ହଠାତ୍ ୧୬ କିଲୋ ଓଜନ ହ୍ରାସ: ସ୍ବାସ୍ଥ୍ୟ ସମସ୍ୟାକୁ ନେଇ ଚାଞ୍ଚଲ୍ୟକର ଖୁଲାସା କଲେ ସଲମାନ
କିଛି ଦିନ ହେବ ସୋସିଆଲ ମିଡିଆରେ ବଲିଉଡର ‘ଦବଙ୍ଗ’ ଷ୍ଟାର ସଲମାନ ଖାନଙ୍କ ଫିଟନେସ ଏବଂ ଲୁକକୁ ନେଇ ଚର୍ଚ୍ଚା ହେଉଛି। ହଠାତ୍ ତାଙ୍କ ଓଜନ ହ୍ରାସ ଏବଂ ପତଳା ଲୁକ ସ୍ବାସ୍ଥ୍ୟ ସମସ୍ୟା ସହିତ ଜଡିତ ହୋଇପାରେ ବୋଲି ପ୍ରଶଂସକ…
ଛାତ୍ରୀଛାତ୍ରଙ୍କୁ ମିଳିଲା ପାଠ୍ୟ ଉପକରଣ
କେନ୍ଦୁଝର:୪।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ଅଧୀନ କୋଡିପଶା ପଞ୍ଚାୟତ ଅନ୍ତର୍ଗତ ଉପାନ୍ତ ଜୁଆଙ୍ଗ ଗ୍ରାମ ଘୁଙ୍ଗି ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ସ୍ଥାନୀୟ ସଚ୍ଛୋସେବୀ ଅନୁଷ୍ଠାନ ‘ଆଶା’ ପକ୍ଷରୁ ଚଳିତ ଶିକ୍ଷାବର୍ଷ ସକାଶେ ପାଠ୍ୟ ଉପକରଣ ଯୋଗାଇ ଦିଆଯାଇଛି।…
ଯକ୍ଷ୍ମା ମୁକ୍ତ ଭାରତ ଗଠନରେ ଛାତ୍ରଛାତ୍ରୀଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ
ଭଞ୍ଜନଗର,୪।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମଙ୍ଗଳବାର ‘ଟିବି ମୁକ୍ତ ଭାରତ ଅଭିଯାନ’ ଅନ୍ତର୍ଗତ ଯକ୍ଷ୍ମା ରୋଗ ଉପରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟ ଏନ୍ସିସି ଆର୍ମି ୱିଙ୍ଗ, ନାଭାଲ ୱିଙ୍ଗ,…
ବିଧାୟକ ହେବା ପରେ ପ୍ରତି ମାସରେ କେତେ ଦରମା ପାଇବେ ପ୍ରଶାନ୍ତ କିଶୋର, ଜାଣନ୍ତୁ କେଉଁ ସବୁ ସରକାରୀ ସୁବିଧା ମିଳିବ…
ପାଟନା,୪।୮: ବଡ଼ ବଡ଼ ରାଜନୈତିକ ଦଳକୁ ନିର୍ବାଚନ ଜିତିବାର ରଣନୀତି ଦେଉଥିବା ରାଜନୈତିକ ବିଶ୍ଳେଷକରୁ ସିଧାସଳଖ ରାଜନୀତିକୁ ପ୍ରବେଶ କରିଥିବା ଜନ ସୁରାଜ ପାର୍ଟିର ମୁଖ୍ୟ ପ୍ରଶାନ୍ତ କିଶୋର ବାଙ୍କିପୁର ବିଧାନସଭା ଉପନିର୍ବାଚନରେ ଏକ ଐତିହାସିକ ବିଜୟ ହାସଲ କରିଛନ୍ତି। ଭାଜପାର…
ସ୍ବାମୀ ଉଦୟନିଧିଙ୍କୁ ନେବାକୁ ଆସିଥିବା ପୋଲିସ ସହ ଯୁକ୍ତିତର୍କ କଲେ ସ୍ତ୍ରୀ, କହିଲେ- ସେ ବାଥରୁମ୍ରେ…
ନୂଆଦିଲ୍ଲୀ,୪।୮: ଡିଏମକେ ନେତା ଉଦୟନିଧି ଷ୍ଟାଲିନଙ୍କୁ ମଙ୍ଗଳବାର ପୋଲିସ ଗିରଫ କରିଛି। ପୋଲିସ ତାଙ୍କୁ ତାଙ୍କ ବାସଭବନରୁ ନେଇଥିଲା। ଉଦୟନିଧିଙ୍କୁ ନେବାକୁ ଆସିଥିବା ପୋଲିସ ସହ ତାଙ୍କ ପତ୍ନୀ କିରୁଥିଗା ଉଦୟନିଧିଙ୍କର ଯୁକ୍ତିତର୍କ ହୋଇଥିଲା। ସୋସିଆଲ ମିଡିଆରେ କିରୁଥିଗା ଉଦୟନିଧିଙ୍କ ଏକ…
ପାଟ୍ରୋଲିଂ ବେଳେ ଜଗନ୍ନାଥ ପ୍ରସାଦ ପୋଲିସକୁ ସଫଳତା, ଡାଲା ଅଟୋରେ ମିଳିଲା….
ଜଗନ୍ନାଥ ପ୍ରସାଦ,୪।୮(ବିଭୁ ପ୍ରସାଦ ପଟ୍ଟନାୟକ): ଜଗନ୍ନାଥ ପ୍ରସାଦ ପୋଲିସକୁ ପାଟ୍ରୋଲିଂ ସମୟରେ ଏକ ସଫଳତା ମିଳିଛି । ବେଆଇନ ଭାବେ ଚୋରା ଚାଲାଣ ହେଉଥିବା ବିପୁଳ ପରିମାଣର ବାଣ ସହ ଏକ ଡାଲା ଅଟୋ OD25D2062 କୁ ପୋଲିସ ଜବତ କରିଛି।…
RJD, BJP ନା କଂଗ୍ରେସ; କାହା ସହ ମେଣ୍ଟ କରିବେ ପ୍ରଶାନ୍ତ କିଶୋର? ନିଜେ କଲେ ବଡ଼ ଖୁଲାସା
ପାଟନା,୪।୮: ଜନ ସୁରାଜ ପାର୍ଟିର ସଂସ୍ଥାପକ ପ୍ରଶାନ୍ତ କିଶୋର କୌଣସି ରାଜନୈତିକ ଦଳ ସହ ମେଣ୍ଟ କରିବାର ସମ୍ଭାବନାକୁ ଖଣ୍ଡନ କରି କହିଛନ୍ତି ଯେ, ବାଙ୍କିପୁର ବିଧାନସଭା ଉପନିର୍ବାଚନରେ ତାଙ୍କ ବିଜୟ ଭାରତୀୟ ଜନତା ପାର୍ଟି (ଭାଜପା), କଂଗ୍ରେସ ଏବଂ ରାଷ୍ଟ୍ରୀୟ…
ଶ୍ରୀଲଙ୍କା ଟେଷ୍ଟ ପୂର୍ବରୁ BCCIର ବଡ଼ ଘୋଷଣା, ଟିମ ଇଣ୍ଡିଆକୁ ଆସିଲେ ଆଉ ୨ ଖେଳାଳି
ନୂଆଦିଲ୍ଲୀ,୪।୮: ଭାରତୀୟ କ୍ରିକେଟ ଦଳର ଶ୍ରୀଲଙ୍କା ଗସ୍ତ ୧୫ ଅଗଷ୍ଟରୁ ଆରମ୍ଭ ହେବାକୁ ଯାଉଛି। ଏହା ପୂର୍ବରୁ ଟିମ ଇଣ୍ଡିଆରେ ଲଗାତାର ପରିବର୍ତ୍ତନ ହେଉଛି। ଜସପ୍ରୀତ ବୁମ୍ରାଙ୍କ ସ୍ଥାନରେ ଜମ୍ମୁ-କଶ୍ମୀରର ଉଦୀୟମାନ ଦ୍ରୁତ ବୋଲର ଆକିବ ନବିଙ୍କୁ ଦଳରେ ସାମିଲ କରାଯାଇଛି।…
‘ବନ୍ଦ କରିଦେବି ଜନସୁରାଜ ପାର୍ଟି…,’ କାହିଁକି ଏମିତି କହିଲେ ପ୍ରଶାନ୍ତ କିଶୋର? ଜାଣନ୍ତୁ ଏହା ପଛର କାରଣ
ପାଟନା,୪।୮: ବାଙ୍କିପୁର ଉପନିର୍ବାଚନରେ ଏକ ବଡ଼ ବିଜୟ ପରେ, ଜନ ସୁରାଜ ପ୍ରତିଷ୍ଠାତା ଏବଂ ନବନିର୍ବାଚିତ ବିଧାୟକ ପ୍ରଶାନ୍ତ କିଶୋର ଏକ ସ୍ବତନ୍ତ୍ର ଆଲୋଚନାରେ ଅନେକ ଗୁରୁତ୍ୱପୂର୍ଣ୍ଣ ବକ୍ତବ୍ୟ ଦେଇଥିଲେ। ସେ ସ୍ପଷ୍ଟ ଭାବରେ କହିଥିଲେ ଯେ ସେ ସମ୍ରାଟ ଚୌଧୁରୀ…
E20 ପେଟ୍ରୋଲକୁ ନେଇ ଦିଲ୍ଲୀରେ ତେଜିଲା ରାଜନୀତି! ପିଏମ ଆବାସ ଅଭିମୁଖେ ଯାଉଥିବାବେଳେ କେଜ୍ରିୱାଲଙ୍କୁ…
ନୂଆଦିଲ୍ଲୀ,୪।୮: ଆମ ଆଦମୀ ପାର୍ଟି (AAP)ର ସଂଯୋଜକ ଅରବିନ୍ଦ କେଜ୍ରିୱାଲ ପ୍ରଧାନମନ୍ତ୍ରୀଙ୍କ ବାସଭବନ ଅଭିମୁଖେ ମାର୍ଚ୍ଚ ପାଇଁ ବାହାରିଛନ୍ତି। ତାଙ୍କ ସହ ଏଏପିର ନେତା ଓ କର୍ମୀମାନେ ମଧ୍ୟ ସାମିଲ ହୋଇଛନ୍ତି। ତେବେ ଦିଲ୍ଲୀ ପୋଲିସ ଫିରୋଜ ଶାହା ରୋଡ୍ରେ ହିଁ…
ହାତୀ ଦେଖିବାକୁ ଯାଇଥିଲେ ଯୁବକ; ଗୋଡ଼ାଇଲା ମାଈ ହାତୀ, ତାପରେ…
ପାଟଣା,୪।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜର ପାଟଣା ସେକ୍ସନ ଅନ୍ତର୍ଗତ ରାମଚନ୍ଦ୍ରପୁର ନିକଟରେ ସୋମବାର ୧୯ଟିକିଆ ବଣୁଆ ହାତୀପଲ ଡେରା ପକାଇଥିଲେ । ଏହି ହାତୀପଲକୁ ଦେଖିବା ପାଇଁ ଘଟଗାଁ ବ୍ଲକ ଡ଼ପାଣି ଗ୍ରାମର ମଦନ ନାଏକ ସେଠାକୁ…
୧୬ ଅଗଷ୍ଟ ସୁଦ୍ଧା ସାରିଦିଅନ୍ତୁ ଏହି କାମ, ନଚେତ୍ ମିଳିନପାରେ ଗ୍ୟାସ ସିଲିଣ୍ଡର
ନୂଆଦିଲ୍ଲୀ,୪।୮: ଏଲପିଜି ଗ୍ରାହକମାନେ ଅଗଷ୍ଟ ୧୫ ପୂର୍ବରୁ ସେମାନଙ୍କର ଇ-କେୱାଇସି କରିବା ବାଧ୍ୟତାମୂଳକ ରହିଛି । ସମୟ ମଧ୍ୟରେ ଇ-କେୱାଇସି ପୂରଣ ନକଲେ ଅଧିକ ମୂଲ୍ୟରେ ସିଲିଣ୍ଡର କିଣିବାକୁ ପଡ଼ିପାରେ, ଯାହା ଫଳରେ ଗ୍ରାହକଙ୍କ ଉପରେ ଆର୍ଥିକ ବୋଝ ପଡ଼ିପାରେ ।…

