ଋତୁସ୍ରାବ ସମୟରେ ମହାକୁମ୍ଭରେ କେମିତି ସ୍ନାନ କରନ୍ତି ମହିଳା ନାଗାସାଧୁ, ପୁରୁଷ ନାଗାସାଧୁଙ୍କ…
ନୂଆଦିଲ୍ଲୀ,୧୫।୧:ପ୍ରୟାଗରାଜରେ ମହାକୁମ୍ଭ ଯୋଗୁ, ମକର ସଂକ୍ରାନ୍ତିରେ ୩.୫ କୋଟି ଭକ୍ତ ପବିତ୍ର ବୁଡ଼ ପକାଇ ରାଜକୀୟ ସ୍ନାନ କରିଛନ୍ତି। ଏହି ସମୟରେ, ୧୩ଟି ଆଖଡ଼ାର ନାଗା ସାଧୁ ଏବଂ ମହିଳା ସାଧ୍ୱୀମାନେ ମଧ୍ୟ ସେଠାରେ ପହଞ୍ଚିଛନ୍ତି। ସର୍ବପ୍ରଥମେ ନାଗା ସାଧୁମାନେ ସ୍ନାନ…
ବ୍ୟବସାୟୀଙ୍କୁ ଭୁଜାଲି ମାଡ କରି ଲୁଟ୍ : ବନ୍ଧୁକ ଦେଖାଇ ଭୟଭୀତ କଲେ ଅଫୁଟା ଗୁଳି, ମୋବାଇଲ୍ ଜବତ
ସୋନପୁର,୧୫।୧(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲା ଧର୍ମଶାଳା-ଯାଲୋଏ ରାସ୍ତାରେ ଭୁଜାଲିରେ ହାଣି ଯୁବ ବ୍ୟବସାୟୀ ନୀଳାମ୍ବର ମହାପାତ୍ର(୩୩)ଙ୍କ ନିକଟରୁ ଲକ୍ଷାଧିକ ଟଙ୍କା ଲୁଟ୍ ହୋଇଛି। ମଙ୍ଗଳବାର ରାତି ୭ଟା୩୦ରେ ଏହି ଘଟଣା ଘଟିଛି। ବୀରମହାରାଜପୁର ଥାନା ଲେହେଡିର ନୀଳାମ୍ବର ମହାପାତ୍ର ଧର୍ମଶାଳା ଛକରେ…
ରତାମାଟି ଗ୍ରାମର ଇଷ୍ଟଦେବ ଶ୍ରୀଅନନ୍ତେଶ୍ୱର ଦେବଙ୍କ ପୀଠରେ ବିଶ୍ୱଶାନ୍ତି ମହାଯଜ୍ଞ
ନିରାକାରପୁର,୧୪ା୧(ମାନସ ଚନ୍ଦ୍ର ପଟ୍ଟନାୟକ): ମକର ସଂକ୍ରାନ୍ତି ଅବସରରେ ସ୍ଥାନୀୟ ରତାମାଟି ଗ୍ରାମର ଇଷ୍ଟଦେବ ଶ୍ରୀଅନନ୍ତେଶ୍ୱର ଦେବଙ୍କ ପୀଠରେ ବିଶ୍ୱଶାନ୍ତି ମହାଯଜ୍ଞ ଅନୁଷ୍ଠିତ ହୋଇଯାଇଛି। ଏହି ଏକଦିବସୀୟ ମହାଯଜ୍ଞ ଉପଲକ୍ଷେ ଗ୍ରାମର ବହୁ ମହିଳା ପୁରୁଷ ବ୍ରତଧାରୀ ନିକଟ ଜଳାଶୟରୁ ଜଳଯାତ୍ରାକରି ଯଜ୍ଞ…
ବାଂଲାଦେଶରେ ରହି ବଡ଼ ଖେଳ କରିଦେଲେ ୟୁନୁସ୍, ଶେଖ ହାସିନାଙ୍କ…
ଢାକା,୧୫।୧: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ଭଣଜା ଏବଂ ଲେବର ପାର୍ଟି ସାଂସଦ ଟ୍ୟୁଲିପ ସିଦ୍ଦିକି ମଙ୍ଗଳବାର ବ୍ରିଟେନର ଅର୍ଥମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ଲଣ୍ଡନରେ ତାଙ୍କ ସମ୍ପତ୍ତି ବ୍ୟବହାର ନେଇ ଦୁର୍ନୀତି ଏବଂ ସ୍ବଚ୍ଛତାର ଅଭାବ ପାଇଁ ଗତ…
ବାଇକ୍କୁ ଧକ୍କା ଦେଲା ଅଟୋ,ପରେ…
ଦିଗପହଣ୍ଡି,୧୫।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନଙ୍ଗପୁର ନିକଟ ଲାଡିଗାଁ ଛକରେ ମଙ୍ଗଳବାର ରାତିରେ ଏକ ଦୁର୍ଘଟଣା ଘଟିଛି। ଅଟୋ ବାଇକ (ନଂ.ଓଡି ୦୭ ଏ ଭି -୮୪୩୯)କୁ ଧକ୍କା ଦେବାରୁ ବାଇକ ଚାଳକଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି।…
ଅରବିନ୍ଦ କେଜ୍ରିୱାଲଙ୍କ ବିରୋଧରେ ରୁଜୁ ହେବ ମାମଲା, ଇଡିକୁ ଅନୁମତି ଦେଲା ଗୃହ ମନ୍ତ୍ରଣାଳୟ
ନୂଆଦିଲ୍ଲୀ,୧୫।୧: ଦିଲ୍ଲୀ ମଦ ଦୁର୍ନୀତି ସହିତ ଜଡିତ କଥିତ ମନି ଲଣ୍ଡରିଂ ମାମଲାରେ ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ବିରୋଧରେ ମାମଲା ରୁଜୁ କରିବା ପାଇଁ କେନ୍ଦ୍ର ଗୃହ ମନ୍ତ୍ରଣାଳୟ ଇଡିକୁ ଅନୁମତି ଦେଇଛି। ସୂତ୍ର ଅନୁଯାୟୀ, ମନ୍ତ୍ରଣାଳୟ ମନୀଷ…
ଭାରତର ଏହି ରାଜ୍ୟରେ ମାଡୁଛି ରହସ୍ୟମୟ ରୋଗ, ଗଲାଣି ୧୪ ଜଣଙ୍କ ଜୀବନ
ଶ୍ରୀନଗର,୧୫।୧: ଜମ୍ମୁ-କଶ୍ମୀରର ରାଜୌରୀ ଜିଲାର ଏକ ଛୋଟ ଗାଁ ବଧାଲରେ ଗତ ଗୋଟିଏ ମାସରେ ଏକ ରହସ୍ୟମୟ ରୋଗ ଯୋଗୁ ୧୪ ଜଣଙ୍କର ମୃତ୍ୟୁ ହୋଇଛି। ଯେଉଁଥିରେ ଜଣେ ଛଅ ବର୍ଷର ଝିଅ ମଧ୍ୟ ସାମିଲ ଅଛି। ଏହି ଘଟଣା ଯୋଗୁ…
ଏଟିଏମ୍ ତାଡ଼ି ନେଇଗଲେ ଲକ୍ଷାଧିକ ଟଙ୍କା
ବୌଦ୍ଧ,୧୫।୧: ବୌଦ୍ଧ ଥାନା ଅଧୀନ ବଢ଼ିଗାଁସ୍ଥିତ ଏସ୍ବିଆଇ୍ ଏଟିଏମ୍ କାଉଣ୍ଟରରୁ ଏକ ବଡ଼ ଧରଣର ଲୁଟ ହୋଇଛି। କେତେକ ଦୁର୍ବୃତ୍ତ ଏଟିଏମ୍ ତାଡ଼ି ଲକ୍ଷାଧିକ ଟଙ୍କା ଲୁଟି ନେଇଥିବା ଜଣାପଡିଛି। ଅଭିଯୋଗ ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନଭିନ୍ ଆରମ୍ଭ କରିଛି।…
ଏଇ ଭାରତରେ
କେବଳ ଶିକ୍ଷାଦାନରେ ସୀମିତ ନ ରହି ସ୍କୁଲର କଳେବର ବଦଳାଇବାରେ ପ୍ରମୁଖ ଭୂମିକା ନେଇଛନ୍ତି ମଧ୍ୟପ୍ରଦେଶର ଜଣେ ଶିକ୍ଷକ। ରାଜଗଡ଼ର ମୋହନପୁର କଲୋନୀରେ ଥିବା ଇଣ୍ଟିଗ୍ରେଟେଡ ମିଡିଲ ସ୍କୁଲର ଶିକ୍ଷକ ଗୋପାଳ ବାଲଓ୍ବାଲାଙ୍କ ଉଦ୍ୟମରେ ଏହା ସମ୍ଭବ ହୋଇପାରିଛି। ଗୋପାଳ ତାଙ୍କ…
ପିଏଙ୍କ ପାଇଁ ପୁଣି ଟାର୍ଗେଟରେ ଗମ୍ଭୀର, ବିସିସିଆଇ ନେଇପାରେ ବଡ଼ ନିଷ୍ପତ୍ତି
ନୂଆଦିଲ୍ଲୀ,୧୫।୧: ଆଇସିସି ଚାମ୍ପିୟନ୍ସ ଟ୍ରଫି ୨୦୨୫ପୂର୍ବରୁ ଭାରତୀୟ କ୍ରିକେଟ ଦଳର ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀରଙ୍କ ସମସ୍ୟା କମିବାର ନାଁ ନେଉନାହିଁ। ନ୍ୟୁଜିଲାଣ୍ଡ ବିପକ୍ଷ ଘରୋଇ ସିରିଜ ଏବଂ ଅଷ୍ଟ୍ରେଲିଆରେ ବର୍ଡର-ଗାଭାସ୍କର ଟ୍ରଫିରେ ଖରାପ ପ୍ରଦର୍ଶନ ଯୋଗୁ ଗମ୍ଭୀର ପୂର୍ବରୁ ଚାପରେ…
ବନରୁ ଜୀବନ
ପରିବର୍ତ୍ତନର ବିରାଟ କଳାବାଦଲ ଆଜି ସାରା ବିଶ୍ୱର ଭାଗ୍ୟାକାଶକୁ ଆଚ୍ଛାଦିତ କରିଛି। କ୍ରମାଗତ ବୃଦ୍ଧି ପାଉଥିବା ତାପମାତ୍ରା, ଜଳବାୟୁ ପରିବର୍ତ୍ତନର ପ୍ରଭାବ ଦେଖିବାକୁ ମିଳିଛି। ପରିବେଶ ପ୍ରଦୂଷଣ ଓ ତାପମାତ୍ରାର ଅସ୍ବାଭାବିକ ବୃଦ୍ଧି କାରଣରୁ ଭୂପୃଷ୍ଠରୁ ତଥା ଜଳଭାଗରୁ ଅନେକ ପ୍ରଜାତିର…
ସମୟର ସ୍ବରୂପ
କେବେ ଭାବିଛନ୍ତି, ଯଦି ସମୟକୁ ରୋକି ହୁଅନ୍ତା ଆଉ ପୁଣି ବିଗତ ସମୟକୁ ଫେରେଇ ଆଣି ହୁଅନ୍ତା, ଏ ସାରା ସଂସାରଟା କେତେ ବିଚିତ୍ର ଲାଗନ୍ତା ସତେ। ଜନ୍ମ ମରଣ ସବୁ ଖେଳଘର ପରି ଲାଗନ୍ତା । କିଏ ବାପା କିଏ…
Archives


