ଆର୍ଥିକ ଏକୀକରଣ ଉପରେ ଧ୍ୟାନଦେବା ଆବଶ୍ୟକ
ଭୁବନେଶ୍ୱର,୨୨ା୧(ଅନୁରାଧା ମହାରଣା): ଆସନ୍ତା ଆର୍ଥିକ ବର୍ଷ ପାଇଁ ବଜେଟରେ ଉପଭୋକ୍ତା ଚାହିଦା ଏବଂ ପୁଞ୍ଜି ବ୍ୟୟକୁ ପ୍ରୋତ୍ସାହିତକରି ଆର୍ଥିକ ଏକୀକରଣ ଢାଞ୍ଚା ଉପରେ ଧ୍ୟାନଦେବା ଆବଶ୍ୟକ ବୋଲି ଇଣ୍ଡିଆ ରେଟିଂ ଆଣ୍ଡ ରିସର୍ଚ୍ଚ ପକ୍ଷରୁ କୁହାଯାଇଛି। ୨୦୨୧-୨୨ ଆର୍ଥିକ ବର୍ଷ ପାଇଁ…
୧୦ ଲକ୍ଷ କ୍ଷତିପୂରଣ ଦାବିକଲା ବିଜେଡି
ଭୁବନେଶ୍ୱର,୨୨ା୧(ଅନିଲ ଦାସ): ପୁରୀ ଜିଲାର କଣାସ ଅଞ୍ଚଳରେ ଝାଡ଼ାବାନ୍ତିରେ ୪ ଜଣଙ୍କ ମୃତ୍ୟୁ ଘଟିଛି। ଏହି ଘଟଣା ପାଇଁ ବିଜେଡି ରାଜ୍ୟ ସରକାରଙ୍କୁ ଦାୟୀ କରିଛି। ମଙ୍ଗଳବାର ଶଙ୍ଖ ଭବନଠାରେ ଏକ ଖବରଦାତା ସମ୍ମିଳନୀରେ ବରିଷ୍ଠ ବିଜେଡି ନେତା ତଥା ସତ୍ୟବାଦୀର…
ମହାରାଣୀ ୟେଶୁବାଈଙ୍କ ଭୂମିକାରେ ରଶ୍ମିକା
ମୁମ୍ବାଇ: ଆସନ୍ତା ଫେବୃଆରୀ ୧୪ରେ ମରାଠା ଶାସକ ଛତ୍ରପତି ସମ୍ଭାଜି ମହାରାଜଙ୍କ ଜୀବନୀକୁ ନେଇ ନିର୍ମିତ ହୋଇଥିବା ‘ଛାବା’ ଫିଲ୍ମ ରିଲିଜ୍ ହେବାକୁ ଯାଉଛି। ଫିଲ୍ମରେ ଛତ୍ରପତି ସମ୍ଭାଜି ମହାରାଜଙ୍କ ଭୂମିକାରେ ଅଭିନେତା ଭିକି କୌଶଲ ନଜରକୁ ଆସିବେ। ସେହିପରି ଛତ୍ରପତି…
କୋଟିପତି ସଫେଇ କର୍ମଚାରୀ
ଲଣ୍ଡନ: ବ୍ରିଟେନ୍ର କାର୍ଲିସ୍ଲେରେ ରହୁଥିବା ଜେମ୍ସ କ୍ଲାର୍କସନ(୨୦) ୭.୫ ମିଲିୟନ ପାଉଣ୍ଡ (ପ୍ରାୟ ୮୦ କୋଟି ଟଙ୍କା)ର ଲଟେରି ଜ୍ୟାକ୍ପଟ ଜିତି ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛନ୍ତି। ଗତ କ୍ରିସ୍ମସ୍ ସମୟରେ ନ୍ୟାଶନାଲ ଲଟେରିରେ ଜେମ୍ସ ୧୨୦ ପାଉଣ୍ଡ (୧୨,୬୭୬ ଟଙ୍କା) ଜିତିଥିଲେ…
ଭାରତକୁ ପୁଣି ଧମକ ଦେଲେ ୟୁନୁସ୍, ଏଭଳି ନ କଲେ ଭୋଗିବ ପରିଣାମ…
ଢାକା,୨୨।୧: ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାର ମଙ୍ଗଳବାର କହିଛନ୍ତି ଯେ ବହିଷ୍କୃତ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କୁ ଫେରାଇ ଆଣିବା ପାଇଁ ପ୍ରୟାସ ଜାରି ରଖିବ ଏବଂ ଆବଶ୍ୟକ ହେଲେ ଅନ୍ତର୍ଜାତୀୟ ହସ୍ତକ୍ଷେପ ଲୋଡିବ। ଢାକାରୁ ପ୍ରକାଶିତ ଡେଲି ଷ୍ଟାର ଖବରକାଗଜ ଅନୁଯାୟୀ, ମଧ୍ୟବର୍ତ୍ତୀକାଳୀନ…
ପାଇପ୍ଲାଇନ ପାଇଁ ପକ୍କାରାସ୍ତା ଖୋଳିଦେଲା ଠିକା କମ୍ପାନୀ
ଦାରିଙ୍ଗବାଡି,୨୨/୧(ଅରୁଣ ସାହୁ):ଦାରିଙ୍ଗବାଡି ବ୍ଲକ ଶ୍ରାନିକେତା ପଞ୍ଚାୟତ ଡାବୁଲୁମାହା ଠାରୁ ପର୍ତ୍ତମାହା ପଞ୍ଚାୟତକୁ ସଂଯୋଗ କରୁଥିବା ଗ୍ରାମ୍ୟ ଉନ୍ନୟନ ବିଭାଗର ପକ୍କା ରାସ୍ତାକୁ ପାଇପ ବିଛାଇବା ପାଇଁ ଖୋଳି ଦିଆଯାଇଛି। ରାସ୍ତାଖୋଳାକୁ ତେରବାଡି, ଡାବୁଲୁମାହା, କାଡ଼ସପାଟା ଗ୍ରାମବାସୀ ବିରୋଧ କରିଛନ୍ତି। ଶ୍ରାନିକେତା ପଞ୍ଚାୟତର…
ଦଣ୍ଡାଦେଶ ବିରୋଧରେ ଅପିଲ୍ କରିପାରିବେ ପଶ୍ଚିମବଙ୍ଗ ସରକାର
କୋଲକାତା,୨୨।୧: ଆର୍.ଜି. କର ମେଡିକାଲ କଲେଜ ଓ ହସ୍ପିଟାଲର ମହିଳା ଟ୍ରେନି ଡାକ୍ତରଙ୍କୁ ବଳାତ୍କାର ଏବଂ ହତ୍ୟା ମାମଲାରେ ଦୋଷୀସାବ୍ୟସ୍ତ ସଞ୍ଜୟ ରାୟଙ୍କୁ ସିଆଲଦାର ଅତିରିକ୍ତ ଜିଲା ଓ ଦୌରା ଜଜ୍ କୋର୍ଟ ଆଜୀବନ ଜେଲ ଦଣ୍ଡାଦେଶ ଦେଇଥିବାବେଳେ ଏହାର ବିରୋଧରେ…
ଗନ୍ଧମାର୍ଦ୍ଦନ ସୁରକ୍ଷା ପ୍ରସଙ୍ଗ:ପ୍ରମୁଖ ରାଜନୈତିକ ଦଳଙ୍କ ବଢ଼ୁଛି ଅଡୁଆ
ବଲାଙ୍ଗୀର,୨୨ା୧(ବୀରେନ୍ଦ୍ର କୁମାର ଝାଙ୍କର):ବଲାଙ୍ଗୀର ଓ ବରଗଡ଼ ମଧ୍ୟରେ ଅବସ୍ଥିତ ଗନ୍ଧମାର୍ଦ୍ଦନ ପାହାଡ଼ ଜୈବବିବିଧତାରେ ପରିପୂର୍ଣ୍ଣ। ହେଲେ ଶିଳ୍ପସଂସ୍ଥାଗୁଡ଼ିକର ଦୃଷ୍ଟି ସେଠାରେ ଥିବା ପ୍ରାକୃତିକ ସମ୍ବଳ ଉପରେ ନିବଦ୍ଧ। ନିର୍ଦ୍ଦିଷ୍ଟ ଶିଳ୍ପ ସଂସ୍ଥା ସେଠାରେ ଜମି କିଣିବା ପରେ ଗନ୍ଧମାଦ୍ଦର୍ର୍ନ ସୁରକ୍ଷା ନେଇ…
ରାଶନ କାର୍ଡ: ଅଯୋଗ୍ୟ ତାଲିକାରେ ୫୧୪
ହାଟଡ଼ିହୀ,୨୨ା୧(ଶୁଭକାନ୍ତ ନାୟକ):ରାଜ୍ୟ ସରକାର ଖାଦ୍ୟ ସୁରକ୍ଷା ଯୋଜନାରେ ଉପକୃତ ହେଉଥିବା ଯୋଗ୍ୟ ଏବଂ ଅଯୋଗ୍ୟ, ଭୂତ ହିତାଧିକାରୀଙ୍କୁ ଚିହ୍ନଟ ଏବଂ ସ୍ବଚ୍ଛତା ଆଣିବା ପାଇଁ ଇ-କେୱାଇସି ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଏହାଦ୍ୱାରା ସରକାରୀ ସୁବିଧାର ଲାଭ ଉଠାଉଥିବା ଅଯୋଗ୍ୟ ଏବେ ଅଡ଼ୁଆରେ…
ବିଭତ୍ସ! ଗର୍ଭବତୀ ପତ୍ନୀଙ୍କ ପେଟ ଉପରେ ବସିପଡ଼ିଲେ ୨୧ ବର୍ଷର ଯୁବକ, ଗର୍ଭରୁ ବାହାରି ଆସିଲା ୭ ମାସର ଭ୍ରୁଣ
ହାଇଦ୍ରାବାଦ,୨୧।୧: ପ୍ରେମ ପରେ ବିବାହ କରି ଘରକୁ ଆଣିଥିଲେ। କିଛି ଦିନ ସମ୍ପର୍କ ଠିକ୍ ଚାଲିବା ପରେ ପତ୍ନୀ ଗର୍ଭବତୀ ହୋଇଥିଲେ। ପରେ ଧିରେ ଧିରେ ସ୍ବାମୀଙ୍କ ସ୍ତ୍ରୀଙ୍କ ଚରିତ୍ର ଉପରେ ସନ୍ଦେହ ସୃଷ୍ଟି ହୋଇଥିଲା। ଏହାକୁ ନେଇ ସେ ନିଜର…
ପାଣ୍ଡ୍ୟାଙ୍କୁ ଅଧିନାୟକ ନୁହେଁ, ଟିମ୍ ଇଣ୍ଡିଆରେ ମିଳିଛି ଏହି ଦାୟିତ୍ୱ; ସୂର୍ଯ୍ୟକୁମାର କହିଲେ ସତ…
ନୂଆଦିଲ୍ଲୀ,୨୧।୧: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ୫ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଜାନୁଆରୀ ୨୨ ରୁ ଆରମ୍ଭ ହେବାକୁ ଯାଉଛି। ଏହି ସିରିଜରେ, ଟିମ ଇଣ୍ଡିଆର ନେତୃତ୍ୱ ସୂର୍ଯ୍ୟକୁମାର ଯାଦବ ନେବେ। ସେହିଭଳି ଅକ୍ଷର ପଟେଲଙ୍କୁ ଉପ-ଅଧିନାୟକ କରାଯାଇଛି। ସିରିଜ…
ଜଙ୍ଗଲରୁ ମୃତ ଶରୀର ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ
ସୋରଡା, ୨୧ା୧ (ରଜନୀ ମହାପାତ୍ର): ସୋରଡା ବଡଗଡ ଥାନା ଇଲାକାରେ ପୁଣି ଠାରେ ଏକ ହତ୍ୟା ଘଟଣା ସାମ୍ନାକୁ ଆସିଛି। ବଡଗଡ ଥାନା ଅନ୍ତରଗତ ଓରା ଗ୍ରାମା ନିକଟରେ ମଇଁଷିଆଟାପ ଜଙ୍ଗଲରୁ ଜଣେ ବ୍ୟକ୍ତିଙ୍କ କ୍ଷତାକ୍ତ ଶରୀର ମୃତଦେହ ଉଦ୍ଧାର ହୋଇଛି।…
Archives


