ମନ୍ତ୍ରୀଙ୍କ ପ୍ରତିଶ୍ରୁତି ପରେ ଆୟୁଷ ଡାକ୍ତର ଛାତ୍ରଛାତ୍ରୀଙ୍କ ଆନ୍ଦୋଳନ ସ୍ଥଗିତ, ଆଗାମୀ ୩ ମାସ ମଧ୍ୟରେ ଦାବି ପୂରଣ ନ ହେଲେ…
ବଲାଙ୍ଗୀର,୧୪।୧୨( ସୁନିଲ କୁମାର ମହାନ୍ତି): ଦୀର୍ଘ ଏକମାସରୁ ଅଧିକ ସମୟ ଧରି ୮ଦଫା ଦାବି ନେଇ ସରକାରୀ ଆୟୁର୍ବେଦିକ କଲେଜ ଓ ଚିକିତ୍ସାଳୟ ସମ୍ମୁଖରେ ଆୟୁଷ ଡାକ୍ତର ଛାତ୍ରୀଛାତ୍ରମାନଙ୍କ ଚାଲିଥିବା ଆନ୍ଦୋଳନ ସ୍ଥଗିତ କରାଯାଇଛି। ଦାବିଗୁଡ଼ିକୁ ଯଥାର୍ଥ ଓ ନ୍ୟାୟ...
ପଞ୍ଚାୟତିରାଜ ମନ୍ତ୍ରୀଙ୍କ ଦ୍ବାରା ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ: ଦେଲେ ବଡ଼ ପ୍ରତିଶ୍ରୁତି, ୧୫୦ରୁ କମ୍ ଥିବା ଗାଁକୁ ମିଳିବ…
କୋକସରା,୧୫।୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ପଞ୍ଚାୟତିରାଜ ଓ ପାନୀୟ ଜଳ ଯୋଗାଣ ଏବଂ ଗ୍ରାମ୍ୟ ଉନ୍ନୟନ ବିଭାଗ ମନ୍ତ୍ରୀ ରବିନାରାୟଣ ନାୟକ ସୋମବାର କୋକସରା ବ୍ଲକ ସଦର ମହକୁମାସ୍ଥିତ ଗୁଡହାଣ୍ଡି ମଞ୍ଚଠାରେ ଆୟୋଜିତ ଏକ ସରକାରୀ କାର୍ଯ୍ୟ କ୍ରମରେ ଯୋଗ ଦେଇଥିଲେ।...
ମହିଳାଙ୍କ ଉପରେ ସିପିଆଇ(ଏମ) ନେତାଙ୍କ ବିବାଦୀୟ ମନ୍ତବ୍ୟ: “ସ୍ଵାମୀଙ୍କ ସହ ଶୋଇବା ପାଇଁ ବିବାହ…”
ନୂଆଦିଲ୍ଲୀ,୧୫।୧୨: କେରଳର ମାଲାପୁରରେ ନିକଟରେ ଅନୁଷ୍ଠିତ ପୌର ନିର୍ବାଚନରେ ବିଜୟୀ ହୋଇଥିବା CPI(M)ର ଜଣେ ନେତା ବିଜୟ ଭାଷଣ ସମୟରେ ମହିଳାମାନଙ୍କୁ ନେଇ ଦେଇଥିବା ଅତ୍ୟନ୍ତ ଆପତ୍ତିଜନକ ମନ୍ତବ୍ୟ ଯୋଗୁଁ ତୀବ୍ର ବିବାଦ ସୃଷ୍ଟି ହୋଇଛି। ନେତା ସୈଦାଲି ମାଜିଦ୍...
ବ୍ରହ୍ମପୁର ଉପଜିଲାପାଳଙ୍କ ଦ୍ବାରା ଚାଷୀ ସଚେତନତା ରଥ ଶୁଭାରମ୍ଭ, ଉପସ୍ଥିତ ଥିଲେ…
ଦିଗପହଣ୍ଡି,୧୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ବ୍ରହ୍ମପୁର ରାଜସ୍ବ ଉପଖଣ୍ଡ ଦିଗପହଣ୍ଡି ନିୟନ୍ତ୍ରିତ ବଜାର କମିଟି କାର୍ଯ୍ୟାଳୟ କପା ମଣ୍ଡି ପରିସରରୁ ସୋମବାର ଚାଷୀ ସଚେତନତା ରଥର ଶୁଭାରମ୍ଭ ହୋଇଯାଇଛି । ବ୍ରହ୍ମପୁର ଉପଜିଲାପାଳ ତଥା ନିୟନ୍ତ୍ରିତ ବଜାର କମିଟି...
ଶବ ସତ୍କାର ପାଇଁ ମିଳିଲେନି ଲୋକେ, ମାନବିକତା ଦେଖାଇ ଆଗକୁ ଆସିଲେ…
ଭଞ୍ଜନଗର,୧୫।୧୨(ବାବୁଲା ପ୍ରଧାନ): ଦିନ ଥିଲା ଗାଁଠାରୁ ସହର ପର୍ଯ୍ୟନ୍ତ ସବୁଠି ଲୋକଙ୍କ ମଧ୍ୟରେ ଏକତାର ଭାବ ଦେଖିବାକୁ ମିଳୁଥିଲା। କୌଣସି ଲୋକ ଅସୁବିଧାରେ ପଡ଼ିଲେ ସାହି ପଡୋଶୀ ଠାରୁ ଆରମ୍ଭ କରି ଗ୍ରାମବାସୀ ଏକାଠି ହେଉଥିଲେ। କିନ୍ତୁ ସମୟକ୍ରମେ ଏଥିରେ...
ଶୀଘ୍ର ମଣ୍ଡି ଖୋଲିବା ସହ ଗିରଫ ନେତାଙ୍କୁ ଖଲାସ ଦାବି କଲା ନବ ନିର୍ମାଣ କୃଷକ ସଂଘ ସଂଗଠନ
ପାଟଣା,୧୬।୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ନବନିର୍ମାଣ କୃଷକ ସଂଗଠନ ତରଫରୁ ସୋମବାର ପାଟଣା ତହସିଲ ଦାର ଅଶ୍ୱିନୀ କୁମାର ନାଏକଙ୍କୁ ଭେଟି ଦାବିପତ୍ର ପ୍ରଦାନ କରିଛନ୍ତି। ୫ ଦିନ ମଧ୍ୟରେ ମଣ୍ଡି ଖୋଲିବାର କୌଣସି ସୂଚନା...
ଘରେ ପଶି ଅତର୍କିତ ଆକ୍ରମଣ କରିଥିଲେ ମା’-ପୁଅ: ଏବେ ଜେଲ୍ରେ…
ଦିଗପହଣ୍ଡି,୧୫।୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ପଞ୍ଚାୟତ ଏସ୍.ଚାଞ୍ଚଡାପଲ୍ଲୀ ଗ୍ରାମର ଗଗନ ପାତ୍ର ଏବଂ ତାଙ୍କ ସ୍ତ୍ରୀ ରାଜେଶ୍ୱରୀ ପାତ୍ରଙ୍କୁ ଘରେ ପଶି ମରଣାନ୍ତକ ଆକ୍ରମଣ ଘଟଣାରେ ସୋମବାର ତଦନ୍ତକାରୀ ଅଧିକାରୀ ଦିଗପହଣ୍ଡି ଥାନା ଏସ୍ଆଇ ରାଜ...
୯ ଘଣ୍ଟା ହେବ ବିଦ୍ୟୁତ୍ କାଟ: ଏହି ଦିନ ସକାଳ ୮ଟାରୁ କଟିଯିବ….
ବରଗଡ଼,୧୫।୧୨(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ବିଦ୍ୟୁତ ଶକ୍ତି ସଞ୍ଚାରଣ ନିଗମ ଲିମିଟେଡ (ଓପିଟିସିଏଲ) ପକ୍ଷରୁ ୧୩୨/୩୩ କେ.ଭି. ଭଟଲି ଏବଂ ଘେଁସ ଗ୍ରୀଡ ସବଷ୍ଟେଶନରେ ବାର୍ଷିକ ରକ୍ଷଣାବେକ୍ଷଣ କାର୍ଯ୍ୟ ଲାଗି ବରଗଡ଼ ଜିଲା ଅନ୍ତର୍ଗତ ଅମ୍ବାଭୋନା, ବଡମାଲ, ଭୁକ୍ତା, ଡୁଙ୍ଗୁରୀ, କପାସିରା,...
ଶେଫାଳି ବର୍ମା ପ୍ଲେୟର ଅଫ୍ ଦି ମନ୍ଥ୍
ଦୁବାଇ, ୧୫ା୧୨: ଭାରତ ଓପନର ଶେଫାଳି ବର୍ମା ନଭେମ୍ୱର ମାସ ପାଇଁ ଆଇସିସି ପ୍ଲେୟର ଅଫ୍ ଦି ମନ୍ଥ୍ ବିବେଚିତ ହୋଇଛନ୍ତି। ଅଷ୍ଟ୍ରେଲିଆ ବିପକ୍ଷ ସେମିଫାଇନାଲରେ ଆଘାତପ୍ରାପ୍ତ ପ୍ରତୀକା ରାଓ୍ୱଲଙ୍କ ବଦଳରେ ସେଫାଳିଙ୍କୁ ଭାରତୀୟ ଦଳରେ ନିଆଯାଇଥିଲା। ସେ ୭୮...
ଶୀତରେ ଥରୁଛି ଖଜୁରିପଡ଼ା: ତାପମାନ ଯନ୍ତ୍ର ବସାଇବାକୁ ଦାବି
ଖଜୁରିପଡ଼ା, ୧୫ା୧୨(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରୀପଡ଼ା ବ୍ଲକ୍ ଅଞ୍ଚଳରେ ପ୍ରବଳ ଶୀତ ଅନୁଭୂତ ହେଉଛି। ଆଭ୍ୟନ୍ତରୀଣ ଅଞ୍ଚଳରେ ଶୀତର ପ୍ରଭାବ ବେଶୀ ଅନୁଭୂତ ହେଉଛି। ଶୀତ ସାଙ୍ଗକୁ ଘନ କୁହୁଡ଼ି ଯୋଗୁ ଲୋକମାନେ ସକାଳ ୧୦ଟା ପର୍ଯ୍ୟନ୍ତ ଘରୁ...
ସ୍ବାମୀଙ୍କ ଅଶ୍ଲୀଳ ଫଟୋ ଭାଇରାଲ କରୁଥିଲେ ସ୍ତ୍ରୀ… ଜଣାପଡ଼ିବା ପରେ ଘଟିଗଲା ଏମିତି
ନୂଆଦିଲ୍ଲୀ,୧୫।୧୨: ମହିଳାଙ୍କ ଅଶ୍ଳୀଳ ଭିଡିଓ ଏବଂ ଫଟୋ ଭାଇରାଲ ଏକ ସାଧାରଣ ଘଟଣା। କିନ୍ତୁ ଗାଜିପୁରର ମହମ୍ମଦାବାଦରେ ଜଣେ ସ୍ତ୍ରୀ ତାଙ୍କ ସ୍ବାମୀଙ୍କ ଅଶ୍ଳୀଳ ଫଟୋ ସୋସିଆଲ ମିଡିଆରେ ଭାଇରାଲ କରି ଚର୍ଚ୍ଚାକୁ ଆସିଛନ୍ତି। କେବଳ ଏତିକି ନୁହେଁ, ସ୍ବାମୀଙ୍କୁ...
New Labour Law: ସପ୍ତାହକୁ ମିଳିବ କି ୩ଦିନ ଛୁଟି? କଣ କହିଲା ଶ୍ରମ ମନ୍ତ୍ରଣାଳୟ ଜାଣନ୍ତୁ
ନୂଆଦିଲ୍ଲୀ,୧୫।୧୨: ବର୍ତ୍ତମାନ ସମୟରେ ସୋସିଆଲ ମିଡିଆରୁ ଅଫିସ୍ ପର୍ଯ୍ୟନ୍ତ, ଲୋକଙ୍କ ମନରେ ସମାନ ପ୍ରଶ୍ନ ଘୂରି ବୁଲୁଛି ଯେ, ଭାରତରେ ଚାରି ଦିନିଆ କାର୍ଯ୍ୟ ସପ୍ତାହ ଲାଗୁ ହେବ କି ନାହିଁ । ନୂତନ ଶ୍ରମ ସଂହିତା ପରେ ଏହି...
Archives


