Home Left

ଏୟାରବେସ ସୁରକ୍ଷା ଚିନ୍ତା: ଉଡ଼ାଣ, ଅବତରଣ ସମୟରେ ବିମାନର ଝରକା ବନ୍ଦ କରିବାକୁ ନିର୍ଦ୍ଦେଶ

ନୂଆଦିଲ୍ଲୀ, ୨୩।୫: ଭାରତୀୟ ନାଗରିକ ବିମାନ ଚଳାଚଳ ମହାନିର୍ଦ୍ଦେଶାଳୟ (DGCA) ଏକ ନୂଆ ନିର୍ଦ୍ଦେଶନାମା ଜାରି କରି କହିଛି ଯେ ପ୍ରତିରକ୍ଷା ବିମାନକ୍ଷେତ୍ରରେ ଉଡ଼ାଣ ଓ ଅବତରଣ ସମୟରେ ବିମାନର ଝରକା ଶିଲ୍ଡ (ସାନ ବ୍ଲାଇଣ୍ଡ) ବନ୍ଦ ରହିବା ଉଚିତ। ଏହି…

ରେଙ୍ଗାଲି ଜଳଭଣ୍ଡାରରେ ବୁଡ଼ି ଦୁଇ ପୁଅଙ୍କ ସହ ଚାଲିଗଲା ମା’ଙ୍କ ଜୀବନ, ଅଳ୍ପକେ ବର୍ତ୍ତିଲେ ବାପା

ଦେବଗଡ଼,୨୩ା୫(ଶଶାଙ୍କ ଶେଖର ଝାଙ୍କର): ରେଙ୍ଗାଲି ଜଳ ଭଣ୍ଡାରରେ ଅଘଟଣ। ଦେଶୀ ଡଙ୍ଗା ଓଲଟି ପଡ଼ିବାରୁ ୩ ଜଣଙ୍କ ମୃତ୍ୟୁ ଘଟିଛି। ବୁଧବାର ବିଳମ୍ବିତ ରାତିରେ ମାଛ ମାରିବାକୁ ଯାଇଥିବା ବେଳେ ହଠାତ ଝଟ୍‌କା ପବନ ହେବାରୁ ଦେଶୀ ଡଙ୍ଗା ଓଲଟି ପଡ଼ିଥିଲା।…

ମୁଖ୍ୟ ପ୍ରବେଶପଥ ଜଗିଛି ପ୍ରଶାସନ, ହେଲେ ଗଳାବାଟ ଦେଇ ପଶୁଛି ଛତିଶଗଡ଼ ଧାନ

ବରଗଡ,୨୩।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଧାନ ସଂଗ୍ରହ ପ୍ରକ୍ରିୟାକୁ ୭ଦିନ ବିତିଛି। ଜିଲାରେ ଚାଷୀଙ୍କ ଅମଳ ଧାନ ବିକ୍ରି ସରି ନାହିଁ। ଜିଲାର ଧାନ ବିକ୍ରି ସରିବାକୁ ଆହୁରି ପ୍ରାୟ ୨ମାସ ଲାଗିଯିବ। ଅନ୍ୟପଟେ…

ଓଲଟିଲା ବ୍ୟାଣ୍ଡପାର୍ଟି ଗାଡ଼ି: ଚାଲିଗଲା ୨ ଜଣଙ୍କ ଜୀବନ, ୮ ଗୁରୁତର

ସୋନପୁର,୨୩ା୫: ୫୭ ନମ୍ବର ଜାତୀୟ ରାଜପଥର ସୋନପୁର ଥାନା ହରଡ଼ଖୋଲ ଛକ ନିକଟରେ ବ୍ୟାଣ୍ଡ୍‌ପାର୍ଟି ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିଯୋଗୁ ଗାଡ଼ି ଉପରେ ବସିଥିବା ବରଗଡ଼ ଜିଲାର ୨ ଦୁଲଦୁଲି ବାଦ୍ୟ କଳାକାରଙ୍କ ମୃତ୍ୟୁ ହୋଇଛି। ସୂଚନାନୁଯାୟୀ, ବୌଦ୍ଧ ଜିଲା ମନମୁଣ୍ଡାରେ…

ଏଇ ଭାରତରେ

ମହାରାଷ୍ଟ୍ର ଠାଣେର ହେନିକ ଗାଲା ଓ ଶ୍ରେୟାସ ଜଲାପୁର ସ୍କୁଲରେ ପଢ଼ିବାବେଳେ ଜଣେ କବାଡିବାଲାଙ୍କ କାର୍ଯ୍ୟକୁ ଦେଖୁଥିଲେ। ଏହି ଦୁଇ ବନ୍ଧୁ ସ୍କୁଲ ଶିକ୍ଷା ଶେଷ କରି ଉଚ୍ଚଶିକ୍ଷା ଲାଭ କରିବା ପରେ କବାଡିବାଲାଙ୍କ କାମର ଗୁରୁତ୍ୱକୁ ଉପଲବ୍ଧି କରି ବର୍ଜ୍ୟ…

ଗୋଷ୍ଠୀଭିତ୍ତିକ ବିହନ ସଂରକ୍ଷଣ

ସାଧାରଣତଃ ମାଣ୍ଡିଆ ଏକ କ୍ଷୁଦ୍ର ଦାନାଯୁକ୍ତ, ଗରମ ଦିନିଆ ଫସଲ। ଏଥିରେ ଅଧିକ ପରିମାଣରେ ପ୍ରୋଟିନ୍‌, ଫାଇବର, ନିଆସିନ୍‌, ଥାଏମିନ୍‌, ରାଇବୋଫ୍ଲାବିନ୍‌, ମିଥିଓନାଇନ, ଲେସିଥିନ୍‌ ଓ ଭିଟାମିନ -ଇ ଥାଏ। ଏହା ବିଭିନ୍ନ ପ୍ରକାର ଖଣିଜ ଲବଣ ଯଥା ଆଇରନ୍‌, ମାଗ୍ନେସିୟମ,…

ଜଳସଙ୍କଟର ସମାଧାନ

ଳ ହେଉଛି ଜୀବନର ମୂଳାଧାର, କିନ୍ତୁ ଭାରତରେ ଜଳସଙ୍କଟ ଏକ ଗମ୍ଭୀର ଚ୍ୟାଲେଞ୍ଜ ଭାବେ ଉଭାହୋଇଛି। ନୀତି ଆୟୋଗର ୨୦୧୮ ରିପୋର୍ଟ ଅନୁସାରେ ଭାରତର ୬୦୦ ନିୟୁତ (୪୫% ଜନସଂଖ୍ୟା) ଲୋକ ଅତି ଗମ୍ଭୀର ଜଳସଙ୍କଟର ସମ୍ମୁଖୀନ ହେଉଛନ୍ତି। ୨୦୩୦ ସୁଦ୍ଧା…

ଶାନ୍ତି ଚୁକ୍ତିରେ ମହିଳାଙ୍କ ଭୂମିକା

ବିଶ୍ୱରେ ଲିଙ୍ଗଗତ ସମାନତା ପାଇଁ ସବୁ ପ୍ରକାର ଅଗ୍ରଗତି ହୋଇଥିଲେ ମଧ୍ୟ ଅନେକେ ଅଦ୍ୟାବଧି ସଶସ୍ତ୍ର ସଂଘର୍ଷକୁ ମୁଖ୍ୟତଃ ପୁରୁଷ ପ୍ରାଧାନ୍ୟ ଭାବେ ଦେଖିବାକୁ ଅଧିକ ଉତ୍ସାହିତ ହେଉଛନ୍ତି। ବାସ୍ତବରେ ମହିଳାମାନେ ବହୁ ସମୟରେ ଯୁଦ୍ଧ, ଅଣଯୁଦ୍ଧ ଓ ନେତୃତ୍ୱ ଭୂମିକାରେ…

କୋଟିଆ ପାଇଁ ୧୬ ଜଣିଆ କମିଟି

ଭୁବନେଶ୍ୱର,୨୩ା୫(ସୁନିତ୍‌ ମିଶ୍ର): କୋଟିଆ ବିବାଦ ପ୍ରସଙ୍ଗକୁ ନେଇ ଏକ ରାଜ୍ୟସ୍ତରୀୟ କମିଟି ଗଠନ କରାଯାଇଛି। ଏଥିରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଅଧ୍ୟକ୍ଷ ଥିବାବେଳେ ମୋଟ ୧୬ ଜଣ କମିଟିରେ ରହିଛନ୍ତି। ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା…

ଫିଫା ବିଶ୍ୱକପ ୨୦୨୬ ଭିସା ପ୍ରକ୍ରିୟାକୁ ତ୍ୱରାନ୍ୱିତ କରିବାକୁ ଦୁଇ ସିଫ୍ଟରେ କାମ କରିବେ ଆମେରିକା ଅଧିକାରୀ

ୱାଶିଂଟନ ଡିସି,୨୨।୫: ଟ୍ରମ୍ପ ପ୍ରଶାସନ ୨୦୨୬ ଫିଫା ବିଶ୍ୱକପ ପୂର୍ବରୁ ଯୁକ୍ତରାଷ୍ଟ୍ରର କନସୁଲାର ଅଧିକାରୀମାନଙ୍କୁ ଦୁଇ ସିଫ୍ଟରେ କାମ କରାଇବା ଏବଂ କୃତ୍ରିମ ବୁଦ୍ଧିମତା (ଏଆଇ) ବ୍ୟବହାର କରି ଭିସା ପ୍ରକ୍ରିୟାକୁ ତ୍ୱରାନ୍ୱିତ କରିବା ପାଇଁ ଯୋଜନା ବିଚାର କରୁଛି ବୋଲି…

ବିଜେଡି ଯୁବନେତାଙ୍କୁ ସଂଘବଦ୍ଧ ଆକ୍ରମଣ

ଗଞ୍ଜାମ,୨୨।୫(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ବିଜେଡି ଯୁବନେତା ତଥା ସାନ ବଜାର ବଣିକ ସଙ୍ଘ ସଭାପତି ସୁଧୀର କୁମାର ପାଢ଼ୀଙ୍କୁ ସଂଘବଦ୍ଧ ଭାବେ ଆକ୍ରମଣ କରାଯାଇଥିବା ନେଇ ଗଞ୍ଜାମ ଥାନାରେ ଏକ ଅଭିଯୋଗ ହୋଇଛି l ମିଳିଥିବା ସୂଚନା ମୁତାବକ, ସାନ…

ବାଇକ୍‌କୁ ପିଟିଲା ବରଯାତ୍ରୀ ଗାଡ଼ି: ଦୁଇ ବାଇକ୍‌ ଆରୋହୀ ଗୁରୁତର

ଧର୍ମଶାଳା,୨୫।୫(ଶିବ ପ୍ରାସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଶଙ୍ଖାଢିଅ ନିକଟରେ ଏକ ବରଯାତ୍ରୀ ଗାଡ଼ି ଦୁର୍ଘଟଣା ଗ୍ରସ୍ତ ହୋଇଛି। ମିଳିଥିବା ସୂଚନା ମୁତାବକ, ଗୋକନେଶ୍ୱର ମନ୍ଦିରରେ ବାହାଘର ଚାଲିଥିବା ବେଳେ ବର ଗାଡ଼ିଟି ତେଲ ପକାଇବା ପାଇଁ ଶଙ୍ଖାରିଢିଅ ନିକଟସ୍ଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?