Home Left

ବୋଦା ଭୋଜି ଖାଇବାକୁ ଯାଉଥିଲେ, ଓଲଟିଲା ପିକଅପ୍‌ ଭ୍ୟାନ: ୨ ମୃତ, ୧୫ ଆହତ

ଭଞ୍ଜନଗର,୧୩।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ସୋରଡ଼ା ଭଞ୍ଜନଗର ମୁଖ୍ୟ ରାସ୍ତାର କୁଲାଙ୍ଗି ଗ୍ରାମ ନିକଟରେ ମଙ୍ଗଳବାର ଏକ କଲଭର୍ଟକୁ ଏକ ପିକଅପ ଭ୍ୟାନ ଗାଡି ଧକ୍କା ଲଗାଇ ଓଲଟି ପଡିଥିଲା। ଫଳରେ ଗାଡିରେ ବୋଦା ଭୋଜି ଖାଇବାକୁ ଯାଉଥିବା ୧୭ରୁ ଉଦ୍ଧର୍‌ବ…

ପୂର୍ବାନୁମାନ ହେଲା ସତ: ଆଣ୍ଡାମାନ ଛୁଇଁଲା ମୌସୁମୀ

ନୂଆଦିଲ୍ଲୀ,୧୩।୫: ଭାରତ ପାଣିପାଗ ବିଭାଗ(ଆଇଏମ୍‌ଡି) ପକ୍ଷରୁ କରାଯାଇଥିବା ପୂର୍ବାନୁମାନ ସତ ହୋଇଛି। ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଆଣ୍ଡାମାନ ସାଗର ଛୁଇଁଛି। ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ମଙ୍ଗଳବାର ଦକ୍ଷିଣ ବଙ୍ଗୋପସାଗର, ଦକ୍ଷିଣ ଆଣ୍ଡାମାନ ଆଗକୁ ବଢ଼ିବ। ପରେ ନିକୋବର ଦୀପ…

ପାକିସ୍ତାନ ମିଛର ପର୍ଦ୍ଦାଫାଶ କଲେ ମୋଦି: ଆଦମପୁର ଏୟାରବେସ୍‌ରେ ପହଞ୍ଚି ଦେଲେ ବଡ଼ ବାର୍ତ୍ତା

ନୂଆଦିଲ୍ଲୀ,୧୩।୫: ‘ଅପରେଶନ ସିନ୍ଦୂର’ ମାଧ୍ୟମରେ ପାକିସ୍ତାନକୁ କଡ଼ା ଜବାବ ଦେବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ପଞ୍ଜାବର ଆଦମପୁର ଏୟାରବେସରେ ପହଞ୍ଚିଛନ୍ତି। ଏଠାରେ ସେ ସେନା ସୈନିକମାନଙ୍କୁ ଭେଟିଛନ୍ତି। ସେ ବାୟୁସେନାର ସାହସୀ ସୈନିକମାନଙ୍କ ସହିତ ମଧ୍ୟ ଆଲୋଚନା କରିଛନ୍ତି।…

ଯୁଦ୍ଧ ବିରତି ପରେ ଜମ୍ମୁ-କଶ୍ମୀରରେ ଏନକାଉଣ୍ଟର, ସୁରକ୍ଷାକର୍ମୀଙ୍କ ସର୍ଚ୍ଚ ଅପରେଶନ ଜାରି

ଯୁଦ୍ଧ ବିରତି ପରେ ଜମ୍ମୁ-କଶ୍ମୀରରେ ଏନକାଉଣ୍ଟର, ସୁରକ୍ଷାକର୍ମୀଙ୍କ ସର୍ଚ୍ଚ ଅପରେଶନ ଜାରି ଶ୍ରୀନଗର,୧୩।୪: ଜମ୍ମୁ ଓ କଶ୍ମୀରର ଶୋପିଆନରେ ସୁରକ୍ଷା ବାହିନୀ ସହ ଏନକାଉଣ୍ଟରରେ ତିନି ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। ଏହି ଅଞ୍ଚଳରେ ଆଉ ଜଣେ ଆତଙ୍କବାଦୀ ଉପସ୍ଥିତ ଥାଇପାରନ୍ତି…

ବିଷାକ୍ତ ମଦ ନେଲା ୧୪ ଜୀବନ: ୬ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ

ଅମୃତସର,୧୩।୫: ପଞ୍ଜାବର ଅମୃତସର ଅନ୍ତର୍ଗତ ମାଜିଥା ଅଞ୍ଚଳରେ ବିଷାକ୍ତ ମଦ ପିଇ ୧୪ ଜଣଙ୍କର ମୃତ୍ୟୁ ହୋଇଛି। ୬ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ସମସ୍ତ ଆହତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ମୃତକଙ୍କ ମଧ୍ୟରେ ଭାଙ୍ଗାଲି କାଲାନ, ମାର୍ଡି କାଲାନ ଏବଂ…

ଜାତୀୟ ରାଜପଥରେ ମରଣାନ୍ତକ ଆକ୍ରମଣ କରି ଲୁଟ୍‌: ୨ ଗୁରୁତର

ଅତାବିରା, ୧୩।୫(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅଞ୍ଚଳରେ କିଛି ଦିନ ହେଲା ଅପରାଧ ବଢ଼ିବାରେ ଲାଗିଛି l ୨ ଦିନ ହେବ ସ୍ଥାନୀୟ ଥାନା ଅନ୍ତର୍ଗତ ସରଣ୍ଡା ମହାପାତ୍ର ପଡ଼ା ଗ୍ରାମବାସୀ ଅସାମାଜିକ କାର୍ଯ୍ୟ କଳାପ ବୃଦ୍ଧି ଯୋଗୁ…

ଦେଶସେବା ପାଇଁ ସ୍ତ୍ରୀଙ୍କୁ ହସ୍ପିଟାଲରେ ଛାଡ଼ି ପଳାଇଥିଲେ ଯବାନ ସ୍ବାମୀ: ଶେଷରେ ଆଖି ବୁଜିଲେ ଜଶ୍ମିନ

ସମ୍ବଲପୁର, ୧୩।୫(ପ୍ରମୋଦ ବହିଦାର): ଦେଶ ମାତୃକାରେ ସୁରକ୍ଷା ପାଇଁ ସୀମାରେ ନିୟୋଜିତ ଜଣେ ଯବାନଙ୍କ ସ୍ତ୍ରୀ ବୁର୍ଲା ଭିମସାରରେ ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଛନ୍ତି। ଦୀର୍ଘ ୧୫ ଦିନ ଧରି ଜୀବନ ସହ ସଂଗ୍ରାମରେ ହାରି ଯାଇ ଯବାନ ଦେବରାଜ ଗଣ୍ଡଙ୍କ…

ପ୍ରକାଶ ପାଇଲା CBSE ଦ୍ବାଦଶ ରେଜଲ୍ଟ

ଭୁବନେଶ୍ୱର,୧୩।୫: ମଙ୍ଗଳବାର ପ୍ରକାଶ ପାଇଛି CBSE ଦ୍ବାଦଶ ରେଜଲ୍ଟ । ଦ୍ବାଦଶରେ ୮୮.୩୯% ଛାତ୍ରୀଛାତ୍ର ପାସ କରିଛନ୍ତି। ଭୁବନେଶ୍ବରରେ ପାସହାର ରହିଛି ୮୩.୬୪%। ଦେଶରେ ଛାତ୍ରୀଙ୍କ ପାସହାର ୯୧.୬୪%, ଛାତ୍ରଙ୍କ ପାସହାର ୮୫.୭୦% ରହିଛି। JNV- ୯୯.୨୯%, KV-୯୯.୦୫%, STSS-୯୮.୯୬% ପାସ…

ମାନିଲା ପାକିସ୍ତାନ! ଭାରତର ଆକ୍ରମଣରେ ନିହତ ହୋଇଛନ୍ତି ୧୧ ଯବାନ, ୭୮ ଆହତ

ଇସଲାମାବାଦ,୧୩।୫: ଜମ୍ମୁ ଏବଂ କଶ୍ମୀରର ପହଲଗାମରେ ୨୨ ଏପ୍ରିଲରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ୬-୭ ମେ’ ରାତିରେ ପାକିସ୍ତାନ ବିରୁଦ୍ଧରେ ପ୍ରତିଶୋଧ ନେଇଥିଲା। ଭାରତ ପାକିସ୍ତାନରେ ପ୍ରବେଶ କରି ୯ଟି ଆତଙ୍କବାଦୀ ଆଡ୍ଡାକୁ ସମ୍ପୂର୍ଣ୍ଣ ଧ୍ୱଂସ କରିଥିଲା, ଯେଉଁଥିରେ…

କେମିତି ବଢାଇବେ ପିଲାଙ୍କ ସୋସିଆଲ ସ୍କିଲ୍‌: ଆପଣାନ୍ତୁ ଏହି ଟିପ୍ସ

ପିଲାଙ୍କ ସମ୍ପୂର୍ଣ୍ଣ ବିକାଶ ନିମନ୍ତେ ସୋସିଆଲ ସ୍କିଲ୍‌ ମଧ୍ୟ ବଢ଼ାଇବାକୁ ହୋଇଥାଏ। ପିଲାମାନେ ଯଦି ଏହି କ୍ଷେତ୍ରରେ ଦୁର୍ବଳ ରହିଥାନ୍ତି ତେବେ ମାତାପିତା ଏଥିପ୍ରତି ଦୃଷ୍ଟିଦେବା ଜରୁରୀ। ପିଲାଙ୍କୁ ଶେୟାରିଂ ଗୁଣ ଶିଖାନ୍ତୁ। ଫଳରେ ପିଲାମାନେ ସମସ୍ତଙ୍କ ସହ ମିଳିମିଶି ଚଳିପାରିବେ।…

ପହଲଗାମ ଆକ୍ରମଣର ୩ ଆତଙ୍କବାଦୀଙ୍କ ପୋଷ୍ଟର ଜାରି, ୨୦ ଲକ୍ଷ ଟଙ୍କା ପୁରସ୍କାର ଘୋଷଣା

ଜମ୍ମୁ,୧୩।୫: ଜମ୍ମୁ-କଶ୍ମୀରର ସୁରକ୍ଷା ବାହିନୀ ପହଲଗାମ ଆକ୍ରମଣରେ ସମ୍ପୃକ୍ତ ତିନି ଜଣ ଆତଙ୍କବାଦୀଙ୍କ ପୋଷ୍ଟର ଜାରି କରିଛନ୍ତି। ଏହି ଆତଙ୍କବାଦୀମାନଙ୍କ ଉପରେ ପୁରସ୍କାର ମଧ୍ୟ ରଖାଯାଇଛି। ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ ୨୬ ଜଣ ପର୍ଯ୍ୟଟକ ପ୍ରାଣ ହରାଇଥିଲେ, କିନ୍ତୁ ଏହି…

CJI Sanjiv Khanna: ‘କଥା କମ, କାମ ଅଧିକ’, ଶେଷ ହେବ CJI ସଞ୍ଜିବ ଖାନ୍ନାଙ୍କ ଐତିହାସିକ କାର୍ଯ୍ୟକାଳ

ନୂଆଦିଲ୍ଲୀ,୧୩।୫: ‘କମ କଥା, ଅଧିକ କାମ’.. ଯଦି ଆମେ ସୁପ୍ରିମକୋର୍ଟର ମୁଖ୍ୟ ବିଚାରପତି ସଞ୍ଜିବ ଖାନ୍ନାଙ୍କ କାର୍ଯ୍ୟକାଳକୁ ଅଳ୍ପ ଶବ୍ଦରେ ବୁଝିବାକୁ ଚାହୁଁ, ତେବେ ହୁଏତ ଏହା କହିବା ସବୁଠାରୁ ଭଲ ହେବ। ବିଚାରପତିମାନଙ୍କ ବିଷୟରେ ଏକ ପୁରୁଣା କଥା ଅଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?