Home Left

ଆଇଜି ଅଫିସରେ ବିଜେଡି ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍‌

ସମ୍ବଲପୁର,୧୭।୧(ପ୍ରମୋଦ ବହିଦାର): ବରଗଡ଼଼ ଧନୁଯାତ୍ରା ଦେଖିବାକୁ ଆସି ନିଖୋଜ ହୋଇଥିବା ଯୁବତୀଙ୍କୁ ଜଙ୍ଗଲରୁ କ୍ଷତବିକ୍ଷତ ଅବସ୍ଥାରେ ଉଦ୍ଧାର କରାଯାଇଥିଲା। ଘଟଣାର ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ କରିବା ଦାବିରେ ବିଜେଡିର ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍‌ ସମ୍ବଲପୁରରେ ଗୁରୁବାର ପହଞ୍ଚିଥିଲା। ରାଜ୍ୟ ବିଜୁ ମହିଳା…

ମୁଁ କଳାହାଣ୍ଡିର ଋଣ ପରିଶୋଧ କରିବି: ସୁରେଶ ପୂଜାରୀ ଜିଲାସ୍ତରୀୟ କଳାହାଣ୍ଡି ଉତ୍ସବ ଘୁମୁରାର ଦ୍ୱିତୀୟ ସନ୍ଧ୍ୟା, କଳାହାଣ୍ଡି ଲୋକଙ୍କ ଅବଦାନ ରାଜ୍ୟରେ ଅତୁଳନୀୟ

ଭବାନୀପାଟଣା,୧୭।୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ଲାଲବାହାଦୁର ଶାସ୍ତ୍ରୀ ଷ୍ଟାଡିୟମରେ ଚାଲିଥିବା ୨୭ତମ ଜିଲାସ୍ତରୀୟ କଳାହାଣ୍ଡି ଉତ୍ସବ ଘୁମୁରା ବୁଧବାର ଦ୍ୱିତୀୟ ଦିନରେ ପହଞ୍ଚିଛି। କଳାହାଣ୍ଡି ଜିଲାପାଳ ପାୱାର ସଚିନ ପ୍ରକାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସାଂସ୍କୃତିକ ସଭାରେ ରାଜସ୍ବ ଓ…

ଟୋକନ ଅବଧି ସରିଲା, ଧାନ ବିକିବାକୁ ଚିନ୍ତାରେ ଚାଷୀ

ସଇଁତଲା,୧୭ା୧(ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁତଲା ବ୍ଲକ ଧରବଗଡ଼ ପଞ୍ଚାୟତ ଅଞ୍ଚଳର ଚାଷୀମାନେ ଧାନ ବିକ୍ରୟ କରି ନ ପାରି ଚିନ୍ତାରେ ଅଛନ୍ତି। ଅଧିକାଂଶ ଚାଷୀଙ୍କୁ ମିଳିଥିବା ଟୋକନର ସମୟ ସୀମା ସରି ଯାଇଥିବାରୁ ଏପରି ସମସ୍ୟା ଦେଖାଦେଇଛି। ସୂଚନା…

ସୁନାବେଡ଼ାକୁ ବ୍ଲକ୍‌ କରି ମିଛାପାଲିଠାରେ କାର୍ଯ୍ୟାଳୟ ସ୍ଥାପନ ଦାବି

ନୂଆପଡ଼ା,୧୭।୧(ମକାରୁ ବେମାଲ)-ନୂଆପଡ଼ା ଜିଲା କୋମନା ବ୍ଲକ୍‌କୁ ବିଭାଜନ କରି ସୁନାବେଡ଼ାଠାରେ ନୂତନ ଅନୁନ୍ନତ ଆଦିବାସୀ ପଞ୍ଚାୟତ ସମିତି (ବ୍ଲକ୍‌) ଗଠନକରି ମିଛାପାଲିଠାରେ ଏହାର କାର୍ଯ୍ୟାଳୟ ସ୍ଥାପନ ପାଇଁ ୧୪ ପଞ୍ଚାୟତର ଜନପ୍ରତିନିଧି ଓ ଅଞ୍ଚଳବାସୀ ବୁଧବାର ନୂଆପଡ଼ା ଗସ୍ତରେ ଆସିଥିବା ରାଜସ୍ବ…

ସ୍କିମାଟିକ୍‌ କନିଷ୍ଠ ଶିକ୍ଷକଙ୍କ ଦରମା ବଢ଼ାଇଲେ ସରକାର, ଜାଣନ୍ତୁ କେତେ ବଢ଼ିଲା…

ଭୁବନେଶ୍ୱର,୧୭ା୧: ସ୍କିମାଟିକ୍‌ କନିଷ୍ଠ ଶିକ୍ଷକଙ୍କ ପାଇଁ ଖୁସ ଖବର। ଏହି ବର୍ଗର ଶିକ୍ଷକମାନଙ୍କର ଦରମା ବଢ଼ାଇଛନ୍ତି ସରକାର। ସମଗ୍ର ଶିକ୍ଷା କାର୍ଯ୍ୟକ୍ରମରେ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକସ୍ତରରେ ସ୍କିମାଟିକ୍‌ କନିଷ୍ଠ ଶିକ୍ଷକମାନେ ନିୟୋଜିତ ହୋଇଛନ୍ତି। ସେମାନଙ୍କୁ ମାସିକ ୧୧୦୦୦ ଟଙ୍କା ପାରିଶ୍ରମିକ…

ଉଦ୍‌ଘାଟିତହେଲା ମାଣ୍ଡିଆ ମଣ୍ଡି

କର୍ଲାମୁଣ୍ଡା,୧୭।୧(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଗଜବାହଲ ପଞ୍ଚାୟତର ଭାଲୁପିଆଠାରେ ମାଣ୍ଡିଆ ମଣ୍ଡି ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ମୁଖ୍ୟ ଅତିଥି ଭାବେ ବ୍ଲକ କୃଷି ଅଧିକାରୀ ଜିତେନ୍ଦ୍ର କୁମାର ସିଂ, ଶ୍ରୀ ଅନ୍ନ ଅଭିଯାନ ଜିଲା କାର୍ଯ୍ୟକ୍ରମ…

ରୋଜ୍‌ଭ୍ୟାଲି ଚିଟ୍‌ଫଣ୍ଡ ଠକେଇ ମାମଲାରେ ଚାର୍ଜଫ୍ରେମ୍‌

ଭୁବନେଶ୍ୱର,୧୭ା୧(ସତ୍ୟଜିତ୍‌ ରାଉତ): ରୋଜଭ୍ୟାଲି ଚିଟ୍‌ଫଣ୍ଡ ଠକେଇ ମାମଲାରେ ଭୁବନେଶ୍ୱରସ୍ଥିତ ସ୍ବତନ୍ତ୍ର କୋର୍ଟ (ପିଏମ୍‌ଏଲ୍‌ଏ) ତଥା ଜିଲା ଓ ଦୌରା ଜଜ୍‌ ଚାର୍ଜଫ୍ରେମ୍‌ କରିଛନ୍ତି। ରୋଜ୍‌ଭ୍ୟାଲି ଚେୟାରମ୍ୟାନ ଗୌତମ କୁଣ୍ଡୁ, ପରିଚାଳନା ସଦସ୍ୟ ଶିବମୟ ଦତ୍ତ ଏବଂ ଅନ୍ୟ ସମ୍ପୃକ୍ତ ଅଭିଯୁକ୍ତଙ୍କ ବିରୋଧରେ…

ମିଥ୍ୟା ବିଜ୍ଞାପନ ପାଇଁ ପାର୍ଲେ କମ୍ପାନୀକୁ ଅର୍ଥଦଣ୍ଡ

ଖୋର୍ଦ୍ଧା,୧୭ା୧(ପ୍ରଭାତ ପାଣିଗ୍ରାହୀ): ମିଥ୍ୟା ବିଜ୍ଞାପନ ଦେଇ ଖାଦ୍ୟ ଉପତ୍ାଦ ବିକ୍ରି ଅଭିଯୋଗରେ ବିସ୍କୁଟ କମ୍ପାନୀ ‘ପାର୍ଲେ’ ଅଧିକୃତ ସଂସ୍ଥା ଫ୍ରାଞ୍ଚାଇଜ କର୍ତ୍ତୃପକ୍ଷ, ଡିଷ୍ଟ୍ରିବ୍ୟୁଟରଙ୍କୁ ଖାଦ୍ୟ ସୁରକ୍ଷା ଏବଂ ମାନକ ଅଧିନିୟମ ଆକ୍ଟ ୨୦୦୬ର ବିଭିନ୍ନ ଧାରାରେ ଖୋର୍ଦ୍ଧା ଅତିରିକ୍ତ ଜିଲା ମାଜିଷ୍ଟ୍ରେଟ(ଏଡିଏମ୍‌)…

ଏଇ ଭାରତରେ

ମକା ଖାଇଲା ବେଳେ ତାହାକୁ ବାନ୍ଧି ରଖିଥିବା ତନ୍ତୁଜାତୀୟ ଖୋଳକୁ ବର୍ଜ୍ୟ ମନେକରି ବାହାରେ ଫିଙ୍ଗି ଦିଆଯାଏ। ସମସ୍ତେ ଭାବନ୍ତି, ଏସବୁ ଅଦରକାରୀ ଜିନିଷ। କିନ୍ତୁ ବିହାର ମୁଜାଫରପୁରର ନାଜ୍‌ ଓଜେର ଏହି ବର୍ଜ୍ୟରୁ ଚକୋଲେଟ ଖୋଳ, ଚା କପ୍‌, ପାଉଚ,…

ପ୍ରତିଶ୍ରୁତି ରକ୍ଷା ପାଇଁ ଉଦ୍ୟମ

ଗଣତାନ୍ତ୍ରିକ ରାଷ୍ଟ୍ରରେ ନିର୍ବାଚନ ପ୍ରକ୍ରିୟାର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଜାତୀୟ ଏକତା ଓ ରାଷ୍ଟ୍ରର ସାର୍ବଭୌମତ୍ୱ ରକ୍ଷାକରିବା ପାଇଁ ଉତ୍ତମ ସରକାର ଓ ନିର୍ମଳ ଶାସନର ଆବଶ୍ୟକତା ପଡ଼ିଥାଏ। ଅଷ୍ଟାଦଶ ସାଧାରଣ ନିର୍ବାଚନ ଏବଂ ଓଡ଼ିଶାର ସପ୍ତଦଶ ରାଜ୍ୟ ବିଧାନସଭା ନିର୍ବାଚନ ଥିଲା…

ସାମ୍ପ୍ରତିକ ଶିକ୍ଷା ଓ ଶିକ୍ଷାୟତନ ସମସ୍ୟା

ଅଧୁନା ସମାଜରେ ଶିକ୍ଷା ଏକ ପ୍ରସଙ୍ଗଭିତ୍ତିକ ପ୍ରବନ୍ଧ ସଦୃଶ ସବୁଠି ଚର୍ଚ୍ଚାର ବିଷୟବସ୍ତୁ; ହୁଏତ ସେ ପୁରାତନ ଶିକ୍ଷାର ବିଷୟବସ୍ତୁର ଶୀର୍ଷକ ମଳିନ ପଡିଯାଇ ନୂତନତା ଭରିଯାଇଛି। ଯେଉଁଠି ଶିକ୍ଷାର୍ଥୀର ଭାବ ଶୈକ୍ଷିକ ବାତାବରଣ ମଧ୍ୟରେ ବଦଳିଯାଇଛି। ଶିକ୍ଷା ଏବଂ ସଂସ୍କୃତି…

ଟ୍ରମ୍ପ୍‌, ଚାଇନା ଓ କରୋନା

କୋଭିଡ୍‌-୧୯ ବା କରୋନା ମହାମାରୀରେ ବିଶ୍ୱର ପାଖାପାଖି ୭୧ ଲକ୍ଷ ଲୋକଙ୍କର ମୃତ୍ୟୁ ଘଟିଥିଲା, ଯାହାଦ୍ୱାରା ୨୦୧୯ରୁ ୨୦୨୧ ମଧ୍ୟରେ ବୈଶ୍ୱିକ ସମ୍ଭାବିତ ଆୟୁଷ ୧.୬ ବର୍ଷ ହ୍ରାସ ପାଇଥିଲା। ମହାମାରୀ ଅନେକ ଦେଶରେ ଅର୍ଥ ବ୍ୟବସ୍ଥା, ଜୀବନ ଜୀବିକାକୁ ଧୂଳିସାତ୍‌…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri