ଦୁଇ ଦିନରେ ପୋଲିସକୁ ଦ୍ୱିତୀୟ ସଫଳତା: ୭ ଲକ୍ଷ ଟଙ୍କା ଲୁଟ୍ ମାମଲାର ହେଲା ପର୍ଦ୍ଦାଫାଶ
ଗଜପତି,୩।୮(ଗିରିଧାରୀ ପରିଛା): ଗଜପତି ଜିଲାରେ ଟଙ୍କା ଲୁଟ୍ ଘଟଣାରେ ପୁଣି ଏକ ବଡ଼ ସଫଳତା ହାସଲ କରିଛି ଗାରାବନ୍ଧା ପୋଲିସ । ଦୁଇ ଦିନ ମଧ୍ୟରେ ଜିଲାରେ ଘଟିଥିବା ଦୁଇଟି ପୃଥକ ଲୁଟ୍ ମାମଲାରେ ପୋଲିସ ଦ୍ରୁତ ତଦନ୍ତ କରି ଅଭିଯୁକ୍ତଙ୍କୁ…
ଭତ୍ତା ପାଇଁ ହଟହଟା: ଜିଲାପାଳଙ୍କୁ ଫେରାଦ ହେଲେ ବୃଦ୍ଧାବୃଦ୍ଧ
ବରଗଡ଼,୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ବିଭିନ୍ନ ଅଞ୍ଚଳର ବୃଦ୍ଧାବୃଦ୍ଧ ଦୀର୍ଘ ମାସ ହେଲା ବାର୍ଦ୍ଧକ୍ୟ ଭତ୍ତାରୁ ବଞ୍ଚିତ ହୋଇଥିବା ଅଭିଯୋଗ ହୋଇଛି । ବ୍ୟାଙ୍କକୁ ଗଲେ କେତେବେଳେ ସେମାନଙ୍କୁ ମିଳୁଥିବା ଭତ୍ତା ରାଶି ଜମା ହୋଇ ନଥିବା କୁହାଯାଉ ଥିବାବେଳେ ଆଉ…
‘୨୫ ଦିନ ଅନଶନ କରନ୍ତୁ, ତା’ପରେ ଇସ୍ତଫା ଦେବି’: ଗୃହମନ୍ତ୍ରୀଙ୍କ ବୟାନକୁ ନେଇ ଭାଜପା ନିଆଁ
ନୂଆଦିଲ୍ଲୀ,୩।୮: ଭାରତୀୟ ଜନତା ପାର୍ଟି (BJP) କର୍ନାଟକ ଗୃହମନ୍ତ୍ରୀ ପ୍ରିୟଙ୍କ ଖାର୍ଗେଙ୍କର ଏକ ବୟାନକୁ ଶେୟାର କରି ତାଙ୍କୁ ଟାର୍ଗେଟ କରିଛି। ଭିଡିଓରେ ପ୍ରିୟଙ୍କ ଖାର୍ଗେ କହୁଥିବାର ନଜର ଆସୁଛନ୍ତି ଯେ ଆନ୍ଦୋଳନ କରୁଥିବା ଛାତ୍ରମାନେ ପ୍ରଥମେ ୨୫ ଦିନ ପର୍ଯ୍ୟନ୍ତ…
ନୂଆ ଅବତାରରେ ଧୋନୀ: ଭାଇରାଲ ହେଉଛି VIDEO
ରାଞ୍ଚି,୩।୮: ପୁଣି ଚର୍ଚ୍ଚାରେ ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ। ତାଙ୍କୁ ଏକ ନୂଆ ଅବତାରରେ ଦେଖାଯାଇଛି। ଧୋନୀ ଏକ ରେସଟ୍ରାକରେ ବାଇକ ଚଲାଉଥିବାର ଦେଖାଯାଇଛି। ଏହାର ଭିଡିଓ ଭାଇରାଲ ହୋଇଛି। ମାହିଙ୍କ ବାଇକ ପ୍ରତି ପ୍ରେମ…
୧୫ ବର୍ଷୀୟା ଛାତ୍ରୀଙ୍କୁ ଅପହରଣ କରି ବଳାତ୍କାର ଅଭିଯୋଗ, ୪ ମାସ ପରେ ଯୁବକଙ୍କୁ ପୋଲିସ ଧରି…
ଦିଗପହଣ୍ଡି,୩।୮(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁର ୯ମ ଶ୍ରେଣୀରେ ପଢୁଥିବା ଜଣେ ୧୫ ବର୍ଷୀୟା ଛାତ୍ରୀଙ୍କୁ ଅପହରଣ କରି ବଳାତ୍କାର କରିଥିବା ଅଭିଯୋଗରେ ଯୋଗେନ୍ଦ୍ର ଗୌଡ଼ ନାମକ ଯୁବକଙ୍କୁ ତଦନ୍ତକାରୀ ଅଧିକାରୀ ୪…
ଚା’ ପିଉଥିବା ବେଳେ ବ୍ୟକ୍ତିଙ୍କୁ ଛୁରାମାଡ଼, ଗୁରୁତର ଅବସ୍ଥାରେ ଭଦ୍ରକ ମେଡିକାଲକୁ ସ୍ଥାନାନ୍ତର
ଧାମନଗର,୩।୮(କାଳିନ୍ଦୀ ବେହେରା): ଭଦ୍ରକ ଜିଲା ଧୁଷୁରୀ ଥାନା ଅଧୀନସ୍ଥ କୋଠାର ପଞ୍ଚାୟତ ଅନ୍ତର୍ଗତ ମିର୍ଘାଟକୁଳ ଗ୍ରାମରେ ସୋମବାର ସନ୍ଧ୍ୟାରେ ଏକ ଛୁରାମାଡ଼ ଘଟଣାକୁ ନେଇ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଛି। ସ୍ଥାନୀୟ ସୂତ୍ର ଅନୁଯାୟୀ, ମିର୍ଘାଟକୁଳ ଗ୍ରାମର ଗୌରାଙ୍ଗ ମାଲିକ (ପିତାତନୁ…
ମଙ୍ଗଳବାର ରାଷ୍ଟ୍ରପତିଙ୍କ ତପ୍ତପାଣି ଗସ୍ତ: ମା’ କନ୍ଧୁଣି ଦେବୀଙ୍କୁ କରିବେ ପୂଜାର୍ଚ୍ଚନା, ସୁରକ୍ଷା ବ୍ୟବସ୍ଥା କଡାକଡି
ଦିଗପହଣ୍ଡି,୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ – ଗଜପତି ସୀମାନ୍ତ ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣିକୁ ମଙ୍ଗଳବାର ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।ରାଷ୍ଟ୍ରପତିଙ୍କ ଗ୍ରସ୍ତକୁ ଦୃଷ୍ଟିରେ ରଖି ତପ୍ତପାଣିର ସମଗ୍ର ଅଞ୍ଚଳରେ ସୋମବାର ଠାରୁ ପୋଲିସ ଛାଉଣୀ ହୋଇଯାଇଛି। ବ୍ରହ୍ମପୁର ଠାରୁ…
୧୦ ଦିନରେ ୩ ସ୍ଥାନରେ ବଡ଼ଧରଣର ଲୁଟ୍କୁ ନେଇ ଖେଳିଗଲା ଆତଙ୍କ: ସିସିଟିଭି ଲଗାଇବାକୁ ପରାମର୍ଶ ଦେଲେ ଏସଡିପିଓ
ଦାରିଙ୍ଗବାଡି, ୩ ।୮ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗତ କିଛି ଦିନ ହେଲା ଲୁଟେରା ମାତିଛନ୍ତି । ୧୦ ଦିନ ମଧ୍ୟରେ ୩ଟି ସ୍ଥାନରେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ଲୁଟ ଘଟଣାକୁ ନେଇ ଆତଙ୍କ ଖେଳିଯାଇଛି।…
କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ଲାଗୁ ହେଲା ପେଟ୍ରୋଲ-ଡିଜେଲର ନୂଆ ଦାମ୍
ନୂଆଦିଲ୍ଲୀ,୩।୮: ଅନ୍ତର୍ଜାତୀୟ ବଜାରରେ କଞ୍ଚା ତେଲର ଦର ଏବଂ ତେଲ କମ୍ପାନୀଗୁଡ଼ିକର ରୋଜଗାରକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ପେଟ୍ରୋଲ ଏବଂ ଡିଜେଲ ରପ୍ତାନି ଉପରେ ଲାଗୁ ହେଉଥିବା ‘ୱିଣ୍ଡଫଲ ଟ୍ୟାକ୍ସ’ (Windfall Tax) ରେ ପୁଣିଥରେ ପରିବର୍ତ୍ତନ କରିଛନ୍ତି। ନୂତନ…
ଜରି ବ୍ୟାଗରେ ନେଇ ଯାଉଥିଲେ ଦେଶୀ ମଦ ପାଉଚ, ଅଚାନକ ପଛରୁ ଧରିଲା ଅବକାରୀ ଥାନା ପୋଲିସ, ତା’ପରେ…
ଦିଗପହଣ୍ଡି,୩।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଅବକାରୀ ଥାନା ପୋଲିସ ବି. ତୁରୁୁବୁଡ଼ି ଗ୍ରାମର ରମେଶ ରେଡ୍ଡୀଙ୍କୁ ଅବକାରୀ ଥାନା ମାମଲା ନଂ.୭୫/୨୬-୨୭ ଅନୁଯାୟୀ ଗିରଫ କରିଛନ୍ତି। ତାଙ୍କ ନିକଟରୁ ୪୭ଟି ଦେଶୀ ମଦ ପାଉଚ ଜବତ କରାଯାଇଛି। ଥାନା ଓଆଇସି ସସ୍ମିତା…
ମ୍ୟାଚ୍ ଫିକ୍ସଂ କରି ୮ ବର୍ଷ ବାସନ୍ଦ ହେଲେ ଏହି କ୍ରିକେଟର
ଦୁବାଇ,୩ା୮: ୟୁଏସ୍ଏ ଖେଳାଳି ବୋଦୁଗମ ଅଖିଳେଶ ରେଡ୍ଡୀ ଏକ ମ୍ୟାଚ୍ ଫିକ୍ସଂ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ୮ ବର୍ଷ ଲାଗି ସମସ୍ତ ପ୍ରକାର କ୍ରିକେଟରୁ ବାସନ୍ଦ ହୋଇଛନ୍ତି। ଏ ନେଇ ଆଇସିସି ଆଣ୍ଟି-କରପସନ ଟ୍ରିବ୍ୟୁନାଲ ପକ୍ଷରୁ ସୋମବାର କୁହାଯାଇଛି। ଏହି…
ରାଗିକି ଇସ୍ତଫା ଦେଲେ ୨ ବିଧାୟକ
ବେଙ୍ଗାଲୁରୁ,୩।୮: କର୍ନାଟକରେ କଂଗ୍ରେସ ସରକାରଙ୍କ କ୍ୟାବିନେଟ ବିସ୍ତାରକୁ ନେଇ ଚାଲିଥିବା କଳ୍ପନାଜଳ୍ପନାର ଅନ୍ତ ଘଟିଥିବାବେଳେ ନୂତନ ଭାବରେ ପ୍ରକାଶିତ ମନ୍ତ୍ରୀ ତାଲିକା ସେହି ବିଧାୟକମାନଙ୍କୁ ନିରାଶ କରିଛି ଯେଉଁମାନେ କ୍ୟାବିନେଟ ପାହ୍ୟା ପାଇଁ ଆଶା ରଖିଥିଲେ। କ୍ୟାବିନେଟ ବିସ୍ତାର ପୂର୍ବରୁ ଦୁଇ…

