କୁକୁର ଜନ୍ମଦିନରେ ୫ ଲକ୍ଷ ଖର୍ଚ୍ଚ
ଜାମଶେଦପୁର: ସମ୍ପ୍ରତି ସୋସିଆଲ ମିଡିଆରେ ଏପରି ଏକ ଭିଡିଓ ଭାଇରାଲ ହେଉଛି, ଯେଉଁଥିରେ ଜଣେ ମାଲିକାଣୀ ନିଜ ପୋଷା କୁକୁରର ଜନ୍ମଦିନ ପାର୍ଟିରେ ୫ ଲକ୍ଷ ଟଙ୍କା ଖର୍ଚ୍ଚ କରିଛନ୍ତି। ଝାଡ଼ଖଣ୍ଡର ଜାମଶେଦପୁର ନିବାସୀ ସପନା ରବିବାର ନିଜ ପୋଷା କୁକୁରର ଜନ୍ମଦିନକୁ…
‘ନାଗ ମାର୍କ ୨’ର ସଫଳ ପରୀକ୍ଷା
ପୋଖରାନ୍, ୧୪ା୧: ସ୍ବଦେଶୀ ଜ୍ଞାନ କୌଶଳରେ ବିକଶିତ ‘ତୃତୀୟ ପିଢ଼ିର ଫାୟାର ଆଣ୍ଡ୍ ଫର୍ଗେଟ୍ ଆଣ୍ଟି ଟ୍ୟାଙ୍କ୍ ଗାଇଡେଡ୍ ମିଶାଇଲ ‘ନାଗ ମାର୍କ ୨’ର ସୋମବାର ସଫଳ ପରୀକ୍ଷଣ କରାଯାଇଛି। ରାଜସ୍ଥାନର ଜୈସଲମେର ଜିଲା ପୋଖରାନ ଫିଲ୍ଡ ଫାୟାରିଙ୍ଗ୍ ରେଞ୍ଜ୍ରୁ ଏହି ମିଶାଇଲର…
ଜମ୍ମୁ-କଶ୍ମୀରରେ ମୃତ ଆତଙ୍କବାଦୀଙ୍କ ମଧ୍ୟରୁ ୬୦% ପାକିସ୍ତାନୀ
ନୂଆଦିଲ୍ଲୀ, ୧୪ା୧: ଜମ୍ମୁ-କଶ୍ମୀରରେ ସୁରକ୍ଷାବଳ ସହ ଗୁଳି ବିନିମୟରେ ଗତବର୍ଷ ମୃତ୍ୟୁବରଣ କରିଥିବା ଆତଙ୍କବାଦୀଙ୍କ ମଧ୍ୟରୁ ୬୦% ହେଉଛନ୍ତି ପାକିସ୍ତାନୀ। ଭାରତର ସେନା ମୁଖ୍ୟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀ ସୋମବାର ଏହି ସୂଚନା ଦେଇଛନ୍ତି। ସେନା ଦିବସର ଠିକ୍ ପୂର୍ବରୁ ଜେନେରାଲ ଦ୍ୱିବେଦୀ…
ଜେଡ୍ ମୋଡ଼ ଟନେଲ ଉଦ୍ଘାଟନ କଲେ ପ୍ରଧାନମନ୍ତ୍ରୀ
ଶ୍ରୀନଗର, ୧୪ା୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଜମ୍ମୁ-କଶ୍ମୀରର ସୋନମର୍ଗସ୍ଥିତ ଜେଡ୍ ମୋଡ଼ ଟନେଲ ପ୍ରକଳ୍ପର ଉଦ୍ଘାଟନ କରିଛନ୍ତି। ଜମ୍ମୁ-କଶ୍ମୀର ସମେତ ପୂରା ଭାରତ ପାଇଁ ଏହି ଟନେଲକୁ ରଣନୈତିକ ଦୃଷ୍ଟିକୋଣରୁ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଉଛି। ଟନେଲର ଉଦ୍ଘାଟନ ସମୟରେ ପ୍ରଧାନମନ୍ତ୍ରୀଙ୍କ…
ମାସକୁ ମିଳିବ ୨୦ ହଜାର
ଭୁବନେଶ୍ୱର,୧୪ା୧(ଅନିଲ ଦାସ): ଦେଶର ଜରୁରିକାଳୀନ ପରିସ୍ଥିତିରେ ମେଣ୍ଟେନାନ୍ସ ଅଫ ଇଣ୍ଟରନାଲ ସିକ୍ୟୁରିଟି ଆକ୍ଟ (ମିସା), ଡିଫେନ୍ସ ଅଫ ଇଣ୍ଡିଆନ (ଡିଆଇଆର) ଏବଂ ଡିଆଇଏସଆଇଆର ଆଇନରେ ବିଭିନ୍ନ ଜେଲରେ ବନ୍ଦୀଥିବା ସଂଗ୍ରାମୀମାନଙ୍କୁ ରାଜ୍ୟ ସରକାର ମାସକୁ ୨୦ ହଜାର ଟଙ୍କାର ପେନ୍ସନ ପ୍ରଦାନ…
ୟୁଜିସି ଏନ୍ଇଟି ପରୀକ୍ଷା ସ୍ଥଗିତ
ନୂଆଦିଲ୍ଲୀ,୧୩।୧: ମକର ସଂକ୍ରାନ୍ତି ଏବଂ ପୋଙ୍ଗଲ ପାଇଁ ଆସନ୍ତା ୧୫ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ନ୍ୟାଶନାଲ ଏଲିଜିବିଲିଟି ଟେଷ୍ଟ (ଏନ୍ଇଟି)କୁ ସ୍ଥଗିତ ରଖାଯାଇଛି। ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍ଟିଏ) ସୋମବାର ଏହା ଘୋଷଣା କରିଛି। ପରୀକ୍ଷା ତାରିଖ ପରବର୍ତ୍ତୀ ସମୟରେ…
କଳାହାଣ୍ଡି ଉତ୍ସବ ପାଇଁ ବାହାରିଲା ମଶାଲ ଶୋଭାଯାତ୍ର
ଲାଞ୍ଜିଗଡ଼,୧୩ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ର ଆରାଧ୍ୟ ଭୈରବ ପୀଠରୁ ୨୭ତମ କଳାହାଣ୍ଡି ଉତ୍ସବ ଘୁମୁରା ପାଇଁ ସୋମବାର ଏକ ମଶାଲ ଶୋଭାଯାତ୍ରା ଭବାନୀପାଟଣା ଅଭିମୁଖେ ବାହାରିଛି। ଏଥିରେ ବିଡିଓ ଶଶାଙ୍କ ପାତ୍ର, ଲାଞ୍ଜିଗଡ଼ ସରପଞ୍ଚ ସରସ୍ବତୀ ମୁଣ୍ଡା, ବ୍ଲକ…
ଦାରିଙ୍ଗବାଡି ଶୀତ ମହୋତ୍ସବରେ ହରବାଲ ଚା’ ଦେଉଛି ନିଆରା ସ୍ବାଦ: ସବୁବର୍ଷ ପରି ଚର୍ଚ୍ଚାରେ…
ଦାରିଙ୍ଗବାଡି,୧୩।୧(ଅରୁଣ ସାହୁ ): ଓଡ଼ିଶାର କଶ୍ମୀର ଦାରିଙ୍ଗବାଡିରେ ଗତ ୩ ଦିନ ଧରି ଶୀତ ମହୋତ୍ସବରେ ହରବାଲ ଚା’ବଣ୍ଟନ କରି ଦାରିଙ୍ଗବାଡିର ବୋଲବମ ସଙ୍ଘ ଚର୍ଚ୍ଚାରେ ରହିଛନ୍ତି। ପ୍ରତିଦିନ ହଜାର ହଜାର ଦର୍ଶକ ଏହି ମହୋତ୍ସବକୁ ଆସୁଥିବା ବେଳେ ସଙ୍ଘ ପକ୍ଷରୁ…
ମିଟର ଖରାପଅଛି କହି ପକାଇଥିଲେ ଫାଇନ୍ : ରାଗିଗଲେ ଗ୍ରାମବାସୀ, ବିଦ୍ୟୁତ୍ ଭିଜିଲାନ୍ସ ଟିମ୍ ଅଧିକାରୀଙ୍କ ସମେତ ୫ଙ୍କୁ ରଖିଲେ ଅଟକ
ଦିଗପହଣ୍ଡି,୧୩ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ସାହାସପୁର ଗ୍ରାମରେ ବିଦ୍ୟୁତ୍ ଭିଜିଲାନ୍ସ ବିଭାଗ ଅଧିକାରୀମାନଙ୍କୁ ସୋମବାର ଗ୍ରାମବାସୀ ଅଟକ ରଖିଥିଲେ। ଖବରପାଇ ଘଟଣା ସ୍ଥଳରେ ପୋଲିସ ପହଞ୍ଚତ୍ ସେମାନଙ୍କୁ ଉଦ୍ଧାର କରିଥିବା ଜଣାପଡ଼ିଛି। ଗ୍ରାମବାସୀଙ୍କ ସୂଚନା ପ୍ରକାରେ ପୂର୍ବରୁ…
ଆତ୍ମା ଶରୀର ଛାଡିବା ସମୟରେ କେଉଁବାଟେ ଦେଇ ଯାଏ? ପୂଣ୍ୟ କରିଥିବା ବ୍ୟକ୍ତିଙ୍କ ଏହି ଅଙ୍ଗରୁ ଛାଡେ ପ୍ରାଣ!
ଗରୁଣ ପୁରାଣ ମୃତ୍ୟୁ ଏବଂ ଆତ୍ମା ସହିତ ଜଡିତ ଗୁପ୍ତ କଥା ପ୍ରକାଶ କରେ। ଗରୁଡ଼ ପୁରାଣ ଅନୁସାରେ, ଶରୀରର ନଅଟି ଦ୍ୱାର ଅଛି । ମୃତ୍ୟୁ ସମୟରେ ଆତ୍ମା ଶରୀରର ଏହି ନଅଟି ଦ୍ୱାର ମଧ୍ୟରୁ ଗୋଟିଏରୁ ବାହାରି ଯାଏ।…
ପ୍ରଧାନମନ୍ତ୍ରୀ ଫସଲ ବୀମା କ୍ଷୟକ୍ଷତି ଆକଳନ ଶେଷ, ୨ ଲକ୍ଷ ୭୨୯ଟି ପ୍ଲଟରେ କ୍ଷତିଗ୍ରସ୍ତ ଚାଷୀଙ୍କ ଆବେଦନ
ଭୁବନେଶ୍ୱର,୧୩।୧: ଅମଳ ପରବର୍ତ୍ତୀ ଫସଲ କ୍ଷତି ଆକଳନ କାର୍ଯ୍ୟ ଶେଷ ହୋଇଛି । ସୋମବାର ସୁଦ୍ଧା ପ୍ରାୟ ୧ ଲକ୍ଷ କ୍ଷତିଗ୍ରସ୍ତ ପ୍ଲଟ ବାବଦକୁ ମୋଟ ୨୧ କୋଟି ୯୬ ଲକ୍ଷ ଟଙ୍କା କ୍ଷତିପୂରଣ ସିଧାସଳଖ ଚାଷୀମାନଙ୍କର ବ୍ୟାଙ୍କ ଖାତାକୁ ପ୍ରଦାନ…
ଉଦଯାପିତ ହେଲା ୩ ଦିନିଆ ଶୀତ ମହୋତ୍ସବ: ମୁଖ୍ୟ ଆକର୍ଷଣ ମଣ୍ଟୁ ଛୁରିଆ,ପାରମ୍ପରିକ ଲୋକକଳା
ଦାରିଙ୍ଗବାଡି,୧୩।୧(ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଶୀତ ଯେମିତି ବଢିବାରେ ଲାଗିଛି ସେମିତି ୩ ଦିନିଆ ଶୀତ ମହୋତ୍ସବର ମାହୋଲ ମଧ୍ୟ ସେଭଳି ରହିଛି। ଶନିବାର ଠାରୁ ଆରମ୍ଭ ହୋଇଥିବା ଶୀତ ମହୋତ୍ସବ ସୋମବାର ସଂନ୍ଧ୍ୟାରେ ଉଦଯାପିତ ହୋଇଯାଇଛି। ଏଥିରେ…
Archives


