ମକର ସଂକ୍ରାନ୍ତିର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୪।୧: ଆଜି ପବିତ୍ର ମକର ସଂକ୍ରାନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓଡ଼ିଶାବାସୀଙ୍କୁ ମକର ସଂକ୍ରାନ୍ତିର ଶୁଭେଚ୍ଛା ଜଣାଇଛନ୍ତି। ଜଗନ୍ନାଥ ସଂସ୍କୃତିରେ ମକର ସଂକ୍ରାନ୍ତିର ମହତ୍ୱ ରହିଛି। ଏହା କେବଳ ଧାର୍ମିକ ଉତ୍ସବ ନୁହେଁ, ଭାଇଚାରା, ସଦ୍ଭାବ ଓ ଏକତାର…
ସାଂସ୍କୃତିକ ସମର ଓ ସେନାପତି ଫକୀରମୋହନ
ସାଂସ୍କୃତିକ ଜାଗରଣର ଅଗ୍ରଦୂତ ଫକୀରମୋହନ ସେନାପତି। ଭାଷା ସୁରକ୍ଷା ଆନ୍ଦୋଳନର କର୍ଣ୍ଣଧାର। କେନ୍ଦ୍ରାପଡ଼ାର କୁଶିନ୍ଦା ଗ୍ରାମରୁ ଆସି ବାଲେଶ୍ବର ଜିଲାର ମଲ୍ଲିକାଶପୁରରେ ସ୍ଥାୟୀ ଭାବରେ ରହୁଥିଲେ ପାଇକ ସର୍ଦ୍ଦାର ହନୁ ମଲ୍ଲ, ଯିଏ ନିଜର ବୀରତ୍ୱ ପାଇଁ ମରହଟ୍ଟା ଅମଳରେ ପାଇଥିଲେ…
ସେଣ୍ଟ ଜାଭିୟର୍ସ ହାଇସ୍କୁଲକୁ ୫ଷ୍ଟାର ର଼୍ୟାଙ୍କିଙ୍ଗ୍
ଭୁବନେଶ୍ୱର,୧୪ା୧(ଅନୁରାଧା ମହାରଣା): ଦ୍ବାରକାରେ ଆୟୋଜିତ ଏକ ସମାବେଶରେ ସିଇଡି ଫାଉଣ୍ଡେଶନ ଦ୍ୱାରା କଟକ ବାରବାଟି ଷ୍ଟାଡିୟମ୍ସ୍ଥିତ ସେଣ୍ଟ ଜାଭିୟର୍ସ ହାଇସ୍କୁଲ କ୍ରମାଗତ ଭାବେ ଷ୍ଟାର ର଼୍ୟାଙ୍କିଙ୍ଗ୍ରେ ୫ ଷ୍ଟାର ପ୍ରାପ୍ତ କରିପାରିଛି। ଏ++ ଗାର୍ଡ ସହିତ ପରୀକ୍ଷଣାତ୍ମକ ଶିକ୍ଷା ପ୍ରଦାନ କରାଯାଉଥିବା ବିଦ୍ୟାଳୟ…
ନିବେଶକ ହରାଇଲେ ୧୩ ଲକ୍ଷ କୋଟି
ନୂଆଦିଲ୍ଲୀ,୧୪।୧ (ଅଭୟ ଦାଶ): ଅନ୍ତଃରାଷ୍ଟ୍ରୀୟ ସମସ୍ୟା ଓ ଭୂ-ରାଜନୈତିକ ଘଟଣାବଳୀ ସାଙ୍ଗକୁ ଭାରତୀୟ ଟଙ୍କା ମୂଲ୍ୟ ହ୍ରାସର ପ୍ରଭାବ ଭାରତୀୟ ଷ୍ଟକ ମାର୍କେଟ (ପୁଞ୍ଜି ବଜାର) ଉପରେ ସିଧାସଳଖ ପଡୁଥିବା ଘରୋଇ ଶେୟାର ବଜାରର କାରବାର ଫଳାଫଳରୁ ସ୍ପଷ୍ଟ ବାରି ହେଉଛି।…
୧ ଡଲାର=୮୬.୭୦ ଟଙ୍କା
ମୁମ୍ବାଇ,୧୪।୧: ପ୍ରାୟ ୨ ବର୍ଷ ମଧ୍ୟରେ ଗୋଟିଏ ଦିନରେ ଟଙ୍କା ମୂଲ୍ୟରେ ସର୍ବକାଳୀନ ହ୍ରାସ ଘଟିଛି। ଆମେରିକୀୟ ଡଲାର ତୁଳନାରେ ଟଙ୍କା ମୂଲ୍ୟ ୬୬ ପଇସା ହ୍ରାସ ପାଇ ୮୬ ଟଙ୍କା ୭୦ ପଇସାରେ ପହଞ୍ଚିଛି। ଡଲାରର ମୂଲ୍ୟ ବୃଦ୍ଧି ସାଙ୍ଗକୁ…
‘ନୂଆ ଓଡ଼ିଶା ନିର୍ମାଣର ପ୍ରୟୋଗଶାଳା ହେଉ ଡ୍ରିମ୍ସ’
କଟକ(କାର୍ତ୍ତିକ ସାହୁ)/ମଙ୍ଗୁଳି ଜଗତପୁର(ମାନସ ସାମଲ),୧୪ା୧: ଆମ ଓଡ଼ିଶାକୁ କେହି ପଛରେ ପକେଇପାରିବେ ନାହିଁ। ଇଂଲିଶ ଭାଷା ଜରିଆରେ ବ୍ରିଟିଶମାନେ ଭାରତୀୟଙ୍କୁ କଳା ବ୍ରିଟିଶ କରି ଦେଇଗଲେ। ଓଡ଼ିଆ ଭାଷାରେ କଥା ହେବା ଉଚିତ୍। ଏଥିରୁ କେହି ପଛଘୁଞ୍ଚା ଦେବା କଥା ନୁହେଁ।…
ଆଇଡିବିଆଇ ବ୍ୟାଙ୍କର ନୂତନ ଯୋଜନା
ନୂଆଦିଲ୍ଲୀ,୧୪।୧: ଆଇଡିବିଆଇ ବ୍ୟାଙ୍କର ନୂତନ ଯୋଜନା ‘ଆଇଡିବିଆଇ ଚିରଞ୍ଜୀବୀ-ସୁପର ସିନିୟର ସିଟିଜେନ ଫିକ୍ସଡ ଡିପୋଜିଟ/ଏଫଡି’ ପ୍ଲାନର ଶୁଭାରମ୍ଭ ନିକଟରେ ହୋଇଯାଇଛି। ଏପରିକି ୮୦ ବର୍ଷରୁ ଅଧିକ ବୟସର ବ୍ୟକ୍ତିଙ୍କ ଆର୍ଥତ୍କ ଆବଶ୍ୟକତାକୁ ପୂରଣ କରିବା ଉଦ୍ଦେଶ୍ୟରେ ଏକ ସ୍ବତନ୍ତ୍ର ଏଫଡି ଉତ୍ପାଦର ଶୁଭାରମ୍ଭ…
ଓଏମ୍ସି ଉଦ୍ୟାନ କୃଷି ଟିମ୍ ଚାମ୍ପିୟନ
ଭୁବନେଶ୍ୱର,୧୪ା୧(ଅନୁରାଧା ମହାରଣା): ରାଜ୍ୟସ୍ତରୀୟ ପୁଷ୍ପ ପ୍ରଦର୍ଶନୀ ଉତ୍ସବରେ ଓଡ଼ିଶା ଖଣି ନିଗମ(ଓଏମ୍ସି)ର ଉଦ୍ୟାନ କୃଷି ଟିମ୍ କ୍ରମାଗତ ଦ୍ୱିତୀୟଥର ଚାମ୍ପିୟନ ଟ୍ରଫି ଜିତିଛି। ଓଏମ୍ସିର କ୍ୟାମ୍ପସ -୧ ମଧ୍ୟମ ବର୍ଗ ଉଦ୍ୟାନ ପ୍ରତିଯୋଗିତାରେ ପ୍ରଥମ ପୁରସ୍କାର ଜିତିଥିବା ବେଳେ କ୍ୟାମ୍ପସ-୨ ବୃହତ୍…
ଏକାଠି କ୍ରିତି, କବୀର
ମୁମ୍ବାଇ: ଅଭିନେତ୍ରୀ କ୍ରିତି ସାନୋନ୍ ତାଙ୍କ ପ୍ରେମ ସମ୍ପର୍କକୁ ନେଇ ଗତ କିଛି ଦିନ ହେବ ଚର୍ଚ୍ଚାରେ ରହିଛନ୍ତି। କୋଟିପତି ବ୍ୟବସାୟୀ କବୀର ବାହିଆଙ୍କୁ କ୍ରିତି ଡେଟ୍ କରୁଛନ୍ତି ବୋଲି ସୋସିଆଲ ମିଡିଆରେ ଅନେକ ୟୁଜର୍ସ ଆଲୋଚନା କରୁଛନ୍ତି। ଗତ କିଛି ଦିନ…
କୁକୁର ଜନ୍ମଦିନରେ ୫ ଲକ୍ଷ ଖର୍ଚ୍ଚ
ଜାମଶେଦପୁର: ସମ୍ପ୍ରତି ସୋସିଆଲ ମିଡିଆରେ ଏପରି ଏକ ଭିଡିଓ ଭାଇରାଲ ହେଉଛି, ଯେଉଁଥିରେ ଜଣେ ମାଲିକାଣୀ ନିଜ ପୋଷା କୁକୁରର ଜନ୍ମଦିନ ପାର୍ଟିରେ ୫ ଲକ୍ଷ ଟଙ୍କା ଖର୍ଚ୍ଚ କରିଛନ୍ତି। ଝାଡ଼ଖଣ୍ଡର ଜାମଶେଦପୁର ନିବାସୀ ସପନା ରବିବାର ନିଜ ପୋଷା କୁକୁରର ଜନ୍ମଦିନକୁ…
‘ନାଗ ମାର୍କ ୨’ର ସଫଳ ପରୀକ୍ଷା
ପୋଖରାନ୍, ୧୪ା୧: ସ୍ବଦେଶୀ ଜ୍ଞାନ କୌଶଳରେ ବିକଶିତ ‘ତୃତୀୟ ପିଢ଼ିର ଫାୟାର ଆଣ୍ଡ୍ ଫର୍ଗେଟ୍ ଆଣ୍ଟି ଟ୍ୟାଙ୍କ୍ ଗାଇଡେଡ୍ ମିଶାଇଲ ‘ନାଗ ମାର୍କ ୨’ର ସୋମବାର ସଫଳ ପରୀକ୍ଷଣ କରାଯାଇଛି। ରାଜସ୍ଥାନର ଜୈସଲମେର ଜିଲା ପୋଖରାନ ଫିଲ୍ଡ ଫାୟାରିଙ୍ଗ୍ ରେଞ୍ଜ୍ରୁ ଏହି ମିଶାଇଲର…
ଜମ୍ମୁ-କଶ୍ମୀରରେ ମୃତ ଆତଙ୍କବାଦୀଙ୍କ ମଧ୍ୟରୁ ୬୦% ପାକିସ୍ତାନୀ
ନୂଆଦିଲ୍ଲୀ, ୧୪ା୧: ଜମ୍ମୁ-କଶ୍ମୀରରେ ସୁରକ୍ଷାବଳ ସହ ଗୁଳି ବିନିମୟରେ ଗତବର୍ଷ ମୃତ୍ୟୁବରଣ କରିଥିବା ଆତଙ୍କବାଦୀଙ୍କ ମଧ୍ୟରୁ ୬୦% ହେଉଛନ୍ତି ପାକିସ୍ତାନୀ। ଭାରତର ସେନା ମୁଖ୍ୟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀ ସୋମବାର ଏହି ସୂଚନା ଦେଇଛନ୍ତି। ସେନା ଦିବସର ଠିକ୍ ପୂର୍ବରୁ ଜେନେରାଲ ଦ୍ୱିବେଦୀ…
Archives


