ରାଜକୋଟ୍ରେ ଦାଦନ ଶ୍ରମିକଙ୍କ ମୃତ୍ୟୁ: ରୋଜଗାରିଆ ପୁଅକୁ ହରାଇ ଭାଙ୍ଗିପଡ଼ିଲା ପରିବାର
କର୍ଲାମୁଣ୍ଡା,୧୪ା୧(ପ୍ରଦୀପ କୁମାର ସାହୁ): ରାଜକୋଟ୍ ସହରରେ ରହି ଦାଦନ ଶ୍ରମିକ (ଦିନମଜୁରିଆ) ଭାବେ କାମ କରୁଥିବା କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍ ରେଗଡ଼ା ପଞ୍ଚାୟତ ଯୋଗିପଲା ଗ୍ରାମର ଆକାଶ ଛତ୍ରିଆ (୨୬)ଙ୍କ ସୋମବାର ମୃତ୍ୟୁ ଘଟିଛି। ତାଙ୍କ ମୃତ୍ୟୁର କାରଣ ଜଣାପଡ଼ି…
ଆଣ୍ଠେଇ ଆଣ୍ଠେଇ ତିରୁପତିଙ୍କୁ ଦର୍ଶନ କରିବାକୁ ପହଞ୍ଚିଲେ ଏହି କ୍ରିକେଟର, ଶତକ ମାରି ଅଷ୍ଟ୍ରେଲିୟ ବୋଲର୍ଙ୍କୁ କନ୍ଦାଇଥିଲେ…
ନୂଆଦିଲ୍ଲୀ,୧୪।୧: ଭାରତୀୟ କ୍ରିକେଟରେ ଏଭଳି ଅନେକ ଖେଳାଳି ଅଛନ୍ତି ଯେଉଁମାନଙ୍କର ଭଗବାନଙ୍କ ଉପରେ ବହୁତ ଆସ୍ଥା। କିଛି ଗୁରୁତ୍ୱପୂର୍ଣ୍ଣ ଟୁର୍ନାମେଣ୍ଟ ପୂର୍ବରୁ ସେମାନେ ଭଗବାନଙ୍କଠାରୁ ଆଶୀର୍ବାଦ ନେବାକୁ ପହଞ୍ଚିଥାନ୍ତି। ଏଭଳି କିଛି ଅଷ୍ଟ୍ରେଲିଆ ବିପକ୍ଷରେ ଶତକ ମାରିଥିବା ଭାରତୀୟ ବ୍ୟାଟ୍ସମ୍ୟାନ୍ ନୀତୀଶ…
ଭାଙ୍ଗିଲା ଇଣ୍ଡିଆ ମେଣ୍ଟ! ରାହୁଲ କହିଲେ…
ଦିଲ୍ଲୀ ବିଧାନସଭା ର୍ନିବାଚନ ପୂର୍ବରୁ, କଂଗ୍ରେସ ଦଳ ଆମ ଆଦମୀ ପାର୍ଟି ଉପରେ ଆକ୍ରମଣକୁ ତୀବ୍ର କରିଛି। ଗତକାଲି କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏଏପି ସଂଯୋଜକ ଅରବିନ୍ଦ କେଜରିୱାଲଙ୍କୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ତୁଳନା କରିଥିଲେ ଏବଂ ଅଭିଯୋଗ କରିଥିଲେ…
କିଏ ହେବ ରାଜ୍ୟ ଭାଜପା ସଭାପତି? ଦିଲ୍ଲୀରେ ଚାଲିଲା ଲମ୍ବା ବୈଠକ
ଭୁବନେଶ୍ୱର, ୧୪।୧: ମଙ୍ଗଳବାର ଓଡିଶାରେ ଦଳର ଭବିଷ୍ୟତ ନେତୃତ୍ୱ ସମ୍ପର୍କରେ ଆଲୋଚନା ପାଇଁ ଭାରତୀୟ ଜନତା ପାର୍ଟି (ଭାଜପା) ନେତାମାନଙ୍କର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ନୂଆଦିଲ୍ଲୀରେ ଅନୁଷ୍ଠିତ ହୋଇଛି। ଖବର ଅନୁଯାୟୀ ଭାଜପା ଜାତୀୟ କୋର କମିଟି ସଦସ୍ୟମାନଙ୍କର ଏକ ବୈଠକ ଚାଲିଥିଲା।…
ଖଣ୍ଡଗିରି ଯାତ୍ରାକୁ ନେଇ ବଡ଼ ଖବର, ନିଶା-ସାହୁ ଭାଉଜ…
ଭୁବନେଶ୍ୱର,୧୪।୧:ଏଣିକି ଖଣ୍ଡଗିରି ଯାତ୍ରାରେ ଅଶ୍ଲୀଳ ନୃତ୍ୟ ମନା। ଆଉ ଭୁବନେଶ୍ବର ଖଣ୍ଡଗିରିରେ ନାଚି ପାରିବେନି ଆଇଟମ ଡ୍ୟାନ୍ସର। ଚଳିତବର୍ଷ ଭୁବନେଶ୍ୱର ଖଣ୍ଡଗିରି ଯାତ୍ରାରେ ହେବନି ଅଶ୍ଲୀଳ ନୃତ୍ୟ। ଏନେଇ ଯାତ୍ରା କମିଟି ସଦସ୍ୟ ଓ ପୋଲିସ ବୈଠକରେ ବଡ଼ ନିଷ୍ପତ୍ତି ହୋଇଛି।…
Paytm ର ବଡ଼ ଘୋଷଣା, କ୍ରେଡିଟ୍ କାର୍ଡରୁ କରିପାରିବେ ପେମେଣ୍ଟ
ନୂଆଦିଲ୍ଲୀ,୧୪।୧: ପ୍ରୟାଗରାଜରେ ଚାଲିଥିବା ମହାକୁମ୍ଭ ମେଳା ସମୟରେ, ଡିଜିଟାଲ ପେମେଣ୍ଟକୁ ସହଜ କରିବା ପାଇଁ Paytm ଏକ ନୂଆ ସାଉଣ୍ଡବକ୍ସ ଏବଂ QR କୋଡ ସିଷ୍ଟମ ଲଞ୍ଚ କରିଛି। ପେଟିଏ ବର୍ତ୍ତମାନ ‘ଭବ୍ୟ ମହାକୁମ୍ଭ QR’ ଲଞ୍ଚ କରିଛି, ଯାହା ବ୍ୟବସାୟୀ…
ବେଆଇନ ବାଲି ପରିବହନ କରୁଥିବା ଟ୍ରକକୁ ଅଟକାଇଲେ ମନ୍ତ୍ରୀ, କଠୋର କାର୍ଯ୍ୟାନୁଷ୍ଠାନ ପାଇଁ ଦେଲେ ଚେତାବନୀ
ନୟାଗଡ଼, ୧୪।୧: ସୋମବାର ବିଳମ୍ବିତ ରାତିରେ ନୟାଗଡ଼ ଜିଲାର କଣ୍ଟିଲୋ ନିକଟସ୍ଥ ବାରାକୋଲି ଗାଁରେ ବେଆଇନ ବାଲି ପରିବହନରେ ଜଡିତ ଅନେକ ଟ୍ରକକୁ ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନା ଅଟକାଇଛନ୍ତି। ରିପୋର୍ଟ ଅନୁଯାୟୀ, ବେଆଇନ ବାଲି ପରିବହନ କରୁଥିବା ଏକ ଟ୍ରକ…
ମହାପ୍ରଭୁଙ୍କୁ କ୍ଷମା ମାଗିଲେ କଂସ, ମହୋଦଧିରେ ବୁଡ ପକାଇ…
ପୁରୀ,୧୪।୧: ବରଗଡ଼ ଧନୁଯାତ୍ରା ମହୋତ୍ସବ ସୋମବାର ଉଦଯାପିତ ହୋଇଛି। ଦୀର୍ଘ ୧୧ଦିନ ବ୍ୟାପି ହୋଇଥିବା ଏହି ମହୋତ୍ସବରେ ଗତକାଲି କଂସବଧ ହୋଇଛି। କଂସବଧ ପରେ ଉଗ୍ରସେନଙ୍କ ରାଜ୍ୟାଭିଷେକ ହୋଇଥିଲା ଏବଂ ଚଳିତବର୍ଷ ଧନୁଯାତ୍ରା ମହୋତ୍ସବ ସରିଥିଲା। ତେବେ ଏହାପରେ ପୁରୀରେ ପହଞ୍ଚଛନ୍ତି…
ବିବାହିତ ହୋଇପାରିବେ କି ନାଗାସାଧୁ? ସାଧୁ ହେବାକୁ ଦେବାକୁ ପଡେ ଅଗ୍ନି ପରୀକ୍ଷା
ଆଜି ପ୍ରୟାଗରାଜରେ ମହାକୁମ୍ଭର ଦ୍ୱିତୀୟ ଦିନ। ସଙ୍ଗମ କୂଳ ନିକଟରେ ଏବେ କୋଟି କୋଟି ଲୋକଙ୍କ ଗଙ୍ଗା ସ୍ନାନ କରିବା ପାଇଁ ଦେଶର ପ୍ରତ୍ୟେକ କୋଣରୁ ନାଗା ସାଧୁମାନେ ଏଠାକୁ ଆସିଛନ୍ତି। ଏହି ନାଗା ସାଧୁମାନେ ଲୋକଙ୍କ ମଧ୍ୟରେ ଆକର୍ଷଣର କେନ୍ଦ୍ର…
ପରମାଣୁ ଶକ୍ତି ଦିଗରେ ଭାରତ ନେଲା ବଡ଼ ପଦକ୍ଷେପ: ଟେନ୍ସନ୍ରେ ଚାଇନା-ପାକିସ୍ତାନ
ନୂଆଦିଲ୍ଲୀ,୧୪।୧: କେନ୍ଦ୍ର ସରକାର ପରମାଣୁ ଶକ୍ତି ଆୟୋଗ (ଏଇସି) ପୁନଃଗଠନ କରିଛନ୍ତି। ଏଥିରେ ଟିଭି ସୋମନାଥନ ଏବଂ ମନୋଜ ଗୋଏଲ ଅଛନ୍ତି। ଦୁହେଁ କ୍ୟାବିନେଟ ସଚିବ ଏବଂ ବ୍ୟୟ ସଚିବ ପଦବୀରେ କାର୍ଯ୍ୟ କରିଛନ୍ତି। ଗତ ବର୍ଷ ଅକ୍ଟୋବର ୨୧ରେ ଜାରି…
ଦିନକୁ କେତେ ଘଣ୍ଟା ମୋବାଇଲ୍ ଦେଖନ୍ତି ବିରାଟ…ଜାଣିଲେ ହେବେ ଆଶ୍ଚର୍ଯ୍ୟ
ବିରାଟ କୋହଲି କେବଳ ଭାରତ ପାଇଁ ନୁହେଁ ବରଂ ବିଶ୍ୱ ପାଇଁ ପ୍ରେରଣା ପାଲଟିଛନ୍ତି। କ୍ରିକେଟ ବ୍ୟତୀତ ବ୍ୟକ୍ତିଗତ ଜୀବନରେ ମଧ୍ୟ କୋହଲି ବେଶ୍ ଶୃଙ୍ଖଳିତ। ତାଙ୍କଠାରୁ ସମସ୍ତେ ପ୍ରେରଣା ନେଇପାରିବେ। କୋହଲି ତାଙ୍କର କାର୍ଯ୍ୟ ନୀତି ପାଇଁ ମଧ୍ୟ ଜଣାଶୁଣା।…
କୋହଲି-ରୋହିତଙ୍କ ଅବସର କଳ୍ପନାଜଳ୍ପନା ମଧ୍ୟରେ କପିଲ ଦେବ ଦେଲେ ଆଶ୍ଚର୍ଯ୍ୟଜନକ ବୟାନ
ନୂଆଦିଲ୍ଲୀ,୧୪।୧: ଆଜିକାଲି ଭାରତୀୟ ଅଧିନାୟକ ରୋହିତ ଶର୍ମା ଏବଂ ପୂର୍ବତନ ଅଧିନାୟକ ବିରାଟ କୋହଲିଙ୍କ ଅବସରକୁ ନେଇ କଳ୍ପନାଜଳ୍ପନା ଜୋର ଧରିଛି। ଜୁନ ୨୦୨୪ରେ ଟି-୨୦ ବିଶ୍ୱକପ୍ ଟାଇଟଲ ଜିତିବା ପରେ ଉଭୟ କିମ୍ବଦନ୍ତୀ ଟି-୨୦ ଆନ୍ତର୍ଜାତୀୟକୁ ଅଲବିଦା କହିସାରିଛନ୍ତି ଏବଂ…
Archives


