ଇସ୍ତଫା ଦେଲେ ସୁଖବୀର ସିଂ
ଚଣ୍ଡୀଗଡ,୧୬।୧୧: ଇସ୍ତଫା ଦେଇଛନ୍ତି ଶିରୋମଣି ଅକାଳୀ ଦଳ ସଭାପତି ସୁଖବୀର ସିଂ ବାଦଲ। ସେ ଦଳର ଅଧକ୍ଷ ପଦରୁ ଇସ୍ତଫା ଦେଇଛନ୍ତି। ତାଙ୍କ ନେତୃତ୍ୱରେ ବିଶ୍ୱାସ ପ୍ରକାଶ କରିଥିବାରୁ ଏବଂ ତାଙ୍କ କାର୍ଯ୍ୟକାଳ ମଧ୍ୟରେ ହୃଦୟରୁ ସମର୍ଥନ ଏବଂ ସହଯୋଗ ଦେଇଥିବାରୁ…
କେଏଲ୍ ରାହୁଲଙ୍କ ଉପରେ ଟଙ୍କା ବର୍ଷା: ନିଲାମ୍ ପୂର୍ବରୁ ଅଶ୍ୱିନ୍ କଲେ ବଡ଼ ଖୁଲାସା
ନୂଆଦିଳ୍ଲୀ,୧୬।୧୧: କେଏଲ୍ ରାହୁଲଙ୍କ ଆଇପିଏଲ ୨୦୨୫ ମେଗା ନିଲାମ ପୂର୍ବରୁ ଭାରତୀୟ କ୍ରିକେଟର ରବିଚନ୍ଦ୍ରନ ଅଶ୍ୱିନ ଏବେ ଚର୍ଚ୍ଚାରେ ଅଛନ୍ତି। ସେ ଏକ ମକ୍ ନିଲାମ କରି ଭାରତୀୟ କ୍ରିକେଟରେ ହଇଚଇ ସୃଷ୍ଟି କରିଛନ୍ତି। ବର୍ତ୍ତମାନ ସେମାନଙ୍କ ଦ୍ୱାରା ଆୟୋଜିତ ମକ୍…
ଗୋଲାମୁଣ୍ଡାରେ ଜିଲା ସ୍ତରୀୟ ଜାତୀୟ ପ୍ରେସ ଦିବସ: ବିକାଶ ପାଇଁ ଖବରଦାତାଙ୍କ ସହଯୋଗ ଆବଶ୍ୟକ
ଗୋଲାମୁଣ୍ଡା,୧୬।୧୧(ବଟକୃଷ୍ଣ ପଣ୍ଡା): କଳାହାଣ୍ଡି ଜିଲା ଗୋଲାମୁଣ୍ଡାସ୍ଥିତ କଲ୍ୟାଣମଣ୍ଡପ ଠାରେ ଶନିବାର ଜିଲା ସ୍ତରୀୟ ଜାତୀୟ ପ୍ରେସ ଦିବସ ପାଳିତ ହୋଇଯାଇଛି। କଳାହାଣ୍ଡି ଜିଲା ସାମ୍ବାଦିକ ୟୁନିୟନ (ଓୟୁଜେ)ପକ୍ଷରୁ ଏହାକୁ ଆୟୋଜନ କରାଯାଇଥିଲା। ଜିଲା ସଭାପତି କମ୍ବୁପାଣି ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସମାରୋହରେ…
ରାତିରେ ଫରେଷ୍ଟରଙ୍କୁ ଗଛରେ ବାନ୍ଧିଦେଇ…
ଦେବଗଡ଼,୧୬।୧୧(ଶଶାଙ୍କ ଶେଖର ଝାଙ୍କର) ହାତୀ ଉପଦ୍ରବକୁ ନେଇ ଉତ୍ତେଜନା। ଫରେଷ୍ଟରଙ୍କୁ ଗଛରେ ବାନ୍ଧିଲେ କ୍ଷତିଗ୍ରସ୍ତ ଚାଷୀ। ଏଭଳି ଘଟଣା ଘଟିଛି ଦେବଗଡ଼ ଜିଲା କୁଣ୍ଢେଇଗୋଳା ଥାନା ଭେଜିକୁଦର ଗାଁରେ। ଶୁକ୍ରବାର ବିଳମ୍ବିତ ରାତି ଏଭଳି ଘଟଣା ଦେଖାଦେଇଛି । ନୁଆଡିହି ଫରେଷ୍ଟର…
୬ ଦିନିଆ ସିଙ୍ଗାପୁର ଗସ୍ତରେ ମୁଖମନ୍ତ୍ରୀ
ଭୁବନେଶ୍ୱର,୧୬।୧୧: ବିଦେଶରୁ ଓଡ଼ିଶାକୁ ଆସିବ ନିବେଶ। ସିଙ୍ଗାପୁରରେ ଶିଳ୍ପ ଜଗତର ଶୀର୍ଷ ନେତୃତ୍ୱଙ୍କୁ ଭେଟି ଓଡ଼ିଶାକୁ ନିମନ୍ତ୍ରଣ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି। ଏ ନେଇ ସେ ୬ ଦିନିଆ ସିଙ୍ଗାପୁର ଗସ୍ତରେ ଯାଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସହ ବରିଷ୍ଠ ପ୍ରତିନିଧି…
ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ ସମସ୍ୟା ଉଚ୍ଚଶିକ୍ଷା ମନ୍ତ୍ରୀଙ୍କୁ ପୁରାତନ ଛାତ୍ର ସଂଘର ଦାବିପତ୍ର
ଭବାନୀପାଟଣା,୧୫ା୧୧(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ ମାଣିକେଶ୍ୱରୀ ବିଶ୍ବବିଦ୍ୟାଳୟର ସ୍ବାଭିମାନ ଓ ଅସ୍ମିତା ରକ୍ଷା ପାଇଁ ଶୁକ୍ରବାର ପୁରାତନ ଛାତ୍ରସଂଘ ପକ୍ଷରୁ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି। ଭବାନୀପାଟଣା ସର୍କିଟ ହାଉସଠାରେ ମନ୍ତ୍ରୀଙ୍କୁ କର୍ମକର୍ତ୍ତାମାନେ ସାକ୍ଷାତ…
ଚନ୍ଦ୍ରବାବୁ ନାଇଡୁଙ୍କ ବଡ଼ ଝଟ୍କା, କାରଣ ଜାଣିଲେ…
ଅମରାବତୀ,୧୬।୧୧: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁଙ୍କୁ ଲାଗିଛି ଶକ୍ତ ଝଟ୍କା। କାରଣ ତାଙ୍କ ଭାଇ ତଥା ଟିଡିପିର ପୂର୍ବତନ ବିଧାୟକ ନାରା ରାମମୂର୍ତ୍ତିଙ୍କ ଦେହାନ୍ତ ହୋଇଛି । କହିରଖୁଛୁ, ରାମମୂର୍ତ୍ତି ପ୍ରଥମେ ଟିଡିପି ପକ୍ଷରୁ ଚନ୍ଦ୍ରଗିରି ନିର୍ବାଚନ ମଣ୍ଡଳୀରୁ ବିଧାୟକ ଭାବରେ…
ବ୍ଲକ ସ୍ତରୀୟ ସରଗି ଫୁଲ: ପ୍ରତିଭା ଦେଖାଇବେ ଜନଜାତି ଛାତ୍ରୀଛାତ୍ର
ଦାରିଙ୍ଗବାଡି,୧୬।୧୦(ଅରୁଣ ସାହୁ): ଛାତ୍ରୀଛାତ୍ରଙ୍କ ଲୁଚିରହିଥିବା ପ୍ରତିଭାକୁ ଲୋକଲୋଚନକୁ ଆଣିବାକୁ ସରକାରଙ୍କ ପକ୍ଷରୁ ବିଭିନ୍ନ ଯୋଜନା ପ୍ରସ୍ତୁତ କରାଯାଉଛି। ଏହି ନେଇ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସର ମଧ୍ୟରେ ଶନିବାର ସରଗି ଫୁଲ କାର୍ଯ୍ୟକ୍ରମ ଅନୁଷ୍ଠିତ…
୪ ବର୍ଷର ନାବାଳିକାଙ୍କୁ ମାଛ ମାରିବାକୁ ଯିବା କହି ଘରୁ ଡାକିନେଲେ : ଜଙ୍ଗଲରେ ବଳାତ୍କାର କରି ମାରି ଫିଙ୍ଗିଦେଲେ
ପାଇକମାଳ ୧୬।୧୧(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ଥାନା ଅଞ୍ଚଳରେ ଶୁକ୍ରବାର ଏକ ଅମାନୁଷିକ ଘଟଣା ଘଟିଯାଇଛି। ଏହି ଥାନା ଅଧୀନ ସୋଢ଼ା ଗ୍ରାମର ଜଣେ ଯୁବକ ସେହି ଗ୍ରାମର ୪ ବର୍ଷର ନାବାଳିକାଙ୍କୁ ମାଛ ମାରିବା ବାହାନାରେ ଘରୁ ଡାକିନେଇ…
ସରକାରକୁ ଆସିବାର ୪୮ ଘଣ୍ଟା ମଧ୍ୟରେ ଆମେ ନେବୁ ଏହି ନିଷ୍ପତ୍ତି: ନିର୍ବାଚନ ପୂର୍ବରୁ ରାଜ ଠାକ୍ରେଙ୍କ ବଡ଼ ଘୋଷଣା
ପୁଣେ,୧୬।୧୧: ମହାରାଷ୍ଟ୍ର ନବନିର୍ମାଣ ସେନା (ଏମ୍ଏନ୍ଏସ୍) ମୁଖ୍ୟ ରାଜ ଠାକରେ ରାଜ୍ୟକୁ ସମୃଦ୍ଧ କରିବା ପାଇଁ ତାଙ୍କ ଦଳକୁ ଭୋଟ ଦେବାକୁ ନାଗରିକମାନଙ୍କୁ ଅନୁରୋଧ କରିଛନ୍ତି। ଥାନେରେ ଏକ ସମାବେଶକୁ ସମ୍ବୋଧିତ କରି ସେ ରାଜ୍ୟରେ ରାଜନୈତିକ ଅସ୍ଥିରତାକୁ ସମାଲୋଚନା କରିବା…
ଅଜଣା ଗାଡ଼ି ଧକ୍କାରେ ଜଣଙ୍କ ଜୀବନ ଗଲା: ଜାତୀୟ ରାଜପଥ ଅବରୋଧ କଲେ ଲୋକେ
ବୌଦ୍ଧ,୧୬।୧୧(ଅଜିତ କୁମାର ବାରିକ): ବୌଦ୍ଧ ଜିଲା ଖୋର୍ଦ୍ଧା ବଲାଙ୍ଗୀର ୫୭ତମ ଜାତୀୟ ରାଜପଥର ସରସରା ନିକଟରେ ଅଜଣା ଗାଡ଼ି ଧକ୍କାରେ ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ସରସରା ଗାଁର ସୁମନ୍ତ ମହାକୁଡ। ଏପଟେ କ୍ଷତି ପୂରଣ ଦାବିରେ ଗ୍ରାମବାସୀ ଜାତୀୟ…
ରାସ୍ତାରେ ବଡ଼ ଖାଲ: ଯାନବାହନ ଚଳାଚଳ ବାଧାପ୍ରାପ୍ତ
ରାଇକିଆ,୧୬।୧୧(ପ୍ରଦୀପ ବେହେରା):କନ୍ଧମାଳ ଜିଲା ରାଇକିଆ ମୁଖ୍ୟ ରାସ୍ତାରେ ବିଭିନ୍ନ ସ୍ଥାନରେ ଗର୍ତ୍ତ ସୃଷ୍ଟି ହୋଇଛି। ଦୀର୍ଘ ଦିନ ହେଲା ଏଭଳି ପରିସ୍ଥିତି ସୃଷ୍ଟି ହୋଇଥିଲେ ମଧ୍ୟ ଏହାକୁ ମରାମତି କରାଯାଉନାହିଁ। ଫଳରେ ଯାନବାହନ ଚଳାଚଳର ଅସୁବିଧା ସୃଷ୍ଟି ହେଇଥିବା ବେଳେ ଏହି…
Archives


