Home Left

ବାଙ୍କିପୁର ବିଜେତା ପ୍ରଶାନ୍ତ କିଶୋର କେତେ ଧନୀ? ପାଟନାରୁ ଦିଲ୍ଲୀ-ନୋଏଡା ପର୍ଯ୍ୟନ୍ତ ରହିଛି…

ପାଟନା,୩।୮: ପ୍ରଶାନ୍ତ କିଶୋର ବାଙ୍କିପୁର ବିଧାନସଭା ଉପନିର୍ବାଚନରେ ବଡ଼ ବ୍ୟବଧାନରେ ଜିତିଛନ୍ତି। ସେ ଭାଜପାର ନୀରଜ ସିହ୍ନାଙ୍କୁ ୧୮ ହଜାରରୁ ଅଧିକ ଭୋଟ୍‌ରେ ପରାସ୍ତ କରିଛନ୍ତି। ଏହି ଆସନଟିକୁ ଭାଜପାର ଗଡ଼ ଭାବରେ ବିବେଚନା କରାଯାଉଥିଲା। ଭାଜପା ଗତ ୩୦ ବର୍ଷ…

ଖେମୁଣ୍ଡି କଲେଜରେ ନବାଗତ ଛାତ୍ରୀଛାତ୍ରଙ୍କ ଅଭିମୁଖୀକରଣ କାର୍ଯ୍ୟକ୍ରମ: ଛାତ୍ରୀଛାତ୍ରଙ୍କୁ ଦିଆଗଲା ଏହି ପରାମର୍ଶ

ଦିଗପହଣ୍ଡି,୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜ ପରିସରରେ ସୋମବାର ଯୁକ୍ତ ୩ ପ୍ରଥମ ବର୍ଷର ନବାଗତ ଛାତ୍ରୀଛାତ୍ରଙ୍କ ପାଇଁ ଏକ ଅଭିମୁଖୀକରଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି। କଲେଜ ଅଧ୍ୟକ୍ଷ ଡ. ଅସିତ କୁମାର ଷଡ଼ଙ୍ଗୀ ସଭାପତିତ୍ୱରେ…

ଦାଦନ ଖଟିବାକୁ ଯାଇଥିଲେ , ଶବ ହେଇ ଘରକୁ ଫେରିଲେ: କାନ୍ଦ ବୋବାଳିରେ ଫାଟିପଡୁଛି ଗାଁ ଦାଣ୍ଡ

ଲାଞ୍ଜିଗଡ଼, ୩।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ କାମ ନପାଇ ହଜାର ହଜାର ସଂଖ୍ୟାରେ ଲୋକେ ବିଭିନ୍ନ ରାଜ୍ୟକୁ ଦାଦନ ଖଟିବାକୁ ଯାଇଛନ୍ତି। ଏହି ସମସ୍ୟା ଦିନକୁ ଦିନ ବଢିବାରେ ଲାଗିଥିବାବେଳେ ଅନେକ ସମୟରେ…

ଟିପିସିଓଡିଏଲ୍‌ ପକ୍ଷରୁ ଘର ଛାତରେ ରୁଫ୍‌ଟପ୍‌ ସୋଲାର ସ୍ଥାପନ

ଭୁବନେଶ୍ୱର, ୩ା୮: ପିଏମ୍‌ ସୂର୍ଯ୍ୟଘର, ମୁଫ୍‌ତ ବିଜ୍‌ଲି ଯୋଜନା ଅଧୀନରେ ୫୦,୦୦୦ରୁ ଅଧିକ ରୁଫ୍‌ଟପ୍‌ ସୋଲାର (ଆର୍‌ଟିଏସ୍‌) ସ୍ଥାପନ କରିବାରେ ଟିପି ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ (ଟିପିସିଓଡିଏଲ୍‌) ରାଜ୍ୟର ପ୍ରଥମ ବିଦ୍ୟୁତ୍‌ ବିତରଣ କମ୍ପାନୀ ଭାବେ ଏକ ମାଇଲଖୁଣ୍ଟ ହାସଲ…

ଲଗାତାର ୯ଦିନ ସ୍କୁଲ ଛୁଟି, ଜାଣନ୍ତୁ କେଉଁଠି?

ନୂଆଦିଲ୍ଲୀ,୩।୮: ନର୍ସରୀରୁ ୧୨ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲ ଅଗଷ୍ଟ ୪ରୁ ଅଗଷ୍ଟ ୧୨ (ମୋଟ ୯ ଦିନ) ପର୍ଯ୍ୟନ୍ତ ବନ୍ଦ ରହିବ। ମାତ୍ର ଅନଲାଇନ୍ କ୍ଲାସ୍ ଚାଲୁ ରହିବ, ଯାହାଦ୍ୱାରା ପିଲାଙ୍କ ପଢ଼ାପଢ଼ି ପ୍ରଭାବିତ ହେବ ନାହିଁ। ଜିଲ୍ଲାପାଳ ସମସ୍ତ…

ପ୍ରଶାନ୍ତ କିଶୋରଙ୍କ ପ୍ରଚଣ୍ଡ ବିଜୟ ପରେ ଆସିଲା ମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀ ପ୍ରଥମ ପ୍ରତିକ୍ରିୟା, କହିଲେ…

ପାଟନା,୩।୮: ଜନ ସୁରାଜ ପାର୍ଟିର ସୂତ୍ରଧର ପ୍ରଶାନ୍ତ କିଶୋର ଭାଜପାର ପାରମ୍ପରିକ ଗଡ଼ ବାଙ୍କିପୁରରେ ଐତିହାସିକ ଏବଂ ବଡ଼ ବିଜୟ ହାସଲ କରିଛନ୍ତି। ଭୋଟ ଗଣନାର ପ୍ରଥମ ରାଉଣ୍ଡରୁ ଆରମ୍ଭ କରି ଶେଷ ରାଉଣ୍ଡ ପର୍ଯ୍ୟନ୍ତ ସେ ଲଗାତାର ଅଗ୍ରଣୀ ବଜାୟ…

ଉପନିର୍ବାଚନରେ ଫୁଟିପାରିଲାନି ପଦ୍ମ, ଏହି ସବୁ ସ୍ଥାନରେ ସାମ୍ନା କଲା ଶୋଚନୀୟ ପରାଜୟ

ନୂଆଦିଲ୍ଲୀ,୩।୮: ମଧ୍ୟପ୍ରଦେଶର ଦାତିଆ ବିଧାନସଭା ଉପନିର୍ବାଚନର ଫଳାଫଳ ଆଜି ଘୋଷଣା କରାଯାଇଛି, ଯେଉଁଥିରେ କଂଗ୍ରେସ ବିଜୟୀ ହୋଇଛି। କଂଗ୍ରେସ ପ୍ରାର୍ଥୀ ଘନଶ୍ୟାମ ସିଂହ ଭାଜପା ପ୍ରାର୍ଥୀ ଆଶୁତୋଷ ତିୱାରୀଙ୍କୁ ୬,୦୧୬ ଭୋଟରେ ପରାସ୍ତ କରିଛନ୍ତି। ଘନଶ୍ୟାମ ସିଂହ ମୋଟ ୬୬,୫୭୫ ଭୋଟ…

ବନ୍ୟା ପ୍ରଭାବିତ ଅଞ୍ଚଳ ବୁଲିଲେ ମନମୋହନ, କ୍ଷତିଗ୍ରସ୍ତଙ୍କୁ ଦେଲେ ଆଶ୍ୱାସନା

ଚାନ୍ଦବାଲି,୩।୮(କିଷାନ ପାତ୍ର): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ସୋମବାର ଭଦ୍ରକ ଜିଲାର ବନ୍ୟା ପ୍ରଭାବିତ ଚାନ୍ଦବାଲି ଅଞ୍ଚଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଛନ୍ତି। ଖେରଙ୍ଗ ଓ ମାଧପୁର ପଞ୍ଚାୟତ ସମେତ ବିଭିନ୍ନ ବନ୍ୟା ପ୍ରଭାବିତ ଗାଁ ବୁଲି ଲୋକଙ୍କ ସହ…

EPFOକୁ ନେଇ ଆସିଲା ବଡ଼ ଖବର: ସରକାର ବଢାଇଲେ…

ନୂଆଦିଲ୍ଲୀ,୩।୮: ବହୁ ଦିନ ଧରି ବିଭିନ୍ନ କର୍ମଚାରୀ ସଂଗଠନଗୁଡ଼ିକ EPS ଦରମା ସୀମା ବୃଦ୍ଧି ଦାବିକୁ ଅର୍ଥ ମନ୍ତ୍ରଣାଳୟ ସମ୍ପ୍ରତି ଅନୁମୋଦନ କରିଛି। ଏହି ନିଷ୍ପତ୍ତି କର୍ମଚାରୀମାନଙ୍କ ପାଇଁ ବେଶ୍‌ ଗୁରୁତ୍ୱପୂର୍ଣ୍ଣ। କାରଣ ଏହା ସେମାନଙ୍କର ଭବିଷ୍ୟନିଧି ପାଣ୍ଠି (PF) ସହିତ…

ବିସ୍ଥାପିତ ନୀତି କାର୍ଯ୍ୟକାରୀ କରାଯାଉ: ଦାବି ପୂରଣ ନ ହେଲେ ଆନ୍ଦୋଳନ ଚେତାବନୀ

ଛତ୍ରପୁର,୩।୮(ଦିଲ୍ଲୀପି ସାମଲ/ଦ୍ୱାରିକା ପଟ୍ଟନାୟକ): ଆଇଆରଇଏଲ୍‌ ପକ୍ଷରୁ ବିସ୍ଥାପିତ ନୀତିକୁ ତୁରନ୍ତ କାର୍ଯ୍ୟକାରୀ କରିବା, ଚିହ୍ନଟ ଜାଗାରେ ଘର ନିର୍ମାଣ ସହ ପୁର୍ନବାସ ବ୍ୟବସ୍ଥା କରିବା ସହିତ ୨୦୧୮ରେ ବ୍ରହ୍ମପୁର ସ୍ଥିତ ଆର୍‌ଡିସିଙ୍କ କାର୍ଯ୍ୟାଳୟରେ ହୋଇଥିବା ଆରପିଡିଏସି ବୈଠକରେ ଗୃହିତ ନିଷ୍ପତିଗୁଡିକୁ କାର୍ଯ୍ୟକାରୀ…

ଟିମ ଇଣ୍ଡିଆର ବଦଳିଲେ କୋଚ୍‌, ଭାବୁକ ହୋଇ ଏମିତି କହିଦେଲେ ରୋହିତ, ପଢନ୍ତୁ…

ନୂଆଦିଲ୍ଲୀ,୩।୮: ଟିମ ଇଣ୍ଡିଆର କୋଚିଂ ଷ୍ଟାଫ୍‌ରେ ବଡ଼ ପରିବର୍ତ୍ତନ ହୋଇଛି। ଫିଲ୍ଡିଂ କୋଚ ଟି. ଦିଲୀପଙ୍କ ଚୁକ୍ତି ଶେଷ ହୋଇଯାଇଛି। ଏଥର ବିସିସିଆଇ ତାଙ୍କ ଚୁକ୍ତିକୁ ନବୀକରଣ ନ କରି ଶୁଭଦୀପ ଘୋଷଙ୍କୁ ଟିମ ଇଣ୍ଡିଆର ନୂଆ ଫିଲ୍ଡିଂ କୋଚ ଭାବେ…

ମୁମ୍ବାଇରେ ଦିଗପହଣ୍ଡି ଦାଦନ ଶ୍ରମିକଙ୍କ ମୃତ୍ୟୁ; ବିଧାୟକ ଙ୍କ ହସ୍ତକ୍ଷେପ ପରେ ଅଣାଯାଉଛି ମୃତଦେହ, ଗାଁରେ ଶୋକାକୁଳ ପରିବେଶ 

ଦିଗପହଣ୍ଡି,୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକରେ ଏକ ଦୁଃଖଦ ଘଟଣା ଘଟିଯାଇଛି । ଦାଦନ ଖଟିବାକୁ ଯାଇ ମୁମ୍ବାଇରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ହୋଇଛି । ତାଙ୍କ ମୃତ୍ୟୁ ଖବର ଆସିବା ପରେ ସ୍ଥାନୀୟ ଅଞ୍ଚଳରେ ଶୋକାକୂଳ ପରିବେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?