Home Left

ଦ୍ୱିତୀୟ ଟି-୨୦ ପୂର୍ବରୁ ଭାରତୀୟ ଦଳକୁ ଶକ୍ତ ଝଟ୍‌କା

ଚେନ୍ନାଇ,୨୫।୧: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଦ୍ୱିତୀୟ ଟି-୨୦ ମ୍ୟାଚ ଆଜି ଖେଳାଯିବ। ଚେନ୍ନାଇର ଏମଏ ଚିଦାମ୍ବରମ ଷ୍ଟାଡିୟମରେ ଉଭୟ ଦଳ ମୁହାଁମୁହିଁ ହେବେ। ଏହି ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆକୁ ଏକ ବଡ଼ ଝଟକା ଲାଗିଛି। ଭାରତର ବିସ୍ଫୋରକ ଯୁବ…

ଗିନିଜ୍‌ ବୁକ୍‌ ଅଫ୍‌ ରେକର୍ଡରେ ସାମିଲ ଡାଲ ଖାଇ ନୃତ୍ୟ

କେସିଙ୍ଗା,୨୫ା୧(ତୁମେଶ୍ୱର ସାହୁ): ଦିଲ୍ଲୀର ଇଣ୍ଡିଆ ଗେଟ୍‌ରେ ଆୟୋଜିତ ଗଣତନ୍ତ୍ର ଦିବସରେ କଳାହାଣ୍ଡି ଜିଲା କେସିଙ୍ଗା ସହରସ୍ଥିତ ବୃନ୍ଦାବନ ସାଂସ୍କୃତିକ ଅନୁଷ୍ଠାନର ୬୦ ଜଣ ଓ ବରଗଡ଼ ଜିଲା ରବି ରତନ ସାହୁ ଓ ସାଥୀଙ୍କ ୬୦ କଳାକାର ଡାଲ ଖାଇ ନୃତ୍ୟରେ…

ସୁଭଦ୍ରା ଯୋଜନାରେ ପୁରୁଷ ଆବେଦନ: ଜୋର୍‌ ଧରିଲା ରାଜନୀତି

ଭୁବନେଶ୍ୱର, ୨୫ା୧(ସୁନିତ୍‌ ମିଶ୍ର):ସୁଭଦ୍ରା ପୋର୍ଟାଲରେ ପୁରୁଷମାନେ ଆବେଦନ କରିବାକୁ ନେଇ ରାଜନୀତି ଜୋର୍‌ ଧରିବାରେ ଲାଗିଛି। ଆଉ ଏହି ଘଟଣାରେ ସରକାରଙ୍କୁ ଘେରିଛନ୍ତି ବିରୋଧୀ। ଆଧାରକାର୍ଡ ଜରିଆରେ ମହିଳାମାନେ ଆବେଦନ କରୁଥିବାବେଳେ ପୁରୁଷମାନେ କେମିତି ଆବେଦନ କଲେ ବୋଲି ବିଜେଡି ପ୍ରଶ୍ନ…

ଓଡ଼ିଶାର ୧୯ ଜଣଙ୍କୁ ମିଳିବ ପୋଲିସ ପଦକ

ଭୁବନେଶ୍ୱର,୨୫।୧: ଉଲ୍ଲେଖନୀୟ ସେବା ପାଇଁ ଓଡ଼ିଶାର ୧୯ ପୋଲିସ ପାଇବେ ପଦକ। ସୁପରିଣ୍ଟେଣ୍ଡେଣ୍ଟ ପୋଲିସ ସରୋଜ ସାମଲ ପାଇବେ ରାଷ୍ଟ୍ରପତି ପୁରସ୍କାର। ସେହିପରି କନଷ୍ଟେବଳ ସତ୍ୟବାଦୀ ମଲ୍ଲିକ ରାଷ୍ଟ୍ରପତି ପୁରସ୍କାର ପାଇବେ। ୬ ପୋଲିସ କର୍ମଚାରୀଙ୍କୁ ସାହସିକତା ପୁରସ୍କାର। ସେବାରେ ପ୍ରଂଶସନୀୟ…

ଗଣତନ୍ତ୍ର ଦିବସରେ ୯୪୨ ଯବାନଙ୍କୁ ମିଳିବ ବୀରତା ପୁରସ୍କାର

ନୂଆଦିଲ୍ଲୀ,୨୫।୧: ୨୦୨୫ ଗଣତନ୍ତ୍ର ଦିବସ ଅବସରରେ, ପୋଲିସ, ଅଗ୍ନିଶମ, ଗୃହରକ୍ଷୀ ଏବଂ ନାଗରିକ ସୁରକ୍ଷା ଏବଂ ସଂଶୋଧନ ସେବାର ୯୪୨ ଜଣ କର୍ମଚାରୀଙ୍କୁ ବୀରତ୍ୱ ପୁରସ୍କାର ପ୍ରଦାନ କରାଯାଇଛି। ଏଥିରେ ୯୫ ଜଣ ସୈନିକଙ୍କୁ ବୀରତ୍ୱ ପଦକ, ୧୦୧ ଜଣଙ୍କୁ ବିଶିଷ୍ଟ…

ଭାରତ-ଇଂଲଣ୍ଡ ଦ୍ୱିତୀୟ ଟି୨୦ ଆଜି:ଜାଣନ୍ତୁ କେବେ, କେଉଁଠି ଦେଖିପାରିବେ ମ୍ୟାଚ୍‌

ଚେନ୍ନାଇ, ୨୫।୧ (ପି.ଟି.):ଭାରତ ଓ ଇଂଲଣ୍ଡ ମଧ୍ୟରେ ଚଳିତ ସିରିଜର ଦ୍ୱିତୀୟ ଟି୨୦ ଅନ୍ତର୍ଜାତୀୟ କ୍ରିକେଟ ମ୍ୟାଚ ଶନିବାର ଏଠାରେ ଅନୁଷ୍ଠିତ ହେବ। ଆହତ ସମସ୍ୟାରୁ ମୁକୁଳିବାପରେ ଜାତୀୟ ଦଳକୁ ପ୍ରତ୍ୟାବର୍ତ୍ତନ କରିଥିବା ଦ୍ରୁତ ବୋଲର ମହମ୍ମଦ ଶାମି ପ୍ରଥମ ମ୍ୟାଚରେ…

ଚଳନ୍ତା ଟ୍ରେନ୍‌ରେ ସେଲ୍‌ଫି ନେଉଥିଲେ ଛାତ୍ରୀ,ଚାଲିଗଲା ଜୀବନ

କେନ୍ଦୁଝର/ପାଟଣା,୨୫ା୧ (ନରେଶ ଚନ୍ଦ୍ର ପଟ୍ଟନାୟକ/ବୀର କିଶୋର ଦାଶ):କେନ୍ଦୁଝର ଜିଲା ହରିଚନ୍ଦନପୁର ଥାନା ଟାଙ୍ଗିଆପାଳ ରେଳ ଷ୍ଟେଶନ ନିକଟରେ ଶୁକ୍ରବାର ପୂର୍ବାହ୍ନ ପ୍ରାୟ ୧୦ଟା ୩୦ରେ ଚଳନ୍ତା ଟ୍ରେନ୍‌ରୁ ଖସି ଜଣେ ମେଧାବୀ ଛାତ୍ରୀଙ୍କ ମୃତ୍ୟୁ ଘଟିଛି। ଛାତ୍ରୀ ଜଣକ ହେଲେ ପାଟଣା…

ଝାଡୁ ମାରିଲେ ତହସିଲଦାର: ସାଧାରଣତନ୍ତ୍ର ଦିବସ ପାଇଁ ଜୋରଦାର ପ୍ରସ୍ତୁତି

ଦାରିଙ୍ଗବାଡି,୨୫।୧(ଅରୁଣ ସାହୁ):ସାଧାରଣତନ୍ତ୍ର ଦିବସ ପାଳନ କରାଯିବା ପାଇଁ ଚାରିଆଡେ ପ୍ରସ୍ତୁତି ଜୋରଦାର ଚାଲିଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡିରେ ମଧ୍ୟ ବ୍ଲକ ସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ ପାଇଁ ବ୍ଲକ ପ୍ରଶାସନ ପକ୍ଷରୁ ଜୋରଦାର ପ୍ରସ୍ତୁତି କରାଯାଉଛି। ଶନିବାର ସକାଳ…

ବିଶ୍ୱ ଅର୍ଥନୈତିକ ଫୋରମରେ ଶାଲୁ

ନୂଆଦିଲ୍ଲୀ,୨୫।୧: ଜିନ୍ଦଲ ଫାଉଣ୍ଡେଶନର ଅଧ୍ୟକ୍ଷା ତଥା ଓପି ଜିନ୍ଦଲ ବିଶ୍ୱବିଦ୍ୟାଳୟର କୁଳପତି ଶାଲୁ ଜିନ୍ଦଲ ସୁଇଜରଲାଣ୍ଡର ଡାଭୋସ୍‌ ଠାରେ ଅନୁଷ୍ଠିତ ବିଶ୍ୱ ଅର୍ଥନୈତିକ ଫୋରମରେ ଅଂଶଗ୍ରହଣ କରି ସକାରାତ୍ମକ ସାମାଜିକ ଏବଂ ଅର୍ଥନୈତିକ ବିକାଶ ପାଇଁ ଜିନ୍ଦଲ ଫାଉଣ୍ଡେଶନର ପ୍ରତିବଦ୍ଧତା ଉପରେ…

୨୬ରେ ଜିଓ ସାଉଣ୍ଡ ପେ’ର ଶୁଭାରମ୍ଭ

ମୁମ୍ବାଇ,୨୫।୧: ରିଲାଏନ୍ସ ଜିଓର ବହୁ ପ୍ରତୀକ୍ଷିତ ଫିଚର ‘ଜିଓ ସାଉଣ୍ଡ ପେ’ର ଶୁଭାରମ୍ଭ ଚଳିତ ବର୍ଷ ଗଣତନ୍ତ୍ର ଦିବସ (ଜାନୁୟାରୀ ୨୬)ରେ କରାଯିବ। ଏପରି କି ଏହି ସୁବିଧା ଜିଓ ଭାରତ ଫୋନରେ ଆଜୀବନ ମାଗଣା ଉପଲବ୍ଧ ହେବ। ଜିଓ ସାଉଣ୍ଡ…

ଆରପାରିରେ କାଇଚଟଣୀ ଗବେଷକ ଇଂ ନୟାଧର ପଢିଆଲ

ବାରିପଦା,୨୫।୧(ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂପଭଞ୍ଜ ଜିଲାର କାଇଚଟଣୀ ଗବେଷକ ତଥା ପୂର୍ତ୍ତ ବିଭାଗର ସହକାରୀଯନ୍ତ୍ରୀ ଇଂ ନୟାଧର ପଢିଆଲଙ୍କ ମୃତ୍ୟୁ ଘଟିଛି । ଭୂବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ହୃଦରୋଗ ଜନିତ ଚିକିତ୍ସା ଚାଲିଥିବା ଅବସ୍ଥାରେ ସେ ଶେଷନିଶ୍ବାସ ତ୍ୟାଗ କରିଛନ୍ତି ।…

ମିୟାୱାକି-ବନୀକରଣର ନୂତନ ମାର୍ଗ

ପ୍ରୟାଗରାଜ ପୁଣ୍ୟସ୍ଥଳୀରେ ସମ୍ପ୍ରତି ଆରମ୍ଭ ହୋଇଥିବା ୨୦୨୫ ମହାକୁମ୍ଭ ମେଳାର ଆଧ୍ୟାତ୍ମିକ ଏବଂ ସାଂସ୍କୃତିକ କାର୍ଯ୍ୟକ୍ରମରେ ନିୟୁତ ସଂଖ୍ୟାରେ ଭକ୍ତଙ୍କର ସମାଗମକୁ ଦୃଷ୍ଟିରେ ରଖି ସ୍ଥାନୀୟ ମହାନଗର ନିଗମ ସମର୍ପିତ ଭାବରେ ଅନେକ ଦିଗରୁ ପୂର୍ବପ୍ରସ୍ତୁତି ଜାରିରଖିଛି। ଏଥିରେ ଅନ୍ତର୍ଭୁକ୍ତ ରହିଛି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri