ମାଲକାନଗିରିରୁ ରୋଗୀ ନେଇଯାଉଥିବା ବସ୍ ବିଶାଖାପାଟଣାରେ ଦୁର୍ଘଟଣାଗ୍ରସ୍ତ: ଚାଲିଗଲା ୨ ଜୀବନ
ମାଲକାନଗିରି,୧୮।୧(ଦୁର୍ଯ୍ୟୋଧନ ପାତ୍ର): ବିଶାଖାପାଟନମସ୍ଥିତ ଅନିଲ ନିରୁକୋଣ୍ଡା ହସ୍ପିଟାଲରେ ଚିକିତ୍ସା ପାଇଁ ରୋଗୀଙ୍କୁ ହସ୍ପିଟାଲ ତରଫରୁ ନେଇ ଯାଉଥିବା ବସ୍ର ସଡ଼କ ଦୁର୍ଘଟଣା ହୋଇଛି। ଦୁର୍ଘଟଣା ବିଶାଖାପାଟନମ ନିକଟରେ ହୋଇଛି। ଏହି ଦୁର୍ଘଟଣାରେ ମାଲକାନଗିରି ଜିଲା ପଡ଼ିଆ ବ୍ଲକର ଏମଭି ୫୮ ଗ୍ରାମର…
ବାଳସୁଧାର ଗୃହକୁ ଗଲେ ଅଭିଯୁକ୍ତ
ଦିଗପହଣ୍ଡି,୧୮।୧(ଅଶେଷ ନାଥ ମିଶ୍ର): ବାଇକ ସହ ଗଞ୍ଜେଇ ଜବତ ଘଟଣାରେ ଗଞ୍ଜାମ ଜିଲା ପାଟପୁର ଥାନା ଏସ୍ଆଇ ହିମାଂଶୁ ପାତ୍ର ଶୁକ୍ରବାର ଅଭିଯୁକ୍ତଙ୍କୁ ଥାନା ମାମଲା ନଂ.୩୯/୨୫ ଅନୁଯାୟୀ ବ୍ରହ୍ମପୁର ସ୍ଥିତ ଜୁଭେନାଇଲ ଜଷ୍ଟିସ ବୋର୍ଡରେ ହାଜର କରିଥିଲେ। ଜାମିନ ନାମଞ୍ଜୁର…
ପଟ୍ଟଚିତ୍ର ଗାଁ ବୁଲିଲେ ସିଙ୍ଗାପୁର ରାଷ୍ଟ୍ରପତି
ଭୁବନେଶ୍ୱର,୧୮।୧: ସିଙ୍ଗାପୁର ରାଷ୍ଟ୍ରପତି ଥର୍ମନ ଶନ୍ମୁଗରତ୍ନମ ଆଜିକାଲି ଓଡ଼ିଶା ଗସ୍ତରେ ଅଛନ୍ତି। ଶନିବାର ସେ ପଟ୍ଟଚିତ୍ର ଗାଁ ଭାବେ ପରିଚିତ ରଘୁରାଜପୁରରେ ପହଞ୍ଚିଛନ୍ତି। ଥର୍ମନ ଗାଁ ବୁଲି ଥିଲେ। ଲୋକଙ୍କ ଘରେ ପଟ୍ଟଚିତ୍ର ଡେମୋ ଦେଖିବା ସହ ଆଲୋଚନା କରିଥିଲେ। ମ୍ୟୁଜିୟମ…
‘ବର୍ଡର-୨’ ଶୁଟିଂ ଆରମ୍ଭ
ମୁମ୍ବାଇ: ସିନେ ପ୍ରଶଂସକଙ୍କ ପାଇଁ ଖୁସି ଖବର। ପରଦାକୁ ଆସିବ ନବେ ଦଶକର ସୁପରହିଟ୍ ଚଳଚ୍ଚିତ୍ର ‘ବର୍ଡର’ର ଦ୍ୱିତୀୟ ଭାଗ ‘ବର୍ଡର-୨’। ଇତିମଧ୍ୟରେ ଆରମ୍ଭ ହୋଇଛି ଚଳଚ୍ଚିତ୍ରର ଶୁଟିଂ। ବାସ୍ତବତାର ରୂପରେଖ ଦେବାକୁ ଯାଇ ନିର୍ମାତାମାନେ ଝାନ୍ସିରେ ଏଥିଲାଗି ସ୍ବତନ୍ତ୍ର ସେଟ୍…
ବିଲରୁ ମିଳିଲା ହାତୀର ମୃତଦେହ: ତଦନ୍ତ ଆରମ୍ଭ
ଖୋର୍ଦ୍ଧା,୧୮।୧(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ରେଞ୍ଜ ଅନ୍ତର୍ଗତ ପରିଛଳ ପଞ୍ଚାୟତ ଅନ୍ତର୍ଗତ ଡାଳତୋଡା କଣିବାରି ଫସଲ କ୍ଷେତରୁ ଏକ ମାଈ ହାତୀର ମୃତଦେହ ଉଦ୍ଧାର କରାଯାଇଛି। ମୃତ ହାତୀର ବୟସ ୧୫ବର୍ଷ ହେବ ବୋଲି ଅନୁମାନ କରାଯାଉଛି। ଗତକାଲି ବିଳମ୍ବିତ ରାତିରେ ହାତୀର…
ସୁଭଦ୍ରାକୁ ନେଇ ଆସିଲା ବଡ଼ ଅପ୍ଡେଟ୍: ଜାନୁଆରୀ ଶେଷ ସୁଦ୍ଧା…
ଭୁବନେଶ୍ୱର, ୧୮ା୧(ସୁନିତ୍ ମିଶ୍ର):ଏ ମାସର ଶେଷ ସପ୍ତାହରେ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ୪ର୍ଥ ପର୍ଯ୍ୟାୟ ଟଙ୍କା ହିତାଧିକାରୀଙ୍କୁ ମିଳିଯିବ। ହେଲେ ବଡ଼ମ୍ବନା ଏବେ ମଧ୍ୟ ୨ ଲକ୍ଷରୁ ଅଧିକ ମହିଳା ନିଜର କଓ୍ବୋଇସି ଅପ୍ଡେଟ୍ କରିନାହାନ୍ତି। ଅଜାଣତରେ ଅପ୍ଟ ଆଉଟ…
ମାମୁ-ଭାଣିଜୀଙ୍କୁ ଧକ୍କାଦେଲା ପିକ୍ଅପ୍ ଭ୍ୟାନ୍: ଆଉ ତା’ପରେ…
ଆନନ୍ଦପୁର,୧୮।୧(ସୁଶାନ୍ତ କୁମାର ସାହୁ):କେନ୍ଦୁଝର ଜଲା ଆନନ୍ଦପୁର ଥାନା ବିରିଡିହା ଛକ ନିକଟରେ ପିକପଭ୍ୟାନ ଧକ୍କାରେ ମାମୁ ଭାଣିଜୀ ଗୁରୁତର ହୋଇଛନ୍ତି। ଶନିବାର ସକାଳୁ ବିରିଡିହା ରଣାସାହି ଗ୍ରାମର ରବୀନ୍ଦ୍ର ରଣା (୫୬)ତାଙ୍କ ଭାଣିଜୀକୁ ବାଇକରେ ଧରି ବିରିଡିହା ବଜାରକୁ ଯାଇଥିଲେ l…
ଚାକିରି ଜୀବନ ମଝିରେ ଏତେ ବର୍ଷ ରହିଛନ୍ତି ବେରୋଜଗାର? କେମିତି ମିଳିବ ପେନଶନ, ଜାଣନ୍ତୁ…
ନୂଆଦିଲ୍ଲୀ,୧୮।୧: ଯଦି ଆପଣ ଜଣେ ବେତନଭୋଗୀ ବ୍ୟକ୍ତି ଏବଂ EPFO ରେ ଅବଦାନ ଦେଉଛନ୍ତି, ତେବେ ଏହା ଆପଣଙ୍କର ଅବସର ପରବର୍ତ୍ତୀ ସୁରକ୍ଷା ସୁନିଶ୍ଚିତ କରେ। EPFO ନିୟମ ଅନୁଯାୟୀ, ଯଦି ଆପଣ ୧୦ବର୍ଷ ପାଇଁ ଅବଦାନ ଦିଅନ୍ତି, ତେବେ ଆପଣ…
ବାପାଙ୍କ ବନ୍ଧୁଙ୍କ ସହ ଡେଟିଂ
ଓ୍ବାଶିଂଟନ: ଆମେରିକୀୟ କଣ୍ଟେଣ୍ଟ୍ କ୍ରିଏଟର ମେଗାନ ଡେଲ୍ ରେ ଏବେ ତାଙ୍କ ଅଜବ ପ୍ରେମ ସମ୍ପର୍କକୁ ନେଇ ଚର୍ଚ୍ଚାରେ ଅଛନ୍ତି। ସେ ତାଙ୍କ ବାପାଙ୍କ ବନ୍ଧୁଙ୍କ ସହ ଦୀର୍ଘ ୮ ବର୍ଷ ଧରି ରିଲେଶନ୍ଶିପରେ ଅଛନ୍ତି ବୋଲି ସୋସିଆଲ ମିଡିଆ ପ୍ଲାଟ୍ଫର୍ମ…
ବଢୁଛି ଶୀତ: ତୁଷାରପାତର ମଜା ନେଉଛନ୍ତି ପର୍ଯ୍ୟଟକ
ଦାରିଙ୍ଗବାଡି,୧୮।୧(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡିରେ ପୁଣି ଅସହ୍ୟ ଶୀତ ହେଉଛି। ଗତ ୩ ଦିନ ହେଲା ତାପମାତ୍ରା ୧୦ ଡିଗ୍ରୀ ତଳେ ରହିଛି ଶନିବାର ସର୍ବନିମ୍ନ ୮ ଡିଗ୍ରୀ ତାପମାତ୍ରା ରହିଛି। କିଛି ସ୍ଥାନରେ ଅଧିକା ଜାଡ଼ ରହିବା ସହ ହାଲକା…
ନବ ଦାସଙ୍କ ହତ୍ୟା ଘଟଣାରେ ସାମ୍ନାକୁ ଆସିଲା ଚାଞ୍ଚଲ୍ୟକର ତଥ୍ୟ, ଗୋପାଳ ହତ୍ୟାକାରୀ ନା…
ଭୁବନେଶ୍ୱର,୧୮।୧: ନବ ଦାସ ହତ୍ୟା ଘଟଣାରେ ଚାଞ୍ଚଲ୍ୟକର ତଥ୍ୟ ସାମ୍ନାକୁ ଆସିଛି। ଗୋପାଳ ନବ ଦାସଙ୍କ ହତ୍ୟାକାରୀ ନା ଆଉ କିଏ ସେନେଇ ପ୍ରଶ୍ନ ଉଠିଛି। ରାଜ୍ୟ ଫରେନ୍ସିକ ଲାବ୍ରୋଟୋରୀ ରିପୋର୍ଟରେ ଚାଞ୍ଚଲ୍ୟକର ତଥ୍ୟ ଖୁଲାସା ହୋଇଛି। ଏକାଧିକ ବନ୍ଧୁକରୁ ଗୁଳିମାଡ଼…
ଚିଲିକାରେ ପକ୍ଷୀ ଗଣନା ଆରମ୍ଭ
ଖୋର୍ଦ୍ଧା,୧୮।୧(ପ୍ରଭାତ ପାଣିଗ୍ରାହୀ/କୈଳାଶ ଚନ୍ଦ୍ର ପଟ୍ଟନାୟକ): ସମଗ୍ର ଚିଲିକାରେ ଚିଲିକା ବନ୍ୟପ୍ରାଣୀ ବନଖଣ୍ଡ ପକ୍ଷରୁ ଚିଲିକାକୁ ଆଗମନ କରିଥିବା ବିଦେଶାଗତ ଏବଂ ଦେଶୀୟ ପକ୍ଷୀଙ୍କ ଗଣନା ଚାଲିଛି। ଏଥିରେ ଅବସରପ୍ରାପ୍ତ ଜଙ୍ଗଲ ବିଭାଗ ଅଧିକାରୀ, ଚିଲିକା ଉନ୍ନୟନ କର୍ତ୍ତୃପକ୍ଷଙ୍କ କର୍ମଚାରୀ, ଓୟୁଏଟିର ଅଧାପକ,…
Archives


