ସରିଲା ଲାଲୁଙ୍କ ଯୁଗ, ଆର୍ଜେଡିର ମଙ୍ଗ ଧରିବେ ତେଜସ୍ବୀ
ପାଟନା,୨୦।୧: ରାଷ୍ଟ୍ରୀୟ ଜନତା ଦଳ (ଆର୍ଜେଡି)ରେ ନେତୃତ୍ୱ ପରିବର୍ତ୍ତନ ହେବାକୁ ଯାଉଛି। ଦଳର ପ୍ରତିଷ୍ଠାତା ତଥା ଦୀର୍ଘଦିନ ଧରି ଏହାର ଅଧ୍ୟକ୍ଷ ରହିଥିବା ଲାଲୁପ୍ରସାଦ ଯାଦବ ଆନୁଷ୍ଠାନିକ ଭାବେ ତାଙ୍କ ପୁଅ ତେଜସ୍ବୀ ଯାଦବଙ୍କୁ ନେତୃତ୍ୱ ହସ୍ତାନ୍ତର କରିବାକୁ ପ୍ରସ୍ତୁତ ହେଉଛନ୍ତି।…
ଯୁବତୀ ଚାଲାଣ କରୁଥିଲେ ହଂସିତା, ଅନିଲ
ଭୁବନେଶ୍ୱର,୨୦ା୧(ସତ୍ୟଜିତ୍ ରାଉତ): ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ପି.କେ. ମିଶ୍ରଙ୍କ ଝିଅ ଓ ଜ୍ୱାଇଁର ପରିଚୟ ଦେବା ସହ ନାମ ପରିବର୍ତ୍ତନ କରି ବଡ଼ବଡ଼ିଆଙ୍କୁ ଠକିଥିବା ହାଇପ୍ରୋଫାଇଲ୍ ଠକ ଯୋଡ଼ି ହଂସିତା ଅଭିଲିପ୍ସା ଓରଫ ବିଷ୍ଣୁପ୍ରିୟା ଚାନ୍ଦ ଓ ଅନିଲ କୁମାର ମହାନ୍ତି…
ଭାରତୀୟ ମହିଳା, ପୁରୁଷ ଦଳ ଚାମ୍ପିୟନ
ନୂଆଦିଲ୍ଲୀ, ୨୦ା୧: ଭାରତୀୟ ମହିଳା ଓ ପୁରୁଷ ଦଳ ସର୍ବପ୍ରଥମ ଖୋ ଖୋ ବିଶ୍ୱକପରେ ଚାମ୍ପିୟନ ହୋଇଛି। ସ୍ଥାନୀୟ ଇନ୍ଦିରାଗାନ୍ଧୀ ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ମହିଳା ବିଭାଗର ଫାଇନାଲରେ ଭାରତୀୟ ଦଳ ନେପାଳକୁ ୭୮-୪୦ରେ ପରାସ୍ତ କରିଛି। ଭାରତର ଅଂଶୁ କୁମାରୀ…
ଟ୍ରମ୍ପ୍ଙ୍କ ଶପଥ ଉତ୍ସବରେ ଯୋଗଦେବେ ଅମ୍ବାନୀ ଦମ୍ପତି
ଓ୍ବାଶିଂଟନ,୧୯।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ଙ୍କ ଶପଥଗ୍ରହଣ ଉତ୍ସବରେ ଆମେରିକାର ପ୍ରଭାବଶାଳୀ ବିଲିୟନେୟାର ଏବଂ ରାଜନେତା ତଥା ବିଦେଶୀ ନେତା ଓ ସେଲିବ୍ରିଟିମାନଙ୍କ ସହ ଭାରତର ବିଶିଷ୍ଟ ବ୍ୟବସାୟୀ ମୁକେଶ ଅମ୍ବାନୀ ଏବଂ ତାଙ୍କ ସ୍ତ୍ରୀ ନୀତା ଅମ୍ବାନୀ ଯୋଗଦେବେ। ଅମ୍ବାନୀ…
ଗାଜାରେ ଯୁଦ୍ଧବିରତି: ଚୁକ୍ତି ଅନୁଯାୟୀ ୩ ପଣବନ୍ଦୀଙ୍କୁ ମୁକ୍ତକଲା ହମାସ୍
ଦେଇର୍ ଅଲ୍-ବଲାହ,୧୯।୧: ଗାଜାରେ ରବିବାରଠାରୁ ଯୁଦ୍ଧବିରତି ଆରମ୍ଭ ହୋଇଛି। ଚୁକ୍ତି ଅନୁଯାୟୀ ଗାଜାର ଶାସକ ହମାସ୍ ପ୍ରଥମ ଦିନରେ ୩ ଜଣ ଇସ୍ରାଏଲୀ ପଣବନ୍ଦୀଙ୍କୁ ରବିବାର ରାତିରେ ମୁକ୍ତ କରିଛି। ସେମାନଙ୍କୁ ପ୍ରଥମେ ରେଡ୍କ୍ରସ୍କୁ ନିଆଯିବା ପରେ ଇସ୍ରାଏଲୀ ସେନାକୁ ଫେରୁଥିତ୍ବା…
ଚକା ଫାଟି ଓଭର ବ୍ରିଜ ତଳକୁ ଖସିଲା କାର: ଜଣେ ମୃତ, ୩ ଗୁରୁତର
ନିରାକାରପୁର,୧୯।୧(ମାନସ ଚନ୍ଦ୍ର ପଟ୍ଟନାୟକ): ଚକା ଫାଟିଯିବାରୁ କାରଟି ଭାରସାମ୍ୟ ହରାଇ ଓଭରବ୍ରିଜ ତଳକୁ ଖସି ପଡିଛି। ଫଳରେ ଘଟଣା ସ୍ଥଳରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୩ଜଣ ଗୁରୁତର ଆହତ ହୋଇଛନ୍ତି। ମୃତକ ହେଲେ କଟକ ଜଲା ବାଙ୍କୀ ଥାନା ଅଧୀନ…
ଜୟନ୍ତୀରେ ବି ମନେ ପଡ଼ିଲେ ନି ବହ୍ନିକନ୍ୟା: ଧୂଳିମୟ ପ୍ରତିମୂର୍ତ୍ତି
ବରଗଡ଼,୧୯।୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଅନେକ ମହାପୁରୁଷ, ସଂଗ୍ରାମୀଙ୍କ ପ୍ରତିମୂର୍ତ୍ତି ରହିଛି। କିନ୍ତୁ ପ୍ରତିମୂର୍ତ୍ତିଗୁଡ଼ିକର ଯତ୍ନ କିମ୍ବା ରକ୍ଷଣାବେକ୍ଷଣ ଠିକ୍ଭାବେ କରାଯାଉ ନାହିଁ। ରବିବାର ସ୍ବାଧୀନତା ସଂଗ୍ରାମୀ ବହ୍ନିକନ୍ୟା ପାର୍ବତୀ ଗିରିଙ୍କ ଜୟନ୍ତୀ ଥିବା ବେଳେ ତାଙ୍କ ପ୍ରତିମୂର୍ତ୍ତିଙ୍କୁ ଅସମ୍ମାନ ସକାଳୁ…
ଧନୁଯାତ୍ରା ଦେଖିବାକୁ ଆସି ଯୁବତୀଙ୍କୁ ବଳାତ୍କାର ମାମଲା: ଏସ୍ପି ଅଫିସରେ ଆଇଜି ହିମାଂଶୁ ଲାଲ କଲେ ସମୀକ୍ଷା
ବରଗଡ଼,୧୮।୧(ପ୍ରେମାନନ୍ଦ ଖମାରୀ): ଧନୁଯାତ୍ରା ଦେଖିବାକୁ ଆସି ନିଖୋଜ ଯୁବତୀଙ୍କୁ ଅପହରଣ, ବଳାତ୍କାର ଏବଂ ହତ୍ୟା ଉଦ୍ୟମ ଘଟଣାକୁ ୭ ଦିନ ବିତିଯାଇ ଥିଲେ ମଧ୍ୟ ପୋଲିସ ହାତ ଖାଲି ପଡ଼ିଛି। ଏଭଳି ଏକ ସମ୍ବେଦନଶୀଳ ମାମଲାରେ ପୋଲିସର ଅପାରଗତା ପ୍ରତିବାଦରେ ଆସନ୍ତା…
ଟ୍ରକ ଚକା ତଳେ ପଡ଼ି ଚାଲିଗଲା ବାଇକ୍ ଚାଳକଙ୍କ ଜୀବନ
ପଟ୍ଟାଙ୍ଗି,୧୯।୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅଧୀନ ୨୬ ନଂ ଜାତୀୟ ରାଜପଥ ରାଲେଗଡ଼ା ପଞ୍ଚାୟତ ବୋଡାପାଡୁ ଛକରେ ରବିବାର ଟ୍ରକ ଚକା ତଳେ ପଡି ଜଣେ ବାଇକ୍ ଚାଳକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଆବୁଡୁ ରାଜୁ।…
ବଦଳିବ କଳାହାଣ୍ଡି ଆଇନ ମହାବିଦ୍ୟାଳୟର ରୂପରେଖ
ଭବାନୀପାଟଣା,୧୯ା୧ (ଉତ୍ତମ କୁମାର ଦାଶ): କଳାହାଣ୍ଡିର ଏକ ପ୍ରମୁଖ ଶିକ୍ଷାନୁଷ୍ଠାନ ମାନ୍ୟତା ପାଇଥିବା ତଥା ଜିଲାରେ ଶତାଧିକ ଆଇନଜୀବୀ, ବିଚାରପତି ତିଆରି କରିଥିବା କଳାହାଣ୍ଡି ଆଇନ ମହାବିଦ୍ୟାଳୟର ବିଭିନ୍ନ ସମସ୍ୟା, ଭିତ୍ତିଭୂମିର ବିକାଶ ସହିତ ଉଚ୍ଚତର ଆଇନ ଶିକ୍ଷା ପାଇଁ ଶତାଧିକ…
ସ୍ତ୍ରୀଙ୍କୁ ନିର୍ଯାତନା: ସ୍ବାମୀଙ୍କ ବିରୋଧରେ ଥାନାର ଦ୍ୱାରସ୍ଥ ହେଲେ ମହିଳା
ଦିଗପହଣ୍ଡି,୧୯ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମର ଏମ୍.ଲିଲି ପାତ୍ରଙ୍କୁ ତାଙ୍କ ସ୍ବାମୀ ଏମ୍.ଅଶୋକ ପାତ୍ର ନିସ୍ତୁକ ମାଡ଼ ମାରିବା ସହ ନିର୍ଯାତନା ଦେଉଥିବା ଅଭିଯୋଗ ହୋଇଛି। ଏନେଇ ଲିଲି ଦିଗପହଣ୍ଡି ଥାନାରେ ଏତଲା ଦେଇଛନ୍ତି। ଏତଲାକୁ…
ଧରାପଡ଼ିଲେ ୬ ମାଓବାଦୀ: ହିଂସାକାଣ୍ଡ ପାଇଁ ଯୋଗାଉଥିଲେ ବିସ୍ଫୋରକ
ମାଲକାନଗିରି,୧୯ା୧(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ ସୁକ୍ମା ଜିଲା ପୋଲିସ ୨ ପୁରସ୍କାର ଘୋଷିତ ମାଓବାଦୀଙ୍କ ସହ ୩ ଜଣଙ୍କୁ ଗିରଫ କରିଛି। ମାଓବାଦୀଙ୍କ ଉପସ୍ଥିତି ସମ୍ବନ୍ଧରେ ସୂଚନା ପାଇ ଚିନ୍ତାଗୁଫା ଥାନାରୁ ଜିଲା ପୋଲିସ ଓ ଡିଆରଜି ବାହିନୀ ମିଳିତ ଭାବେ ଦୁଲେଡ,…
Archives


