Home Left

ଦୟା ନଦୀ ପାଣି ପିଅନ୍ତୁ ନାହିଁ: ପରାମର୍ଶ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧।୧: ପୁରୀ ଜିଲା କଣାସ ଅଞ୍ଚଳରେ ଝାଡାବାନ୍ତି ବ୍ୟାପିବାରେ ଲାଗିଛି। ଝାଡ଼ାବାନ୍ତିରେ ୪ ଜଣଙ୍କର ଜୀବନ ଯାଇଥିବା ବେଳେ ଅନେକ ଲୋକ ଆକ୍ରାନ୍ତ ହୋଇ ହସ୍ପିଟାଲରେ ଚିକିତ୍ସିତ ହେଛନ୍ତି। ଦୂଷିତ ପାନୀୟ ଜଳ ଯୋଗୁ ଝାଡାବାନ୍ତି ବ୍ୟାପୁଥିବା ଅଭିଯୋଗ ହେଉଛି। ଏହି…

ରାଷ୍ଟ୍ରପତି ହେବା ପରେ ଚକିତ କଲା ଭଳି ୫ ବଡ଼ ନିଷ୍ପତ୍ତି ନେଲେ ଟ୍ରମ୍ପ, ସାରା ବିଶ୍ୱକୁ ଥରାଇଦେଲା..

ଓ୍ବାଶିଂଟନ୍‌,୨୧।୧: ସୋମବାର ଡୋନାଲ୍ଡ ଟ୍ରମ୍ପ ଆମେରିକାର ୪୭ତମ ରାଷ୍ଟ୍ରପତି ଭାବରେ ଶପଥ ଗ୍ରହଣ କରିଛନ୍ତି। ଏହା ସହିତ ସେ ଚାରି ବର୍ଷ ପରେ ଦ୍ୱିତୀୟ ଥର ପାଇଁ କ୍ଷମତାକୁ ଫେରିଛନ୍ତି। ୭୮ ବର୍ଷୀୟ ରିପବ୍ଲିକାନ ପାର୍ଟି ନେତା ଟ୍ରମ୍ପ ଜଣେ ଶକ୍ତିଶାଳୀ…

ସ୍ବାମୀ ନୀରବ ରହୁଥିଲେ କେମିତି କରିବେ ହ୍ୟାଣ୍ଡେଲ୍‌…ଜାଣିନିଅନ୍ତୁ କିଛି ଟିପ୍ସ

ବେଳେବେଳେ ଚୁପ୍‌ ରହିଲେ ହିଁ ଅନେକ ସମସ୍ୟାର ସମାଧାନ ହୋଇଥାଏ। ହେଲେ ଦାମ୍ପତ୍ୟରେ ଏହି ପରିସ୍ଥିତି ସମ୍ପର୍କରେ ଦୂରତା ସୃଷ୍ଟି କରେ। ତେଣୁ ସ୍ବାମୀ ଯଦି ଆବଶ୍ୟକତା ଠାରୁ ଅଧିକ ନୀରବ ରହୁଥାନ୍ତି ତେବେ ତାଙ୍କ ସହ କିପରି ବ୍ୟବହାର କରିବାକୁ…

ଡିସଚାର୍ଜ ହେବା ପରେ ଠିକଣା ବଦଳାଇବେ ସୈଫ୍‌, ଏବେ ରହିବେ ଏଇଠି…

ମୁମ୍ବାଇ,୨୧।୧: ଆକ୍ରମଣ ପରେ ସୈଫ୍‌ ଅଲ୍ଲୀ ଖାନ ଏବେ ସୁସ୍ଥ ହେଉଛନ୍ତି। ମଙ୍ଗଳବାର ତାଙ୍କୁ ହସ୍ପିଟାଲରୁ ଡିସଚାର୍ଜ କରାଯିବ। ଖବର ଅଛି ଯେ ସୈଫ୍‌ଙ୍କୁ ଡିସଚାର୍ଜ ପରେ ନୂଆ ଘର ଫର୍ଚୁନ ହାଇଟ୍ସ ଆପାର୍ଟମେଣ୍ଟକଯିବେ। ସୈଫ୍‌ଙ୍କ ଅଫିସ ଫର୍ଚୁନ ହାଇଟ୍ସରେ ଅଛି…

୧୪୮ ବର୍ଷର କ୍ରିକେଟ୍‌ ଇତିହାସରେ ପ୍ରଥମଥର ଘଟିଲା ଏମିତି…ଶେଷ ୩ ବ୍ୟାଟ୍ସମ୍ୟାନ୍‌

ମୁଲତାନ,୨୧।୧: ପାକିସ୍ତାନ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ପ୍ରଥମ ଟେଷ୍ଟ ମୁଲତାନରେ ଖେଳାଯାଇଥିଲା। ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜକୁ ୧୨୭ ରନ୍‌ରେ ପରାଜୟର ସାମ୍ନା କରିବାକୁ ପଡ଼ିଥିଲା। କିନ୍ତୁ ପରାଜୟ ସତ୍ତ୍ୱେ, ୱେଷ୍ଟଇଣ୍ଡିଜ ଏକ ବିଶ୍ୱ ରେକର୍ଡ ହାସଲ କରିଥିଲା। ଦଳର ବୋଲରମାନେ ବ୍ୟାଟରେ ଚମତ୍କାର…

ପରଦା ପଛରେ ରହି କାମ କରୁଛନ୍ତି ପାଣ୍ଡିଆନ! ରିଟର୍ନିଂ ଅଫିସର ନିଯୁକ୍ତ କଲେ ନବୀନ

ଭୁବନେଶ୍ୱର,୨୧।୧: ବିଜୁ ଜନତା ଦଳର ସାଙ୍ଗଠନିକ ନିର୍ବାଚନ ପରିଚାଳନା ପାଇଁ ଦଳର ସଭାପତି ନବୀନ ପଟ୍ଟନାୟକ ବରିଷ୍ଠ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ପ୍ରତାପ କେଶରୀ ଦେବଙ୍କୁ ଦଳର ନିର୍ବାଚନ ଅଧିକାରୀ ଭାବେ ସୋମବାର ନିଯୁକ୍ତି ଦେଇଛନ୍ତି। ବିଜେଡିର ମେମ୍ବରଶିପ୍‌ ଡ୍ରାଇଭ…

ପ୍ରଭାତୀ ପରିଡ଼ାଙ୍କ ବଡ଼ ସୂଚନା: ବାହାରେ ଥିବା ମହିଳା ବି ପାଇବେ ସୁଭଦ୍ରା ଟଙ୍କା

ଭୁବନେଶ୍ୱର,୨୧।୧: ‘ସୁଭଦ୍ରା’ ଆବେଦନ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ବଡ଼ ସୂଚନା ଦେଇଛନ୍ତି। ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ମୋର ଅନୁଭବ ହେଉଛି ରାଜ୍ୟ ବାହାରେ ବହୁତ ମହିଳା ଅଛନ୍ତି। ଯେଉଁମାନେ ସୁଭଦ୍ରାରେ ସାମିଲ ପାଇଁ ଆବେଦନ କରି ନାହାନ୍ତି। ସୋମାନଙ୍କୁ ଅନୁରୋଧ, ଜଲଦି…

କର୍ଲାମୁଣ୍ଡା ଅଞ୍ଚଳରେ ୪୪ ହାତୀ: ଚାଷୀ ଆତଙ୍କିତ

କର୍ଲାମୁଣ୍ଡା:୨୧।୧(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଜାପାଟି ଓ ରିଞ୍ଜା ଅଞ୍ଚଳରେ ସୋମବାର ରାତିରୁ ହାତୀପଲ ବୁଲଛନ୍ତି। ଏହାକୁ ସ୍ଥାନୀୟଲୋକେ ଦେଖି ଭୟଭୀତ ହେଉଚନ୍ତିି। କିଛି ଚାଷୀଙ୍କ କାନ୍ଦୁଲ ଚଓ ଧାନ ଫସଲ ନଷ୍ଟ କେରିଛନ୍ତି। ସୂଚନାପାଇ ମ.…

ବନ୍ଦ ଅଛି ଭିତରକନିକା: ହେଲେ ବି ବୁଲୁଛନ୍ତି ଭିଆଇପି ପର୍ଯ୍ୟଟକ

ରାଜନଗର,୨୧।୧(କୃତିବାସ ପ୍ରଧାନ): କେନ୍ଦ୍ରାପଡ଼ା ଭିତରକନିକା ଜାତୀୟ ଉଦ୍ୟାନ ବନ୍ଦ ଥିବା ବେଳେ ବୋଟରେ ବୁଲୁଛନ୍ତି ଇକୋରିଟ୍ରିଟ୍‌କୁ ଆସିଥିବା ଭିଆଇପି ପର୍ଯ୍ୟଟକ। କୁମ୍ଭୀର ଗଣନା ଯୋଗୁ ସାଧାରଣ ପର୍ଯ୍ୟଟକଙ୍କ ପାଇଁ ଭିତରକନିକା ୯ ଦିନ ବନ୍ଦ ଥିବା ବେଳେ କିପରି ଏବଂ କେଉଁ…

କିପରି ରୋକାଯାଇ ପାରିବ ଦୁର୍ଘଟଣା: ସବୁଠୁ ଅଧିକ ଶିକାର ହେଉଛନ୍ତି…

ପୁରୁଷୋତ୍ତମପୁର,୨୧।୧(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପରିବହନ ବିଭାଗ ପକ୍ଷରୁ ପୁରୁଷୋତ୍ତମପୁର ତାରାତାରିଣୀ କଲେଜପରିଷରରେ ଶଡ଼କସୁରକ୍ଷା ସଚ୍ଚେତନତା କାର୍ଯ୍ୟକ୍ରମ ଏମ୍‌ଭିଆଇ ରବିନ୍ଦ୍ରନାଥ ଯେନାଙ୍କ ସଂଯୋଜନାରେ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ କଲେଜ ଅଧକ୍ଷ ଡ. ସୁରେନ୍ଦ୍ରନାଥ ପଣ୍ଡା ପୌରହିତ୍ୟ କରିଥିବାବେଳେ ସମ୍ମାନିତଅତିଥି ଭାବେ…

ମହିଳାଙ୍କୁ ମାଡ଼  ରାସ୍ତା ଅବରୋଧର ଭିଡିଓ ଭାଇରାଲ ,ଏନଏଚଆରସିରେ ଅଭିଯୋଗ

କେନ୍ଦୁଝର,୨୧।୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ମହାଦେଇଯୋଡା ପଞ୍ଚାୟତରେ ଅନୁଷ୍ଠିତ ଏକ କମ୍ପାନୀର ଜନ ଶୁଣାଣିକୁ ଯାଉଥିବା ସ୍ଥାନୀୟ ମହିଳାମାନଙ୍କୁ କ୍ଷମତାର ଅପବ୍ୟବହାର କରି ରାସ୍ତା ଅବରୋଧ କରିବା, ମାଡ଼ ମାରିବା, ମୋବାଇଲ ଛଡେଇ ନେବା, ମୋବାଇଲ ଭାଙ୍ଗିବା, ଲାଠିରେ…

KGରୁ PG ମାଗଣା ଶିକ୍ଷା, ଛାତ୍ରଙ୍କୁ ପ୍ରତି ମାସରେ ୧ ହଜାର ଟଙ୍କା, ଭାଜପାର ଘୋଷଣା ପତ୍ର ପାର୍ଟ-୨

ନୂଆଦିଲ୍ଲୀ,୨୧।୧: ଦିଲ୍ଲୀ ବିଧାନସଭା ନିର୍ବାଚନକୁ ଦୃଷ୍ଟିରେ ରଖି ଭାରତୀୟ ଜନତା ପାର୍ଟି ମଙ୍ଗଳବାର ଏହାର ଘୋଷଣାପତ୍ରର ଦ୍ୱିତୀୟ ଭାଗ ପ୍ରକାଶ କରିଛି। ପୂର୍ବତନ କେନ୍ଦ୍ରମନ୍ତ୍ରୀ ଏବଂ ବରିଷ୍ଠ ଭାଜପା ନେତା ଅନୁରାଗ ଠାକୁର ସଂକଳ୍ପ ପତ୍ରର ଭାଗ-୨ ପ୍ରକାଶ କରିବା ସମୟରେ,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri