Home Left

ଅପରେଶନ ସିନ୍ଦୂରରେ ଶହୀଦ ମେଜର ପବନ କୁମାରଙ୍କୁ ଭାବପ୍ରବଣ ଶ୍ରଦ୍ଧାଞ୍ଜଳି: ବାପା କହିଲେ…

ଶ୍ରୀନଗର,୧୭।୫: ଅପରେଶନ ସିନ୍ଦୂରରେ ଶହୀଦ ହୋଇଥିବା ମେଜର ପବନ କୁମାରଙ୍କୁ ଜେନେରାଲ ଅଫିସର କମାଣ୍ଡିଂ (GoC) ହ୍ବାଇଟ ନାଇଟ କର୍ପସ ଲେଫ୍ଟନାଣ୍ଟ ଜେନେରାଲ ପି.କେ ମିଶ୍ର ଏବଂ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀମାନେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ତାଙ୍କ ଶୋକସନ୍ତପ୍ତ ପରିବାର ସହିତ…

ମାର୍କଣ୍ଡି ବେଳାଭୂମିରେ ମାରି ଫିଙ୍ଗି ଦେଲେ! ବେକରେ କଟା ଚିହ୍ନ, ଗୋଳନ୍ଥରା ପୋଲିସର ଛାନଭିନ ଆରମ୍ଭ

ଗୋପାଳପୁର, ୧୬।୫(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ମାର୍କଣ୍ଡି ସମୁଦ୍ର ବେଳାଭୂମିରୁ ଜଣେ ଯୁବକଙ୍କ ମୃତଦେହକୁ ଗୋଳନ୍ଥରା ପୋଲିସ ଶୁକ୍ରବାର ସାରେ ଠାବ କରିଛି । ମୃତ ଯୁବକ ଜଣଙ୍କ ଆନ୍ଧ୍ର ପ୍ରଦେଶ କାବିଟି ଥାନା ଅଧୀନ କପାସ କୁଦି ଗ୍ରାମର…

ସହି ହେଲାନି ଯନ୍ତ୍ରଣା, ମହାଦେବ ମନ୍ଦିରରେ ରଶି ଲଗାଇ ଝୁଲି ପଡ଼ିଲେ ମହିଳା

ଯୋଗେଶ୍ୱରପୁର,୧୬।୫(ରଶ୍ମିରଞ୍ଜନ ସାହୁ): ଜଣେ ମହିଳା ରୋଗର ଯନ୍ତ୍ରଣା ସହି ନ ପାରି ଏକ ମହାଦେବ ମନ୍ଦିରରେ ବେକରେ ରସି ଲଗାଇ ଗୁରୁବାର ବିଳମ୍ବିତ ରାତିରେ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ସେ ହେଲେ ନୟାହାଟ ଫାଣ୍ଡି ଅଧୀନ ସୋରଭା ପଞ୍ଚାୟତର ମୂରୁଡ଼ା ଗ୍ରାମର…

ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର, ଥାନା ପ୍ରତିଷ୍ଠା ଦାବି: ବନ୍ଦ ପାଳନକୁ ସ୍ବତଃସ୍ଫୂର୍ତ୍ତ ସମର୍ଥନ

ବରଗଡ଼,୧୬।୫(ପ୍ରେମାନନ୍ଦ ଖମାରୀ): ଗୋଷ୍ଠୀ ସ୍ବାସ୍ଥ୍ଯକେନ୍ଦ୍ର ସହ ଥାନା ପ୍ରତିଷ୍ଠା ଦାବିରେ ଶୁକ୍ରବାର ବରଗଡ଼ ଜିଲା ସୋହେଲା ବ୍ଲକ ଘେଁସରେ ୬ ଘଣ୍ଟିଆ ବନ୍ଦ ପାଳନ ହୋଇଯାଇଛି । ବନ୍ଦ ପାଳନକୁ ଅଞ୍ଚଳରେ ସ୍ବତଃସ୍ଫୂର୍ତ୍ତ ସମର୍ଥନ ମିଳିଥିଲା। ବରଗଡ଼ ଜିଲା ଘେଁସ ସ୍ଥିତ…

ରାସ୍ତା ମରାମତି ଦାବିରେ ଟାୟାର ଜାଳି ରାସ୍ତା ଅବରୋଧ

ଦିଗପହଣ୍ଡି,୧୬। ୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଆସିକା ୩୨୬ ନଂ ଜାତୀୟ ରାଜପଥ ସାନଖେମୁଣ୍ଡି ବ୍ଳକ ଚୁଡଙ୍ଗପୁର ଗ୍ରାମର ମୁଖ୍ୟ ରାସ୍ତାରେ ଦୀର୍ଘଦିନ ହେଲା ବଡ଼ ବଡ଼ ଖାଲଖମା ରହିଥିବା ବେଳେ ଏହାର ମରାମତି କରାଯାଉନାହିଁ। ଫଳରେ…

ଚାଲିବ ଯୁଦ୍ଧ, ଦୁଇ ଘଣ୍ଟାରୁ କମ୍‌ ସମୟରେ ହିଁ ଶେଷ ହୋଇଗଲା…

ଇସ୍ତାନବୁଲ୍‌,୧୬ା୫ : ରୁଷିଆ ଓ ୟୁକ୍ରେନ୍‌ ମଧ୍ୟରେ ଯୁଦ୍ଧକୁ ୩ ବର୍ଷରୁ ଊର୍ଦ୍ଧ୍ୱ ସମୟ ବିତିଥିବାବେଳେ ୨ ଦେଶର ପ୍ରତିନିଧି ତୁର୍କୀର ଇସ୍ତାନବୁଲ୍‌ରେ ଶୁକ୍ରବାର ପ୍ରଥମ ଥର ପାଇଁ ପ୍ରତ୍ୟକ୍ଷ ଶାନ୍ତି ଆଲୋଚନାରେ ସାମିଲ ହୋଇଛନ୍ତି। ଦୁଇ ଘଣ୍ଟାରୁ କମ୍‌ ସମୟ…

ମାମୁଁଘରକୁ ବୁଲି ଆସିଥିଲେ, ନାବାଳିକାଙ୍କୁ ଅପହରଣ କରିନେଲେ; ଅଭିଯୁକ୍ତଙ୍କୁ ଖୋଜୁଛି ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୬।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଜଣେ ୧୩ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଛି। ଏନେଇ ନାବାଳିକାଙ୍କ ମାମୁ ଦିଗପହଣ୍ଡି ଥାନାରେ ଏତଲା ଦେଇଛନ୍ତି। ଭାରପ୍ରାପ୍ତ ଥାନା ଆଇଆଇସି ତଥା ଡିଏସ୍‌ପି…

ଯୁଦ୍ଧକୁ ନେଇ ବଡ଼ ଘୋଷଣା କଲା ପାକିସ୍ତାନ, କହିଲା ମେ ୧୮ ପରେ ଭାରତ ସହ…

ଇସଲାମବାଦ,୧୬।୮: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତିକୁ ମେ ୧୮ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ତେବେ ଏହାରି ଭିତରେ ପାକିସ୍ତାନର ବଡ଼ ବୟାନ ସାମ୍ନାକୁ ଆସିଛି। ଭାରତ ପାକିସ୍ତାନକୁ ଏକ କଡ଼ା ବାର୍ତ୍ତା ଦେଇଛି ଯେ ଯଦି କୌଣସି ଆଲୋଚନା ହୁଏ,…

ବାଲୋଚିସ୍ତାନ ପରି ବାଂଲାଦେଶରୁ ଅଲଗା ହୋଇଯିବ ଚିଟାଗଙ୍ଗ, ଭାରତକୁ ମାଗିଲା ସାହାଯ୍ୟ!

ନୂଆଦିଲ୍ଲୀ, ୧୬।୫: ପାକିସ୍ତାନ ପରି ପୁଣି ବାଂଲାଦେଶରେ ବଡ଼ ବିଭାଜନ ଆଶଙ୍କା ଦେଖାଦେଇଛି। ୧୯୭୧ ମସିହାରେ ଭାରତ ସହାୟତାରେ ପୂର୍ବ ପାକିସ୍ତାନ ବାଂଲାଦେଶ ଭାବେ ସ୍ବଧୀନ ହୋଇଥିଲା। ବର୍ତ୍ତମାନ ପାକିସ୍ତାନର ବାଲୋଚିସ୍ତାନ ସ୍ବାଧୀନ ହେବା ନେଇ ଦାବି କରୁଥିବାବେଳେ ସାରା ଦେଶରେ…

ସଡ଼କ ଦୁର୍ଘଟଣାରେ ଆଖି ବୁଜିଥିଲେ ୨ ଓଡ଼ିଆ ଶ୍ରମିକ, ଏମ୍‌ପି ଅନନ୍ତ ନାୟକଙ୍କ ପ୍ରଚେଷ୍ଟାରେ ଗାଁରେ ପହଞ୍ଚିଲା ମୃତଦେହ

ପାଟଣା,୧୬।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକର ଖଜିରାପାଟ ପଞ୍ଚାୟତ ସୁରେନ୍ଦ୍ରପୁର ଗ୍ରାମର ୨ ଜଣ ଶ୍ରମିକ ବେଙ୍ଗାଲୁରୁର ଏକ କମ୍ପାନୀରେ କାମ କରୁଥିଲେ। ଗତ ମେ’ ୧୧ ତାରିଖରେ ସେଠାରେ ଏକ ସଡ଼କ ଦୁର୍ଘଟଣାରେ ଉଭୟଙ୍କର ମୃତ୍ୟୁ ଘଟିଥିଲା…

ବିକୁଥିଲେ ଅପମିଶ୍ରିତ ମଦ ପହଞ୍ଚିଗଲେ ଅବକାରୀ ଟିମ୍, ପରେ ଯାହା ହେଲା…

ଦିଗପହଣ୍ଡି,୧୬ା୫(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ୍‌ ବି.ତୁରୁବୁଡ଼ି ପଞ୍ଚାୟତ କିଞ୍ଚରଡ଼ା ଗ୍ରାମରେ ଶୁକ୍ରବାର ସକାଳେ ଚିକିଟି ଅବକାରୀ ରେଞ୍ଜ ଇନ୍ସପେକ୍ଟର ସଞ୍ଜୟ ପଣ୍ଡା ସଦଳବଳେ ଚଢାଉ କରିଥିଲେ। ଏହି ଚଢ଼ାଉରେ କାଳୁ ମଲ୍ଲିକଙ୍କ ନିକଟରୁ ୧୨୦ ଲିଟର ଅପମିଶ୍ରିତ ଦେଶୀମଦ ଜବତ…

ପାକିସ୍ତାନ ଟିମ୍‌ରେ ବଡ଼ ଭୂକମ୍ପ, ଅଧିନାୟକଙ୍କ…

ନୂଆଦିଲ୍ଲୀ,୧୬।୫: ପାକିସ୍ତାନ ଟିମ୍‌ରେ ବିଶୃଙ୍ଖଳା ଥମିବାର ନାଁ ନେଉନାହିଁ। ଦଳର ଅଧିନାୟକ ଶାନ ମାସୁଦଙ୍କ ପଦ ବିପଦରେ ଅଛି। ପାକିସ୍ତାନୀ ଗଣମାଧ୍ୟମ ରିପୋର୍ଟ ଅନୁସାରେ ମାସୁଦଙ୍କୁ ଅଧିନାୟକ ପଦରୁ ହଟାଇ ଦିଆଯାଇପାରେ ଏବଂ ତାଙ୍କ ସ୍ଥାନରେ ସୌଦ ଶକିଲଙ୍କୁ ଟେଷ୍ଟ ଅଧିନାୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?