Home Left

ମୋଦିଙ୍କୁ ଭେଟିବା ପରେ ବଡ଼ ଘୋଷଣା କଲେ ବ୍ରିଟେନ ପ୍ରଧାନମନ୍ତ୍ରୀ

ଲଣ୍ଡନ,୧୯।୧୧: ଆସନ୍ତା ବର୍ଷ ଭାରତ ସହ ମୁକ୍ତ ବାଣିଜ୍ୟ ଚୁକ୍ତି (ଏଫଟିଏ) ଉପରେ ଆଲୋଚନା ଆରମ୍ଭ ହେବ। ବ୍ରିଟେନ ପ୍ରଧାନମନ୍ତ୍ରୀ କିର ଷ୍ଟାରମର ଏନେଇ ସୂଚୁନା ଦେଇଛନ୍ତି। ବ୍ରାଜିଲରେ ଜି-୨୦ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଦ୍ୱିପାକ୍ଷିକ ବୈଠକ…

୪୫ ଲୋକଙ୍କୁ ୧୦ ବର୍ଷର ଜେଲଦଣ୍ଡ, ଜାଣନ୍ତୁ କ’ଣ ଏହି ମାମଲା

ଭିକ୍ଟୋରିଆ ସିଟି,୧୯।୧୧: ମଙ୍ଗଳବାର ହଂକଂର ହାଇକୋର୍ଟ ୪୫ ଜଣ ଗଣତନ୍ତ୍ର ସମର୍ଥକଙ୍କୁ ଜାତୀୟ ସୁରକ୍ଷା ମାମଲାରେ ୧୦ ବର୍ଷ ପର୍ଯ୍ୟନ୍ତ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି। ସୂଚନାଯୋଗ୍ୟ, ଜାତୀୟ ସୁରକ୍ଷା ଟ୍ରଏଲରେ କାର୍ଯ୍ୟକର୍ତ୍ତାମାନେ ଗଣତନ୍ତ୍ର ଆନ୍ଦୋଳନର କ୍ଷତି କରିଥିଲେ ଏବଂ ଆନ୍ତର୍ଜାତୀୟ ସ୍ତରରେ…

‘ଲୋକଙ୍କୁ ବ୍ୟବହାର କରି ତଡ଼ିଦେବା ଭାଜପାର ଚରିତ୍ର’

ନୂଆଦିଲ୍ଲୀ,୧୯।୧୨:ମହାରାଷ୍ଟ୍ରରେ ବିଧାନସଭା ନିର୍ବାଚନ ପାଇଁ ପ୍ରଚାର ଅଭିଯାନର ଶେଷ ପର୍ଯ୍ୟାୟରେ ଦଳର ନେତା ଓ ବିରୋଧୀଙ୍କ ମଧ୍ୟରେ ଆରୋପ-ପ୍ରତ୍ୟାରୋପ ଲାଗିରହିଛି। ଏହି ସମୟରେ କଂଗ୍ରେସ ନେତା କହ୍ନେୟା କୁମାର ଅନେକ ପ୍ରଶ୍ନର ଉତ୍ତର ଦେଇ ତାଙ୍କ ବିରୋଧୀଙ୍କୁ କଡ଼ା ଆକ୍ରମଣ କରିଥିଲେ।…

ଏହି ଯୋଜନାରେ ମହିଳାଙ୍କୁ ମିଳିବ ୨୪ହଜାର, ଜାଣନ୍ତୁ କିପରି କରିବେ ଆବେଦନ

ନୂଆଦିଲ୍ଲୀ,୧୯।୧୧: ଭାରତ ସରକାର ଦେଶରେ ମହିଳା ସଶକ୍ତିକରଣକୁ ପ୍ରୋତ୍ସାହିତ କରୁଛନ୍ତି। ସମାଜରେ ମହିଳାଙ୍କ ଅଂଶଗ୍ରହଣ ବୃଦ୍ଧି ପାଇଁ ସରକାର ନୂତନ ଉଦ୍ୟମ କରୁଛନ୍ତି। ବିଶେଷକରି ସରକାର ମଧ୍ୟ ମହିଳାମାନଙ୍କ ପାଇଁ ବିଭିନ୍ନ ପ୍ରକାରର ଯୋଜନା ପ୍ରସ୍ତୁତ କରୁଛନ୍ତି। ଯାହାଦ୍ୱାରା ମହିଳାମାନେ ଯଥାସମ୍ଭବ…

ଭୁବନେଶ୍ୱରରେ ହିରୋ ଲୋନ୍‌ ଆଣ୍ଡ ଏକ୍ସଚେଞ୍ଜ କାର୍ନିଭାଲ

ଭୁବନେଶ୍ୱର,୧୯।୧୧: ହିରୋ ମୋଟୋକର୍ପର ବହୁ ପ୍ରତୀକ୍ଷିତ କାର୍ଯ୍ୟକ୍ରମ ‘ହିରୋ ଲୋନ୍‌ ଆଣ୍ଡ ଏକ୍ସଚେଞ୍ଜ କାର୍ନିଭାଲ’ର ଶୁଭାରମ୍ଭ ସର୍ବଭାରତୀୟସ୍ତରରେ ଆରମ୍ଭ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ହିରୋ ମୋଟୋକର୍ପର ସ୍ବୀକୃତିପ୍ରାପ୍ତ ଡିଲର ତଥା ଭୁବନେଶ୍ୱରର ଡେଲଟା ଛକ ନିକଟସ୍ଥ ରୋହନ ହିରୋ ପକ୍ଷରୁ ଏକ…

ଖସୁଛି ପାରଦ: ୨୧ ପର୍ଯ୍ୟନ୍ତ ରହିବ କୁହୁଡ଼ିର ଆସ୍ତରଣ

ଭୁବନେଶ୍ୱର,୧୯ା୧୧: ରାଜ୍ୟରେ ଗତ କିଛିଦିନ ହେଲା ପାରଦ ଖସିବାରେ ଲାଗିଛି। ଫଳରେ ରାଜ୍ୟର ବିଭିନ୍ନ ସ୍ଥାନରେ ଶୀତ ବଢୁଥିବା ଦେଖିବାକୁ ମିଳୁଛି। ରାଜ୍ୟର କୋଇଡ଼ାରେ ବିଭିନ୍ନ ସ୍ଥାନରେ କୁହୁଡି ଦେଖାଯିବା ସହ ଗାଡିମୋଟର, ଗଛପତ୍ର ଉପରେ କାକର ଶୋଭାବର୍ଦ୍ଧନ କରୁଛି। ସେହିପରି…

ଦିଲ୍ଲୀ କ’ଣ ଦେଶର ରାଜଧାନୀ ହେବା ଉଚିତ, କାହିଁକି ଏମିତି କହିଲେ ଥରୁର

ନୂଆଦିଲ୍ଲୀ,୧୯।୧୧: ଦିଲ୍ଲୀରେ ବାୟୁ ପ୍ରଦୂଷଣ ଅତ୍ୟନ୍ତ ବିପଜ୍ଜନକ ସ୍ତରରେ ପହଞ୍ଚିଛି। ଜାତୀୟ ରାଜଧାନୀର ହାରାହାରି ୨୪ ଘଣ୍ଟା ଏୟାର କ୍ୱାଲିଟି ଇଣ୍ଡେକ୍ସ ହେଉଛି ୪୯୩। ଦିଲ୍ଲୀର ସମସ୍ତ ବିଦ୍ୟାଳୟରେ ଅନଲାଇନ କ୍ଲାସ ଆରମ୍ଭ ହୋଇଯାଇଛି। ସୋମବାର ସୁପ୍ରିମକୋର୍ଟ ମଧ୍ୟ ବାୟୁ ପ୍ରଦୂଷଣକୁ…

ସ୍କୁଲ-କଲେଜ ବନ୍ଦ, ବାୟୁ ପ୍ରଦୂଷଣକୁ ନେଇ ଆଡଭାଇଜରୀ ଜାରି କଲା କେନ୍ଦ୍ର

ନୂଆଦିଲ୍ଲୀ,୧୯।୧୧: ବାୟୁ ପ୍ରଦୂଷଣ ଦିଲ୍ଲୀ-ଏନସିଆରରେ ଲୋକଙ୍କ ସମସ୍ୟା ବଢାଇ ଦେଇଛି। ଏଠାରେ ବାୟୁ ଗୁଣବତ୍ତା ସୂଚକାଙ୍କ (AQI) ଅତ୍ୟନ୍ତ ବିପଜ୍ଜନକ ସ୍ତରରେ ପହଞ୍ଚିଛି । ସବୁଠାରୁ ବଡ ସମସ୍ୟା ହେଉଛି ନୋଏଡା, ଗାଜିଆବାଦ ଏବଂ ଗୁରୁଗ୍ରାମରେ। ଏଠାରେ ମଧ୍ୟ ମଙ୍ଗଳବାର (୧୯…

ଏଇ ଭାରତରେ

ପଞ୍ଜାବର ସୁଖପାଲ ସିଂ ସିଦ୍ଧୁ ଜଣେ ପ୍ରଥମିକ ବିଦ୍ୟାଳୟର ଶିକ୍ଷକ। ସେ ଶିକ୍ଷାର ମହତ୍ତ୍ୱ ବୁଝି ତାହାକୁ ସାମାଜିକ ସ୍ତରରେ ପ୍ରତିଫଳିତ କରିଛନ୍ତି । ଶିକ୍ଷା ବିନା ସଶକ୍ତ ନାଗରିକ ହେବା ଅସମ୍ଭବ; ତାହା ମଧ୍ୟ ସେ ହୃଦୟଙ୍ଗମ କରିଛନ୍ତି ।…

ଆଳୁ ଖୋଳୁ ଖୋଳୁ ମହାଦେବ

ଥରେ ଜଣେ ଚାଷୀ ନିଜ ବିଲରେ ଆଳୁ ଖୋଳୁ ଖୋଳୁ ତାଙ୍କ କୋଦାଳରେ ପଥର ଭଳି କ’ଣ ବାଜିଲା। ଯେଉଁ ବିଲକୁ ସିଏ ପୁରୁଷାନୁକ୍ରମେ ଚାଷ କରି ଆସୁଛନ୍ତି, ସେଠି ପଥର ରହିବା କଥା ସିଏ ବିଶ୍ୱାସ କରି ନ ପାରି…

ନାରୀ ସଶକ୍ତୀକରଣ ଓ ଗୋଷ୍ଠୀ ଗଠନ

ଆନ୍ତର୍ଜାତିକ ଖାତିସମ୍ପନ୍ନ ବ୍ୟାଖ୍ୟାକାର ‘ଜାକେବ୍‌ ଜର୍ଜ ହିଲିଓକ’ଙ୍କ ଭାଷାରେ ସମବାୟ ହେଉଛି ଏକ ସ୍ବେଚ୍ଛାକୃତ ସମ୍ମେଳନ, ଯହିଁରେ ସମସ୍ତଙ୍କ ସହଭାଗୀ, ଯୋଗଦାନ ଓ କର୍ତ୍ତୃତ୍ୱ ମଧ୍ୟରେ ଏକ ଐକ୍ୟବଦ୍ଧ ଉଦ୍ୟୋଗଟି ପରିପୂର୍ଣ୍ଣ ପଥରେ ଅଗ୍ରସର ହୋଇଥାଏ।’ ଭାରତର ବହୁ ପ୍ରାଚୀନ କାଳରୁ…

ଅମିନଙ୍କୁ ନିଲମ୍ବିତ ପରେ ତହସିଲଦାରଙ୍କୁ ବଦଳି

ରେଢାଖୋଲ ୧୯।୧୧(ଅଚ୍ୟୁତାନନ୍ଦ ପୁରୋହିତ): ରେଢାଖୋଲ ଜୋନ-୨ ନମ୍ବର ଜିଲାପରିଷଦ ସଭ୍ୟ ଶରତ ପ୍ରଧାନଙ୍କୁ ତହସିଲଦାର ଦେବାଶିଷ ପାତ୍ର ଦୁର୍ବ୍ୟବହା କରିବା ଘଟଣା ମହଙ୍ଗା ପଡିଛି। ରାଜସ୍ବ ମନ୍ତ୍ରୀ ଘଟଣାର ତଦନ୍ତ କରିବାକୁ ସମ୍ବଲପୁର ଜିଲାପାଳଙ୍କୁ ନିର୍ଦ୍ଧେଶ ପରେ ଗୋଟିଏ ଦିନରେ ତଦନ୍ତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri