ବିସିସିଆଇର ବଡ଼ ନିଷ୍ପତ୍ତି: ଟିମ୍ ଇଣ୍ଡିଆ ଜର୍ସିରେ ରହିବ ପାକିସ୍ତାନର ନାମ…
ନୂଆଦିଲ୍ଲୀ,୨୨।୧: ଫେବୃଆରୀ ୧୯ରୁ ଆରମ୍ଭ ହେବ ଚାମ୍ପିଅନ୍ସ ଟ୍ରଫି। ପାକିସ୍ତାନ ଆୟୋଜକ ଅଧୀନରେ ଖେଳାଯିବାକୁ ଥିବା ଏହି ଟୁର୍ନାମେଣ୍ଟ ହାଇବ୍ରିଡ ମଡେଲରେ ହେବ। ଏହାର ଅର୍ଥ ଟିମ୍ ଇଣ୍ଡିଆ ତାର ସମସ୍ତ ମ୍ୟାଚ ଦୁବାଇରେ ଖେଳିବ।ଏହା ବ୍ୟତୀତ ଅନ୍ୟ ସମସ୍ତ ଦଳ…
ରାସ୍ତାକଡ଼ ମାଛ ଦୋକାନ ହଟାଇଲେ ଏନ୍ଏସି କର୍ତ୍ତୃପକ୍ଷ
ବାଲିଗୁଡ଼ା,୨୨ା୧(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ସହରରେ ଦିନକୁ ଦିନ ଟ୍ରାଫିକ୍ ସମସ୍ୟା ବଢ଼ିବାରେ ଲାଗିଛି। ଅଧିକାଂଶ ସମୟରେ ଛୋଟବଡ଼ ଦୁର୍ଘଟଣା ମାନ ଘଟୁଛି। ମୁଖ୍ୟତଃ ବଡ଼ାଗୁଡ଼ା ରାସ୍ତା ବନ୍ଧ ଛକଠାରୁ ଆରମ୍ଭ କରି ଗାନ୍ଧୀ ଛକ ପର୍ଯ୍ୟନ୍ତ ଗହଳି…
ଭାରତୀୟ ଯବାନଙ୍କ ସହ ଫଟୋ ଉଠାଇବାକୁ ମନା କରିଦେଲେ ବିରାଟ କୋହଲି, Video ଦେଖି ରାଗିଗଲେ ପ୍ରଶଂସକ…
ନୂଆଦିଲ୍ଲୀ,୨୨।୧: କ୍ରିକେଟଜଗତରେ ବିରାଟ କୋହଲି ଏକ ବଡ଼ ନାମ। ହେଲେ ସେ ଏବେ ଏଭଳି କିଛି କାମ କରିଛନ୍ତି ଯାହାକୁ ନେଇ ସେ ବିବାଦରେ ଫସିଛନ୍ତି। ତାଙ୍କର ଏକ ଭିଡିଓ ଭାଇରାଲ ହେଉଛି, ଯେଉଁଥିରେ ସେ ଜଣେ ଯବାନଙ୍କ ସହ ସେଲ୍ଫି…
ଲାଞ୍ଚ ନେଇ ଧରାପଡ଼ିଲେ ଡାକ୍ତର: ପୋଷ୍ଟମର୍ଟମ ରିପୋର୍ଟ ପାଇଁ ୨ ହଜାର ନେଲା ବେଳେ ମାଡ଼ିବସିଲା ଭିଜିଲାନ୍ସ
ଭୁବନେଶ୍ୱର,୨୨।୧: ପୋଷ୍ଟମର୍ଟମ ରିପୋର୍ଟ ପାଇଁ ୨ ହଜାର ନେଲା ବେଳେ ଡାକ୍ତରଙ୍କୁ ମାଡ଼ିବସିଲା ଭିଜିଲାନ୍ସ। ଅଭିଯୋଗ ଅନୁଯାୟୀ ବଡ଼ମ୍ବା CHC ଡାକ୍ତର ବିଶ୍ବନାଥ ଅଢ଼େକ ଜଣେ ବ୍ୟକ୍ତିଙ୍କ ମୃତ ପୁଅର ପୋଷ୍ଟ ମର୍ଟମ ରିପୋର୍ଟ ପ୍ରଦାନ କରିବାକୁ ଅଭିଯୋଗକାରୀଙ୍କ ଠାରୁ ୫,୦୦୦…
ନୂଆବର୍ଷ ସରିବାକୁ ବସିଲାଣି, ହେଲେ ଦାରିଙ୍ଗବାଡ଼ିରେ କମୁନି ପର୍ଯ୍ୟଟକଙ୍କ ସଂଖ୍ୟା
ଦାରିଙ୍ଗବାଡ଼ି,୨୨ା୧(ଅରୁଣ ସାହୁ): ନୂଆବର୍ଷ ଏବେ ସରିବାକୁ ବସିଲାଣି କିନ୍ତୁ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଶୀତର ମଜା ନେବା ପାଇଁ ଜିଲା ତଥା ଜିଲା ବାହାରୁ ଦୈନିକ ଶହଶହ ପର୍ଯ୍ୟଟକ ଦାରିଙ୍ଗବାଡ଼ିକୁ ବୁଲିବାକୁ ଆସିବା ସହ ବଣଭୋଜି କରି ମଜା ନେଉଛନ୍ତି।…
ଏନଡିଏକୁ ଶକ୍ତ ଝଟ୍କା ଦେଲେ ନୀତିଶ କୁମାର! ଫେରାଇନେଲେ ସମର୍ଥନ
ନୂଆଦିଲ୍ଲୀ,୨୨।୧:ମୋଦି ସରକାରଙ୍କୁ ବଡ଼ ଝଟ୍କା ଦେଲେ ନୀତିଶ କୁମାର। ବୁଧବାର ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କ ନେତୃତ୍ୱାଧୀନ ଜନତା ଦଳ (ୟୁନାଇଟେଡ) ନିଜ ସମର୍ଥନ ପ୍ରତ୍ୟାହାର କରିଛି। ମଣିପୁରରେ ମୁଖ୍ୟମନ୍ତ୍ରୀ ଏନ ବୀରେନ ସିଂହଙ୍କ ନେତୃତ୍ୱରେ ଭାଜପା ସରକାର ଅଛି। ଏକ…
ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ରିହାତିରେ ବିଜୁଳି ବିଲ୍…
ଭୁବନେଶ୍ୱର,୨୨।୧: ରାଜ୍ୟ କ୍ୟାବିନେଟକୁ ନେଇ ଆସିଛି ବଡ ଖବର । ମୁଖ୍ୟମନ୍ତ୍ରୀ ମୋହନ ମାଝୀ କରିଛନ୍ତି ବଡ ଘୋଷଣା । କ୍ୟାବିନେଟରେ ୧୦ ବଡ ପ୍ରସ୍ତାବକୁ ଅନୁମୋଦନ ଦିଆଯାଇଛି । ଏନେଇ ନୂଆ ଶୀତଳ ଭଣ୍ଡାର ପାଇଁ ପ୍ରୋତ୍ସାହନ ଯୋଗାଇ ଦେବାକୁ…
ଜୀବନ ବଞ୍ଚାଇଥିବା ଅଟୋ ଡ୍ରାଇଭରଙ୍କୁ ଭେଟିଲେ ସୈଫ୍: ଦେଲେ ବଡ଼ ପ୍ରତିଶ୍ରୁତି
ଅଭିନେତା ସୈଫ ଅଲ୍ଲୀ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ସୁଧୁରିଛି। ସେ ହସ୍ପିଟାଲରୁ ଡିସଚାର୍ଜ ମଧ୍ୟ ହୋଇଛନ୍ତି। ସୈଫ ହସ୍ପିଟାଲରୁ ଘରେ ପହଞ୍ଚିବା ପରେ ଏକ ବଡ଼ ହୃଦୟ ଦେଖାଇଛନ୍ତି। ବିପଦ ବେଳେ ସାହାଯ୍ୟ କରିଥିବା ଅଟୋ ଡ୍ରାଇଭରଙ୍କୁ ଭେଟିନ୍ତି ସୈଫ। ଅଟୋ ଡ୍ରାଇଭର…
ନବୀନ ନବୀନ ଗୀତ ପାଇଁ ନିଃସର୍ତ୍ତ କ୍ଷମା ପ୍ରାର୍ଥନା କଲେ ଯାତ୍ରା ପାର୍ଟି ପରିଚାଳକ
ଚାନ୍ଦବାଲି,୨୨ା୧(ଅଶୋକ ପଣ୍ଡା): ୧୯ ତାରିଖ ମକର ମେଳା ସମୟରେ ଭଦ୍ରକ ଜିଲା ଧାମରା ଗଙ୍ଗା ମାତା ପଡ଼ିଆରେ ଯାତ୍ରା ସ୍ବର୍ଣ୍ଣମହଲ ନିଜର ଅପେରା ଶୋ’ କରିବା ପୂର୍ବରୁ ମେଲୋଡି କାର୍ଯ୍ୟକ୍ରମ ଚାଲିଥିଲା। ଏହି ସମୟରେ କମିଟି ପକ୍ଷରୁ ନବୀନ ନବୀନ ଗୀତଟି…
ଏତିକି ବର୍ଷ ପରେ ଧ୍ୱଂସ ପାଇଯିବ ପୃଥିବୀ: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ
ଲଣ୍ଡନ,୨୨।୧: ଇଂଲଣ୍ଡର ବ୍ରିଷ୍ଟଲ ବିଶ୍ୱବିଦ୍ୟାଳୟର ବୈଜ୍ଞାନିକମାନେ ପୃଥିବୀର ଭବିଷ୍ୟତ ଉପରେ ଏକ ଅଧ୍ୟୟନ ରିପୋର୍ଟ ପ୍ରକାଶ କରିଛନ୍ତି। ଏହି ରିପୋର୍ଟରେ ଆଶ୍ଚର୍ଯ୍ୟଜନକ ତଥ୍ୟ ଦିଆଯାଇଛି। ଆମର ପୃଥିବୀ ଧ୍ୱଂସ ଆଡକୁ ଗତି କରୁଛି ବୋଲି ଏହି ରିପୋର୍ଟରେ କୁହାଯାଇଛି। ଅଧ୍ୟୟନ ରିପୋର୍ଟରୁ…
ଗାଡ଼ିମୋଟର ଯାଞ୍ଚ: କଟିଲା ୩୨ ଚାଲାଣ, ୨ ଲକ୍ଷ ୬୦ ହଜାର ଟଙ୍କା ଜରିମାନା
ଦାରିଙ୍ଗବାଡ଼ି,୨୨ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଆଞ୍ଚଳିକ ପରିବହନ ବିଭାଗ ଓ ଦାରିଙ୍ଗବାଡ଼ି ପୋଲିସ ପକ୍ଷରୁ ମିଳିତ ଭାବେ ବିଭିନ୍ନ ସ୍ଥାନରେ ବ୍ଲକିଂ କରି ଗାଡ଼ିମୋଟର ଯାଞ୍ଚ କରାଯାଇଛି। ବେପରୁଆ ଗାଡିଚାଳନା, ମଦ୍ୟପ ଗାଡ଼ି ଚଳାଇବା, ବିନା ହେଲମେଟ, ବିନା ସିଟବେଲ୍ଟ ବ୍ୟବହାରରେ…
ବରଗଡ଼ ଧନୁଯାତ୍ରା ଦେଖିବାକୁ ଆସି ଜଙ୍ଗଲରୁ ଯୁବତୀ ଉଦ୍ଧାର ଘଟଣା: ମୁଖ୍ୟ ଅଭିଯୁକ୍ତଙ୍କୁ ଧରି ସିନ୍ ରିକ୍ରିଏଶନ କଲା ପୋଲିସ
ବରଗଡ଼,୨୨ା୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ଦେଖିବାକୁ ଆସିଥିବା ନିଖୋଜ ଯୁବତୀଙ୍କୁ ଅପହରଣ, ବଳାତ୍କାର ଏବଂ ହତ୍ୟା ଉଦ୍ୟମ ଘଟଣା ସାରା ରାଜ୍ୟରେ ଚର୍ଚ୍ଚାର ବିଷୟ ପାଲଟିଛି। ମଙ୍ଗଳବାର ଘଟଣାର ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ରାକେଶ ଡନସନାଙ୍କୁ ପୋଲିସ ବଲାଙ୍ଗୀର ଜିଲା ଟିଟିଲାଗଡ଼…
Archives


