Home Left

ସୀମାନ୍ତରେ ପୁଣି ଗୁଳି ବିନିମୟ: ୨ ମାଓବାଦୀ ନିହତ, ଜଣେ ଯବାନ ଆହତ

ନୂଆପଡ଼ା,୨୦ା୧(ମକାରୁ ବେମାଲ): କିଛିଦିନର ବ୍ୟବଧାନ ପରେ ଛତିଶଗଡ-ନୂଆପଡ଼ା ଜିଲା ସୀମାନ୍ତରେ ପୁଣି ମାଓବାଦୀ ଓ ଯୁବାନଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏଥିରେ ୨ଜଣେ ମାଓବାଦୀ ନିହତ ହୋଇଥିବା ବେଳେ ଜଣେ ଯବାନ ଆହତ ହୋଇଛନ୍ତି। ନିହତ ମାଓବାଦୀ ଓ ଆହତ…

ଗୁଣି ସନ୍ଦେହରେ ବୃଦ୍ଧାଙ୍କୁ ଛୁରାମାଡ଼

ରାୟଗଡ଼ା,୧୯।୧(ଆଶିଷ ରଞ୍ଜନ ପଣ୍ଡା): ଗୁଣି କରୁଥିବା ସନ୍ଦେହରେ ରାୟଗଡ଼ା ସହର ମାଙ୍କଡ଼ଝୋଲା ବସ୍ତିରେ ରବିବାର ଜଣେ ବୃଦ୍ଧାଙ୍କୁ ଛୁରାମାଡ଼ ହୋଇଛି। ନଦୀପଠାରେ ପଡ଼ିଥିବା ବୃଦ୍ଧାଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରି ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ଅବସ୍ଥା ସଙ୍କଟାପନ୍ନ ଥିବାରୁ…

ଉଦ୍‌ଘାଟିତ ହେଲା ଓରମୀ ମଣ୍ଡି, ପ୍ରଥମ ଦିନରେ ୧୫ ଚାଷୀଙ୍କ ଉଠିଲା ଧାନ

ନିରାକାରପୁର, ୨୦।୧(ମାନସ ଚନ୍ଦ୍ର ପଟ୍ଟନାୟକ): ଓରବରସିଂହ ପଞ୍ଚାୟତ ଅଧିନସ୍ଥ ଓରମୀ ସେବା ସମବାୟ ସମିତିରେ ସୋମବାର ଚାଷୀ କମିଟି ସଭାପତି ନରେନ୍ଦ୍ର କୁମାର ମଙ୍ଗରାଜଙ୍କ ଅଧ୍ୟକ୍ଷତାରେ ଧାନ ମଣ୍ଡି ଉଦ୍‌ଘାଟିତ ହୋଇଛି। ଉଦଘାଟନର ଆଜି ପ୍ରଥମ ଦିନରେ ୧୫ଜଣ ଚାଷୀଙ୍କ ଠାରୁ…

ଘରେ କେହି ନ ଥିବା ବେଳେ ୮ ମାସର ଗର୍ଭବତୀ ଖୁଡିଙ୍କୁ ବଳାତ୍କାର କଲେ ପୁତୁରା, ପ୍ରତିବାଦ କରିବାରୁ…

ବାଲିଗୁଡା,୨୦।୧: (ସଞ୍ଜୟ କୁମାର ପାଣିଗ୍ରାହୀ): ୮ ମାସର ଗର୍ଭବତୀ ଖୁଡିଙ୍କୁ ସମ୍ପର୍କୀୟର ଜଣେ ପୁତୁରା ବଳାତ୍କାର କରିଥିବା ନେଇ ଅଭିଯୋଗ ହୋଇଛି।  ଏପରିକି ଗର୍ଭବତୀ ଖୁଡି ଜଣଙ୍କ ପୁତୁରାଙ୍କୁ ପ୍ରତିବାଦ କରିବାରୁ ଅତି ନିର୍ମମ ଭାବେ ଖୁଡିଙ୍କୁ କାଠ ଫାଳିଆରେ ପିଟିବା…

ପ୍ରଶାସନ ପକ୍ଷରୁ ଜବରଦଖଲ ଉଚ୍ଛେଦ ଆରମ୍ଭ, ବେଆଇନ ଇଟା ଭାଟି ଭାଙ୍ଗିଲା, ଭୟରେ ଜମି ମାଫିଆ

ବାଲିଗୁଡା, ୨୦।୧ (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡାରେ ଦିନକୁ ଦିନ ସରକାରୀ ଜମି ଜବରଦଖଲ ବେଆଇନ ଇଟାଭାଟି ଗଢି ଉଠୁଥିବାରୁ ବାଲିଗୁଡା ପ୍ରଶାସନ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ଆରମ୍ଭ ହୋଇଛି ।  ପ୍ରଥମ ପର୍ଯ୍ୟାୟରେ ବାଲିଗୁଡା ମୌଜାର ବାଲିଗୁଡା ବିଜ୍ଞାପିତ…

ରିଷଭଙ୍କ ପରେ ଅଜିଙ୍କ୍ୟ ରାହାନେଙ୍କୁ ମିଳିଲା ଅଧିନାୟକ ଦାୟିତ୍ୱ, ବଡ଼ ବଡ଼ ଖେଳାଳି ଥିବା ସତ୍ତ୍ୱେ…

ନୂଆଦିଲ୍ଲୀ,୨୦।୧: ଅଜିଙ୍କ୍ୟ ରାହାନେଙ୍କୁ ଅଧିନାୟକ ଦାୟିତ୍ୱ ମିଳିଛି। ଆଇପିଏଲ ୨୦୨୫ ଆରମ୍ଭ ହେବା ପୂର୍ବରୁ, ରାହାନେଙ୍କୁ ମୁମ୍ବାଇର ରଣଜୀ ଦଳର ଅଧିନାୟକ ଭାବେ ନିଯୁକ୍ତ କରାଯାଇଛି। ରାହାନେଙ୍କ ଅଧିନାୟକତ୍ୱରେ ୧୭ ଜଣିଆ ଦଳରେ ରୋହିତ ଶର୍ମାଙ୍କୁ ମଧ୍ୟ ମନୋନୀତ କରାଯାଇଛି। ରଣଜୀ…

ଜିଲା ପାଇଁ ଗୌରବ ଆଣିଲେ ଆଦିବାସୀ ଯୁବ ଉଦ୍ୟୋଗୀ ରାଜେନ୍ଦ୍ର

ଥୁଆମୂଳ ରାମପୁର,୨୦।୧(ଦୁର୍ଗା କୀର୍ତ୍ତି): ଅଧିବାସୀ ଅଧ୍ୟ୍ୟୁଷିତ ବାନପହଡ ଘେରା ଦୁର୍ଗମ କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ଅଧିନସ୍ଥ ବଡ଼ଛତ୍ରଙ୍ଗ ଗ୍ରାମର ସ୍ବର୍ଗତ ଭଗବାନ ମାଝୀଙ୍କ ସୁଯୋଗ୍ୟ ସନ୍ତାନ ରାଜେନ୍ଦ୍ର ମାଝୀ ଜଣେ ସଫଳ ଉଦ୍ୟୋଗୀ ଭାବେ ଜଣାଶୁଣା। ଭୁବନେଶ୍ୱରଠାରେ ଅନୁଷ୍ଠିତ…

ଓଡ଼ିଶାରେ ‘ମୂଲ୍ୟ ବୃଦ୍ଧି, ବେକାରୀ’ ବିରୋଧରେ ଯୁବ କଂଗ୍ରେସ ପ୍ରତିବାଦ କରିଛି

ଭୁବନେଶ୍ୱର,୨୦ା୧: ରାଜ୍ୟରେ ଅତ୍ୟାବଶ୍ୟକୀୟ ସାମଗ୍ରୀର ମୂଲ୍ୟ ବୃଦ୍ଧି ଏବଂ ବେକାରୀ ବୃଦ୍ଧି ଅଭିଯୋଗ କରି, ସୋମବାର ଓଡ଼ିଶା ପ୍ରଦେଶ କଂଗ୍ରେସର ଯୁବ ଶାଖା ଭୁବନେଶ୍ୱରର ଲୋୟର ପିଏମଜିରେ ଏକ ପ୍ରତିବାଦ ପ୍ରଦର୍ଶନ କରିଥିଲା। ଶହ ଶହ ଯୁବ କଂଗ୍ରେସ କର୍ମୀ ଉତ୍ତେଜିତ…

ରାଜ୍ୟର ସବୁଠୁ ଥଣ୍ଡା ସହର ପାଲଟିଲା ଫୁଲବାଣୀ, ଏତିକି ତଳେ ତାପମାତ୍ରା

ଭୁବନେଶ୍ୱର,୨୦।୧: ରାଜ୍ୟରେ ୨୨ ତାରିଖ ପର୍ଯ୍ୟନ୍ତ ଘନ କୁହୁଡ଼ି ନେଇ ୪ ଜିଲାକୁ ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଯିବା ସହ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, କନ୍ଧମାଳ ଜିଲାକୁ ୟେଲୋ ଓ୍ବାର୍ନିଂ ଦିଆଯାଇଛି। ଅନ୍ୟପକ୍ଷେ ରାଜ୍ୟରେ…

ସୁପ୍ରିମକୋର୍ଟଙ୍କ ବଡ଼ ନିଷ୍ପତ୍ତି, ଅତୁଲ ସୁଭାଷଙ୍କ ପୁଅ ରହିବେ ମା’ଙ୍କ ନିକଟରେ

ନୂଆଦିଲ୍ଲୀ,୨୦।୧: ସୋମବାର (ଜାନୁଆରୀ ୨୦, ୨୦୨୫) ସୁପ୍ରିମକୋର୍ଟ ଇଞ୍ଜିନିୟର ଅତୁଲ ସୁଭାଷଙ୍କ ମାଆଙ୍କ ଦ୍ୱାରା ଦାୟର ଆବେଦନର ସମାଧାନ କରିଛନ୍ତି, ଯିଏ ତାଙ୍କ ପତ୍ନୀଙ୍କ ଦ୍ୱାରା ନିର୍ଯ୍ୟାତନା ଅଭିଯୋଗ କରି ଆତ୍ମହତ୍ୟା କରିଥିଲେ। ଅତୁଲଙ୍କ ମାଆ ଅଞ୍ଜୁ ଦେବୀ ଅତୁଲଙ୍କ ପୁଅର…

କାର୍‌, ବାଇକ୍‌ ଜବତ: ୨ ଗିରଫ

କେନ୍ଦୁଝର,୨୦ା୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ପୋଲିସ ପୂର୍ବରୁ ଡକାୟତି କେସ୍‌ରେ ସାମିଲ ହୋଇ ଫେରାର ଥିବା ଏକ ଡକାୟତ ଗ୍ୟାଙ୍ଗର ଦୁଇ ଜଣ ସଦସ୍ୟଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେମାନଙ୍କ ନାମରେ ଓଡ଼ିଶା ଏବଂ ପଶ୍ଚିମବଙ୍ଗ ରାଜ୍ୟରେ ଅନେକ…

ସଂଗଠନକୁ ମଜଭୁତ କରିବା ପାଇଁ ଅଙ୍ଗନଓ୍ବାଡି କର୍ମଚାରୀ ସଂଘର ଆହ୍ବାନ

ଦାରିଙ୍ଗବାଡ଼ି,୨୦ା୧(ଅରୁଣ ସାହୁ): ଭାରତୀୟ ମଜଦୂର ସଂଘ ସହ ଅନୁବନ୍ଧିତ ଅଲ୍‌ ଓଡିଆ ଅଙ୍ଗନଓ୍ବାଡି ସଂଘ ଦାରିଙ୍ଗବାଡ଼ି ବ୍ଲକର କାର୍ଯ୍ୟକାରିଣୀ ବୈଠକ ବ୍ଲକ ସଭାନେତ୍ରୀ ରଶ୍ମିରଞ୍ଜିତା ନାୟକଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଭାରତୀୟ ମଜଦୂର ସଂଘ (ବିଏମ୍‌ଏସ୍‌)ର ଜିଲା ସଭାପତି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri