଣ୍ଡରେ…

ଦେଶବାସୀଙ୍କୁ ସମ୍ବୋଧନ କଲେ ରାଷ୍ଟ୍ରପତି, କହିଲେ…

ଭୁବନେଶ୍ୱର,୨୫।୧: ସାଧାରଣତନ୍ତ୍ର ଦିବସ ଅବ୍ୟବହିତ ପୂର୍ବରୁ ରାଷ୍ଟ୍ରପତିଙ୍କ ସମ୍ବୋଧନ। ସାଧାରଣତନ୍ତ୍ର ଦିବସର ଗୋଟିଏ ଦିନ ପୂର୍ବରୁ ରାଷ୍ଟ୍ରପତି ଦୌପଦୀ ମୂର୍ମୁ ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି। ସେ କହିଛନ୍ତି, ୭୫ ବର୍ଷ ଭିତରେ ଭାରତ ଦ୍ରୁତ ଗତିରେ ଆଗକୁ ବଢ଼ୁଛି। ଅନେକ ସ୍ବାଧୀନତା…

୨ ପରିବର୍ତ୍ତନ ସହ ମଇଦାନରେ ଟିମ୍‌ ଇଣ୍ଡିଆ

ଚେନ୍ନାଇ,୨୫।୧: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜର ଦ୍ୱିତୀୟ ମ୍ୟାଚ୍‌ ଚେନ୍ନାଇ ଏମ୍‌ଏ ଚିଦାମ୍ବରମ୍‌ ଷ୍ଟାଡିୟମରେ ଖେଳାଯାଉଛି। ଏହି ମ୍ୟାଚ୍‌ରେ ଟିମ୍‌ ଇଣ୍ଡିଆ ଟସ୍‌ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଛି। ସିରିଜର ପ୍ରଥମ ମ୍ୟାଚ୍‌ରେ…

ଶିକ୍ଷାର ବିକାଶ ହେଲେ ଅଞ୍ଚଳର ବିକାଶ: ଅତିଥିଙ୍କ ମତ…

କର୍ଲାମୁଣ୍ଡା,୨୫।୧(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦରସ୍ଥିତ କର୍ଲାମୁଣ୍ଡା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଚତୁର୍ଥ ବାର୍ଷିକ ଉତ୍ସବ ପାଳନ ହୋଇଯାଇଛି। ବିଦ୍ୟାଳୟର ସମ୍ପାଦକ ରୂପାଧର କୁମାରଙ୍କ ଅଧ୍ୟକ୍ଷତାରେ ମୁଖ୍ୟ ଅତିଥି ଭାବେ କଲେଜ ସଭାପତି ତଥା ପୂର୍ବତନ ବିଧାୟକ…

‘ଇସ୍ତଫା ଦେଇ ବାଂଲାଦେଶ ଛାଡି ପଳାଇବେ ମହମ୍ମଦ ୟୁନୁସ,’ ଫେସବୁକ ପୋଷ୍ଟ ପରେ ଆକ୍ସନ ମୋଡରେ ପୋଲିସ

ଢାକା,୨୫।୧: ସୋସିଆଲ ମିଡିଆ ପ୍ଲାଟଫର୍ମ ଫେସବୁକରେ ଡକ୍ଟର ମହମ୍ମଦ ୟୁନୁସଙ୍କ ଇସ୍ତଫା ଏବଂ ପଳାୟନ ଗୁଜବ ପ୍ରଚାର କରିଥିବା ଯୁବକମାନଙ୍କୁ ବାଂଲାଦେଶ ପୋଲିସ ଗିରଫ କରିଛି। ଏହି ଯୁବକମାନେ ବିଏନପି-ଜମାତ ନେତାଙ୍କ ଘର ଉପରେ ଆକ୍ରମଣ କରିବାକୁ ପ୍ରସ୍ତୁତ ହେଉଥିବା ବେଳେ…

ଆମେରିକାକୁ ଧମକାଇଲା ଚାଇନା!

ବେଜିଂ,୨୫।୧: ଚାଇନାର ବୈଦେଶିକ ମନ୍ତ୍ରୀ ୱାଙ୍ଗ ୟି ଶୁକ୍ରବାର (୨୫ ଜାନୁଆରୀ, ୨୦୨୫) ଆମେରିକାର ନୂଆ ବୈଦେଶିକ ମନ୍ତ୍ରୀ ମାର୍କୋ ରୁବିଓଙ୍କ ସହ ଫୋନରେ କଥା ହୋଇଥିଲେ ଏବଂ ଏକ କଥା କହିଥିଲେ ଯାହାର ପ୍ରାୟ ଅର୍ଥ ‘ନିୟମ ମଧ୍ୟରେ ରହିବା’।…

ବଲାଙ୍ଗୀର ଜିଲା ସଭାପତି ହେଲେ ଶ୍ରୀବତ୍ସ ବେହେରା

ବଲାଙ୍ଗୀର,୨୫।୧: ବିଭିନ୍ନ ଜିଲାରେ ଭାଜପା ଦଳୀୟ କାର୍ଯ୍ୟାଳୟରେ ସଭାପତି ଘୋଷଣା ହେଉଛି। ବରିଷ୍ଠ ନେତାଙ୍କୁ ବାଛି ତାଙ୍କୁ ବିଜିଲାର ଦାୟିତ୍ୱ ଦିଆଯାଉଛି। ଏହି କ୍ରମରେ ବଲାଙ୍ଗୀର ଜିଲା ଭାଜପା ସଭାପତିଙ୍କ ନା ଘୋଷଣା ହୋଇଛି। ଶ୍ରୀବତ୍ସ ବେହେରାଙ୍କୁ ଜିଲା ସଭାପତି ଭାବେ…

ବଡ଼ ମା’-ବାପାଙ୍କୁ ହତ୍ୟା କଲେ ପୁତୁରା

ଗୋଲାମୁଣ୍ଡା,୨୫ା୧(ବଟକୃଷ୍ଣ ପଣ୍ଡା): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ଥାନା ଅଧିନସ୍ଥ କାର୍ଲିଗାଁରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବଡ଼ ମା’ ନିର୍ମମ ହତ୍ୟା କରଛନ୍ତି ପୁତୁରା। ମୃତ ବଡ଼ ବାପା ବୁଡୁ ବାଗ ଓ ବଡ଼…

ପାଣ୍ଡିଆନ୍‌-ନବୀନଙ୍କୁ ନେଇ ବିସ୍ଫୋରକ ବୟାନ ଦେଲେ ମନ୍ମଥ, ସତରେ କ’ଣ…

ଭୁବନେଶ୍ୱର,୨୫।୧: ଏବେ ମଧ୍ୟ ନବୀନଙ୍କ ପାଖରେ ଅଛନ୍ତି ପାଣ୍ଡିଆନ । ଏଭଳି ବିସ୍ଫୋରକ ବୟାନ ଦେଇଛନ୍ତି, ସୁର ରାଉତରାୟଙ୍କ ପୁଅ ମନ୍ମଥ ରାଉତରାୟ। ତାଙ୍କର ଏଭଳି ତଥ୍ୟ ରାଜ୍ୟ ରାଜନୀତି ସହ ସଧାରଣ ଜନତାଙ୍କୁ ମଧ୍ୟ ହଲଚଲ କରିଦେଇଛି। ଯେଉଁ ତଥ୍ୟ…

ବ୍ୟବସାୟୀଙ୍କ ଘରୁ ଡକାୟତି ଘଟଣା: ୧୧ ଲକ୍ଷ ୨୩ ହଜାର ଟଙ୍କା, ସୁନାଗହଣା ଜବତ, ୨ କୋର୍ଟ ଚାଲାଣ

ନବରଙ୍ଗପୁର,୨୫ା୧(ସଦାଶିବ ପ୍ରହରାଜ): ଚଳିତ ମାସ ୧୩ ତାରିଖ ସନ୍ଧ୍ୟାରେ ମହିଳାଙ୍କୁ ହାତ ଓ ପାଟିକୁ କପଡ଼ାରେ ବାନ୍ଧି ତଣ୍ଟିରେ ଛୁରି ଲଗାଇ ନଗଦ ୨୦ ଲକ୍ଷ ଟଙ୍କା ଓ ୧୦ ଭରି ସୁନା ଲୁଟି ନେଲେ ଦୁର୍ବୃତ୍ତ ଏହି ଘଟଣା ପ୍ରଚାରିତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri