୨୨ରୁ ଫୁଲ୍ ପଇସା ଅସୁଲ ସେଲ୍
ମୁମ୍ବାଇ,୨୧।୧: ସ୍ମାର୍ଟ ବଜାରର ବହୁ ପ୍ରତୀକ୍ଷିତ ଅଫର ‘ଫୁଲ୍ ପଇସା ଅସୁଲ ସେଲ୍’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ବର୍ତ୍ତମାନର ଏହି ଦରଦାମ ବୃଦ୍ଧି (ମେହେଙ୍ଗାଇକା ମିଟର) ସମୟରେ ଗ୍ରାହକଙ୍କୁ କିଛି ପରିମାଣର ରିହାତି ମିଳିବା ସହିତ ଅତ୍ୟାବଶ୍ୟକ ସାମଗ୍ରୀ କ୍ରୟକୁ…
ବଲିଉଡ୍ରେ ଅଭିନେତ୍ରୀଙ୍କୁ ମିଳେ ଅପ୍ରାସଙ୍ଗିକ ଚରିତ୍ର
ମୁମ୍ବାଇ: ବଲିଉଡ୍ ଅଭିନେତ୍ରୀ ତଥା ଏମ୍ପି କଙ୍ଗନା ରାଣାୱତ ସୋମବାର ଏକ ସାକ୍ଷାତ୍କାରରେ କହିଛନ୍ତି, ୨୦୧୮ରେ ରିଲିଜ୍ ହୋଇଥିବା ‘ପଦ୍ମାବତ’ ଫିଲ୍ମରେ ରାଣୀ ପଦ୍ମାବତୀଙ୍କ ଭୂମିକାରେ ଅଭିନୟ କରିବା ପାଇଁ ତାଙ୍କୁ ଫିଲ୍ମ ନିର୍ମାତା ସଞ୍ଜୟ ଲୀଲା ଭଁସାଲୀ ଅଫର ଦେଇଥିଲେ। ତେବେ…
ଇରାନରେ ପପ୍ ଗାୟକଙ୍କୁ ମୃତ୍ୟୁଦଣ୍ଡ
ତେହରାନ,୨୧।୧: ପ୍ରଫେଟ୍ ମହମ୍ମଦଙ୍କୁ ନିନ୍ଦା କରିଥିବା ଲୋକପ୍ରିୟ ପପ୍ ଗାୟକ ଅମିର ହୋସେଇନ୍ ମଘସୌଡଲୁ ଓରଫ ଟାଟାଲୁଙ୍କୁ ଇରାନର ଏକ ଅଦାଲତ ମୃତ୍ୟୁ ଦଣ୍ଡାଦେଶ ଦେଇଛନ୍ତି। ମହମ୍ମଦଙ୍କୁ ନିନ୍ଦା କରିବା ଘଟଣାରେ ସେ ଦୋଷୀ ସାବ୍ୟସ୍ତ ହୋଇଥିଲେ। ପୂର୍ବରୁ ତଳକୋର୍ଟ ତାଙ୍କୁ ୫…
ସ୍ତ୍ରୀଙ୍କୁ ବାନ୍ଧି ଏସିଡ୍ ଢାଳିଲେ ସ୍ବାମୀ
କୋଟା, ୨୧ା୧: ରାଜସ୍ଥାନର କୋଟାସ୍ଥିତ ମହାବୀର ନଗର ଅଞ୍ଚଳରେ ସୁନୀତ ଦୀକ୍ଷିତ(୫୦) ନାମକ ଜଣେ ବ୍ୟକ୍ତି ନିଜ ସ୍ତ୍ରୀ ମମତା ଗୌଡ଼ଙ୍କୁ ରବିବାର ମାଡ଼ ମାରିବା ସହ ତାଙ୍କ ହାତ, ଗୋଡ଼ ବାନ୍ଧି ଦେଇଥିଲେ। ଏହାପରେ ସୁନୀତ ମମତାଙ୍କ ଉପରେ ଏସିଡ୍ ପକାଇ…
୨୧ରେ ବରଗଡ଼ ବନ୍ଦ, ବଢୁଛି ସମର୍ଥନ
ବରଗଡ଼୨୦।୧(ପ୍ରେମାନନ୍ଦ ଖମାରୀ): ଧନୁଯାତ୍ରା ଦେଖିବାକୁ ଆସିଥିବା ନିଖୋଜ ଯୁବତୀଙ୍କୁ ଅପହରଣ, ବଳାତ୍କାର ଏବଂ ହତ୍ୟା ଉଦ୍ୟମ ଘଟଣା ସାରା ରାଜ୍ୟରେ ଚର୍ଚ୍ଚାର ବିଷୟ ପାଲଟିଛି। ଘଟଣାକୁ ୯ଦିନ ବିତି ଯାଇଥିବା ବେଳେ ଏପର୍ଯ୍ୟନ୍ତ ମୁଖ୍ୟ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିବାରେ ସକ୍ଷମ…
ବିଷ ଦେଇ ପ୍ରେମିକଙ୍କୁ କରିଥିଲେ ହତ୍ୟା: ପ୍ରେମିକାଙ୍କୁ ମିଳିଲା ଫାଶୀ ଦଣ୍ଡ
ଥିରୁଭାନନ୍ତପୁରମ,୨୦ା୧: କେରଳର ଥିରୁଭାନନ୍ତପୁରମର ଅତିରିକ୍ତ ଜିଲା ସେଶନ କୋର୍ଟ ସୋମବାର ଜଣେ ୨୪ ବର୍ଷିୟା ଯୁବତୀ ଗ୍ରୀଷ୍ଣାଙ୍କୁ ଫାଶୀ ଦଣ୍ଡାଦେଶ ଶୁଣାଇଛନ୍ତି। ଗ୍ରୀଷ୍ଣା ୨ ବର୍ଷ ତଳେ ବୟଫ୍ରେଣ୍ଡ ଶାରୋନ ରାଜ୍ଙ୍କୁ ବିଷ ଦେଇ ହତ୍ୟା କରିଥିଲେ। ସପ୍ତାହେ ତଳେ ଥିରୁଭାନନ୍ତପୁରମର…
ଉତ୍ତରାଖଣ୍ଡରେ ଖୁବ୍ଶୀଘ୍ର କାର୍ଯ୍ୟକାରୀ ହେବ ୟୁସିସି
ଡେରାଡୁନ୍,୨୦।୧: ସମାନ ନାଗରିକ ସଂହିତା (ୟୁସିସି)ର ନିୟମାବଳୀଗୁଡ଼ିକୁ ଉତ୍ତରାଖଣ୍ଡ ରାଜ୍ୟ କ୍ୟାବିନେଟ ମଞ୍ଜୁରୀ ପ୍ରଦାନ କରିଛି। ଖୁବ୍ଶୀଘ୍ର ୟୁସିସି କାର୍ଯ୍ୟକାରୀ ହେବା ନେଇ ତାରିଖ ଘୋଷଣା କରାଯିବ ବୋଲି ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମି ସୋମବାର କହିଛନ୍ତି। ଏଥିପାଇଁ ଆବଶ୍ୟକ ପ୍ରସ୍ତୁତି…
ବେଆଇନ ବାଲି ଚୋରାଚାଲଣ ବେଳେ ଧରପଗଡ: ୫ ଲକ୍ଷ ୩୦ ହଜାର ଟଙ୍କା ଫାଇନ ଆଦାୟ
ଭବାନୀପାଟଣା,୨୦।୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ବିଭିନ୍ନ ତହସିଲରେ ବେଆଇନ ଭାବେ ବାଲି ଓ ପଥର ଚୋରାଚାଲାଣ ରୋକିବା ପାଇଁ ଜିଲା ମାଇନିଂ(ଖଣି) ବିଭାଗ ଅଣ୍ଟା ଭିଡିଛି। ଜିଲାରେ ଏସବୁ ରୋକିବା ପାଇଁ ଆକ୍ସନ ମୁଡକୁ ଓହ୍ଲାଇଛି ଖଣି ବିଭାଗ। ଏଥିପାଇଁ…
ପ୍ରଧାନମନ୍ତ୍ରୀ ଆବାସ ଯୋଜନା: ଏହିମାନଙ୍କୁ ମିଳିବ ଘର, ଦୁଇ ଚକିଆ ଯାନ, ଫ୍ରିଜ୍ ଥିଲେ…
ଭୁବନେଶ୍ୱର,୨୦।୧: ରାଜ୍ୟରେ ୨୪ ତାରିଖରୁ ପ୍ରଧାନମନ୍ତୀ ଆବାସ ଆବାସ ସର୍ଭେ କାର୍ଯ୍ୟ ଆରମ୍ଭ ହେବ। ସର୍ଭେ ନେଇ ପଞ୍ଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାୟକ ସୂଚନା ଦେଇଛନ୍ତି। ଅଫଲଶଇନ ଓ ଅନଲାଇନ ହିତାଧିକାରୀ ଆବେଦନ କରିପାରିବେ। ୨୪ ତାରିଖରେ ପୋର୍ଟାଲର ବିଧିବଦ୍ଧ ରାଜ୍ୟ…
ଧନୁଯାତ୍ରାରୁ ନିଖୋଜ ଯୁବତୀଙ୍କୁ ବଳାତ୍କାର ମାମଲା: ଭାଜପା କହିଲା, ଫେରାର ମୁଖ୍ୟ ଅଭିଯୁକ୍ତ ବିଜେଡ଼ି ନେତାଙ୍କ…
ବରଗଡ଼,୨୦।୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଥିବା ସମୟରେ ନିଖୋଜ ଯୁବତୀଙ୍କୁ ଅପହରଣ, ବଳତ୍କାର ଏବଂ ହତ୍ୟା ଉଦ୍ୟମ ମାମଲାକୁ ନେଇ ଚର୍ଚ୍ଚା ଥମିବାର ନାଁ ନେଉ ନାହିଁ। ଉକ୍ତ ମାମଲାକୁ ନେଇ ରାଜନୈତିକ ବୟାନବାଜି ଆରମ୍ଭ ହୋଇଯାଇଛି। ବରଗଡ଼ ବିଧାୟକ…
ଖବର ପ୍ରକାଶିତ ପରେ ଜଙ୍ଗଲ ବିଭାଗର ତତ୍ପରତା, ଧରା ହେଲା ଗୋଠ ଛଡା ଭାଲୁ
କୋକସରା,୨୦।୧: (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଦୀର୍ଘଦିନ ଧରି କଳାହାଣ୍ଡି ଜିଲା କୋକସରା ବ୍ଲକ ବରାଡ଼ଙ୍ଗା ପଞ୍ଚାୟତ ଶିଉନି ଗ୍ରାମ ଅଞ୍ଚଳରେ ଏକ ଗୋଠ ଛଡା ଭାଲୁ ଦିନ ଦ୍ବିପ୍ରହରରେ ଗାଁର ବିଭିନ୍ନ ସ୍ଥାନରେ ବୁଲୁଥିଲା। ଯାହାକୁ ନେଇ ସ୍ଥାନୀୟ ଲୋକଙ୍କ ମଧ୍ୟରେ…
ପ୍ରସ୍ତୁତ ହେଲା ପଠାଣି ସାମନ୍ତ ପ୍ଲାନେଟୋରିୟମ: ଜାନୁଆରି ୨୧ରୁ ୩୧ ତାରିଖ ପର୍ଯ୍ୟନ୍ତ ଦେଖିହେବ ଗ୍ରହପୁଞ୍ଜ
ଭୁବନେଶ୍ୱର,୨୦।୧: ଆମ ସୌର ଜଗତର ମଙ୍ଗଳ, ଶୁକ୍ର, ବୃହସ୍ପତି, ଶନି, ନେପଚୁନ୍ ଓ ୟୁରେନସ୍ ସମେତ ୬ଟି ଗ୍ରହଙ୍କୁ ନେଇ ବିରଳ ମହଜଗତିକ ଦୃଶ୍ୟ ଆସନ୍ତା ଜାନୁଆରି ୨୧ରୁ ୩୧ ତାରିଖ ପର୍ଯ୍ୟନ୍ତ ଦେଖିବାକୁ ମିଳିବ । ଏହି ଗ୍ରହଗୁଡ଼ିକ ଏକ…
Archives


