Home Left

ଥରାଇବ ଜାଡ, ୨୦ ଡିଗ୍ରୀ ତଳେ ୩୦ ସହର

ଭୁବନେଶ୍ୱର,୧୭ା୧୧(ଅନୁରାଧା ମହାରଣା): ଗତ ୨ଦିନ ହେବ ପାରଦ ତଳମୁହଁା ହୋଇଛି। ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା ୨ରୁ ୪ ଡିଗ୍ରୀ ହ୍ରାସ ପାଇଛି। ଶନିବାର ପାରଳାଖେମୁଣ୍ଡିରେ ସର୍ବାଧିକ ତାପମାତ୍ରା ୩୧.୮ ଡିଗ୍ରୀ ରେକର୍ଡ କରାଯାଇଥିବାବେଳେ ରାଜ୍ୟର ପ୍ରାୟ ୩୦ ସ୍ଥାନରେ ପାରଦ…

ଡିଜିଟାଲ ଯୁଗରେ ମଧ୍ୟ ପୁସ୍ତକର ବିକଳ୍ପ ନାହିଁ: ଜିଲାପାଳ

ଭଦ୍ରକ,୧୭।୧୧(ସନାତନ ରାଉତ): ଡିଜିଟାଲ ଯୁଗରେ ମଧ୍ୟ ପୁସ୍ତକର ବିକଳ୍ପ କିଛି ନାହିଁ ବୋଲି ଭଦ୍ରକ ଜିଲାପାଳ ଦିଲୀପ ରାଉତରାଏ କହିଛନ୍ତି। ଭଦ୍ରକ ସହର ମନମୋହନ ସଙ୍ଗୀତ ପରିଷଦ ପଡ଼ିଆରେ ଚାଲିଥିବା ୨୪ତମ ପୁସ୍ତକ ମେଳାରେ ଶନିବାର ଧରିତ୍ରୀ ଷ୍ଟଲ୍‌କୁ ଉଦ୍‌ଘାଟନ କରିବା…

ଅଭିନେତ୍ରୀ କସ୍ତୁରୀ ଗିରଫ

ହାଇଦ୍ରାବାଦ, ୧୬।୧୧: ଦକ୍ଷିଣ ଭାରତୀୟ ଫିଲ୍ମ ଇଣ୍ଡଷ୍ଟ୍ରିର ଜଣାଶୁଣା ଅଭିନେତ୍ରୀ କସ୍ତୁରୀ ଶଙ୍କରଙ୍କୁ ଗିରଫ କରାଯାଇଛି। କିଛି ଦିନ ପୂର୍ବରୁ ଏକ ସାର୍ବଜନୀନ କାର୍ଯ୍ୟକ୍ରମରେ ସେ ତେଲୁଗୁ ଭାଷାର ଲୋକମାନଙ୍କୁ ନେଇ ଏକ ବିବାଦୀୟ ମନ୍ତବ୍ୟ ଦେଇଥିଲେ, ଯାହାପରେ ତାଙ୍କୁ ଚାରିଆଡ଼ୁ…

ଜିଲା ମୁଖ୍ୟ ଚିକିତ୍ସାଳୟରେ ବଢୁଛି ଚୋରି, ରୋଗୀଙ୍କୁ ଲୁଟୁଛନ୍ତି…

କେନ୍ଦୁଝର,୧୬ା୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ମୁଖ୍ୟାଳୟ ପରିସରରୁ ରୋଗୀ ତଥା ରୋଗୀ ସମ୍ପର୍କୀୟଙ୍କ ବିଭିନ୍ନ ସାମଗ୍ରୀ ଚୋରି ହେଉଛି। ଫଳରେ ଏହାକୁ ନେଇ ଅସନ୍ତୋଷ ବଢୁଛି। ଶୁକ୍ରବାର ରାତିରେ ଏସ୍‌ଏନ୍‌ସିୟୁ (ଶିଶୁ) ଓ୍ବାର୍ଡରେ ଜଣେ ରୋଗୀଙ୍କ ସମ୍ପର୍କୀୟ ଶତିନ୍ଦ୍ର ମହାନ୍ତଙ୍କ…

ଦିଲ୍ଲୀରେ ସ୍ଥିର ହେବ ମହାରାଷ୍ଟ୍ରରେ କିଏ ହେବେ ମୁଖ୍ୟମନ୍ତ୍ରୀ? ମାଧବୀଙ୍କ ବଡ ବୟାନ

ନୂଆଦିଲ୍ଲୀ,୧୬।୧୧: ମହାରାଷ୍ଟ୍ର ନିର୍ବାଚନକୁ ନେଇ ତେଲଙ୍ଗାନାର ଭାଜପା ନେତା ମାଧବୀ ଲତାଙ୍କ ମଧ୍ୟ ଆକ୍ଟିଭ ହୋଇଛନ୍ତି। ମାଧବୀ ଲତା ଏକନାଥ ଶିନ୍ଦେଙ୍କୁ ବାଲାସାହେବ ଠାକରେଙ୍କ ପ୍ରକୃତ ବଂଶ ବୋଲି କହିଛନ୍ତି। ଭାଜପା ନେତା ଏହା ମଧ୍ୟ କହିଛନ୍ତି ଯେ ବାଲାସାହେବ ଠାକରେଙ୍କ…

ହିନ୍ଦୁଙ୍କ ଉପରେ ଆଙ୍ଗୁଠି ଉଠାଇଲେ, ଶେଷ ହେବ…, ଭାଜପା ବିଧାୟକଙ୍କ ବୟାନକୁ ନେଇ ଚର୍ଚ୍ଚା

ନୂଆଦିଲ୍ଲୀ,୧୬।୧୧: ତେଲଙ୍ଗାନାର ଗୋଶାମାହାଲରୁ ଭାଜପା ବିଧାୟକ, ଟି ରାଜା ମଧ୍ୟ ଦିଲ୍ଲୀରେ ଆୟୋଜିତ ସନାତନ ଧର୍ମ ସଂସଦରେ ଅଂଶଗ୍ରହଣ କରିଥିଲେ ଏବଂ ସନାତନ ବୋର୍ଡର ଦାବିକୁ ସମର୍ଥନ କରି ମଞ୍ଚରୁ ଗର୍ଜନ କରିଥିଲେ। ଟି ରାଜା କହିଛନ୍ତି ଯେ ସନାତନ ବୋର୍ଡରେ…

ଦାଣ୍ଡ ମଝିରେ ଯୁବକଙ୍କୁ ଗୁଳି, କାନ୍ଧରେ ବାଜି…

ନବରଙ୍ଗପୁର/ଝରିଗାଁ,୧୬ା୧୧(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ପାଲିଆ ପଞ୍ଚାୟତ ଅଧୀନ ବାସୁଦେବଗୁଡ଼ା ଗାଁର ଡମନା ଭତରା(୩୦)ଙ୍କୁ ସେହିଗାଁର କପୁର ଭତରା ଦେଶୀ ବନ୍ଧୁକରେ ଗୁଳି କରିଛନ୍ତି। ଡମନାଙ୍କ ଡାହାଣ କାନ୍ଧରେ ଗୁଳି ବାଜିଛି। ସ୍ଥାନୀୟ ଲୋକଙ୍କ ସହାୟତାରେ ଝରିଗାଁ ଗୋଷ୍ଠୀ…

୪ ବର୍ଷ ପରେ ଆସିଲା ରାୟ: ଦୋଷୀଙ୍କୁ ମିଳିଲା ୧୦ ବର୍ଷ ଜେଲ୍‌ଦଣ୍ଡ

ରାଉରକେଲା,୧୬।୧୧(ସଙ୍ଗୀତା ଜେନା): ୨୦୨୧ ଡିସେମ୍ବର ୨୧ତାରିଖରେ ପ୍ଲାଣ୍ଟସାଇଟ୍‌ ଥାନା ଅଧୀନ ସେକ୍ଟର-୨୧ ସ’ ମିଲ୍‌ ଛକରେ ୨ଜଣ ଯୁବତୀଙ୍କୁ ଅଶାଳୀନ ଭାଷାରେ କମେଣ୍ଟମରାକୁ ବିରୋଧ କରିବାରୁ ଜଣେ ଯୁବକଙ୍କୁ ହତ୍ୟା ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇଛି। ଅଭିଯୁକ୍ତଙ୍କୁ ଦ୍ୱିତୀୟ…

ସ୍କୁଲରୁ ସାଇକେଲ୍‌ରେ ଘରକୁ ଫେରୁଥିଲେ ଛାତ୍ର, ଧକ୍କାଦେଲା ପୋଲିସ ଗାଡ଼ି, ଆଉ ତା’ ପରେ…

କେନ୍ଦୁଝର,୧୬ା୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସହର ଜେଲରୋଡ୍‌ ରାସ୍ତାରେ ଶନିବାର ଅପରାହ୍ନରେ ଏକ ପୋଲିସ ଗାଡ଼ି ଧକ୍କାରେ ଜଣେ ଛାତ୍ର ଗୁରୁତର ହୋଇଛନ୍ତି। ତାଙ୍କ ନାମ ଶୁଭମ ଖାଡ଼ଙ୍ଗା ଏବଂ ସେ ସ୍ଥାନୀୟ ସ୍ବରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ନବମ ଶ୍ରେଣୀରେ ପାଠ…

ଚନ୍ଦ୍ରବାବୁ ନାଇଡୁଙ୍କ ବଡ଼ ଭବିଷ୍ୟବାଣୀ! ୨୦୨୯ ରେ ବି ମୋଦି ଜିତିବେ…

ଅମରାବତି,୧୬।୧୧: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ.ଚନ୍ଦ୍ରବାବୁ ନାଇଡୁ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ରାଜନୈତିକ ଶୈଳୀ ଉପରେ ମନ୍ତବ୍ୟ ଦେଇ ତାଙ୍କ ରଣନୀତିକୁ ପ୍ରଶଂସା କରିଛନ୍ତି। ୨୦୨୪ ଏଚଟି ନେତୃତ୍ୱ ସମ୍ମିଳନୀରେ ଯୋଗ ଦେଇ ନାଇଡୁ ଦାବି କରିଛନ୍ତି ଯେ ମୋଦି ୨୦୨୯…

ଫରେଷ୍ଟର ଆତ୍ମହତ୍ୟା ମାମଲା: ବଦଳିଲେ ତଦନ୍ତ ଅଧିକାରୀ, ଥାନା ଅଧିକାରୀଙ୍କୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୧୬ା୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଜାରିଙ୍ଗ ସିଲଭି କଲଚର ହାଇଟେକ ନର୍ସରୀର ଫରେଷ୍ଟର ସଞ୍ଜୟ ନାୟକ(୩୩)ଙ୍କ ଆତ୍ମହତ୍ୟା ଘଟଣା ଇତିମଧ୍ୟରେ ୨ମାସ ପୂରିଛି। ଏହି ଘଟଣାରେ ଛନ୍ଦି ହୋଇଥିବା ରାୟଗଡ଼ା ଡିଏଫ୍‌ଓ (ରିସର୍ଚ୍ଚ ଉଇଙ୍ଗ) ଦେବେନ୍ଦ୍ର ବେହେରାଙ୍କୁ…

ରୋଷେଇବେଳେ ଗ୍ୟାସ୍‌ ଲିକ୍‌ ହୋଇ ଜଳିଗଲା ଘର: ମା-ବାପା-ପୁଅ ଗୁରୁତର

ଦିଗପହଣ୍ଡି,୧୬ା୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ନରେନ୍ଦ୍ରପୁର ଗ୍ରାମରେ ଶନିବାର ସନ୍ଧ୍ୟାରେ ରୋଷେଇବେଳେ ଗ୍ୟାସ୍‌ ସିଲିଣ୍ଡର ଲିକ୍‌ ହୋଇ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗୋଟିଏ ପରିବାରର ୩ ଜଣ ପୋଡ଼ି ଯାଇଛନ୍ତି। ସେମାନଙ୍କ ଅବସ୍ଥା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri