Home Left

ଋଷଭ ପନ୍ତ ହେବେ ଅଧିନାୟକ, ଶୁକ୍ରବାର କରାଯିବ ଦଳ ଘୋଷଣା

ନୂଆଦିଲ୍ଲୀ,୧୬।୧: ଭାରତୀୟ କ୍ରିକେଟରେ ଅଧିନାୟକଙ୍କୁ ନେଇ ଚର୍ଚ୍ଚା ଜାରି ରହିଛି। ରୋହିତ ଶର୍ମାଙ୍କ ପରେ ଟେଷ୍ଟ ଟିମ୍‌ର ଅଧିନାୟକ କିଏ ହେବ ଏହାକୁ ନେଇ ଆଲୋଚନା କରାଯାଉଛି। ଅନେକ ବିଶେଷଜ୍ଞ ଏହି ଦାୟିତ୍ୱ ତୁଲାଇବା ଲାଗି ତାରକା ଉଇକେଟକିପର ବ୍ୟାଟ୍ସମ୍ୟାନ ଋଷଭ…

ଅଙ୍ଗନଓ୍ବାଡି କର୍ମୀଙ୍କ ପାଇଁ ଖୁସିଖବର: ବଢିବ ଦରମା! ଉପମୁଖ୍ୟମନ୍ତ୍ରୀ କହିଲେ…

ଭୁବନେଶ୍ୱର,୧୬।୧: ରାଜ୍ୟ ଅଙ୍ଗନଓ୍ବାଡି କର୍ମୀଙ୍କ ଦରମା ବଢ଼ିପାରେ। ଏ ନେଇ ରାଜସ୍ଥାନ ଜୟପୁର ଚିନ୍ତନ ଶିବିରରେ କେନ୍ଦ୍ରକୁ ପ୍ରସ୍ତାବ ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ରାଜ୍ୟରେ କାର୍ଯ୍ୟରତ ମହିଳାଙ୍କ ପାଇଁ ହଷ୍ଟେଲ ସୁବିଧା ନେଇ ପ୍ରସ୍ତାବ ଦିଆଯାଇଛି। କେନ୍ଦ୍ର…

ମଣ୍ଡିରେ ଧାନକିଣାରେ ଅବ୍ୟବସ୍ଥା: ପ୍ରତିବାଦରେ ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ

ପୁରୁଷୋତ୍ତମପୁର,୧୬ା୧(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ବାଘଳା ପଞ୍ଚାୟତରେ ଧାନକିଣାରେ ଅବ୍ୟବସ୍ଥାକୁ ନେଇ ଗୁରୁବାର ଚାଷୀମାନେ ରାଜରାସ୍ତାକୁ ଓହ୍ଲାଇଛନ୍ତି। ସରକାର ଖୋଲିଥିବା ମଣ୍ଡିରୁ ତୁରନ୍ତ ଧାନକୁ କିଣି ନେବା ପାଇଁ ଦାବି କରି ରାସ୍ତା ଉପରେ ଧାନବସ୍ତାମାନ ରଖି…

ବଡ଼ପୁଅ ଇବ୍ରାହିମ୍‌ ବଞ୍ଚାଇଥିଲେ ସୈଫଙ୍କ ଜୀବନ, ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ…

ମୁମ୍ବାଇ,୧୬।୧: ଅଭିନେତା ସୈଫ ଅଲ୍ଲୀ ଖାନ୍‌ଙ୍କ ଉପରେ ହୋଇଥିବା ଆକ୍ରମଣକୁ ନେଇ ପ୍ରଶଂସକ ଚିନ୍ତାରେ। ଗୋଟିଏପଟେ ପୋଲିସ ଅଭିଯୁକ୍ତଙ୍କୁ ଧରିବା ଲାଗି ତଦନ୍ତ ଜୋରଦାର କରିଥିବା ବେଳେ ଡାକ୍ତରଖାନାରେ ଅଭିନେତାଙ୍କ ଚିକିତ୍ସା ଚାଲିଛି। ଆକ୍ରମଣକାରୀ ଛଅ ଥର ଅଭିନେତାଙ୍କ ଉପରେ ଆକ୍ରମଣ…

ଧନୁଯାତ୍ରା ଦେଖିବାକୁ ଆସି ବଳାତ୍କାରର ଶିକାର ହେଲେ ଯୁବତୀ: ଅଭିଯୁକ୍ତଙ୍କ ଗିରଫ ଦାବିରେ ରାସ୍ତାକୁ ଓହ୍ଲାଇଲେ ଲୋକେ

ବରଗଡ଼,୧୬ା୧(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଥିବାବେଳେ ଗତ ୧୨ତାରିଖ ଧନୁଯାତ୍ରା ଦେଖିବାକୁ ଆସିଥିବା ଜଣେ ଯୁବତୀ ନିଖୋଜ ହୋଇଯିବା ଏବଂ ଘଟଣାର ୪୮ଘଣ୍ଟା ପରେ ତାଙ୍କୁ ବରଗଡ଼ ସହର ଉପକଣ୍ଠ କୁର୍ଲା ଜଙ୍ଗଲରୁ ରକ୍ତ ଜୁଡୁବୁଡୁ…

ଭାରତର ବ୍ୟାଟିଂ କୋଚ ହେବାକୁ ଚାହୁଁଛନ୍ତି ଏହି କ୍ରିକେଟର, ଗମ୍ଭୀରଙ୍କ ସହ ମିଶି…

ନୂଆଦିଲ୍ଲୀ,୧୬।୧: ଅଷ୍ଟ୍ରେଲିଆ ଗସ୍ତରେ ଯାଇଥିବା ଭାରତୀୟ ଦଳ ପାଞ୍ଚ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜରେ ୧-୩ ରେ ଶୋଚନୀୟ ପରାଜୟର ସମ୍ମୁଖୀନ ହୋଇଥିଲା। ଏହି ପରାଜୟ ପରେ ଟିମ ଇଣ୍ଡିଆର ଖେଳାଳି ଏବଂ ପ୍ରଶିକ୍ଷକ ଗୌତମ ଗମ୍ଭୀର ସମାଲୋଚନାର ଶିକାର ହୋଇଛନ୍ତି।…

୧୮ରୁ ଚିଲିକାରେ ପକ୍ଷୀଗଣନା

ବାଲୁଗାଁ,୧୬ା୧: ଚଳିତମାସ ୧୮ ତାରିଖରୁ ଚିଲିକାରେ ପକ୍ଷୀଗଣନା ଆରମ୍ଭ ହେବ। ୫ଟି ରେଞ୍ଜରେ ସକାଳ ୬ରୁ ୧୨ଟା ପର୍ଯ୍ୟନ୍ତ ପକ୍ଷୀଗଣନା କରାଯିବ। ରମ୍ଭା, ବାଲୁଗାଁ, ଟାଙ୍ଗୀ, ସାତପଡ଼ା, ଚିଲିକାରେ ପକ୍ଷୀଗଣନା ହେବ। ଏହି ଗଣନା ପାଇଁ ୨୧ଟି ଟିମ୍‌, ପ୍ରତି ଟିମ୍‌ରେ…

‘ଫେକ ନ୍ୟୁଜ…,’ ବେଡ ରେଷ୍ଟ ଖବରକୁ ହସରେ ଉଡାଇ ଦେଲେ ବୁମରା

ନୂଆଦିଲ୍ଲୀ,୧୬।୧: ଟିମ ଇଣ୍ଡିଆର ଦ୍ରୁତ ବୋଲର ଜସପ୍ରିତ ବୁମରାଙ୍କ ବିଷୟରେ ଏମିତି ଏକ ଖବର ଆସିଥିଲା, ଯେଉଁଥିରେ କୁହାଯାଇଥିଲା ଯେ ତାଙ୍କୁ ବେଡ ରେଷ୍ଟ ନେବାକୁ ପରାମର୍ଶ ଦିଆଯାଇଛି, କିନ୍ତୁ ବୁମରା ଏହି ଖବରକୁ ଭୁଲ ପ୍ରମାଣିତ କରିଛନ୍ତି। ବୁମରା ତାଙ୍କ…

ଅଭିନେତା ହୋଇ ବି କ୍ରିକେଟରୁ ମୋଟା ଅଙ୍କ ଆୟ କରନ୍ତି ସୈଫ, ଜାଣନ୍ତୁ କ’ଣ ଏହାର ମାଧ୍ୟମ

ମୁମ୍ବାଇ,୧୬।୧: ବଲିଉଡ ଅଭିନେତା ସୈଫ ଅଲ୍ଲୀ ଖାନ ଫିଲ୍ମ ଜଗତର ସବୁଠାରୁ ଧନୀ ବ୍ୟକ୍ତିମାନଙ୍କ ମଧ୍ୟରୁ ଜଣେ। ଜାନୁଆରୀ ୨୦୨୫ ସୁଦ୍ଧା, ସୈଫ ଅଲ୍ଲୀ ଖାନଙ୍କ ସମ୍ପତ୍ତି ପ୍ରାୟ ୧,୨୦୦ କୋଟି ପାଖାପାଖି। ସେ ଭାରତୀୟ ଚଳଚ୍ଚିତ୍ର ଶିଳ୍ପର ସବୁଠାରୁ ଧନୀ…

ଅପରେଶନ ପରେ ବିପଦମୁକ୍ତ ସୈଫ

ମୁମ୍ବାଇ,୧୬।୧: ବଲିଉଡ ଅଭିନେତା ସୈଫ ଅଲ୍ଲୀ ଖାନଙ୍କ ଉପରେ ତାଙ୍କ ନିଜ ଘରେ ଛୁରୀରେ ଆକ୍ରମଣ ହୋଇଛି। ଏହା ପରେ ତାଙ୍କୁ ମୁମ୍ବାଇର ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ତାଙ୍କ ଅବସ୍ଥା ବିପଦମୁକ୍ତ ବୋଲି କୁହାଯାଉଛି। ମିଳିଥିବା ରିପୋର୍ଟ ଅନୁଯାୟୀ, ତାଙ୍କର…

୧୦ ହଜାର ପାକିସ୍ତାନୀଙ୍କୁ ଜେଲ ପଠାଇଲେ ସାଉଦି ପ୍ରିନ୍ସ

ରିୟାଦ,୧୬।୧: ପାକିସ୍ତାନ ପ୍ରାୟତଃ ଦାବି କରେ ଯେ ଇସଲାମର ଗଡ଼ ସାଉଦି ଆରବ ସହିତ ଏହାର ବହୁତ ଦୃଢ଼ ସମ୍ପର୍କ ଅଛି। ପାକିସ୍ତାନ ପ୍ରଧାନମନ୍ତ୍ରୀ ଶହବାଜ ସରିଫ ସାଉଦି ଆରବର ଯୁବରାଜ ମହମ୍ମଦ ବିନ ସଲମାନଙ୍କୁ ନିଜର ଭାଇ ବୋଲି ମଧ୍ୟ…

ଓଡ଼ିଶାରେ HMPV ଆକ୍ରାନ୍ତ ଚିହ୍ନଟ ଖବର ଉପରେ ବଡ଼ ସୂଚନା ଦେଲେ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର,୧୬।୧: ରାଜ୍ୟରେ ଏବେ HMPV ଆକ୍ରାନ୍ତ ଚିହ୍ନଟ ହୋଇ ନାହାନ୍ତି। ତେବେ ଖୋର୍ଦ୍ଧା କାଇପଦର ଅଞ୍ଚଳରୁ ଜଣେ HMPV ରୋଗୀ ଚିହ୍ନଟ ହୋଇଥିବା ଖବର ଭାଇରାଲ ପ୍ରସଙ୍ଗରେ ପ୍ରତିକ୍ରିୟା ରଖି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନୀଳକଣ୍ଠ ମିଶ୍ର ବଡ଼ ସୂଚନା ଦେଇଛନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri