Home Left

CBSE Result: କେନ୍ଦ୍ରୀୟ ବିଦ୍ୟାଳୟର ଆଦର୍ଶ, ସେଣ୍ଟଆନ୍ସର ଭାବନା ଟପ୍ପର

ଭଞ୍ଜନଗର,୧୩।୫(ବାବୁଲା ପ୍ରଧାନ)-ସେଣ୍ଟ୍ରାଲ ବୋର୍ଡ ଅଫ ସେକେଣ୍ଡାରୀ ଏଜୁକେଶନ (ସିବିଏସ୍‌ଇ) ପକ୍ଷରୁ ମଙ୍ଗଳବାର ଦଶମ ଶ୍ରେଣୀ ପରୀକ୍ଷାଫଳ ପ୍ରକାଶ ପାଇଛି। ଏଥିରେ ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ଏବଂ ସେଣ୍ଟଆନ୍ସ ଇଂରାଜୀ ମାଧ୍ୟମିକ ବିଦ୍ୟାଳୟ ପରୀକ୍ଷା ଫଳ ଭଲ ହୋଇଛି ।…

୪୨୦ କୋଟିରୁ ଉର୍ଦ୍ଧ୍ୱ ଉନ୍ନୟନ ମୂଳକ ପ୍ରକଳ୍ପର ଶୁଭ ଉଦ୍‌ଘାଟନ, ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୩।୫: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ମୟୂରଭଞ୍ଜର ବିଶୋଇ ଠାରେ ଜିଲାର ବିଭିନ୍ନ ବ୍ଲକ ପାଇଁ ୪୨୦ କୋଟିରୁ ଉର୍ଦ୍ଧ୍ୱଟଙ୍କା ମୂଲ୍ୟର ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପର ଶୁଭ ଉଦ୍‌ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏଥିସହିତ, ବିଶୋଇ ବ୍ଲକ…

ବଙ୍ଗୋପସାଗରରେ ଉଡ଼ିଲା ଡ୍ରୋନ୍‌, ଜଳପଥ ଦେଇ ଆସୁଥିବା ସନ୍ଦିଗ୍ଧଙ୍କ ଉପରେ ନଜର; Video

ଭୋଗରାଇ, ୧ ୩ l୫ ( ପ୍ରଦୀପ ଦାସ ): ଓଡିଶା ସୀମାନ୍ତ ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ତାଳସାରୀ ବେଳାଭୂମିରେ ବୁଧୁବାର ସକାଳ ୧୦ ଟାରେ ପ୍ରତିରକ୍ଷା ବିଭାଗ ଓ ତାଳସାରୀ ମେରାଇନ ଥାନା ସହଯୋଗରେ ଏକ ବଡ଼ ଡ୍ରୋନ…

ବୋଉ ଫୋନ୍‌ କରି କହିଲା…‘ହସ୍ପିଟାଲରେ ଆଖି ବୁଜି ଦେଲେ ତୋ ସ୍ତ୍ରୀ ଆଉ ପୁଅ’

ଦିଗପହଣ୍ଡି,୧୩। ୫(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ମୁଖ୍ୟ ରାସ୍ତାକଡ଼ରେ ଥିବା ଏକ ନର୍ସିଂହୋମରେ ତ୍ରୁଟିପୂର୍ଣ୍ଣ ଅସ୍ତ୍ରୋପଚାର ଯୋଗୁ ଜଣେ ପ୍ରସୂତି ଏବଂ ତାଙ୍କ ନବଜାତ ଶିଶୁପୁତ୍ର ମୃତ୍ୟୁବରଣ ଘଟଣାକୁ ନେଇ ସମ୍ପୃକ୍ତ ଅଞ୍ଚଳରେ ଚାପା ଉତ୍ତେଜନା ଲାଗି…

ମଦ ଦୋକାନ ବନ୍ଦ ପାଇଁ ଅଣ୍ଟା ଭିଡ଼ିଲେ ଗ୍ରାମବାସୀ: ଉତ୍ତେଜିତ ଲୋକ କଲେ ରାସ୍ତା…

ଦିଗପହଣ୍ଡି,୧୩।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଡି ଗ୍ରାମରେ ବେଆଇନ ମଦ ବିକ୍ରିକୁ ବିରୋଧ କରିବା ସହ ଗ୍ରାମରେ ମଦ ଦୋକାନ ବନ୍ଦ କରାଯିବା ଦାବିରେ ମଙ୍ଗଳବାର ଅପରାହ୍ନରେ ଉତ୍ତେଜିତ ଗ୍ରାମବାସୀ ଟାୟାର ଜାଳି ମୁଖ୍ୟରାସ୍ତାକୁ ଅବରୋଧ କରିଥଲେ।…

ମନ୍ଦିରକୁ ୧ ଲକ୍ଷ ଦାନ

ନୀଳଗିରି,୧୩।୫(ପ୍ରଶାନ୍ତ ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ଅଧୀନ ରାଧାକିଶୋରପୁର ପଞ୍ଚାୟତ ପୁନ୍ଦାଳ ଗ୍ରାମରେ ଥିବା ମା’ ମଙ୍ଗଳା ମନ୍ଦିରର ପରିଚାଳନା ଓ ରକ୍ଷଣାବେକ୍ଷଣ ପାଇଁ ଗ୍ରାମର ଅବସରପ୍ରାପ୍ତ ପ୍ରଧାନଶିକ୍ଷକ କୈଳାସ ଚନ୍ଦ୍ର ରଣଜିତ୍‌ ୧ ଲକ୍ଷ ଟଙ୍କା ଅର୍ଥ ରାଶି…

ସ୍କୁଲ ପାଚେରି ଭାଙ୍ଗିଲେ ହାତୀପଲ

ରାଇକିଆ,୧୩ା୫ (ପ୍ରଦୀପ ବେହେରା): ରାଇକିଆ ବ୍ଲକ୍‌ ରଣବା ପଞ୍ଚାୟତରେ ହାତୀଙ୍କ ଉପଦ୍ରବ ଦେଖିବାକୁ ମିଳିଛି। ସୋମବାର ମଧ୍ୟ ରାତିରେ ହାତୀପଲ ଢିମିରିପଲି ଗ୍ରାମରେ ଥିବା ଏକ ସରକାରୀ ପ୍ରାଥମିକ ବିଦ୍ୟାଳୟର ଗୋଟିଏ ପାଖ ପାଚେରି ଓ ଫାଟକ ଭାଙ୍ଗିଛନ୍ତି। ବିଦ୍ୟାଳୟ ଭିତରେ…

ଡବ୍ଲୁଟିସି ଫାଇନାଲ: ୧୫ ଜଣିଆ ଅଷ୍ଟ୍ରେଲିଆ-ଦକ୍ଷିଣ ଆଫ୍ରିକା ଦଳ ଘୋଷିତ

ମେଲବୋର୍ନ,୧୩ା୫: ଆସନ୍ତା ଜୁନ୍‌ ୧୧ରେ ଇଂଲଣ୍ଡର ଲଡର୍‌ସଠାରେ ଓ୍ବାଲର୍‌ଡ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି) ଫାଇନାଲ ଖେଳାଯିବ। ଏନେଇ ଅଷ୍ଟ୍ରେଲିଆ ଓ ଦକ୍ଷିଣ ଆଫ୍ରିକା ପକ୍ଷରୁ ମଙ୍ଗଳବାର ସେମାନଙ୍କ ଦଳ ଘୋଷଣା କରାଯାଇଛି। ପ୍ୟାଟ୍‌ କୁମିନ୍ସଙ୍କ ନେତୃତ୍ୱାଧୀନ ୧୫ ଜଣିଆ ଅଷ୍ଟ୍ରେଲିଆ ଦଳରେ…

ନାଁ ନ ନେଇ ଟ୍ରମ୍ପଙ୍କୁ ଶୁଣାଇଦେଲେ ମୋଦି! ଆଗକୁ ଆହୁରି…

ନୂଆଦିଲ୍ଲୀ, ୧୩।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ପଞ୍ଜାବର ଆଦମପୁର ଏୟାରବେସ ପରିଦର୍ଶନ କରି ଭାରତୀୟ ବାୟୁସେନାର ସୈନିକମାନଙ୍କୁ ସମ୍ବୋଧିତ କରିଛନ୍ତି। ଏହି ଅବସରରେ ସେ ଅପରେଶନ ସିନ୍ଦୁରର ସଫଳତା ପାଇଁ ଯବାନମାନଙ୍କ ସାହସିକତା ଓ ନିଷ୍ଠାକୁ ଉଚ୍ଚ ପ୍ରଶଂସା କରିଛନ୍ତି।…

ଆସିଲା ଆଇସିସି ଦିନିକିଆ ବ୍ୟାଟିଂ ର଼୍ୟାଙ୍କିଙ୍ଗ ଆସିଲା: ଜାଣନ୍ତୁ ଭାରତର କେଉଁ ଖେଳାଳି କେଉଁ ସ୍ଥାନରେ..

ଦୁବାଇ,୧୩ା୫: ଭାରତର ଷ୍ଟାଇଲିସ ଓପନର ସ୍ମୃତି ମନ୍ଧାନା ଆଇସିସି ମହିଳା ଅନ୍ତର୍ଜାତୀୟ ଦିନିକିଆ ବ୍ୟାଟିଂ ର଼୍ୟାଙ୍କିଙ୍ଗରେ ବିଶ୍ୱର ନମ୍ବର-୧ ସ୍ଥାନ ନିକଟତର ହୋଇଛନ୍ତି। ନିକଟରେ ଶ୍ରୀଲଙ୍କାରେ ଅନୁଷ୍ଠିତ ତ୍ରିରାଷ୍ଟ୍ରୀୟ ଟୁର୍ନାମେଣ୍ଟରେ ଭାରତର ସଫଳତାରେ ତାଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ପାଇଁ ସେ ଗୋଟିଏ…

ମେ’ ୩୧ରୁ ଚମକିବ ଏହି ୩ ରାଶି ଜାତକଧାରୀଙ୍କ ଭାଗ୍ୟ, ହଠାତ ଧନଲାଭର ଯୋଗ, ଜାଣନ୍ତୁ…

ବୈଦିକ ଜ୍ୟୋତିଷଶାସ୍ତ୍ରରେ ଶୁକ୍ର ଗ୍ରହ ପ୍ରାୟ ମାସକ ପରେ ନିଜ ସ୍ଥାନ ପରିବର୍ତ୍ତନ କରିଥାନ୍ତି। ଏହାର ପ୍ରଭାବ ମାନବ ଜୀବନ ସହ ଦେଶବିଦେଶରେ ଦେଖିବାକୁ ମିଳିଥାଏ। ମେ’ ୩୧ରୁ ଶୁକ୍ର ଗ୍ରହ ମେଷ ରାଶିରେ ଗୋଚର କରିବେ। ଏହାଦ୍ୱାରା ୩ ରାଶିର…

CBSE ପରୀକ୍ଷାରେ ରାମକୃଷ୍ଣ ବିଦ୍ୟାମନ୍ଦିରର ପାଇଁ ସଫଳତା: ବିଶାଳଲକ୍ଷ୍ମୀ ଟପ୍ପର

କୋରାପୁଟ,୧୩।୫(ଅମିତାଭ ବେହେରା): ସିବିଏସ୍‌ଇ ଦଶମ ପରୀକ୍ଷାଫଳ ମଙ୍ଗଳବାର ପ୍ରକାଶ ପାଇଛି। କୋରାପୁଟସ୍ଥିତ ରାମକୃଷ୍ଣ ବିଦ୍ୟାମନ୍ଦିରର ଶତ ପ୍ରତିଶତ ଛାତ୍ରୀଛାତ୍ର ସଫଳତା ହାସଲ କରି ବିଦ୍ୟାଳୟ ପାଇଁ ଗୌରବ ଆଣିଦେଇଛନ୍ତି। ଉକ୍ତି ବିଦ୍ୟାଳୟର ଛାତ୍ରୀ ବିଶାଳଲକ୍ଷ୍ମୀ ଜେଠୀ ୯୫ ପ୍ରତିଶତ ମାର୍କ ରଖି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?