ଜଙ୍ଗଲ ସୁରକ୍ଷା ନେଇ ଅଣ୍ଟା ଭିଡ଼ିଲେ ଗ୍ରାମବାସୀ
ପାପଡ଼ାହାଣ୍ଡି,୧୬।୧(ସ୍ବପ୍ନଜିତ ପଟ୍ଟନାୟକ): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ ଜଟାବାଲ ଫୋରେଷ୍ଟ ଅଧୀନ ବତାସର ପ୍ରସ୍ତାବିତ ଜଙ୍ଗଲରେ ଗୁରୁବାର ଜଙ୍ଗଲ ସୁରକ୍ଷା ନେଇ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ଜଙ୍ଗଲ ସୁରକ୍ଷା ନେଇ ଆଲୋଚନା ହୋଇଥିଲା। ନୂତନ ଭାବେ ନବୀକରଣ…
ଶୁକ୍ରବାରଠାରୁ ଶିମିଳିପାଳ ଜଗିବେ ପୋଲିସ ଫୋର୍ସ, କଳାବାଘ ହତ୍ୟା ପରେ ତପ୍ତର ପ୍ରଶାସନ
ବାରିପଦା,୧୬।୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳରେ ଶୁକ୍ରବାରଠାରୁ ନିୟୋଜିତ ହେବେ ପୋଲିସ ଫୋର୍ସ। ପ୍ରାଥମିକ ପର୍ଯ୍ୟାୟରେ ୧ ପ୍ଲାଟୁନ ଫୋର୍ସ ମୁତୟନ ହେବେ। ଜଏଣ୍ଟ ଟାସ୍କଫୋର୍ସ ସହ ମିଶି ପାଟ୍ରୋଲିଂ କରିବା ସହିତ ଫୋର୍ସ ରେଡ୍ କରିବେ ବୋଲି ସୂଚନା ଦେଇଛନ୍ତି ମୟୂରଭଞ୍ଜ…
ପାଣି ହଣ୍ଡାରେ ପଡ଼ିଗଲେ ୨ ବର୍ଷର ଶିଶୁକନ୍ୟା, ତା’ପରେ…
ଝରିଗାଁ,୧୬।୧(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅଧୀନ ଏକମ୍ବା- ଖ ପଞ୍ଚାୟତ ସଦର ମହକୁମାରେ ବୁଧବାର ଏକ ଅଘଟଣ ଘଟିଛି। ପାଣି ଭର୍ତ୍ତି ଥିବା ଏକ ହଣ୍ଡାରେ ପଡ଼ି ଜଣେ ୨ ବର୍ଷର ଶିଶୁ କନ୍ୟାଙ୍କ ମୃତ୍ୟୁ ହୋଇଛି।…
ବାଇକରେ ଗଞ୍ଜେଇ ନେଇ ଯାଉଥିଲେ ନାବାଳକ, ଧରିଲା ପୋଲିସ
ଦିଗପହଣ୍ଡି,୧୬।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପୋଲିସ ଗୁରୁବାର ସାରେ ବାଇକ ସହ ଗଞ୍ଜେଇ ଜବତ କରିଛି। ପୋଲିସ ଟିମ ୩୨୬ ନଂ ଜାତୀୟ ରାଜପଥ ପୋଡାମାରି – ତପ୍ତପାଣି ରାସ୍ତାରେ ପାଟ୍ରୋଲିଂ କରୁଥିବାବେଳେ ଗଜପତି ଜିଲା ମୋହନାରୁ…
ଦିନ ଦ୍ବିପହରରେ ଏସ୍ପି ଅଫିସ ପାଖେ ମହିଳାଙ୍କ ବେକରୁ ଝାମ୍ପିନେଲେ ସୁନା ଚେନ୍
କେନ୍ଦୁଝର,୧୬।୧ (ନରେଶ ଚନ୍ଦ୍ର ପଟ୍ଟନାୟକ): ମହିଳାଙ୍କ ବେକରୁ ସୁନା ଚେନ୍ ଟାଣିନେଲେ ଲୁଟେରା। ଏହି ଘଟଣା ବୁଧବାର ଘଟିଥିବା ଜଣାପଡିଛି। ତେବେ ପୋଲିସ ଗୁରୁବାର ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିବାବେଳେ ଜଣେ ଦୋକାନୀ ପାଖରୁ ସିସିଟିଭି ଫୁଟେଜ ନେଇଛି। ଠିକ୍…
ସୈଫଙ୍କଠାରୁ ଏତିକି ଟଙ୍କା ଦାବି କରିଥିଲେ ଆକ୍ରମଣକାରୀ, ସାମ୍ନାକୁ ଆସିଲା ବଡ଼ ତଥ୍ୟ
ମୁମ୍ବାଇ,୧୬।୧: ଅଭିନେତା ସୈଫ ଅଲ୍ଲୀ ଖାନଙ୍କ ଉପରେ ଆକ୍ରମଣ ମାମଲାରେ ମୁମ୍ବାଇ ପୋଲିସ ଏକ ଏଫ୍ଆଇଆର ରୁଜୁ କରିଛି। ଏବେ ଏହି ଦୁଇ ପୃଷ୍ଠାର ଏଫଆଇଆରର କପି ସାମ୍ନାକୁ ଆସିଛି। ସୂଚନା ଅନୁସାରେ, ଆକ୍ରମଣ ସମୟରେ ଅଭିଯୁକ୍ତ ୧ କୋଟି ଟଙ୍କା…
ବରଗଡ଼ରେ ପୁଣି ଚାଞ୍ଚଲ୍ୟ: ଶ୍ୱଶୁର ଘରେ ଜ୍ବାଇଁଙ୍କୁ ହତ୍ୟା
ପାଇକମାଳ.୧୬।୧(ବଡ଼ ଶତପଥି): ବରଗଡ଼ଜିଲା ପାଇକମାଳ ଥାନା ନରସିଂହପଡ଼ାରେ ଜଣେ ଯୁବକଙ୍କୁ ହତ୍ୟା କରାଯାଇଥିବା ନେଇ ଗୁରୁବାର ପାଇକମାଳ ଥାନାରେ ଅଭିଯୋଗ ହୋଇଛି । ମୃତକ ଯୁବକ ଜଣକ ହେଲେ ସୋହେଲା ଥାନା ବୁଡାମାଲ ଗ୍ରାମର ଗୋବିନ୍ଦ ପ୍ରଧାନ(୩୭) । ମିଳିଥିବା ସୂଚନା…
ଗାଁ ପାହାଡ଼ରୁ ପଥର ଖୋଳୁଥିବାବେଳେ ଅଘଟଣ, ମାଟି ଅତଡ଼ା ଖସି ଶ୍ରମିକ ମୃତ
ଦିଗପହଣ୍ଡି,୧୬।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ଆମ୍ବ ଗାଁ ନିକଟ କାଙ୍କରା ପାହାଡ଼ରୁ ମାଟି ଅତଡ଼ା ଖସି ଜଣେ ଶ୍ରମିକ ଗୁରୁବାର ମୃତ୍ୟୁବରଣ କରିଛନ୍ତି। ମୃତକ ଜଣଙ୍କ ହେଲେ ଦିଗପହଣ୍ଡି ଥାନା ଚୁଡୁଙ୍ଗପୁର ଗ୍ରାମ ମିଲ ସାହିର ଏ.ପଞ୍ଚୁ…
ସାଧାରଣତନ୍ତ୍ର ଦିବସରେ ପତାକା ଉତ୍ତୋଳନ କରିବେ ତହସିଲଦାର
ଦାରିଙ୍ଗବାଡ଼ି,୧୬ା୧(ଅରୁଣ ସାହୁ): ବ୍ଲକସ୍ତରୀୟ ୭୬ ତମ ସାଧାରଣତନ୍ତ୍ର ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ ତହସିଲଦାର ଶରତ ଶବରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମରେ ବିଏସ୍ଏସ୍ଓ କ୍ଷେତୀଶ ପ୍ରିୟଦର୍ଶୀ ସାହୁ ପୂର୍ବ ବର୍ଷର ବିବରଣୀ ପଠନ କରିଥିଲେ। ଚଳିତଥର ଏହି ଜାତୀୟ…
ସ୍ମୃତି-ନୁପୁରଙ୍କୁ ମିଳିଲା ନାହିଁ ଟିକେଟ ସମସ୍ତ ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଭାଜପା
ନୂଆଦିଲ୍ଲୀ,୧୬।୧: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଭାରତୀୟ ଜନତା ପାର୍ଟି (ଭାଜପା) ୬୮ଟି ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ଦଳ ଜେଡିୟୁ ଏବଂ ଏଲଜେପିକୁ ଦୁଇଟି ଆସନ ଦେଇଛି। ଏହିପରି, ଦିଲ୍ଲୀର ସମସ୍ତ ୭୦ଟି ଆସନରେ ଆମ ଆଦମୀ ପାର୍ଟି,…
ରାଜ୍ୟ ସରକାରଙ୍କ ବଡ଼ ଘୋଷଣା: ପଦ୍ମ ବିଜେତାଙ୍କୁ ମିଳିବ ମାସିକ ୩୦ ହଜାର ଟଙ୍କା
ଭୁବନେଶ୍ୱର,୧୬।୧: ରାଜ୍ୟ ସରକାର ଗୁରୁବାର ପଦ୍ମ ବିଜେତାଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ପଦ୍ମ ପୁରସ୍କାର ବିଜେତାଙ୍କୁ ରାଜ୍ୟ ସରକାର ମାସିକ ୩୦ ହଜାର ଟଙ୍କା ସହାୟତା ରାଶି ପ୍ରଦାନ କରିବେ। ଏନେଇ ରାଜ୍ୟ ସଂସ୍କୃତି ବିଭାଗ ପକ୍ଷରୁ ଏକ…
ନୟାପଲ୍ଲୀ ଅଞ୍ଚଳରେ ଅଭାବନୀୟ ଘଟଣା, ଶିଶୁପୁତ୍ର ମୃତଦେହ ଝୁଣି ଖାଇଲା କୁକୁର
ଭୁବନେଶ୍ୱର,୧୬।୧: ନବଜାତ ପୁତ୍ରର ମୃତଦେହକୁ ଝୁଣି ଖାଇଲା କୁକୁର। ନୟାପଲ୍ଲୀ ଅଞ୍ଚଳରେ ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ସ୍ଥାନୀୟ ଲୋକଙ୍କ ଖବର ପରେ ମୃତଦେହ ଉଦ୍ଧାର କରାଯାଇ ପୋଷ୍ଟମର୍ଟମ ପାଇଁ ପୋଲିସ ପଠାଇଥିବା ଜଣାପଡିଛି। ଏହି ଦୃଦୟ ବିଦାରକ ଦୃଶ୍ୟକୁ…
Archives


