ଗୋ’ ବନ୍ଧ୍ୟା ନିରାକରଣ ପାଇଁ ପ୍ରହସନ ପାଲଟିଛି ପ୍ରାଣୀ ଚିକିତ୍ସା ଶିବିର, ହାତ ଗଣତି ଚାଷୀଙ୍କୁ ନେଇ…
ଦାରିଙ୍ଗବାଡ଼ି,୧୮ା୧୧(ଅରୁଣ ସାହୁ): ରାଜ୍ୟ ଓ କେନ୍ଦ୍ର ସରକାର ପ୍ରାଣୀଧନର ବିକାଶ ପାଇଁ ବିଶେଷକରି ଗୋ’ସୁରକ୍ଷା ତଥା ସୁସ୍ଥ ରଖିବା ଓ ସୁସ୍ଥ ଛୁଆ ଜନ୍ମ କରିବା ପାଇଁ ବିଭିନ୍ନ ପଦକ୍ଷେପ ନେଉଛନ୍ତି। ହେଲେ ତାହା ଗ୍ରାମାଞ୍ଚଳରେ ଚାଷୀମାନେ ସଠିକ୍ ସୂଚନା ନ…
ଏଇ ଭାରତରେ
ମାମଲାଗୁଡ଼ିକର ଆପୋସ ସମାଧାନ ଦିଗରେ ଏକ ମାଇଲଖୁଣ୍ଟ ସାଜିଛି ଲିଗାଲ ଷ୍ଟାର୍ଟଅପ ‘ସମ’। ପ୍ରଞ୍ଜଳ ସିହ୍ନା, ଅକ୍ଷତ ଅଶୋକ ଏବଂ ବିକ୍ରମ କୁମାର ଏହି ଷ୍ଟାର୍ଟଅପ ପ୍ରତିଷ୍ଠା କରିଛନ୍ତି। ଚାଣକ୍ୟଙ୍କ ନୀତିରେ ଚାରି ନିୟମ ମଧ୍ୟରେ ଥିବା ‘ସମ’କୁ ଆଧାର କରି…
ଭାରତୀୟ ସାମୁଦ୍ରିକ ଶକ୍ତିର ଉତ୍ଥାନ
ର ଅବିଶ୍ୱାସୀ ତଥା ବିସ୍ତାରବାଦୀ ଚାଇନା ଧୀରେ ଧୀରେ ଭାରତ ମହାସାଗରରେ ତା’ର ଦବ୍ଦବା ବଢ଼ାଇବାରେ ଅବିରତ ପ୍ରୟାସରତ। ଦେଖୁନାହାନ୍ତି, ଚାଇନା ଭାରତର ଉତ୍ତରପଶ୍ଚିମ ଦିଗରେ ପାକିସ୍ତାନର ବେଲୁଚିସ୍ତାନରେ ଅବସ୍ଥିତ ଗ୍ବାଦର୍ ଓ କରାଚି, ଉତ୍ତର ପୂର୍ବରେ ମ୍ୟାନ୍ମାରର କ୍ୟାକପ୍ୟୁ ବନ୍ଦର,…
ବାଲିଯାତ୍ରାରେ ଅଘଟଣ: ଲିଚୁ ଲାଇଟ୍ ଲାଗି ଚାଲିଗଲା ଛାତ୍ରଙ୍କ ଜୀବନ, ସେହିଦିନ ଛୁଟି ସାରି…..
କଟକ,୧୭।୧୧: ବାଲିଯାତ୍ରାର ତୃତୀୟ ଦିନରେ ଏକ ବଡ଼ ଅଘଟଣ ଘଟିଛି। ବିଦ୍ୟୁତ୍ ଆଘାତରେ ଜଣେ +୨ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଜଗତସିଂହପୁର ଜୟବଡ଼ର ପ୍ରଭାକର ମନ୍ଥନଙ୍କ ପୁଅ ବିଶ୍ୱପ୍ରକାଶ ମନ୍ଥନ (୧୮)। ଯାତ୍ରା ପଡ଼ିଆ ସମ୍ମୁଖ ରିଂ ବନ୍ଧର…
ଶିକ୍ଷକଙ୍କ ପରିବର୍ତ୍ତିତ ଭୂମିକା
ଯୁଗେ ଯୁଗେ ଗୁରୁ ବା ଶିକ୍ଷକସମାଜ ହିଁ ସମାଜ ପରିବର୍ତ୍ତନର ଦଧୀଚି ଓ ବିଶ୍ୱକର୍ମା। ଶିକ୍ଷକସମାଜ ବିନା ଅନ୍ୟ କୌଣସି ସମାଜ ବୈଚାରିକ ପରିବର୍ତ୍ତନର ମଙ୍ଗ ଧରିବା କଷ୍ଟସାଧ୍ୟ, ଯଦିଓ ସହଯୋଗୀ ଭାବରେ କାମ କରିପାରନ୍ତି। ଅନ୍ୟମାନଙ୍କ ଅପେକ୍ଷା ଶିକ୍ଷକମାନେ ନିତ୍ୟ…
କରେଣ୍ଟ ଲାଗି ଜଙ୍ଗଲରେ ଚାଲିଗଲା ୩ ହାତୀଙ୍କ ଜୀବନ
ରେଢ଼ାଖୋଲ,୧୮ା୧୧: ସମ୍ବଲପୁର ଜିଲା ରେଢ଼ାଖୋଲ ଜଙ୍ଗଲରୁ ୩ଟି ହାତୀର ମୃତଦେହ ଜବତ ହୋଇଛି। ନାକଟିଦେଉଳ ରେଞ୍ଜ ବୁରମାଲ ଜଙ୍ଗଲରୁ ୩ଟି ହାତୀ ମଧ୍ୟରେ ୨ଟି ବଡ଼ ଏବଂ ଗୋଟିଏ ଛୁଆ ହାତୀର ମୃତ୍ୟୁ ହୋଇଥିବା ଦେଖିବାକୁ ମିଳିଛି। ବିଦ୍ୟୁତ ଆଘାତରେ ମୃତ୍ୟୁ…
ଉପଜିଲାପାଳଙ୍କ ଘରେ ଭିଜିଲାନ୍ସ ଚଢ଼ାଉ
କାମାକ୍ଷାନଗର,୧୮ା୧୧: ଢେଙ୍କାନାଳ ଜିଲା କାମାକ୍ଷାନଗର ଉପଜିଲାପାଳଙ୍କ ଘରେ ସୋମବାର ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଉପଜିଲାପାଳ ନାରାୟଣ ଚନ୍ଦ୍ର ନାୟକଙ୍କ ଘରେ ଏହି ଚଢ଼ାଉ ଜାରି ରହିଛି। ଉପଜିଲାପାଳଙ୍କ ଅଫିସ, ସରକାରୀ କ୍ୱାର୍ଟର୍ସ ସମେତ…
ଡିଭାଇଡରରେ ପିଟିହେଲା ବସ୍
ଜଳେଶ୍ୱର,୧୮ା୧୧: ବାଲେଶ୍ୱର ଜିଲା ଜଳେଶ୍ୱରର ଲକ୍ଷ୍ମଣନାଥ ଟୋଲ୍ଗେଟ୍ ନିକଟରେ ସୋମବାର ଏକ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ବସ୍ରେ ୫୦ ଜଣ ଯାତ୍ରୀ ଥିବାବେଳେ କେହି ମୃତାହତ ହୋଇ ନ ଥିବା ଜଣାପଡ଼ିଛି। ବସ୍ଟି କୋଲକାତାରୁ ଆସୁଥିବାବେଳେ ୧୬ ନଂ ଜାତୀୟ…
ଡାଇବେଟିସ୍ ସମସ୍ୟା ଥିଲେ…
ଯଦି ଆପଣ ଡାଇବେଟିସ୍ରେ ଆକ୍ରାନ୍ତ ତେବେ ପ୍ରଥମ କଥା ହେଲା ନିୟମିତ ସମୟ ଅନ୍ତରାଳରେ ରକ୍ତରେ ସୁଗାର ପରିମାଣ କେତେ ରହୁଛି ତାହା ମାପି ନିଅନ୍ତୁ। ଏହାବ୍ୟତୀତ ପରିସ୍ରାରେ ସୁଗାର କେତେ ରହୁଛି ତାହା ମଧ୍ୟ ପରୀକ୍ଷା କରାଇ ନିଅନ୍ତୁ। ଡାଇବେଟିସ୍…
ଦୂର ସାଗରର ଝଡ଼
ଜଳର ବଳ: ବାୟୁରେ ଅସଂଖ୍ୟ ଜଳୀୟବାଷ୍ପ କଣିକା ଅଦୃଶ୍ୟ ରୂପେ ଥାଏ। ଶୀତଳବାୟୁର ଜଳୀୟବାଷ୍ପ ଧାରଣ କ୍ଷମତା ସୀମିତ ଥିଲାବେଳେ ଖରାଦିନର ଗରମ ବାୟୁ ଯଥେଷ୍ଟ ଜଳୀୟବାଷ୍ପ ଧାରଣ କରିପାରେ। ପୃଥିବୀର ପାଣିପାଗ ଅନେକାଂଶରେ ବାୟୁରେ ଥିବା ଏହି ଅଦୃଶ୍ୟ ଜଳୀୟବାଷ୍ପର…
ଭାରତୀୟ ଅନ୍ତରୀକ୍ଷ କେନ୍ଦ୍ର
ପୃଥିବୀ କକ୍ଷରେ ରହି ଏହାକୁ ପରିକ୍ରମଣ କରୁଥିବା ଏକ କୃତ୍ରିମ ସଂରଚନା ହେଉଛି ଅନ୍ତରୀକ୍ଷ କେନ୍ଦ୍ର। ଏଥିରେ ଅନେକ ଦିନ ପର୍ଯ୍ୟନ୍ତ ରହି ମହାକାଶଚାରୀମାନେ ଗବେଷଣା କରବା ପାଇଁ ଏହାକୁ ଡିଜାଇନ୍ କରାଯାଇଛି। ଏହାକୁ ଚାପରେ ରଖାଯାଇଥାଏ ଏବଂ ମହାକାଶଚାରୀମାନଙ୍କର ଆବଶ୍ୟକ…
ଓଡ଼ିଶାରେ ୫ ବର୍ଷରେ ୩୮ହଜାର ଡେଙ୍ଗୁ ଆକ୍ରାନ୍ତ
ଭୁବନେଶ୍ୱର,୧୮ା୧୧(ବନ୍ଦନା ସେଠୀ) : କିଛିବର୍ଷ ଧରି ଓଡ଼ିଶାରେ ବୃଦ୍ଧି ପାଉଥିବା ଡେଙ୍ଗୁ ସଂକ୍ରମଣ ସ୍ବାସ୍ଥ୍ୟ ବିଭାଗ ଓ ରାଜ୍ୟବାସୀଙ୍କ ପାଇଁ ଚିନ୍ତାର କାରଣ ପାଲଟିଛି। ଡେଙ୍ଗୁକୁ ପ୍ରତିରୋଧ କରିବା ପାଇଁ ବିଭିନ୍ନ ପଦକ୍ଷେପ ନିଆଯାଉଥିଲେ ମଧ୍ୟ ଏଥିରେ ବ୍ରେକ୍ ଲାଗିପାରୁ ନାହିଁ। ୨୦୧୯ରେ…
Archives


