Home Left

ମହାପ୍ରଭୁ ଜଗନ୍ନାଥଙ୍କ ଜମି ହାତେଇବା ଉଦ୍ୟମ, ଜାଲିଆତି ନେଇ ଶ୍ରୀମନ୍ଦିର ପ୍ରଶାସନ…

ପୁରୀ,୧୬ା୧୧: ମହାପ୍ରଭୁ ଜଗନ୍ନାଥଙ୍କ ଜମି ଜାଲିଆତି ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପୁରୀ ବାସେଳିସାହି ଥାନାରେ ଏତଲା ଦାୟର କରାଯାଇଛି। ମାଟିତୋଟା ମୌଜାରେ ମହାପ୍ରଭୁଙ୍କ ଜମି ବେଆଇନ ଭାବେ ହସ୍ତାନ୍ତର ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ଉକ୍ତ ଜମିକୁ ଜବରଦଖଲ କରି…

ଟିମ୍‌ ଇଣ୍ଡିଆରେ ଆଉ ନଜର ଆସିବେନି ସୂର୍ଯ୍ୟକୁମାର ଯାଦବ! ମନେ ପକାଇବେ ପ୍ରଶଂସକ, ଏ ହେଉଛି କାରଣ…

ନୂଆଦିଲ୍ଲୀ,୧୬।୧୧: ସୂର୍ଯ୍ୟକୁମାର ଯାଦବଙ୍କ ଅଧିନାୟକତ୍ୱରେ ଟିମ୍‌ ଇଣ୍ଡିଆର ଦକ୍ଷିଣ ଆଫ୍ରିକା ଗସ୍ତ ସ୍ମରଣୀୟ ପାଲଟିଛି। ଦଳ ୪ ମ୍ୟାଚ୍‌ର ଟି୨୦ ସିରିଜର ୩-୧ରେ ବାଜି ମାରିଛି। ସିରିଜର ଅନ୍ତିମ ମୁକାବିଲାରେ ଭାରତୀୟ ଖେଳାଳିମାନେ ଐତିହାସିକ ପ୍ରଦର୍ଶନ କରିଥିଲେ। ୨୦ ଓଭରରେ ୨୮୩…

ଜଣେ କି ଦୁଇ ଜଣ ନୁହନ୍ତି, ଏକାବେଳକେ ଟଳିପଡ଼ିଲେ ୫ ମାଓବାଦୀ

ମାଲକାନଗିରି,୧୬।୧୧(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମା ଛତିଶଗଡ଼ କାଙ୍କେର ଜିଲାରେ ଯବାନ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟିଛି। ଏଥିରେ ୫ ମାଓବାଦୀଙ୍କ ମୃତ୍ୟୁ  ଘଟିଥିବା ଜଣାପଡିଛିା। ସୂଚନାନୁଯାୟୀ, ଶନିବାର ସକାଳେ ଛତିଶଗଡ଼ କାଙ୍କେରଜିଲା ସୀମାବର୍ତ୍ତୀ ଓ ନାରାୟଣପୁର ଅଞ୍ଚଳ…

ସେଲିବ୍ରିଟିମାନେ ପିଉଥିବା ବ୍ଲାକ ଓ୍ବାଟରର ଉପକାରିତା କ’ଣ ଜାଣନ୍ତୁ

ନୂଆଦିଲ୍ଲୀ,୧୬।୧୧: ଆମେ ସମସ୍ତେ କଳା ଜଳ ବା ବ୍ଲାକ ଓ୍ବାଟରର ନାମ ଅର୍ଥାତ୍‌ କ୍ଷାରୀୟ ଜଳର ନାମ ଶୁଣିଛୁ । ଆପଣ ପ୍ରାୟ ପ୍ରତ୍ୟେକ ସେଲିବ୍ରିଟି ଏହାର ଗୁଣ ବିଷୟରେ କଥାବାର୍ତ୍ତା ହେଉଥିବା ଶୁଣିଥିବେ ନିଶ୍ଚୟ। ଲୋକମାନେ ମହଙ୍ଗା ସତ୍ତ୍ୱେ ଫିଟ…

ଦୁଇ ପରିବାରର ବିବାଦ ନେଇ ମେଡିକାଲରେ ୩ ଦିନ ପଡ଼ିରହିଲା ମୃତଦେହ

ଧରାକୋଟ,୧୬ା୧୧: ଗଞ୍ଜାମ ଜିଲା ଧରାକୋଟ ବ୍ଲକର ଗାଙ୍ଗପୁରର ଥାନା ଅନ୍ତର୍ଗତ ପଣିବନ୍ଧ ଗ୍ରାମରେ ଜଣେ ଯୁବକଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ଘଟିଥିବାବେଳେ କାରଣ ଅସ୍ପଷ୍ଟ ରହିଛି। ମୃତ ଯୁବକ ଜଣକ ହେଲେ ବସନ୍ତ ବେହେରା(୩୦)। ଧରାକୋଟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ୩ଦିନ ହେଲା…

ଖତଗଦାରେ ଲୁଚାଇ ରଖିଥିଲେ ଲକ୍ଷାଧିକ ଚୋରି ଟଙ୍କା, ମାଡ଼ି ବସିଲା ହାଇଦ୍ରାବାଦ ପୋଲିସ

ଭୋଗରାଇ,୧୬ା୧୧(ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ କମର୍ଦ୍ଦା ଥାନା ଅନ୍ତର୍ଗତ ହାଇଦ୍ରାବାଦ ଅଞ୍ଚଳରୁ ଲୁଟ୍‌ ହୋଇଥିବା ଲକ୍ଷାଧିକ ଟଙ୍କା ବଡ଼ମନ୍ଦାରୁଣୀ ଗ୍ରାମରୁ ଉଦ୍ଧାର ହୋଇଛି। ସୂଚନା ଅନୁସାରେ, ବଡ଼ମନ୍ଦାରୁଣୀ ଗ୍ରାମର ଉମାକାନ୍ତ ବେହେରା ଜ୍ୱାଇଁ ଗୋପାଳ ବେହେରା ହାଇଦ୍ରାବାଦଠାରେ ଏଗ୍ରୋ…

ଆତଙ୍କବାଦୀ ଏବେ ନିଜ ଘରେ ବି ସୁରକ୍ଷିତ ରହିପାରିବେ ନାହିଁ, ପଡୋଶୀ ଦେଶକୁ ନେଇ ଏମିତି କହିଲେ ମୋଦି

ନୂଆଦିଲ୍ଲୀ,୧୬।୧୧: ଆତଙ୍କବାଦକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଏକ ବଡ଼ ବିବୃତ୍ତି ଦେଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଏପରି ଏକ ସମୟ ଥିଲା ଯେତେବେଳେ ପଡୋଶୀ ଦେଶରୁ ଆତଙ୍କବାଦୀଙ୍କ କାର୍ଯ୍ୟକଳାପ ହେତୁ ଆମ ଲୋକମାନେ ନିଜ ଘରେ ଏବଂ ସହରରେ…

ଅନାସ୍ଥା ଭୋଟ୍‌ରେ ପଦ ହରାଇଲେ ଢେଙ୍କାନାଳ ସଦର ବ୍ଲକ ଅଧ୍ୟକ୍ଷା, ମନ୍ତ୍ରୀ କହିଲେ…

ଢେଙ୍କାନାଳ,୧୬ା୧୧(ରତନ ନାୟାର): ଅନାସ୍ଥାରେ ହାରିଗଲେ ଢେଙ୍କାନାଳ ସଦର ବ୍ଲକ ଅଧ୍ୟକ୍ଷା ରାଜଶ୍ରୀ ନାୟକ। ଫଳରେ ସଦରରେ ଭୁଶୁଡ଼ି ପଡ଼ିଛି ବିଜେଡି ଗଡ଼। ଶନିବାର ଅନାସ୍ଥା ଭୋଟିଂ ସପକ୍ଷରେ ୪୪ଖଣ୍ଡ ଭୋଟ୍‌ ଗ୍ରହଣ ହୋଇଥିବା ବେଳେ ଅନାସ୍ଥା ବିପକ୍ଷରେ ୧୭ ଖଣ୍ଡ ଭୋଟ୍‌…

ଜମ୍ମୁ-କଶ୍ମୀରରେ ରେକର୍ଡ ଭାଙ୍ଗିଲା ବେକାରୀ ସମସ୍ୟା, ୩.୫୨ ଲକ୍ଷ ବେରୋଜଗାର

ଶ୍ରୀନଗର,୧୬।୧୧: ଜମ୍ମୁ କଶ୍ମୀରରେ ବେକାରୀ ହାରରେ ବୃଦ୍ଧି ଘଟିଛି। ଜମ୍ମୁ କଶ୍ମୀର ସରକାରଙ୍କ ନିଯୁକ୍ତି ନିର୍ଦ୍ଦେଶାଳୟ (DoE) ର ତଥ୍ୟ ଅନୁଯାୟୀ ୨୦୨୪ର ପ୍ରଥମ ତ୍ରୟମାସିକରେ ରାଜ୍ୟରେ ୩.୫୨ ଲକ୍ଷ ଯୁବକ ବେକାର ଅଛନ୍ତି। ଏଥିମଧ୍ୟରୁ ୧.୦୯ଲକ୍ଷ ଯୁବକ ସ୍ନାତକ ଏବଂ…

ଧର୍ମଘଟରେ ବସିଲେ ୫୫ ହଜାର ଡାକ କର୍ମଚାରୀ, ପୋଷ୍ଟାଲ ସେବା ବାଧାପ୍ରାପ୍ତ

ଓଟାଓ୍ବା,୧୬।୧୧: କାନାଡା ପୋଷ୍ଟ କହିଛି ଜାତୀୟ ଧର୍ମଘଟ ସମୟରେ ବନ୍ଦ ରହିବ। ଏହା ସମଗ୍ର ଦେଶରେ ଲକ୍ଷ ଲକ୍ଷ କାନାଡିୟ ନାଗରିକ ଏବଂ ବ୍ୟବସାୟ ଉପରେ ପ୍ରଭାବ ପକାଇବ। କାନାଡିଆନ ୟୁନିଅନ ଅଫ ପୋଷ୍ଟାଲ ୱାର୍କର୍ସ (ସିୟୁପିଡବ୍ଲ୍ୟୁ) ଦ୍ୱାରା ପ୍ରତିନିଧିତ୍ୱ କରୁଥିବା…

ମାଳଦ୍ୱୀପରେ ଲୁଚିଛପି ପ୍ରେମିକାଙ୍କ ସହ ଛୁଟି କାଟୁଛନ୍ତି ସୈଫ୍‌ଙ୍କ ପୁଅ ଇବ୍ରାହିମ୍‌! ଫଟୋ ଖୋଲିଦେଲା ଗୁମର…

ବମ୍ବେ: ପ୍ରେମରେ ଉବୁଟୁବୁ ହେଉଛନ୍ତି ବଲିଉଡ୍‌ ଷ୍ଟାର ସୈଫ ଅଲ୍ଲି ଖାନ୍‌ଙ୍କ ବଡ଼ ପୁଅ ଇବ୍ରାହିମ୍‌ ଅଲି ଖାନ୍‌। ଟେଲି ପରଦାର ଚର୍ଚ୍ଚିତ ଅଭିନେତ୍ରୀ ଶ୍ୱେତା ତିଓ୍ବାରୀଙ୍କ ଝିଅଙ୍କୁ ଡେଟ୍‌ କରୁଛନ୍ତି ସେ। ଉଭୟଙ୍କୁ ଅନେକ ଥର ଏକାଠି ଦେଖିବାକୁ ମିଳିଥିବା…

ରାହୁଲ ଗାନ୍ଧୀଙ୍କ ବ୍ୟାଗ୍‌ ଯାଞ୍ଚ କଲେ ନିର୍ବାଚନ ଆୟୋଗ

ନୂଆଦିଲ୍ଲୀ,୧୬।୧୧: ନିର୍ବାଚନ ଆୟୋଗ ଅଧିକାରୀମାନେ କଂଗ୍ରେସ ଏମପି ରାହୁଲ ଗାନ୍ଧୀଙ୍କ ବ୍ୟାଗ ଯାଞ୍ଚ କରିଛନ୍ତି। ମହାରାଷ୍ଟ୍ରର ଅମରାବତୀରେ ନିର୍ବାଚନୀ ପ୍ରଚାରକୁ ଯିବା ସମୟରେ ରାହୁଲଙ୍କ ବ୍ୟାଗରେ ତଲାସୀ କରିଛନ୍ତି। ଗତକାଲି ରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କ ହେଲିକପ୍ଟର ଏବଂ ଏଥିରେ ଥିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri