Home Left

ନବ ଦାସ ହତ୍ୟା ଘଟଣାକୁ ନେଇ ବଡ଼କଥା କହିଦେଲେ ଦୀପାଳି

ଝାରସୁଗୁଡ଼ା,୧୬।୧(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ଜିଲା କିର୍ମିରା ପଞ୍ଚାୟତ ସମିତି ଅଧ୍ୟକ୍ଷାଙ୍କ ଅନାସ୍ଥା ପ୍ରସ୍ତାବ ଘଟଣାକୁ ନେଇ ରାଜ୍ୟବ୍ୟାପୀ ଚର୍ଚ୍ଚା ଚାଲିଛି। ଏହି ପରିପ୍ରେକ୍ଷୀରେ ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ହତ୍ୟା ଘଟଣାର ସିବିଆଇ ତଦନ୍ତ ନେଇ ମୁହଁ ଖୋଲିଛନ୍ତି ପୂର୍ବତନ…

କଲେଜ କ୍ଲାସ୍‌ରୁମ୍‌ରେ ଛାତ୍ରୀଙ୍କୁ ବଳାତ୍କାର ଉଦ୍ୟମ

ଯାଜପୁର/ବରୀ (ହର୍ଷବର୍ଦ୍ଧନ ବେହେରା/ ମହେନ୍ଦ୍ର ସ୍ବାଇଁ), ୧୬ା୧: ଯାଜପୁର ଜିଲା ବରୀ ଥାନା ଅନ୍ତର୍ଗତ ଏକ ପ୍ରତିଷ୍ଠିତ କଲେଜର ଯୁକ୍ତ ୩ ଶେଷ ବର୍ଷର ଜଣେ ଛାତ୍ରୀଙ୍କୁ ଅଧ୍ୟାପକ ଯୌନ ନିର୍ଯାତନା ଦେବା ସହ କ୍ଳାସ୍‌ରୁମ୍‌ରେ ବଳାତ୍କାର ଉଦ୍ୟମ କରିଥିବା ଥାନାରେ…

କେବେ ଏବଂ କେଉଁଠାରୁ ଫୁଲକୋବି ଭାରତ ଆସିଛି, ଜାଣନ୍ତି କି? ଏବେ ଏହି ରାଜ୍ୟ…

ପନିପରିବା ମଧ୍ୟରେ ପସନ୍ଦର କୋବି ହେଉଛି ‘ଫୁଲକୋବି’। ଶୀତଦିନେ ଏହା ବହୁଳ ଭାବେ ଉତ୍ପାଦନ କରାଯାଏ। କୋବିର ତରକାରୀ ହେଉ ଅବା ଚିଲି, ଖାଇବାକୁ ଅନେକେ ପସନ୍ଦ କରନ୍ତି। ଏମିତିରେ ଆଜି ଆସନ୍ତୁ ଜାଣିବା ଭାରତକୁ ଏହା କେଉଁଠାରୁ ଆସିଛି। ଏହା…

ହତ୍ୟାରେ ଶେଷ ହେଲା ପ୍ରେମ କାହାଣୀ, ଝିଅକୁ ପୋଲିସ, ପଞ୍ଚାୟତ ଆଗରେ ଗୁଳିକଲେ ବାପା

ଗ୍ବାଲିଅର,୧୫।୧: ମଧ୍ୟପ୍ରଦେଶର ଗ୍ବାଲିଅରରୁ ବୁଧବାର ଏକ ଚାଞ୍ଚଲ୍ୟକର ଅନର କିଲିଂ ମାମଲା ସାମନାକୁ ଆସିଛି। ବିବାହର ୩ ଦିନ ପୂର୍ବରୁ ଜଣେ ବାପା ତାଙ୍କ ଝିଅଙ୍କୁ ପୋଲିସ ସମ୍ମୁଖରେ ଗୁଳିକରି ହତ୍ୟା କରିଛନ୍ତି। ୨୦ ବର୍ଷୀୟା ତନୁ ନାମ୍ନୀ ଜଣେ ଯୁବତୀଙ୍କ…

କାଉ କେତେ ବର୍ଷ ବଞ୍ଚିଥାଏ? ଉତ୍ତର ଜାଣିଲେ ଚମକି ପଡ଼ିବେ…

ସବୁଠାରୁ ଚାଲାକ ପକ୍ଷୀଙ୍କ କଥା ଉଠିଲେ କାଉର ନାଁ ମନକୁ ଆସିଥାଏ। କାଉ ବାସ୍ତବରେ ବେଶ ଚାଲାକ। ଏହାକୁ ନେଇ ଅନେକ କାହାଣୀ ଲୋକପ୍ରିୟ ହୋଇ ରହିଛି। ଗୋଡି ପକାଇ ପାଣି ପିଇବାର କାହାଣୀ ଆଜି ବି ସ୍କୁଲ ପୁସ୍ତକରେ ରହିଛି।…

ଭାରତର ଏଭଳି ଭାଷା, ଯାହାକୁ ସିଧା କି ଓଲଟା ପଢ଼ିଲେ ବଦଳେ ନାହିଁ ନାମ; ଜାଣନ୍ତୁ…

ଭାରତ ଏହାର ଧର୍ମ, ସଂସ୍କୃତି ଏବଂ ଭାଷାକୁ ନେଇ ପରିଚିତ। ହେଲେ କେବଳ ଗୋଟିଏ ଭାଷା ଏଭଳି ରହିଛି ଯାହାକୁ ଓଲଟା ପଢ଼ କିମ୍ବା ସିଧା ଏହାର ନାମ ବଦଳି ନ ଥାଏ। ଏହା ୫ ଅକ୍ଷର ବିଶିଷ୍ଟ। ଏହାକୁ ଆଗରୁ…

ରାଜାରାଣୀଙ୍କ ଝାମୁ ଯାତ୍ରା ସହ ଶେଷ ହେଲା ଆଦିବାସୀଙ୍କ ପୌଷ ପର୍ବ

ଥୁଆମୂଳ ରାମପୁର,,୧୫।୧(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଠାରେ ମାଳି ଚଗା ବା ରାଜାରାଣୀ ଝାମୁ ଯାତ୍ରା ସହ ଶେଷ ହେଲା ଆଦିବାସୀଙ୍କ ପୌଷ ପର୍ବ। ବୁଧବାର ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ କୋଷାବରା ସ୍ଥିତ ହେଲୋ ପ୍ୟାଣ୍ଟ୍…

କଂଗ୍ରେସର ନୂଆ ଠିକଣା- ‘ଇନ୍ଦିରା ଭବନ’

ନୂଆଦିଲ୍ଲୀ,୧୫।୧: କଂଗ୍ରେସ ଦଳର ନୂଆ ଠିକଣା ’ଇନ୍ଦିରା ଭବନ’। ବୁଧବାର ଦଳର ନୂତନ ମୁଖ୍ୟାଳୟ ଉଦ୍‌ଘାଟିତ ହୋଇଛି। କଂଗ୍ରେସ ସଂସଦୀୟ ଦଳ ନେତା ସୋନିଆ ଗାନ୍ଧୀ ଫିତା କାଟି ନୂତନ ମୁଖ୍ୟାଳୟର ଉଦଘାଟନ କରିଛନ୍ତି। ସେହିଭଳି ଦଳର ମୁଖ୍ୟ ମଲ୍ଲିକାର୍ଜୁନ ଖାର୍ଗେ…

ଖେଳିବା ତ ଦୂରର କଥା, ଶେଯରୁ ଉଠି ପାରୁନାହାନ୍ତି ବୁମ୍‌ରା; ଆସିଲା ଚିନ୍ତାଜନକ ଖବର…

ନୂଆଦିଲ୍ଲୀ,୧୫।୧: ଟିମ୍‌ ଇଣ୍ଡିଆକୁ ଲାଗିପାରେ ବଡ଼ ଝଟ୍‌କା। ତାରକା ବୋଲର୍‌ ଜସପ୍ରିତ ବୁମ୍‌ରାଙ୍କ ଖେଳିବାକୁ ନେଇ ଅନିଶ୍ଚିତତା ବଢ଼ିବାରେ ଲାଗିଛି। କାରଣ ଖେଳିବା ତ ଦୂରର କଥା ଏବେ ଶେଯରୁ ଉଠିପାରୁନାହାନ୍ତି ସେ। କାରଣ ତାଙ୍କୁ ଡାକ୍ତରମାନେ ବେଡ୍‌ ରେଷ୍ଟ ନେବାକୁ…

ଅବସରକୁ ନେଇ ଅଶ୍ୱିନଙ୍କ ବଡ଼ ବୟାନ, କହିଲେ ‘ମୁଁ ଆହୁରି ଖେଳିବାକୁ ଚାହୁଁଥିଲି ହେଲେ…’

ନୂଆଦିଲ୍ଲୀ,୧୫।୧: ଭାରତୀୟ କ୍ରିକେଟ ଟିମ୍‌ର ଭେଟେରାନ୍‌ ବୋଲର୍‌ ରବିଚନ୍ଦ୍ରନ ଅଶ୍ୱିନ ଅଷ୍ଟ୍ରେଲିଆ ବିପକ୍ଷରେ ଖେଳାଯାଇଥିବା ବର୍ଡର ଗାଭାସ୍କର ଟ୍ରଫି ମଝିରେ ହଠାତ ସନ୍ନ୍ୟାସ ନେଇ ସମସ୍ତଙ୍କୁ ଚମକାଇଥିଲେ। ତାଙ୍କର ଏଭଳି ବଡ଼ ନିଷ୍ପତ୍ତି ପଛରେ କ’ଣ କାରଣ ଥିଲା ଏହାକୁ ନେଇ…

ଶ୍ରୀମନ୍ଦିରରେ ଟଳିପଡ଼ିଲେ ସୁଆର ବଡୁ ସେବାୟତ

ପୁରୀ,୧୫ା୧(ଅଜିତ ମହାନ୍ତି): ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସେବା କରିବା ସମୟରେ ଜଣେ ସୁଆରବଡୁ ସେବକଙ୍କ ମୃତ୍ୟୁ ଘଟିଛି। ମୃତ ସେବାୟତ ଜଣଙ୍କ ହେଉଛନ୍ତି ଜଗନ୍ନାଥ ସୁନାଥାଳି। ଶ୍ରୀମନ୍ଦିରରେ ଦ୍ୱିପ୍ରହର ଧୂପ ପାଇଁ ସିଂହାସନରେ ପାଣି ପକାଉଥିବା ସମୟରେ ଜଗନ୍ନାଥ ଛାତିରେ ଗଭୀର ଯନ୍ତ୍ରଣା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri