ସାମ୍ନାକୁ ଆସିଲା ସୁନ୍ଦରୀ ସ୍ବାଧୀ ହର୍ଷାଙ୍କ ସତ! ଏହି କାମ କରି ରୋଜଗାର କରୁଛନ୍ତି କୋଟି କୋଟି ଟଙ୍କା
ନୂଆଦିଲ୍ଲୀ,୧୫।୧: ମହାକୁମ୍ଭ ୨୦୨୫ରେ କୋଟି କୋଟି ଭକ୍ତଙ୍କ ଭିଡ଼ରେ, ବାବା ଓ ନାଗାସାଧୁଙ୍କ ମଧ୍ୟରେ ଯିଏ ଅଧିକ ଭାଇରାଲ ହେଛନ୍ତି ସେ ହେଲେ ସ୍ବାଧୀ ହର୍ଷାରିଚାରିଆ। ମହାକୁମ୍ଭରେ ପହଞ୍ଚିବା ପରେ ସୁନ୍ଦରୀ ହର୍ଷାଙ୍କ ଲୁକ ବହୁତ ପସନ୍ଦ କରାଯାଉଛି, ଏହି କାରଣରୁ…
୧୯, ୧୦୬ ଜଣ ହିତାଧିକାରୀ ପାଇଲେ ବର୍ଦ୍ଧିତ ଭତ୍ତା
ଖୋର୍ଦ୍ଧା,୧୫ା୧(ପ୍ରଭାତ ପାଣିଗ୍ରାହୀ): ସାମାଜିକ ସୁରକ୍ଷା ଭତ୍ତା ୩୫୦୦ ଟଙ୍କାକୁ ବୃଦ୍ଧି ପାଇଲା। ମଧୁବାବୁ ଭତ୍ତା ଯୋଜନା ଓ ଜାତୀୟ ସାମାଜିକ ସୁରକ୍ଷା ଅଧୀନରେ ବୃଦ୍ଧାବୃଦ୍ଧଙ୍କୁ ମିଳିବ ଏହି ବର୍ଦ୍ଧିତ ଭତ୍ତା। ୮୦ ବର୍ଷରୁ ଅଧିକ ବରିଷ୍ଠ ନାଗରିକ ଏବଂ ୮୦ ପ୍ରତିଶତ…
ବ୍ରାଡ୍ ପିଟ୍ଙ୍କ ନାଁରେ ୮ ଲକ୍ଷ ୟୁରୋ ଠକେଇ
ପ୍ୟାରିସ୍, ୧୫ା୧: ଫ୍ରାନ୍ସରେ ଇଣ୍ଟେରିଅର ଡିଜାଇନର ଭାବେ କାର୍ଯ୍ୟରତ ଆନି ପ୍ରାୟ ୮ ଲକ୍ଷ ୟୁରୋ ମୂଲ୍ୟର ଠକାମିର ସମ୍ମୁଖୀନ ହୋଇଛନ୍ତି। ହଲିଉଡ୍ ଅଭିନେତା ବ୍ରାଡ୍ ପିଟଙ୍କ ବିଭିନ୍ନ ଡିପ୍ଫେକ ଫଟୋ ଏବଂ ଭିଡିଓର ବ୍ୟବହାର କରି ଠକ ଆନିଙ୍କ ବିଶ୍ୱାସ…
ମେଟା: ଚିନ୍ତାରେ କେନ୍ଦ୍ର
ନୂଆଦିଲ୍ଲୀ,୧୫।୧: ଆମେରିକୀୟ ସୋସିଆଲ ମିଡିଆ ଜାଏଣ୍ଟ ମେଟା ସିଇଓ ମାର୍କ ଜୁକରବର୍ଗ ଜାନୁଆରୀ ୧୦ରେ ପୋଡ୍କାଷ୍ଟର ଜୋ ରୋଗାନ୍ଙ୍କୁ ସାକ୍ଷାତକାର ଦେଇ କହିଥିଲେ, ୨୦୨୪ ଅଧିକାଂଶ ଦେଶରେ ନିର୍ବାଚନର ବର୍ଷ ଥିଲା। ସରକାରଙ୍କ କୋଭିଡ୍ ପରିଚାଳନା ଓ ତତ୍ ପରବର୍ତ୍ତୀ ମୁଦ୍ରାସ୍ଫୀତି…
ମାଟ୍ରିକ୍ ପ୍ରଶ୍ନପତ୍ରରେ ରହିବ ବାର୍କୋଡ୍
କଟକ,୧୫ା୧:(କାର୍ତ୍ତିକ ସାହୁ): ମାଟ୍ରିକ୍ ପରୀକ୍ଷାରେ ପ୍ରଶ୍ନପତ୍ର ଭାଇରାଲ ରୋକିବାକୁ ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ପକ୍ଷରୁ ଚଳିତବର୍ଷ ନୂତନ ପଦକ୍ଷେପ ନିଆଯାଇଛି। ଏଥର ମାଟ୍ରିକ୍ ପରୀକ୍ଷା ପ୍ରଶ୍ନୋତ୍ତର ଖାତାରେ ବାର୍କୋଡ୍ ରହିବ, ଯଦ୍ଦ୍ବାରା ପ୍ରଶ୍ନପତ୍ର ଭାଇରାଲ ହେଲେ ସେ ସଂକ୍ରାନ୍ତରେ ସବିଶେଷ…
‘ଶିକ୍ଷା ବିନା ଜୀବନର ମୂଲ୍ୟ କିଛି ନାହିଁ, ମା’ମାନେ ଶିକ୍ଷିତ ହେବା ଜରୁରୀ’
ଦାରିଙ୍ଗବାଡ଼ି,୧୫ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଉଲିପଦର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ମଦନମୋହନ ବେହେରାଙ୍କ ଅଧ୍ୟକ୍ଷତାରେ ଉତ୍ସବକୁ ଦାରିଙ୍ଗବାଡି ତହସିଲଦାର ଶରତ ଶବର…
ଓଡ଼ିଶା ସ୍ବାସ୍ଥ୍ୟ ସେବାରେ ମୋଦି ଗ୍ୟାରେଣ୍ଟି
ଓଡ଼ିଶାର ସ୍ବାସ୍ଥ୍ୟସେବା ଇତିହାସରେ ଜାନୁଆରୀ ମାସ ୧୩ ତାରିଖ ସ୍ବର୍ଣ୍ଣାକ୍ଷରରେ ଲିପିବଦ୍ଧ ହୋଇ ରହିବ। କେନ୍ଦ୍ର ସରକାରଙ୍କ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନାରେ ଦେଶରେ ୩୩ଟି ରାଜ୍ୟ ସାମିଲ ହୋଇଥିଲେ ବି ଓଡ଼ିଶା ସମେତ ୩ଟି ରାଜ୍ୟ ସରକାର…
ଏହି ହିତାଧିକାରୀଙ୍କୁ ଟଙ୍କା ବାଣ୍ଟିଲେ ମୁଖ୍ୟମନ୍ତ୍ରୀ, ବଢିକି ଆସିଲା ଭତ୍ତା
ଭୁବନେଶ୍ୱର,୧୫।୧: ଭତ୍ତା ଟଙ୍କା ବାଣ୍ଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏଥର ହିତାଧିକାରୀଙ୍କୁ ଡକାଇ ସିଧାସଳଖ ବାଣ୍ଟିଲେ ଚେକ । ହିତାଧିକାରୀଙ୍କୁ ମିଳିଲା ୩୫୦୦ ଟଙ୍କା । ୮୦ ବର୍ଷ ବୟସରୁ ଉଦ୍ଧର୍ବ ବୟସ୍କଙ୍କୁ ଭତ୍ତା ବାଣ୍ଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ…
ଯୁଦ୍ଧରେ କେରଳ ଯୁବକଙ୍କ ମୃତ୍ୟୁ ପରେ ଆକ୍ସନକୁ ଆସିଲା ନୂଆଦିଲ୍ଲୀ
ନୂଆଦିଲ୍ଲୀ,୧୫।୧: ୟୁକ୍ରେନ୍ ଯୁଦ୍ଧରେ ରୁଷିଆ ପାଇଁ ଲଢୁଥିବା ଜଣେ କେରଳୀ ଯୁବକଙ୍କ ମୃତ୍ୟୁ ଓ ଅନ୍ୟ ଜଣେ ଆହତ ହେବା ଘଟଣାକୁ ଭାରତର ବହିର୍ବ୍ୟାପାର ମନ୍ତ୍ରଣାଳୟ ମସ୍କୋ ନିକଟରେ ଉଠାଇଛି। ସେନାରେ ସାମିଲ ହୋଇଥିବା ସମସ୍ତ ଭାରତୀୟଙ୍କୁ ତୁରନ୍ତ ଫେରାଇଦେବା ପାଇଁ…
କଳାବାଘ ଚମଡ଼ା ଜବତ, ୪ ଜଣଙ୍କୁ ବାନ୍ଧିଲା ବନବିଭାଗ
ବାରିପଦା,୧୫ା୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ(ଏସ୍ଟିଆର୍) ପ୍ରକଳ୍ପରୁ ଶିକାରୀ ଏବଂ ବନ୍ୟପ୍ରାଣୀ ସାମଗ୍ରୀର ଅବୈଧ ବ୍ୟବସାୟୀଙ୍କ ବିରୋଧରେ ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଶିମିଳିପାଳ ଅଭୟାରଣ୍ୟରୁ ଶିକାର ହୋଇଥିବା କଳାବାଘ ଚମଡ଼ା ଓ ନଖକୁ ଜବତ କରାଯିବା ସହିତ…
ଉନ୍ନତିକରଣ ନାଁରେ ପୋତାଗଡ଼ରୁ କଟାଗଲା ଶହଶହ ଗଛ
ଗଞ୍ଜାମ,୧୫ା୧(ବିଦ୍ୟାଧର ସାହୁ): ଗଞ୍ଜାମ ସହରସ୍ଥିତ ଐତିହାସିକ ପୋତାଗଡ଼ ଅବସ୍ଥିତ। ବର୍ତ୍ତମାନ ପୋତାଗଡ଼ର ଉନ୍ନତିକରଣ କାର୍ଯ୍ୟ ଚାଲୁ ରହିଛି। କିନ୍ତୁ ଉନ୍ନତିକରଣ ନାମରେ ସେଠାରେ ଥିବା ଶହ ଶହ ବିଭିନ୍ନ ପ୍ରକାର ଗଛକୁ କଟାଯିବାକୁ ନେଇ ବୁଦ୍ଧିଜୀବୀ ମହଲରେ ତୀବ୍ର ଅସନ୍ତୋଷ ଥିବା…
video: ପ୍ରେମିକାଙ୍କୁ ବଶୀଭୂତ କରିବାର ଉପାୟ! ମହାକୁମ୍ଭର ସୁନ୍ଦରୀ ସ୍ବାଧୀ ହର୍ଷା ଦେଲେ ମନ୍ତ୍ର, ୧୧ଦିନ ଭିତରେ କାମ ନ ଦେଲେ…
ନୂଆଦିଲ୍ଲୀ,୧୫।୧:ପ୍ରୟାଗରାଜରେ ଅନୁଷ୍ଠିତ ମହାକୁମ୍ଭରେ ଦେଶ ଏବଂ ବିଶ୍ୱର ବିଭିନ୍ନ ସ୍ଥାନରୁ ସନ୍ଥ ଏବଂ ମୁନିମାନଙ୍କ ସହିତ କୋଟି କୋଟି ଭକ୍ତଙ୍କ ସମାଗମ ହୋଇଛି। ବିଶ୍ୱାସର ଏହି ମହାନ କୁମ୍ଭରେ, ଅନେକ ସନ୍ଥ ଏବଂ ମୁନିମାନଙ୍କ ସହିତ, ଜଣେ ସାଧ୍ୱୀ ଏବେ ଚର୍ଚ୍ଚାରେ…
Archives


