ନବଦାସଙ୍କ ହତ୍ୟା ମାମଲାରେ ତଦନ୍ତ ଅଧିକାରୀଙ୍କୁ ରିପୋର୍ଟ ତଲବ
ଭୁବନେଶ୍ୱର,୨୦।୧: ପୂର୍ବତନ ମନ୍ତ୍ରୀ ନବଦାସ ହତ୍ୟା ମାମଲାରେ ତଦନ୍ତ ଅଧିକାରୀଙ୍କୁ ରିପୋର୍ଟ ତଲବ ଦିଆଯାଇଛି। ତଦନ୍ତ ଅଧିକାରୀଙ୍କୁ କ୍ରାଇମବ୍ରାଞ୍ଚ ମୁଖ୍ୟାଳୟ ପକ୍ଷରୁ ରିପୋର୍ଟ ତଲବ ହୋଇଛି। ସମ୍ପ୍ରତି ଗଣମାଧ୍ୟମରେ ପ୍ରକାଶ ପାଉଥିବା ଖବର ନେଇ ରିପୋର୍ଟ ମଗାଯାଇଛି। କାହିଁକି ଏସବୁ ଚର୍ଚ୍ଚା…
୨୪ରୁ ପ୍ରଧାନମନ୍ତୀ ଆବାସ ସର୍ଭେ: ବାପାଠୁ ଭିନ୍ନ ହୋଇଥିବା ପୁଅ, ସ୍ବାମୀଠୁ ଅଲଗା ଥିବା ସ୍ତ୍ରୀ ସମସ୍ତଙ୍କୁ…
ଭୁବନେଶ୍ୱର,୨୦।୧: ରାଜ୍ୟରେ ୨୪ ତାରିଖରୁ ପ୍ରଧାନମନ୍ତୀ ଆବାସ ଆବାସ ସର୍ଭେ କାର୍ଯ୍ୟ ଆରମ୍ଭ ହେବ। ସର୍ଭେ ନେଇ ପଞ୍ଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାୟକ ସୂଚନା ଦେଇଛନ୍ତି। ଅଫ୍ଲାଇନ୍ ଓ ଅନ୍ଲାଇନ୍ ହିତାଧିକାରୀ ଆବେଦନ କରିପାରିବେ। ୨୪ ତାରିଖରେ ପୋର୍ଟାଲର ବିଧିବଦ୍ଧ ରାଜ୍ୟ…
ଇନଷ୍ଟାଗ୍ରାମ ୟୁଜର୍ସଙ୍କ ପାଇଁ ଖୁସି ଖବର, ଏଣିକି ୩ ମିନିଟ୍ ପର୍ଯ୍ୟନ୍ତ…
ନୂଆଦିଲ୍ଲୀ,୨୦।୧: ଇନଷ୍ଟାଗ୍ରାମ କ୍ରିଏଟର୍ସମାନଙ୍କୁ ଏକ ବଡ଼ ଉପହାର ଦେଇଛି। ଏବେ କ୍ରିଏଟରମାନେ ଲମ୍ବା ରିଲ୍ସ ଅପଲୋଡ କରିବାର ସୁବିଧା ମଧ୍ୟ ପାଇବେ। ଏବେ ଇନଷ୍ଟାଗ୍ରାମରେ ୩ ମିନିଟ ପର୍ଯ୍ୟନ୍ତ ରିଲ ଅପଲୋଡ କରାଯାଇପାରିବ। ଏହା ବ୍ୟତୀତ, କମ୍ପାନୀ ଏବେ ୟୁଜର୍ସଙ୍କ ପ୍ରୋଫାଇଲ…
ପ୍ରବଳ ଶୀତରେ କଲବଲ ଜି.ଉଦୟଗିରି
ଜି.ଉଦୟଗିରି,୨୦।୧(ଚିନ୍ମୟ କୁମାର ସେଠୀ /ଶିଶିର ପଟ୍ଟନାୟକ): କନ୍ଧମାଳ ଜିଲାର ଦାର୍ଜିଲିଂ କୁହାଯାଉଥିବା ଜି.ଉଦୟଗିରି ଅଞ୍ଚଳରେରେ ପ୍ରବଳ ଶୀତ ଜାଡ଼ ସହ ଦୈନନ୍ଦିନ ପାରଦ କମୁଛି। ପର୍ଯ୍ୟଟକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛ। ଶୀତର ମଜା ନେବା ପାଇଁ ଜିଲା ତଥା ରାଜ୍ୟ ବାହାରୁ…
ଚାମ୍ପିୟନ୍ସ ଟ୍ରଫି ପୂର୍ବରୁ ହିଟ୍ମ୍ୟାନ୍ଙ୍କୁ ନେଇ ସୁରେଶ ରାଇନାଙ୍କ ବଡ଼ ଭବିଷ୍ୟବାଣୀ
ନୂଆଦିଲ୍ଲୀ,୨୦।୧: ଚାମ୍ପିୟନ୍ସ ଟ୍ରଫି ପାଇଁ ଭାରତୀୟ ଦଳ ଘୋଷଣା ହୋଇଛି। ଏହି ଭାରତୀୟ ଦଳର ଅଧିନାୟିକତ୍ୱ ରୋହିତ ଶର୍ମାଙ୍କ ହାତରେ ରହିଛି। ରୋହିତ ବହୁତ ଖରାପ ଫର୍ମ ଦେଇ ଗତି କରୁଛନ୍ତି। ନିକଟରେ ରୋହିତ ଶର୍ମା ଅଷ୍ଟ୍ରେଲିଆ ବିପକ୍ଷରେ ବର୍ଡର-ଗାଭାସ୍କର ଟ୍ରଫିରେ…
ଖଣିମନ୍ତ୍ରୀ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୦ା୧: ଓଡ଼ିଶା ସରକାରଙ୍କ ସହଯୋଗରେ କେନ୍ଦ୍ର ଖଣି ମନ୍ତ୍ରଣାଳୟ ତରଫରୁ ଖଣି ମନ୍ତ୍ରୀ ସମ୍ମିଳନୀ ସମ୍ମିଳନୀର ତୃତୀୟ ସଂସ୍କରଣ କୋଣାର୍କରେ ଆୟୋଜିତ ହେଉଛି। କୋଣାର୍କ ଇକୋ ରିଟ୍ରିଟ୍ରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଏହି ସମ୍ମିଳନୀ ୨ ଦିନ ଧରି କୋଣାର୍କ…
ଶୌଚହେବାକୁ ଯାଇଥିଲେ ଦିବାଙ୍ଗପୁଅ ଦଳିଦେଲା ହାତୀ, ମା’ ବଞ୍ଚାଇବାକୁ ଆସି
ଖୋର୍ଦ୍ଧା,୨୦।୧(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ବନାଞ୍ଚଳ ନନ୍ଦପୁର ପଞ୍ଚାୟତ ମହତପଡ଼ାରେ ଦନ୍ତା ଆକ୍ରମଣରେ ମା’ ଗୁରୁତର ଆହତ ହୋଇଥିବା ବେଳେ ଦିବ୍ୟାଙ୍ଗ ପୁଅଙ୍କ ମୃତ୍ୟୁ ଘଟିଛି। ଗୁରୁତର ମା’ ହେଲେ ସୁଲୋଚନା ମାର୍ଥା। ତାଙ୍କୁ ଗୁରୁତର ଅବସ୍ଥାରେ ଭୁବନେଶ୍ବର ଏମ୍ସ ସ୍ଥାନାନ୍ତର କରାଯାଇଛି।…
ମହାକୁମ୍ଭରେ କେମିତି ହୁଏ ଲୋକଙ୍କ ଗଣନା, ଜାଣିଲେ ଆଶ୍ଚର୍ଯ୍ୟ ହେବେ
ଆହ୍ଲାବାଦ,୨୦।୧: ପ୍ରୟାଗରାଜର ସଙ୍ଗମ କୂଳରେ ମହାକୁମ୍ଭ ଚାଲିଛି। ମହାକୁମ୍ଭ ଆରମ୍ଭ ହେବାର ୮ ଦିନ ବିତିଗଲାଣି। ଏହି ୮ ଦିନରେ ୮ କୋଟିରୁ ଅଧିକ ଲୋକ ସଙ୍ଗମରେ ବୁଡ଼ ପକାଇଛନ୍ତି। ଏଥର ମହାକୁମ୍ଭକୁ ଆସୁଥିବା ଭକ୍ତଙ୍କ ସଂଖ୍ୟା ୪୦ ରୁ ୫୦…
ଶପଥ ନେବା ପରେ ବିଶ୍ୱର ଏହି ଶକ୍ତିଶାଳୀ ନେତାଙ୍କୁ ଫୋନ କରିବେ ଟ୍ରମ୍ପ, କରିବେ ବଡ଼ ଘୋଷଣା!
ଓ୍ବାଶିଂଟନ୍,୨୦।୧: ଆମେରିକାର ୪୭ତମ ରାଷ୍ଟ୍ରପତି ଭାବେ ଡୋନାଲ୍ଡ ଟ୍ରମ୍ପ ସୋମବାର ଶପଥ ଗ୍ରହଣ କରିବେ। ଶପଥ ଉତ୍ସବକୁ ବହୁ ବିଶିଷ୍ଟ ବ୍ୟକ୍ତି, ଶିଳ୍ପପତି, ବ୍ୟବସାୟୀ ଏବଂ ଗଣମାଧ୍ୟମ ତାରକାଙ୍କ ସମେତ ଦେଶବିଦେଶରୁ ଅନେକ ହଜାର ବ୍ୟକ୍ତିବିଶେଷ ଯୋଗଦେବା କାର୍ଯ୍ୟକ୍ରମ ରହିଛି। ତେବେ…
ୟୁଜର୍ସଙ୍କ ପାଇଁ ଖୁସିଖବର: ଏଣିକି ମାତ୍ର ୨୦ ଟଙ୍କାରେ ୯୦ ଦିନ ପର୍ଯ୍ୟନ୍ତ ସିମ୍ ରଖିପାରିବେ ଆକ୍ଟିଭ୍
ନୂଆଦିଲ୍ଲୀ,୨୦।୧: ଭାରତରେ ଅନେକ ୟୁଜର୍ସଙ୍କ ସ୍ମାର୍ଟଫୋନରେ ଦୁଇଟି ସିମ କାର୍ଡ ଅଛି। ସାଧାରଣତଃ, ଗୋଟିଏ ସିମ ନିୟମିତ କଲ ଏବଂ ଡାଟା ପାଇଁ ବ୍ୟବହୃତ ହୁଏ, ଯେତେବେଳେ ଅନ୍ୟଟି ଜରୁରୀକାଳୀନ ପରିସ୍ଥିତିରେ ବ୍ୟାକଅପ ଭାବରେ କାମ କରେ। ଯେହେତୁ ଦ୍ୱିତୀୟ ସିମ…
ପୋଲିସ-ସିଆରପିଏଫ୍ ଯବାନଙ୍କ ଆନ୍ତଃରାଜ୍ୟ ଅଭିଯାନ
ଭୁବନେଶ୍ୱର,୨୦ା୧: ଓଡ଼ିଶାର ନୂଆପଡ଼ା ଜିଲା ଓ ଛତିଶଗଡ଼ର ଗରିଆବନ୍ଧ ଜିଲାର ସୀମାନ୍ତ ଅଞ୍ଚଳରେ ଓଡ଼ିଶା ଓ ଛତିଶଗଡ଼ ପୋଲିସ ଏବଂ ସିଆରପିଏଫ୍ ଯବାନଙ୍କ ଏକ ସମ୍ମିଳିତ ଆନ୍ତଃରାଜ୍ୟ ଅଭିଯାନ ଆରମ୍ଭ ହୋଇଛି। ଉଲ୍ଲେଖଯୋଗ୍ୟ ଯେ, ଗତ ୧୯ ତାରିଖ ରାତିରୁ ଓଡ଼ିଶାର…
ନାରା ଲୋକେଶ ହେବେ ଆନ୍ଧ୍ର ପ୍ରଦେଶର ଉପ ମୁଖ୍ୟମନ୍ତ୍ରୀ?
ଅମରାବତି,୨୦।୧: ଆନ୍ଧ୍ରପ୍ରଦେଶର ତେଲୁଗୁ ଦେଶମ ପାର୍ଟି (ଟିଡିପି) ଭିତରେ, ମୁଖ୍ୟମନ୍ତ୍ରୀ ଏନ. ଚନ୍ଦ୍ରବାବୁ ନାଇଡୁଙ୍କ ପୁଅ ତଥା ମନ୍ତ୍ରୀ ନାରା ଲୋକେଶଙ୍କୁ ଉପମୁଖ୍ୟମନ୍ତ୍ରୀ କରିବା ପାଇଁ ଦାବି ତୀବ୍ର ହୋଇଛି। ଦଳର ବିଭିନ୍ନ ନେତା ଏବଂ ସଦସ୍ୟମାନେ ଏହି ପଦବୀ ପାଇଁ…
Archives


