‘ବିମାନ ବନ୍ଦରରୁ ସିଧା ଫାଶୀ ଖୁଣ୍ଟ…’, ହାସିନାଙ୍କ ବାଂଲାଦେଶ ପ୍ରତ୍ୟାବର୍ତ୍ତନକୁ ନେଇ ମିଳିଲାନି ଧମକ
ଢାକା,୪।୮: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ଅଗଷ୍ଟ 2024 ରୁ ଭାରତରେ ରହୁଛନ୍ତି; କ୍ଷମତାରୁ ବହିଷ୍କୃତ ହେବା ପରଠାରୁ ସେ ସେଠାରେ ରହିଛନ୍ତି। ସେ କହିଛନ୍ତି ଯେ ସେ ଚଳିତ ବର୍ଷ ଡିସେମ୍ବର ସୁଦ୍ଧା ତାଙ୍କ ଦେଶକୁ ଫେରିବାକୁ ଚାହାଁନ୍ତି।…
ଓଏଏସ୍ ଅଧିକାରୀସ୍ତରରେ ଅଦଳବଦଳ, କାହାକୁ କେଉଁ ଦାୟିତ୍ବ ଜାଣନ୍ତୁ
ଭୁବନେଶ୍ୱର,୪।୮(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ବରିଷ୍ଠ ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍) ଅଧିକାରୀସ୍ତରରେ ସୋମବାର ଅଦଳବଦଳ କରାଯାଇଛି। ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁଯାୟୀ, ବାଣିଜ୍ୟ ଓ ପରିବହନ ବିଭାଗ ସ୍ବତନ୍ତ୍ର ଶାସନ ସଚିବ ଦେବଦତ୍ତ…
ପ୍ରକୃତିର କୋପ; ବନ୍ୟାରେ ଭାସିଗଲା ୫୪ ବର୍ଷ ପୁରୁଣା ସେତୁ, ୯୦ ଜଣଙ୍କ ମୃତ୍ୟୁ ସହ ୧୦୯ ରାସ୍ତା ବନ୍ଦ
ଶିମଲା,୪।୮: ହିମାଚଳ ପ୍ରଦେଶରେ ଚଳିତ ବର୍ଷା ଋତୁରେ ବର୍ଷା ସମ୍ବନ୍ଧୀୟ ବିଭିନ୍ନ ଘଟଣାରେ ଏପର୍ଯ୍ୟନ୍ତ ୯୦ ଜଣ ପ୍ରାଣ ହରାଇଛନ୍ତି। ଶନିବାର କିନ୍ନୌରରେ ଜାତୀୟ ରାଜପଥ ୫ ନିକଟରେ ଏକ କାର ସତଲେଜ ନଦୀରେ ଖସି ପଡ଼ିଥିଲା। ଏହି ଦୁର୍ଘଟଣାରେ ତିନି…
ମାଛ ଯାଆଁଳ ନେବାକୁ କହି ଡକାୟତି, ଘରେ ପଶି ଲୁଟିନେଲେ ସୁନା ଗହଣା ସହ ଟଙ୍କା
ଭଦ୍ରକ,୪।୮(ସନାତନ ରାଉତ): ଭଦ୍ରକ ଗ୍ରାମଞ୍ଚଳ ଥାନା ଅନ୍ତର୍ଗତ ଜଗଦଳପୁର ପଞ୍ଚଯାତର ଜୁଡ଼ାଗଡିଆ ଗ୍ରାମରେ ଏକ ବଡ଼ ଧରଣର ଡ଼କାୟତି ହୋଇଛି । ଗ୍ରାମର ନିରଞ୍ଜନ ଶତପଥୀଙ୍କ ଘରକୁ ସୋମବାର ରାତିରେ ଚାରି ଜଣ ଦୁଇଟି ମଟର ସାଇକେଲରେ ଆସି ଡକାୟତି କରି…
ଇମୋଶନାଲ ହେଲେ ହିଟମ୍ୟାନ, କହିଲେ ‘ତୁମେ ଜଣେ ଲିଜେଣ୍ଡ’
ନୂଆଦିଲ୍ଲୀ,୪।୮: ପୂର୍ବତନ ଭାରତୀୟ ଅଧିନାୟକ ରୋହିତ ଶର୍ମାଙ୍କ ଟି. ଦିଲୀପଙ୍କୁ ବିଦାୟ ବାର୍ତ୍ତା ଭାଇରାଲ ହୋଇଛି। ଶୁଭଦୀପ ଘୋଷଙ୍କୁ ଏବେ ଦିଲୀପଙ୍କ ସ୍ଥାନରେ ଭାରତର ଫିଲ୍ଡିଂ ପ୍ରଶିକ୍ଷକ ଭାବରେ ନିଯୁକ୍ତ କରାଯାଇଛି। ଗତ ପାଞ୍ଚ ବର୍ଷ ଧରି ଦଳ ସହିତ କରିଥିବା…
PM ମୋଦିଙ୍କୁ ଅଭିଜିତଙ୍କ ଚ୍ୟାଲେଞ୍ଜ! ଆପଣ ଡିଗ୍ରୀ ଦେଖାନ୍ତୁ, ମୁଁ ଦେଖାଇବି…
ଛତ୍ରପତି ସମ୍ଭାଜୀନଗର,୪।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯଦି ତାଙ୍କ ଶିକ୍ଷାଗତ ଡିଗ୍ରୀକୁ ସର୍ବସାଧାରଣରେ ଦେଖାନ୍ତି ତେବେ ଆମେରିକାରେ ପଢ଼ିବା ପାଇଁ କକ୍ରୋଚ ଜନତା ପାର୍ଟି (ସିଜେପି) ନେତା ଅଭିଜିତ୍ ଦୀପ୍କେ ପାଇଥିବା ମେଧାବୃତ୍ତି ଓ ଋଣ ମଞ୍ଜୁରୀ ଚିଠି ଦେଖାଇବେ ବୋଲି…
ଶିକ୍ଷା ଭବିଷ୍ୟତ ନିର୍ମାଣର ମୂଳଦୁଆ: ରାଷ୍ଟ୍ରପତି
କଟକ,୪।୮(କାର୍ତ୍ତିକ ସାହୁ): ଶିକ୍ଷା କେବଳ ଜ୍ଞାନ ଅର୍ଜନର ମାଧ୍ୟମ ନୁହେଁ ବରଂ ବ୍ୟକ୍ତିତ୍ୱ ଗଠନ, ସାମାଜିକ ପରିବର୍ତ୍ତନ ଏବଂ ରାଷ୍ଟ୍ରର ସମୃଦ୍ଧ ଭବିଷ୍ୟତ ନିର୍ମାଣର ଭିତ୍ତିପ୍ରସ୍ତର ବା ମୂଳଦୁଆ ଅଟେ ବୋଲି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମତବ୍ୟକ୍ତ କରିଛନ୍ତି । କଟକ…
ଭାରତୀୟ ଏଜେଣ୍ଟ ପାକିସ୍ତାନରେ ପ୍ରବେଶ କରି ୩୦ ଜଣ ଆତଙ୍କବାଦୀଙ୍କୁ ହତ୍ୟା କରିଥିଲେ: ଲସ୍କର ଅପରେଟିଭର ଚାଞ୍ଚଲ୍ୟକର ଦାବି!
ଇସଲାମାବାଦ,୪।୮: ଲସ୍କର-ଏ-ତୋଏବା ସହିତ ଜଡିତ ଜଣେ କାର୍ଯ୍ୟକର୍ତ୍ତା ଦାବି କରିଛନ୍ତି ଯେ ଗତ କିଛି ବର୍ଷ ମଧ୍ୟରେ ଭାରତୀୟ ଏଜେଣ୍ଟମାନେ ପାକିସ୍ତାନରେ ଅନୁପ୍ରବେଶ କରି ୩୦ ରୁ ଅଧିକ ଆତଙ୍କବାଦୀଙ୍କୁ ନିପାତ କରିଛନ୍ତି। ପାକିସ୍ତାନ ପ୍ରାୟତଃ ଭାରତ ବିରୁଦ୍ଧରେ ଷଡ଼ଯନ୍ତ୍ର ରଚନା…
ଭାଜପାକୁ ହରାଇ ବିପୁଳ ବିଜୟ ପରେ ବଡ଼ ଦାବି କଲେଣି ପ୍ରଶାନ୍ତ କିଶୋର, କହିଲେ…
ପାଟନା,୪।୮: ବିହାରର ବାଙ୍କିପୁର ବିଧାନସଭା ଆସନ ପାଇଁ ଉପନିର୍ବାଚନରେ ବିଜୟୀ ହେବା ପରେ, ଜନ ସୁରାଜ ପ୍ରତିଷ୍ଠାତା ପ୍ରଶାନ୍ତ କିଶୋର ତାଙ୍କ ବିଜୟକୁ ରାଜ୍ୟ ରାଜନୀତିରେ ପରିବର୍ତ୍ତନର ସଙ୍କେତ ବୋଲି ବର୍ଣ୍ଣନା କରିଥିଲେ। ସେ ପରାମର୍ଶ ଦେଇଥିଲେ ଯେ ସାରା ଦେଶରେ…
ଦୁଇ ଦିନରେ ପୋଲିସକୁ ଦ୍ୱିତୀୟ ସଫଳତା: ୭ ଲକ୍ଷ ଟଙ୍କା ଲୁଟ୍ ମାମଲାର ହେଲା ପର୍ଦ୍ଦାଫାଶ
ଗଜପତି,୩।୮(ଗିରିଧାରୀ ପରିଛା): ଗଜପତି ଜିଲାରେ ଟଙ୍କା ଲୁଟ୍ ଘଟଣାରେ ପୁଣି ଏକ ବଡ଼ ସଫଳତା ହାସଲ କରିଛି ଗାରାବନ୍ଧା ପୋଲିସ । ଦୁଇ ଦିନ ମଧ୍ୟରେ ଜିଲାରେ ଘଟିଥିବା ଦୁଇଟି ପୃଥକ ଲୁଟ୍ ମାମଲାରେ ପୋଲିସ ଦ୍ରୁତ ତଦନ୍ତ କରି ଅଭିଯୁକ୍ତଙ୍କୁ…
ଭତ୍ତା ପାଇଁ ହଟହଟା: ଜିଲାପାଳଙ୍କୁ ଫେରାଦ ହେଲେ ବୃଦ୍ଧାବୃଦ୍ଧ
ବରଗଡ଼,୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ବିଭିନ୍ନ ଅଞ୍ଚଳର ବୃଦ୍ଧାବୃଦ୍ଧ ଦୀର୍ଘ ମାସ ହେଲା ବାର୍ଦ୍ଧକ୍ୟ ଭତ୍ତାରୁ ବଞ୍ଚିତ ହୋଇଥିବା ଅଭିଯୋଗ ହୋଇଛି । ବ୍ୟାଙ୍କକୁ ଗଲେ କେତେବେଳେ ସେମାନଙ୍କୁ ମିଳୁଥିବା ଭତ୍ତା ରାଶି ଜମା ହୋଇ ନଥିବା କୁହାଯାଉ ଥିବାବେଳେ ଆଉ…
‘୨୫ ଦିନ ଅନଶନ କରନ୍ତୁ, ତା’ପରେ ଇସ୍ତଫା ଦେବି’: ଗୃହମନ୍ତ୍ରୀଙ୍କ ବୟାନକୁ ନେଇ ଭାଜପା ନିଆଁ
ନୂଆଦିଲ୍ଲୀ,୩।୮: ଭାରତୀୟ ଜନତା ପାର୍ଟି (BJP) କର୍ନାଟକ ଗୃହମନ୍ତ୍ରୀ ପ୍ରିୟଙ୍କ ଖାର୍ଗେଙ୍କର ଏକ ବୟାନକୁ ଶେୟାର କରି ତାଙ୍କୁ ଟାର୍ଗେଟ କରିଛି। ଭିଡିଓରେ ପ୍ରିୟଙ୍କ ଖାର୍ଗେ କହୁଥିବାର ନଜର ଆସୁଛନ୍ତି ଯେ ଆନ୍ଦୋଳନ କରୁଥିବା ଛାତ୍ରମାନେ ପ୍ରଥମେ ୨୫ ଦିନ ପର୍ଯ୍ୟନ୍ତ…

