Home Left

ଧନୁଯାତ୍ରା ଦେଖିବାକୁ ଆସି ଯୁବତୀଙ୍କୁ ବଳାତ୍କାର ମାମଲା: ପୀଡ଼ିତାଙ୍କ ପୋଷାକ ନେଇ ପ୍ରଶ୍ନ ଉଠାଇଲା କଂଗ୍ରେସ

ବରଗଡ଼,୧୮।୧(ପ୍ରେମାନନ୍ଦ ଖମାରୀ)-ବରଗଡ଼ ଧନୁଯାତ୍ରା ମହୋତ୍ସବ ଦେଖିବାକୁ ଆସି ନିଖୋଜ ଯୁବତୀଙ୍କୁ ଅପହରଣ, ବଳାତ୍କାର ଏବଂ ହତ୍ୟା ଉଦ୍ୟମ ମାମଲାକୁ ନେଇ ଏବେ ବରଗଡ଼ ସହର ଉଠୁଛି ଓ ପଡ଼ୁଛି। ଏଭଳି ସ୍ଥିତିରେ ଏହି ମାମଲାକୁ ନେଇ ଜିଲା କଂଗ୍ରେସ ଏକ ସଙ୍ଗୀନ…

ଚିଲିକାରେ କମିଲା ବିଦେଶୀ ପକ୍ଷୀ ସଂଖ୍ୟା

ଖୋର୍ଦ୍ଧା,୧୮ା୧: ଚଳିତବର୍ଷ ଚିଲିକାରେ କମିଛି ବିଦେଶୀ ପକ୍ଷୀଙ୍କ ସଂଖ୍ୟା। ଚଳିତ ବର୍ଷ ୧୧ ଲକ୍ଷ ୨୭ ହଜାର ୨୨୮ ପକ୍ଷୀଙ୍କ ସଂଖ୍ୟା ରହିଛି। ତେବେ ଗତବର୍ଷ ତୁଳନାରେ ୧୦ ହଜାର ୫୩୧ କମ୍‌ ବିଦେଶୀ ପକ୍ଷୀ ରହିଥିବା ଗଣନାରୁ ଜଣାପଡ଼ିଛି। ପକ୍ଷୀଙ୍କ…

ବଡ଼ ଘୋଷଣା କଲେ ରୋହିତ ଶର୍ମା: ଜାଣନ୍ତୁ…

ନୂଆଦିଲ୍ଲୀ,୧୮।୧: ଟିମ୍‌ ଇଣ୍ଡିଆର ବରିଷ୍ଠ ଖେଳାଳି ଘରୋଇ କ୍ରିକେଟ ଖେଳିବା ନେଇ ଲଗାତାର ଭାବେ ଚର୍ଚ୍ଚାରେ ଅଛନ୍ତି। ଏଭଳି ସମୟରେ ଟିମ୍‌ ଇଣ୍ଡିଆ ଅଧିନାୟକ ରୋହିତ ଶର୍ମା ବଡ଼ ନିଷ୍ପତ୍ତି ନେଇଛନ୍ତି। ଆଗାମୀ ଦିନରେ ସେ ମୁମ୍ବାଇ ପକ୍ଷରୁ ରଣଜୀ ଖେଳୁଥିବା…

୨୦୩୬ ସୁଦ୍ଧା ସମୃଦ୍ଧ ଓଡ଼ିଶା ଆମ ଲକ୍ଷ୍ୟ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୮ା୧: ୨୦୩୬ ସୁଦ୍ଧା ସମୃଦ୍ଧ ଓଡ଼ିଶା ଗଠନ ଆମର ଲକ୍ଷ୍ୟ ବୋଲି ଶନିବାର  ଏକ ଖବରଦାତା ସମ୍ମିଳନୀରେ କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡ଼ିଶା ସମ୍ଭାବନାର ରାଜ୍ୟ, ଦେଶର ଗ୍ରୋଥ୍‌ ଇଞ୍ଜିନ ଭାବେ କାମ କରିବ। ଭିତ୍ତିଭୂମି…

ବାଂଲାଦେଶ ସୀମାରେ ମହାଭାରତ

ଢାକା/କୋଲକାତା,୧୮।୧: ପଶ୍ଚିମବଙ୍ଗର ବାଂଲାଦେଶ ସୀମାରେ ଏକ ବଡ଼ ଉତ୍ତେଜନା ଦେଖାଦେଇଥିଲା। ବାଡ଼ ଅଭାବରୁ, ଶହ ଶହ ବାଂଲାଦେଶୀ ଚାଷୀ ଭାରତରେ ପ୍ରବେଶ କରିବାକୁ ଚେଷ୍ଟା କରିଥିଲେ। ଫସଲ କାଟି ନେଇଯିବାକୁ ଚେଷ୍ଟା କରିଥିଲେ। କିନ୍ତୁ ପରେ ସେଠାକାର ଚାଷୀମାନେ ଏହା ଜାଣିପାରିଲେ…

ଭାଜପା ଛାଡ଼ି ବିଜେଡିରେ ଯୋଗଦେଲେ ସରପଞ୍ଚ, ପଞ୍ଚାୟତ ପ୍ରତିନିଧି

ହିଞ୍ଜିଳିକାଟୁ,୧୮ା୧(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀରୁ ଶନିବାର ବିଭିନ୍ନ ପଞ୍ଚାୟତ ଜନପ୍ରତିନିଧି ଓ କର୍ମୀ ବିଜେଡିରେ ଯୋଗ ଦେଇଛନ୍ତି। ଭାଜପା ଛାଡ଼ି ସେମାନେ ବିଜେଡିରେ ଯୋଗ ଦେଇଥିବା କହିଛନ୍ତି। ବୁରୁପଡ଼ା ସରପଞ୍ଚ ସନ୍ତୋଷିନୀ ବେହେରାଙ୍କ ସମେତ ପଞ୍ଚାୟତ ପ୍ରତିନିଧି…

ସୁପ୍ରିମକୋର୍ଟରେ ଫୁଟିଲା ଗୁଳି, ୨ ବିଚାରପତି ମୃତ

ତେହରାନ,୧୮।୧: ଇରାନର ରାଜଧାନୀ ତେହେରାନରେ ଥିବା ସୁପ୍ରିମକୋର୍ଟ କୋଠାରେ ଜଣେ ଆକ୍ରମଣକାରୀ ଗୁଳି ଚଳାଇବାରୁ ୨ଜଣ ବିଚାରପତିଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି। ଇରାନୀ ଗଣମାଧ୍ୟମ ଅନୁସାରେ, ଗୁଳିଚାଳନା ସମୟରେ ଜଣେ ବ୍ୟକ୍ତି ଆହତ ମଧ୍ୟ ହୋଇଛନ୍ତି। ନ୍ୟାୟପାଳିକା ଦ୍ୱାରା ଜାରି ଏକ…

‘ଆମେ ପରସ୍ପର ଉପରେ ଭରସା କରୁ’, ରୋହିତ ଶର୍ମା କହିଲେ ହେଡ କୋଚଙ୍କ ସହ ନାହିଁ କୌଣସି ମତଭେଦ

ନୂଆଦିଲ୍ଲୀ,୧୮।୧: ଭାରତୀୟ ଅଧିନାୟକ ରୋହିତ ଶର୍ମା କହିଛନ୍ତି ଯେ ତାଙ୍କର ଏବଂ ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀରଙ୍କ ମଧ୍ୟରେ ଭଲ ସମ୍ପର୍କ ରହିଛି। ୱେଷ୍ଟଇଣ୍ଡିଜ ଏବଂ ଆମେରିକାରେ ପୁରୁଷ ଟି-୨୦ ବିଶ୍ୱକପ ବିଜୟ ପରେ ରାହୁଲ ଦ୍ରାବିଡ ମୁଖ୍ୟ ପ୍ରଶିକ୍ଷକ ପଦରୁ…

ବୁଗୁଡାର ନୂତନ ବିଡିଓ ଭାବେ ଯୋଗଦେଲେ ଦୂତିକୃଷ୍ଣ ପାତ୍ର

ବୁଗୁଡ଼ା,୧୮।୧(କାଳିଚରଣ ଦାଶ): ବୁଗୁଡ଼ା ବ୍ଲକରେ ନୂତନ ବିଡିଓ ଭାବେ ଦୂତିକୃଷ୍ଣ ପାତ୍ର ଯୋଗଦେଇଛନ୍ତି । ପାତ୍ର ପୂର୍ବରୁ କୋରାପୁଟ ମ୍ୟୁନିସିପାଲଟିର କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ କାର୍ଯ୍ୟରତ ଥିଲେ। ସେ ବୁଗୁଡ଼ା ବିଡିଓ ଭାବେ ଯୋଗଦେବା ପରେ ବ୍ଲକ କର୍ମଚାରୀ ମାନେ ତାଙ୍କୁ…

ଏମ୍‌ପିଙ୍କୁ ଜୀବନସାଥୀ କରିବେ ରିଙ୍କୁ ସିଂ, ଭାବି ଶ୍ୱଶୁର କହିଦେଲେ ସତ…

ନୂଆଦିଲ୍ଲୀ,୧୮।୧: ଭାରତର ତାରକା କ୍ରିକେଟର ରିଙ୍କୁ ସିଂଙ୍କ ନିର୍ବନ୍ଧ ହୋଇସାରିଥିବା ନେଇ ଖବର ସାମ୍ନାକୁ ଆସିଥିଲା। ସମାଜବାଦୀ ପାର୍ଟି ଏମ୍‌ପି ପ୍ରିୟା ସରୋଜଙ୍କ ସହ ଲକ୍ଷ୍ନୌରେ ସେ ନିର୍ବନ୍ଧ କରିଥିବା କୁହାଯାଇଥିଲା। ଏହାର କିଛି ଫଟୋ ଭାଇରାଲ ହୋଇଥିଲା। ହେଲେ ଏହା…

ଧନୁଯାତ୍ରା ଦେଖିବାକୁ ଆସି ନିଖୋଜ ଯୁବତୀ ଜଙ୍ଗଲରୁ ଉଦ୍ଧାର ଘଟଣା: ମଙ୍ଗଳବାର ବରଗଡ଼ରେ ୧୨ଘଣ୍ଟିଆ ବନ୍ଦ ଡାକରା

ବରଗଡ଼,୧୮।୧(ପ୍ରେମାନନ୍ଦ ଖମାରୀ): ଧନୁଯାତ୍ରା ଦେଖିବାକୁ ଆସି ନିଖୋଜ ଯୁବତୀଙ୍କୁ ଅପହରଣ, ବଳାତ୍କାର ଏବଂ ହତ୍ୟା ଉଦ୍ୟମ ମାମଲା ସାରାରାଜ୍ୟରେ ହଇଚଇ ସୃଷ୍ଟି କରିଛି। ପୀଡିତା ଏବେ ମଧ୍ୟ ଭୀମସାର୍, ବୁର୍ଲାରେ ଚିକିତ୍ସାଧିନ ଅଛନ୍ତି। ଅନ୍ୟପକ୍ଷରେ ଏପର୍ଯ୍ୟନ୍ତ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରି…

କିଏ ହେବେ ରାଜ୍ୟ ଭାଜପା ସଭାପତି? କାହିଁକି ଏମିତି କହିଲେ ମନମୋହନ…

ଭାଜପା ରାଜ୍ୟ ସଭାପତିକୁ ନେଇ ମାନସ ମନ୍ଥନ ଚାଲିଥିବା ବେଳେ ଦିଲ୍ଲୀରେ ଡେରା ପକାଇଛନ୍ତି ରାଜ୍ୟ ଭାଜପା ଟିମ୍ । ଆଗକୁ ରାଜ୍ୟ ଭାଜପାର ପୁନର୍ଗଠନ ହେବାକୁ ଥିବାବେଳେ ଚାଲିଛି କସରତ । ୧୫ ତାରିଖ ସୁଦ୍ଧା ରାଜ୍ୟରେ 37ଟି ସାଙ୍ଗଠନିକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri