Home Left

ଧରାପଡ଼ିଲା ୯ କୋଟିରୁ ଊଦ୍ଧର୍‌ବ ଗଞ୍ଜେଇର ସତ :ଜର୍ମାନୀରୁ ମାଲେସିଆ ଦେଇ ଆସିଥିଲା ଭାରତ

ଭୁବନେଶ୍ୱର,୧୩।୧: ଭୁବନେଶ୍ବର ବିମାନ ବନ୍ଦରରୁ ୯ କୋଟିରୁ ଊଦ୍ଧର୍‌ବ ଗଞ୍ଜେଇ ଜବତ ମାମଲାରେ ଏବେ ନୂଆ ତଥ୍ୟ ସାମ୍ନାକୁ ଆସିଛି। ଚୋରା ଚାଲାଣ ପଛରେ ବଡ଼ ଅନ୍ତର୍ଜାତୀୟ ଗ୍ୟାଙ୍ଗ ଥିବା ସୂଚନା ମିଳିଛି। ତେବେ ଏହା ଜର୍ମାନୀରୁ ପ୍ରୋସେସିଂ ହୋଇ ମାଲେସିଆ…

ଚାଷୀଙ୍କ ମୃତ୍ୟୁ: ପରିବାରକୁ ଆର୍ଥିକ ସହାୟତା ଦେଲେ ବିଧାୟକ

ଛତ୍ରପୁର,୧୩।୧(ସନ୍ତୋଷ ପାଢ଼ୀ): ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକ ସୋମବାର ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ କତୁରୁ ଗ୍ରାମର ମୃତ୍ୟୁବରଣ କରିଥିବା ଚାଷୀ ପି.ଈଶ୍ୱର ରେଡ୍ଡିଙ୍କ ପରିବାର ଲୋକଙ୍କୁ ଭେଟି ସମବେଦନା ଜଣାଇବା ସହ ୨୦ ହଜାର ଟଙ୍କା ଆର୍ଥିକ ସାହାୟତା ପ୍ରଦାନ…

ଗଞ୍ଜାମ ସହରରେ ନିର୍ମାଣ  ହେବ ରାମ ମନ୍ଦିର: ସମସ୍ତ ପଅସ୍ତୁତି ନେଇ…

ଗଞ୍ଜାମ,୧୩।୧(ବିଦ୍ୟାଧର ସାହୁ ): ଗଞ୍ଜାମ ସହରାଞ୍ଚଳରେ ଖୁବଶୀଘ୍ର ରାମମନ୍ଦିର ନିର୍ମାଣ ହେବାକୁ ଯାଉଛି। ସ୍ଥାନୀୟ ଅଞ୍ଚଳର ସୀତାରାମ ଫାଉଣ୍ଡେଶନ ଏହାର ସମସ୍ତ ଦାୟିତ୍ୱ ବହନ କରିବ। ଏ ନେଇ କଲେଜ ରୋଡ଼ସ୍ଥିତ ମା’ ବୁଢ଼ୀ ଠାକୁରାଣୀ ମନ୍ଦିର ପ୍ରାଙ୍ଗଣରେ ଏକ ପ୍ରସ୍ତୁତି…

Ayushman Bharat Scheme: ପ୍ରତି ପରିବାରକୁ ମିଳିବ ୫ଲକ୍ଷ, ମହିଳାଙ୍କୁ…ଜାଣନ୍ତୁ କିପରି କରିବେ ଆବେଦନ

ଭୁବନେଶ୍ୱର,୧୩।୧: ଆୟୁଷ୍ମାନ ଭାରତ ଯୋଜନା ପାଇଁ ସୋମବାର ଏମଓୟୁ ସ୍ବାକ୍ଷର ହୋଇଛି । କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଭିତରେ ଏମଓୟୁ ସ୍ବାକ୍ଷରିତ ହୋଇଛି । ଏନେଇ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ କହିଛନ୍ତି, ଆୟୁଷ୍ମାନ ଭାରତ-ପ୍ରଧାନମନ୍ତ୍ରୀ ଜନଆରୋଗ୍ୟ ଯୋଜନାର ଏମଓୟୁ ।…

ପେଟି ଭିତରୁ ଶିଶୁକନ୍ୟାର ମୃତଦେହ ଜବତ କଲା ପୋଲିସ, କିଏ ସେହି …

ବାଲେଶ୍ୱର,୧୩ା୧(ବାଞ୍ଛାନିଧି ଦେ): ବାଲେଶ୍ୱର ସହଦେବଖୁଣ୍ଟା ଥାନା ଅନ୍ତର୍ଗତ କସିମିଳା ପୋଲ ନିକଟରୁ ସୋମବାର ଜଣେ ନବଜାତ ଶିଶୁକନ୍ୟାର ମୃତଦେହକୁ ପୋଲିସ ଜବତ କରିଛି।ଏହି ପୋଲ ନିକଟରେ ଶିଶୁକନ୍ୟାର ମୃତଦେହ ପଡ଼ିଥିବାର ଦେଖି ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେଇଥିଲେ। ଘଟଣାସ୍ଥଳରେ ସହଦେବଖୁଣ୍ଟା…

ଜଗନ୍ନଥଙ୍କ ପ୍ରଶ୍ନବାଣ ପରେ ଉତ୍ତର ରଖିଲେ ବିଜେଡି ବିଧାୟକ ଅରୁଣ ସାହୁ, କହିଲେ ଯାହାର ଖାଇବାକୁ ଇଚ୍ଛା ହେବ ସେ…

ଭୁବନେଶ୍ୱର,୧୩ା୧: ବିଜେଡି କାର୍ଯ୍ୟାଳୟ ହୋଟେଲ ସାଜିବା ପ୍ରସଙ୍ଗକୁ ନେଇ ସୋମବାର ଏକ ଖବରଦାତା ସମ୍ମିଳନୀରେ ଭାଜପା ବରିଷ୍ଠ ନେତା ଜଗନ୍ନାଥ ପ୍ରଧାନ ବିଜେଡିକୁ ଟାର୍ଗେଟ କରି ଜବାବ ମାଗିଥିଲେ। ଏହାର କିଛି ସମୟ ପରେ ବିଜେଡି ବିଧାୟକ ଅରୁଣ ସାହୁ, ଏହାର…

ବିପଦ ନା ଅବସର! କାଲିଫର୍ନିଆ-ଲସ ଆଞ୍ଜେଲ୍ସରେ ଲାଗିଥିବା ନିଆଁ କଏଦୀଙ୍କ ପାଇଁ ପାଲଟିଛି ଉତ୍ସବ!

ଲସ-ଆଞ୍ଜେଲ୍ସ,୧୩।୧: କାଲିଫର୍ନିଆ ଏବଂ ଲସ ଆଞ୍ଜେଲସ ଜଙ୍ଗଲରେ ବ୍ୟାପିଥିବା ନିଆଁ ସମୟ ସହିତ ଅଧିକ ଭୟଙ୍କର ହେବାରେ ଲାଗିଛି। ଅଗ୍ନିକାଣ୍ଡ ଯୋଗୁଁ ଏପର୍ଯ୍ୟନ୍ତ ୨୪ ଜଣଙ୍କର ମୃତ୍ୟୁ ହୋଇସାରିଛି ବୋଲି କୁହାଯାଉଛି। ସମସ୍ତ ପ୍ରୟାସ ସତ୍ତ୍ୱେ, ଜୋ ବାଇଡେନ ପ୍ରଶାସନ ଏହି…

ବିଜେଡି କାର୍ଯ୍ୟାଳୟ ହୋଟେଲ ହେବା ନେଇ ଭାଜପା ନେତାଙ୍କ ବଡ଼ ବୟାନ, ସତରେ କ’ଣ ବିଜେଡି…

ଭୁବନେଶ୍ୱର,୧୩ା୧: ବିଜେଡି କାର୍ଯ୍ୟାଳୟ ହୋଟେଲ ସାଜିବା ପ୍ରସଙ୍ଗକୁ ନେଇ ସୋମବାର ଏକ ଖବରଦାତା ସମ୍ମିଳନୀରେ ଭାଜପା ବରିଷ୍ଠ ନେତା ଜଗନ୍ନାଥ ପ୍ରଧାନ ମୁହଁ ଖୋଲିଛନ୍ତି। ସେ ବିଜେଡିକୁ ଟାର୍ଗେଟ କରି କହିଛନ୍ତି, ଏଭଳି ଘଟଣା ରାଜ୍ୟ ରାଜନୀତିରେ କେବେ ଦେଖିବାକୁ ମିଳିନାହିଁ।…

ଧାର୍ମିକ ସହରରେ ବିକ୍ରି ହୋଇପାରିବନି ମଦ! ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି

ଭୋପାଳ,୧୩।୧: ମଧ୍ୟପ୍ରଦେଶରେ ମଦ ବନ୍ଦ ପ୍ରସଙ୍ଗ ବାରମ୍ବାର ଉଠୁଛି, ରାଜ୍ୟରେ ଅନେକ ଥର ମଦ ବନ୍ଦ ପାଇଁ ଦାବି ହୋଇଆସୁଛି। ଏହି ସମୟରେ, ମୁଖ୍ୟମନ୍ତ୍ରୀ ମୋହନ ଯାଦବ ଏକ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି ଯେ ମଧ୍ୟପ୍ରଦେଶର ଧାର୍ମିକ ସହରଗୁଡ଼ିକରେ…

ଚୋରି ରୋକିବାକୁ ମା’ ଦଣ୍ଡକାଳୀଙ୍କ ମନ୍ଦିରରେ ଲାଗିଲା ସିସିଟିଭି

ଗଞ୍ଜାମ,୧୩ା୧(ବିଦ୍ୟାଧର ସାହୁ): ଗଞ୍ଜାମ ସହରସ୍ଥିତ କଲେଜ ରୋଡ୍‌ରେ ଅବସ୍ଥିତ ମା’ ଦଣ୍ଡକାଳୀଙ୍କ ମନ୍ଦିରରେ ଶନିବାର ସିସିଟିଭି କ୍ୟାମେରା ଲାଗିଥିବା ଜଣାପଡ଼ିଛି। ଗଞ୍ଜାମ ସହର ଦ ଇକୋ ଓ୍ବାରିଅର୍‌ ଏବଂଯୁବ ସ୍ବେଚ୍ଛାସେବୀ ସୁଧୀର କୁମାର ପାଢ଼ୀ ମିଳିତ ସହଯୋଗରେ ଉକ୍ତ ସିସିଟିଭି ଲାଗିଥିବା…

ରାଜ୍ୟସ୍ତରୀୟ ଭାରୋତ୍ତଳନରେ ଭାଗ ନେବେ ଗଞ୍ଜାମ ପୁଅ ଡମ୍ବରୁଧର

ଗଞ୍ଜାମ,୧୩ା୧(ବିଦ୍ୟାଧର ସାହୁ): ଭୁବନେଶ୍ୱରରେ ୩ ଦିନ(୧୭,୧୮,୧୯) ଧରି ହେବାକୁ ଥିବା ରାଜ୍ୟସ୍ତରୀୟ ଭାରୋତ୍ତଳନରେ ଭାଗ ନେବେ ଗଞ୍ଜାମ ସହରର ଓଡ଼ିଆ ପୁଅ ଜି.ଡମ୍ବରୁଧର ରାଓ। ତେଇଶି ବର୍ଷ ସିନିଅର ପ୍ରତିଯୋଗିତାରେ ଭାଗ ନେବେ ଡମ୍ବୁରୁ।ଏଥିପାଇଁ ସେ ଦୀର୍ଘ ପାଞ୍ଚ ବର୍ଷରୁ ଊର୍ଦ୍ଧ୍ୱ…

ସାବଧାନ: ଗ୍ରାହକ ଭାବେ ଆସି କ୍ୟୁଆର୍‌ କୋଡ୍‌ ବଦଳାଇ ଦେଉଛନ୍ତି ସାଇବର ଅପରାଧୀ

ଭୋପାଳ,୧୩।୧: ସାଇବର ଅପରାଧୀମାନେ ଏବେ ଦୋକାନର କ୍ୟୁଆର୍‌ କୋଡ୍‌ ବଦଳାଇ ଠକିବାର ନୂଆ କୌଶଳ ଆପଣାଇଛନ୍ତି। ମଧ୍ୟପ୍ରଦେଶର ଖଜୁରାହୋରେ ବହୁ ବ୍ୟବସାୟ ପ୍ରତିଷ୍ଠାନର କ୍ୟୁଆର୍‌ କୋଡ୍‌ ରାତାରାତି ବଦଳିଯାଉଥିବା ନେଇ ସେମାନେ ବିସ୍ମିତ ହୋଇଛନ୍ତି। ଠକମାନେ ଗ୍ରାହକ ଭାବରେ ଆସି ଦୋକାନର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri