Home Left

ମଇଁଷି ଚାଲାଣ ପଡ଼ିଲା ମହଙ୍ଗା

ଭଞ୍ଜନଗର,୨୨।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଗୁରୁବାର ଖାରିଗୁଡ଼ା ଟୋଲ୍‌ ଗେଟ ନିକଟରୁ ବେଆଇନ ଭାବେ ମଇଁଷି ଚାଲାଣ କରୁଥିବା ଅଭିଯୋଗରେ ୪ଜଣ ଯୁବକଙ୍କୁ ଗିରଫ କରିଛି। ସେମାନେ ହେଲେ କନ୍ଧମାଳ ଜିଲା ବାଲିଗୁଡା ଅଞ୍ଚଳର ଆଶିଷ କନ୍ଧ ପାଣି,…

ଓଡ଼ିଶା ହାଇକୋର୍ଟର ଅଭିନବ ରାୟ: ବ୍ୟାଙ୍କରେ ଠକେଇ କରିଥିବା ମହିଳାଙ୍କୁ ସେହି ବ୍ୟାଙ୍କରେ ସଫେଇ କାମ କରିବାକୁ ନିର୍ଦ୍ଦେଶ

କଟକ, ୨୨।୫: ଓଡ଼ିଶା ହାଇକୋର୍ଟ ଏକ ଅଭିନବ ରାୟ କରି ବ୍ୟାଙ୍କ ଠକେଇ ମାମଲାରେ ଅଭିଯୁକ୍ତ ମହିଳା ମନୋଜ୍ଞାନ ପଟ୍ଟନାୟକଙ୍କୁ ଏକ ଅସାଧାରଣ ସର୍ତ୍ତରେ ଜାମିନ ମଞ୍ଜୁର କରିଛନ୍ତି। ସୂଚନା ଅନୁଯାୟୀ, ଅଭିଯୁକ୍ତଙ୍କୁ ସମ୍ପୃକ୍ତ ବ୍ୟାଙ୍କରେ ପ୍ରତିଦିନ ସଫେଇ କାମ କରିବାକୁ…

ରାଜୀବ ଗାନ୍ଧୀଙ୍କ ନୀତି, ଆଦର୍ଶକୁ ଅନୁସରଣ କରାଯାଉ

କେସିଙ୍ଗା,୨୨ା୫(ତୁମେଶ୍ବର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା କଂଗ୍ରେସ ଭବନରେ ଗୁରୁବାର ଟାଉନ ସଭାପତି ସୁଭାଷ ଜୈନଙ୍କ ସଭାପତିତ୍ୱରେ ସ୍ବର୍ଗତ ରାଜୀବ ଗାନ୍ଧୀଙ୍କ ସୃତିଚାରଣ ସଭା ଅନୁଷ୍ଠିତ ହୋଇଯାଇଛି। ରାଜୀବ ଗାନ୍ଧୀଙ୍କ ପ୍ରଧାନମନ୍ତ୍ରୀ କାଳରେ ହୋଇଥିବା ବିଭିନ୍ନ ଦୃଷ୍ଟାନ୍ତମୂଳକ କାର୍ଯ୍ୟକ୍ରମ ବିଷୟରେ କର୍ମୀମାନେ…

‘ଫାଙ୍କା ଭାଷଣ ଦେବା ବନ୍ଦ କର…’, ପ୍ରଧାନମନ୍ତ୍ରୀଙ୍କୁ ଟାର୍ଗେଟ କଲେ ରାହୁଲ ଗାନ୍ଧୀ, ପଚାରିଲେ ତିନୋଟି ପ୍ରଶ୍ନ

ନୂଆଦିଲ୍ଲୀ,୨୨।୫: କଂଗ୍ରେସ ନେତା ତଥା ଲୋକସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ତୀବ୍ର ଆକ୍ରମଣ କରି ତାଙ୍କୁ “ଫାଙ୍କା ଭାଷଣ” ଦେବା ବନ୍ଦ କରିବାକୁ କହିବା ସହ ତିନୋଟି ଗୁରୁତ୍ୱପୂର୍ଣ୍ଣ ପ୍ରଶ୍ନ ପଚାରିଛନ୍ତି। ଏକ୍ସରେ ଏକ…

ଜେଲ ଗଲେ କୁଖ୍ୟାତ ଅପରାଧୀ

ଦିଗପହଣ୍ଡି,୨୨।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଜଣାଶୁଣା କୁଖ୍ୟାତ ଜଣେ ପେସାଦାର ଅପରାଧୀଙ୍କୁ ଦିଗପହଣ୍ଡି ପୋଲିସ ପୁଣି ଗିରଫ କରି ଗୁରୁବାର କୋର୍ଟ ଚାଲାଣ କରିଛନ୍ତି। ସେ ହେଲେ ଦିଗପହଣ୍ଡି-ଆସିକା ରାସ୍ତା କେନାଲ ସାହିରେ ରହୁଥିବା ପଦ୍ମନାଭପୁର ଗ୍ରାମର…

କୋର୍ଟରେ ମିଳିଲା ସାଂଘାତିକ ପ୍ରମାଣ! ପ୍ରିୟଙ୍କାଙ୍କ ସହ ଜ୍ୟୋତି ପୁରୀରେ…

ପୁରୀ,୨୨।୫: ୟୁଟ୍ୟୁବର ଜ୍ୟୋତି ମାଲହୋତ୍ରାଙ୍କ ସହ ଓଡ଼ିଆ ୟୁଟ୍ୟୁବର ପ୍ରିୟଙ୍କା ସେନାପତିଙ୍କୁ ପୁରୀ ପୋଲିସ ଜେରା କରିଛି। ଜେରା ସମୟରେ ପ୍ରିୟଙ୍କା କହିଛନ୍ତି ଯେ ଜ୍ୟୋତି ମାଲହୋତ୍ରା ଓଡ଼ିଶାରେ ଥିବା ସମୟରେ କୋଣାର୍କ ଓ ଚିଲିକା ଗସ୍ତ କରିଥିଲେ। ଏହି ସୂଚନା…

ସମୁଦ୍ରର ୨ପଟୁ ସୃଷ୍ଟି ହେଲା ଲଘୁଚାପ, ଓଡ଼ିଶାରେ…

ଭୁବନେଶ୍ୱର.୨୨।୫: ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ଓ ଅନ୍ୟାନ୍ୟ ଆନ୍ତର୍ଜାତୀୟ ପାଣିପାଗ ମଡେଲ ଅନୁଯାୟୀ, ମେ’ ୨୦୨୫ରେ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିଝଡ଼ ସୃଷ୍ଟି ହେବାର ସମ୍ଭାବନା ରହିଛି, ଯାହା ଓଡ଼ିଶା ଉପକୂଳକୁ ପ୍ରଭାବିତ କରିପାରେ। ଏହି ଝଡ଼, ଯାହାର ନାମ ସମ୍ଭାବ୍ୟ…

ଚୋରି କରିବାକୁ ଆସି ଛେଚା ଖାଇଲେ ଯୁବକ, ୫ ଫେରାର

ବସ୍ତା,୨୨ା୫(ହରିଶଙ୍କର ପାଢ଼ୀ): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ବାରମାଢ଼ିଆ ଗ୍ରାମରେ ବୁଧବାର ବିଳମ୍ବିତ ରାତିରେ ଚୋରି କରିବାକୁ ଆସି ଧରା ପଡ଼ି ଛେଚା ଖାଇଛନ୍ତି ଜଣେ ଯୁବକ। ୫ ଜଣ ଫେରାର ଅଛନ୍ତି। ମିଳିଥିବା ସୂଚନାନୁସାରେ, ବୁଧବାର ରାତିରେ ୬…

ସୀମା ଟପିଛି ED: ତାମିଲନାଡୁ ମଦ ଦୁର୍ନୀତି ତଦନ୍ତକୁ ଅଟକାଇଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ, ୨୨।୫: ସୁପ୍ରିମକୋର୍ଟ ତାମିଲନାଡୁର ରାଜ୍ୟ ପରିଚାଳିତ ମଦ ସଂସ୍ଥା ତାମିଲନାଡୁ ଷ୍ଟେଟ ମାର୍କେଟିଂ କର୍ପୋରେସନ (ଟାସମାକ) ସହ ଜଡ଼ିତ ଅଭିଯୁକ୍ତ ମଦ ଦୁର୍ନୀତି ମାମଲାରେ ଏନଫୋର୍ସମେଣ୍ଟ ଡାଇରେକ୍ଟୋରେଟ (ଇଡି)ର ତଦନ୍ତ ଓ ଚଢ଼ାଉ ଉପରେ ଅସ୍ଥାୟୀ ରୋକ ଲଗାଇଛନ୍ତି। ପ୍ରଧାନ…

ସ୍ତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ: ସ୍ବାମୀଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୨।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମର ରିତୁ ବେହେରାଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣାରେ ଥାନାରେ ଅଟକ ଥିବା ରିତୁଙ୍କ ସ୍ବାମୀ ମୟୂର ବେହେରାଙ୍କୁ ଗୁରୁବାର ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛନ୍ତି। ଥାନା ମାମଲା…

MGNREGA କାମରେ ମହା ଦୁର୍ନୀତି: ୪ ଅଧିକାରୀଙ୍କୁ ଗିରଫ କଲା ଭିଜିଲାନ୍ସ

ରାୟଗଡ଼ା,୨୨।୫(ଆଶିଷ ରଞ୍ଜନ ପଣ୍ଡା:): ରାୟଗଡ଼ା ଜିଲା କାଶୀପୁର ବ୍ଲକରେ ପୋଖରୀ ଖନନ ନାଁରେ ସରକାରୀ ଟଙ୍କା ହଡ଼ପ କରିଥିବା ଅଭିଯୋଗରେ ଜଳଛାୟା ମିଶନ ଓ ମୃତ୍ତିକା ସଂରକ୍ଷଣ ବିଭାଗର ୪ଜଣ ସରକାରୀ କର୍ମଚାରୀଙ୍କୁ ଭିଜିଲାନ୍ସ ଗୁରୁବାର ଗିରଫ କରଛି। କାଶୀପୁର ବ୍ଲକରେ…

ଜ୍ୟୋତିଙ୍କୁ ନେଇ ମୁହଁ ଖୋଲିଲେ ବାପା: କହିଦେଲେ ବଡ଼ କଥା, ମୋ ଝିଅର…

ନୂଆଦିଲ୍ଲୀ,୨୨।୫: ୟୁଟ୍ୟୁବର ଜ୍ୟୋତି ମାଲହୋତ୍ରାଙ୍କୁ ଚାରି ଦିନିଆ ପୋଲିସ ରିମାଣ୍ଡରେ ପଠାଇ ଦିଆଯାଇଛି। ଗୁରୁବାର ଜ୍ୟୋତିଙ୍କୁ ହିସାର ଜିଲା କୋର୍ଟରେ ହାଜର କରାଯାଇଥିଲା। କୋର୍ଟଙ୍କ ନିର୍ଦ୍ଦେଶ ପରେ, ଜ୍ୟୋତିଙ୍କ ବାପା ହରିଶ ମାଲହୋତ୍ରାଙ୍କ ପ୍ରତିକ୍ରିୟା ସାମ୍ନାକୁ ଆସିଛି। ସେ କହିଛନ୍ତି, ପୂର୍ବରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?