Home Left

କି ଦଣ୍ଡ ମିଳିବ ଉଦୟନିଧି ଷ୍ଟାଲିନଙ୍କୁ ,ସେ ତ୍ରିଶାଙ୍କ ବିଷୟରେ କ’ଣ କହିଥିଲେ? ଥାଲାପତି ବିଜୟଙ୍କ ସହ ଅଭିନେତ୍ରୀଙ୍କ ସମ୍ପର୍କ କ’ଣ? ଜାଣନ୍ତୁ ….

ଚେନ୍ନାଇ,୪।୮: ତ୍ରିଶା କୃଷ୍ଣନଙ୍କ ବିଷୟରେ ଦୁଇ-ଆକ୍ଷେପ ମନ୍ତବ୍ୟ ଦେଇ ଉପ ମୁଖ୍ୟମନ୍ତ୍ରୀ ଉଦୟନିଧି ଷ୍ଟାଲିନ ଗୁରୁତର ସମସ୍ୟାରେ ପଡ଼ିଛନ୍ତି। ଜଣେ ଘନିଷ୍ଠ ବନ୍ଧୁଙ୍କ ବିଷୟରେ ଏହି ମନ୍ତବ୍ୟ ପରେ, ତାଙ୍କୁ ତାମିଲନାଡୁ ପୋଲିସ ଗିରଫ କରିଛି। କାବେରୀ ନଦୀ ସମ୍ପର୍କରେ ତାଞ୍ଜାଭୁରରେ…

ଗିରଫ ହେବା ପରେ ଉଦୟନିଧି ଷ୍ଟାଲିନଙ୍କ ପ୍ରଥମ ପ୍ରତିକ୍ରିୟା: କହିଲେ-ମୁଁ କ’ଣ…

ନୂଆଦିଲ୍ଲୀ,୪।୮: ଡିଏମକେ ନେତା ଉଦୟନିଧି ଷ୍ଟାଲିନଙ୍କ ଅଡ଼ୁଆ ବଢ଼ିଛି। ଅଭିନେତ୍ରୀ ତ୍ରିଶାଙ୍କୁ ନେଇ କରିଥିବା ମନ୍ତବ୍ୟ ତାଙ୍କ ପାଇଁ ମହଙ୍ଗା ପଡ଼ିଛି। ତ୍ରିଶାଙ୍କୁ ନେଇ କଥିତ ଦ୍ୱିଅର୍ଥବୋଧକ ମନ୍ତବ୍ୟ କରିବା ପରେ ପୋଲିସ ଉଦୟନିଧି ଷ୍ଟାଲିନଙ୍କୁ ଗିରଫ କରିଛି। ଏହାପରେ ଷ୍ଟାଲିନଙ୍କ…

ବିଦେଶରେ ଥାଇ ଏମିତି କାମ କଲେ ପ୍ରିୟଙ୍କା ଚୋପ୍ରା: ସମସ୍ତେ କହୁଛନ୍ତି ବାଃ ବାଃ

ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ସବୁଠି ରାଜ କରୁଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଚର୍ଚ୍ଚାରେ। ବଲିଉଡରେ ସଫଳତା ହାସଲ କରିବା ପରେ ସେ ଅନେକ ବର୍ଷ ଧରି ହଲିଉଡରେ ସକ୍ରିୟ ଅଛନ୍ତି। ଲଗାତର ଅନ୍ତର୍ଜାତୀୟ ପ୍ରୋଜେକ୍ଟରେ କାମ କରୁଛନ୍ତି। ହଲିଉଡ ଷ୍ଟାରଡମ…

ଭାଜପାର ପରାଜୟ ପରେ ମୋଦିଙ୍କ ସହ ବଡ଼ ଆଲୋଚନା କଲେ ନୀତିନ ନବୀନ? ଫଟୋ ହେଉଛି ଭାଇରାଲ

ନୂଆଦିଲ୍ଲୀ,୪।୮: ସଂସଦ ଅଧିବେଶନ ମଧ୍ୟରେ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (NDA)ର ‘ମଙ୍ଗଳ ମିଳନ’ ସମାବେଶରୁ ଏକ ଆକର୍ଷଣୀୟ ଫଟୋ ସାମ୍ନାକୁ ଆସିଛି। ପ୍ରଧାନମନ୍ତ୍ରୀ ମୋଦି ଏବଂ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କୁ କିଛଇ ଗୁରୁତ୍ୱପୂର୍ଣ୍ଣ ଆଲୋଚନା କରୁଥିବାର ଅନୁମାନ କରାଯାଉଛି।…

ଉପନିର୍ବାଚନରେ ପରାଜୟ ପରେ ଭାଜପା ମହଲରେ ହଲଚଲ: ପ୍ରଧାନମନ୍ତ୍ରୀ ମୋଦିଙ୍କୁ…

ନୂଆଦିଲ୍ଲୀ,୪।୮: ବିହାରର ପାଟନା ସ୍ଥିତ ବାଙ୍କିପୁର ବିଧାନସଭା ଆସନର ଉପନିର୍ବାଚନରେ ଭାରତୀୟ ଜନତା ପାର୍ଟି (ଭାଜପା)ର ପରାଜୟ ପରେ ଜନତା ଦଳ (ୟୁନାଇଟେଡ)ର ନେତା ଏବଂ ରାଜ୍ୟ ସଭା ସାଂସଦ ନୀତୀଶ କୁମାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସାକ୍ଷାତ କରିଛନ୍ତି। ଏହି…

‘ଭାଜପା ଉପରୁ ଜନତାଙ୍କ ବିଶ୍ୱାସ ତୁଟିଛି’: ଉପନିର୍ବାଚନ ଫଳାଫଳକୁ ନେଇ ତେର୍ଚ୍ଛାବାଣ ମାରିଲେ ଧର୍ମେନ୍ଦ୍ର, କହିଲେ…

ନୂଆଦିଲ୍ଲୀ,୪।୮: ବାଙ୍କିପୁର ଉପନିର୍ବାଚନର ଫଳାଫଳକୁ ନେଇ ସମାଜବାଦୀ ପାର୍ଟିର ସାଂସଦ ଧର୍ମେନ୍ଦ୍ର ଯାଦବ ଭାରତୀୟ ଜନତା ପାର୍ଟି (ଭାଜପା) ଉପରେ କଡ଼ା ଆକ୍ରମଣ କରିଛନ୍ତି। ଦିଲ୍ଲୀରେ ଲୋକ ସଭା ପରିସର ବାହାରେ ସେ କହିଛନ୍ତି, ଉପନିର୍ବାଚନର ଫଳାଫଳ ଜନତାଙ୍କ ବଦଳୁଥିବା ରାଜନୈତିକ…

ଚିଚର୍ଲା ଉଦ୍ୟାନ ବିଭାଗରେ ନାହିଁ ପାଣି ସୁବିଧା: ଶ୍ରୀହୀନ ପଡ଼ିଛି ନର୍ସରି

କେସିଙ୍ଗା,୪।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ ବୋରିଆ ପଞ୍ଚାୟତ ଚିଚର୍ଲା ଗାଁ ନିକଟରେ ଥିବା ଜାତୀୟ ରାଜପଥ ୨୬ ନିକଟରେ ଥିବା ଉଦ୍ୟାନ ବିଭାଗର ନର୍ସରି ଏବେ ଶ୍ରୀହୀନ ଅବସ୍ଥାରେ ରହିଥିବା ଦେଖିବାକୁ ମିଳିଛି। ଦୀର୍ଘ ବର୍ଷ ହେଲା…

ଆସାମ ଲଜ୍ଜା: ନାବାଳିକାଙ୍କୁ ବଳାତ୍କାର-ହତ୍ୟା ମାମଲାରେ ତିନି ନାବାଳକ ଗିରଫ

ଦିସପୁର,୪।୮: ଆସାମର ହାଇଲାକାଣ୍ଡି ଜିଲାରେ ଜଣେ ୧୫ ବର୍ଷୀୟା ଝିଅକୁ ବଳାତ୍କାର ପରେ ହତ୍ୟା କରାଯାଇଥିଲା। ଏହି ଅପରାଧରେ ତିନି ଜଣ ଅଭିଯୁକ୍ତଙ୍କୁ ଅଭିଯୁକ୍ତ କରାଯାଇଛି, ସେମାନଙ୍କ ମଧ୍ୟରୁ ଜଣେ ନାବାଳକ। ପୋଲିସ ସମସ୍ତ ଅଭିଯୁକ୍ତଙ୍କୁ ଗିରଫ କରିଛି। ପୋଲିସ ଅନୁଯାୟୀ,…

କଦଳୀ ଚାଷୀଙ୍କୁ ମିଳୁନି ସରକାରୀ ପ୍ରୋତ୍ସାହନ: ଶୀତଳ ଭଣ୍ଡାର ନିର୍ମାଣ ଦାବି

କେସିଙ୍ଗା,୪।୮(ତୁମେଶ୍ୱର ସାହୁ):କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ବୋରିଆ ଗାଁରେ ପ୍ରାୟତଃ ଅଧିକାଂଶ ଲୋକ ଚାଷ ଉପରେ ସବୁବେଳେ ନିର୍ଭର କରନ୍ତି l ଏହି ଅଞ୍ଚଳ ରେତ ନଦୀ ପାର୍ଶବର୍ତ୍ତୀ ହୋଇଥିବାରୁ ପ୍ରାୟ ଚାଷୀମାନେ ପୂର୍ବରୁ ଧାନ ଚାଷ ଛଡା ବିଭିନ୍ନ ପ୍ରକାର…

ତାମିଲନାଡୁରେ ବଡ଼ ରାଜନୈତିକ ହଲଚଲ: ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଉଦୟନିଧି ଷ୍ଟାଲିନ ଗିରଫ, ତ୍ରିଶାଙ୍କୁ ନେଇ କହିଥିଲେ…

ନୂଆଦିଲ୍ଲୀ,୪।୮: ତାମିଲନାଡୁ ରାଜନୀତିରେ ମଙ୍ଗଳବାର ସକାଳେ ହଠାତ୍‌ ବଡ଼ ରାଜନୈତିକ ହଙ୍ଗାମା ଦେଖିବାକୁ ମିଳିଛି। ରାଜ୍ୟର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଏବଂ ବିରୋଧୀ ଦଳ ନେତା ଉଦୟନିଧି ଷ୍ଟାଲିନଙ୍କୁ ପୋଲିସ ତାଙ୍କ ବାସଭବନରୁ ଗିରଫ କରିଛି। ଅଭିନେତ୍ରୀ ତ୍ରିଶା କୃଷ୍ଣନଙ୍କ ବିରୋଧରେ ଦିଆଯାଇଥିବା…

ବରଗଡରେ ଚାଞ୍ଚଲ୍ୟ: ନିରାମୟରେ ଦିଆଯାଉଛି ଏକ୍ସପାୟାରୀ ମେଡିସିନ୍‌, ଜଣେ ଆହତ ବାଳକଙ୍କୁ…

ବରଗଡ଼,୪।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରାଞ୍ଚଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ରହିଥିବା ନିରାମୟରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଏଠାରେ ରୋଗୀଙ୍କୁ ଏକ୍ସପାୟାରୀ ମେଡିସିନ୍‌ ଦିଆଯାଇଥିବା ଅଭିଯୋଗ ହୋଇଛି । ଏଠାକୁ ଆସିଥିବା ଜଣେ ଆହତ ବାଳକଙ୍କୁ ସେଭଳି ମେଡିସିନ୍‌ ଦିଆଯିବା…

ଉପାନ୍ତ ଅଞ୍ଚଳରେ ନେଟ୍‌ଓ୍ବର୍କ ସମସ୍ୟା: ମୌଳିକ ସୁବିଧାରୁ ବଞ୍ଚିତ ଗାଁ ଲୋକେ

ନୂଆପଡ଼ା,୪ା୮ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ବ୍ଲକର ଉପାନ୍ତ ଅଞ୍ଚଳ ଦେଓଦରା ପଞ୍ଚାୟତ ଓ ବୋଡେନ ବ୍ଲକ ନାଗପଡ଼ା ପଞ୍ଚାୟତର ଅଧିକାଂଶ ଗାଁର ଲୋକେ ମୌଳିକ ସୁବିଧାରୁ ବଞ୍ଚିତ ଅଛନ୍ତି। ନେଟ୍‌ଓ୍ବର୍କ ଏଠାରେ ପ୍ରମୁଖ ସମସ୍ୟା ହୋଇଛି। ସରକାରୀ ଯୋଜନା, ଡିଜିଟାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?