କେବେ ଅଧିନାୟକ ହୋଇପାରିବେନି ବୁମ୍ରା! ଖୁଲାସା ହେଲା ସବୁଠୁ ବଡ଼ କାରଣ…
ନୂଆଦିଲ୍ଲୀ,୧୩।୧: ଭାରତ ବନାମ ଅଷ୍ଟ୍ରେଲିଆ ସିଡ଼ନୀ ଟେଷ୍ଟ ଆରମ୍ଭ ହେବାକୁ ଥିବାବେଳେ ଖବର ଆସିଲା ଯେ ରୋହିତ ଶର୍ମା ନିଜକୁ ପ୍ଲେ-୧୧ରୁ ବାଦ୍ ଦେଇଛନ୍ତି। ଏପରି ପରିସ୍ଥିତିରେ, ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର ଏକ ଖବରଦାତା ସମ୍ମିଳନୀ କରିଥିଲେ ଯେଉଁଥିରେ ସେ…
ନିଜ ନିର୍ବାଚନୀ ଖର୍ଚ୍ଚ ପାଇଁ ପାଣ୍ଠି ସଂଗ୍ରହ କଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଆତିଶୀ: ୬ ଘଣ୍ଟାରେ ୧୫ ଲକ୍ଷ ସଂଗ୍ରହ
ନୂଆଦିଲ୍ଲୀ,୧୩।୧: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଆତିଶୀ ନିଜ ନିର୍ବାଚନୀ ଖର୍ଚ୍ଚ ପାଇଁ ପାଣ୍ଠି ସଂଗ୍ରହ ଅଭିଯାନ ଆରମ୍ଭ କରିଛନ୍ତି। ସେ କ୍ରାଉଡ୍ ଫଣ୍ଡିଂ ଜରିଆରେ ନିର୍ବାଚନ ଖର୍ଚ୍ଚ ବାବଦରେ ୪୦ ଲକ୍ଷ ଟଙ୍କା ସଂଗ୍ରହ କରିବାକୁ ଲକ୍ଷ୍ୟ ରଖିଥିବା ବେଳେ ୬ ଘଣ୍ଟାରେ…
ନିଃଶବ୍ଦ ବ୍ୟାଧି ଫ୍ୟାଟି ଲିଭର
ଅନିୟମିତ ଦିନଚର୍ଯ୍ୟା, ଖାଦ୍ୟାଭାସର ବେନିୟମ ଏବଂ ଶରୀର ଚର୍ଚ୍ଚାରେ ଅଭାବ ଯୋଗୁ ଜାତ ହୁଏ ବେଶ୍ କିଛି ଅସୁସ୍ଥତା। ଏହିସବୁ ଅସୁସ୍ଥତା ମଧ୍ୟରେ ‘ଫ୍ୟାଟି ଲିଭର’ ବା ଚର୍ବିଳ ଯକୃତ୍ ଅସୁସ୍ଥତାଟି ଅନ୍ୟତମ। ସବୁଠାରୁ ଉଦ୍ବେଗର ବିଷୟ ହେଲା ଯେ ଏହି…
ରଘୁବର ଯଦି ଲୋକଙ୍କ ରାଜ୍ୟପାଳ ଥିଲେ ତଡ଼ିଲ କାହିଁକି?
ନୟାଗଡ଼,୧୩।୧(ଲୋକନାଥ ମିଶ୍ର): ଓଡ଼ିଶାର ପୂର୍ବତନ ରାଜ୍ୟପାଳ ରଘୁବର ଦାସ ଝାଡ଼ଖଣ୍ଡରେ ଭାଜପାରେ ସାମିଲ ହେବା ପରେ ନୟାଗଡ଼ ବିଧାୟକ ଅରୁଣ ସାହୁ ତାଙ୍କୁ ଟାର୍ଗେଟ କରିଛନ୍ତି। ରବିବାର ନୟାଗଡ଼ରେ ଏକ ଖବରଦାତା ସମ୍ମିଳନୀରେ ଅରୁଣ ଭାଜପାକୁ ବିଭିନ୍ନ ପ୍ରଶ୍ନ କରିବା ସହିତ…
ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟ ହଷ୍ଟେଲରୁ ମିଳିଲା ଛାତ୍ରୀଙ୍କ ଝୁଲନ୍ତା ମୃତଦେହ
ଭୁବନେଶ୍ୱର,୧୩ା୧: ରାଜଧାନୀରେ ପୁଣି ଜଣେ ଛାତ୍ରୀଙ୍କ ମୃତ୍ୟୁ ଘଟିଛି। ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟ ହଷ୍ଟେଲରୁ ଝୁଲନ୍ତା ଅବସ୍ଥାରେ ଛାତ୍ରୀଙ୍କ ମୃତଦେହ ଜବତ ହୋଇଛି। ଛାତ୍ରୀ ଜଣଙ୍କ କେନ୍ଦ୍ରାପଡ଼ାର ହୋଇଥିବାବେଳେ +୨ ଦ୍ବିତୀୟ ବର୍ଷରେ ପଢ଼ୁଥିଲେ। ମୃତ ଛାତ୍ରୀଙ୍କ ନାମ ଉତ୍କଳିକା ସ୍ବାଇଁ।…
ଗଙ୍ଗାସାଗରରେ ବୁଡ଼ ପକାଇଲେ ୪୩ ଲକ୍ଷରୁ ଊର୍ଦ୍ଧ୍ୱ ଶ୍ରଦ୍ଧାଳୁ
ଭୋଗରାଇ,୧୩ା୧(ପ୍ରଦୀପ ଦାସ): ପଶ୍ଚିମବଙ୍ଗ ଦକ୍ଷିଣ ୨୪ ଜିଲା ସାଗରଦୀପ ଗଙ୍ଗା ଓ ସାଗର ସଙ୍ଗମସ୍ଥଳରେ ରବିବାର ସୁଦ୍ଧା ୪୩ ଲକ୍ଷରୁ ଊର୍ଦ୍ଧ୍ୱ ତୀର୍ଥଯାତ୍ରୀ ସମବେତ ହୋଇଥିବାର ସୂଚନା ମିଳିଛି। କଡ଼ା ସୁରକ୍ଷା ମଧ୍ୟରେ ଲକ୍ଷାଧିକ ପୁଣ୍ୟାର୍ଥୀ ସମୁଦ୍ରରେ ମକର ବୁଡ଼ ଦେଇ…
ରୋହିତ-ବିରାଟଙ୍କୁ କଡ଼ା ନିର୍ଦ୍ଦେଶ ଦେଲା ବିସିସିଆଇ, ପାଳନ ନ କଲେ ମିଳିବ ଦଣ୍ଡ
ନୂଆଦିଲ୍ଲୀ,୧୩।୧: ଟିମ ଇଣ୍ଡିଆର ଅନେକ ବରିଷ୍ଠ ଖେଳାଳି ଖରାପ ଫର୍ମ ଦେଇ ଗତି କରୁଛନ୍ତି। ଏହି ମାମଲାରେ ରୋହିତ ଶର୍ମା ଏବଂ ବିରାଟ କୋହଲିଙ୍କୁ ସବୁଠାରୁ ଅଧିକ ସମାଲୋଚନା କରାଯାଉଛି। କିମ୍ବଦନ୍ତୀ କ୍ରିକେଟରଙ୍କଠାରୁ ଆରମ୍ଭ କରି ପ୍ରଶଂସକ ପର୍ଯ୍ୟନ୍ତ, ସମସ୍ତେ ତାଙ୍କୁ…
ବେଆଇନ ମହୁଲ ଫୁଲ ଚାଲାଣବେଳେ ଚଢ଼ାଉ: ୪ ଜଣଙ୍କୁ ବାନ୍ଧିଲା ପୋଲିସ
ଜୟପୁର,୧୩ା୧(ପବନ ପାଣିଗ୍ରାହୀ): ବେଆଇନ ଭାବେ ମହୁଲ ଫୁଲ ଚାଲାଣ ବେଳେ ଚଢ଼ାଉ କରି ପୋଲିସ ୪ ଅଭିଯୁକ୍ତଙ୍କୁ ଗିରଫ କରିଛି। କାଉଡ଼ିଆଗୁଡ଼ା ଓ ପକନାଗୁଡ଼ାର ୨ ଅଭିଯୁକ୍ତ ଟଙ୍କଧର ନାୟକ (୨୪) ରତ୍ନାକର ନାୟକ (୪୮)। ପିକ୍ଅପ୍ ଭ୍ୟାନ୍ରେ ୬୭ ବସ୍ତାରେ…
ଜୋରରେ ହସୁଛନ୍ତି କି? ହୋଇପାରେ ମୃତ୍ୟୁର କାରଣ, ଜାଣନ୍ତୁ କ’ଣ କହୁଛି ସାଇନ୍ସ
ହସିବା ସ୍ବାସ୍ଥ୍ୟ ପାଇଁ ଲାଭଦାୟକ। ଆପଣ ଅଧିକାଂଶ ଡାକ୍ତର ଏବଂ ସ୍ବାସ୍ଥ୍ୟ ବିଶେଷଜ୍ଞଙ୍କ ମୁହଁରୁ ଏହି ଧାଡିଟି ନିଶ୍ଚୟ ଶୁଣିଥିବେ। କିନ୍ତୁ ଆପଣ କ’ଣ ଜାଣନ୍ତି କି ଅତ୍ୟଧିକ ହସିବା ଆପଣଙ୍କ ମୃତ୍ୟୁର କାରଣ ମଧ୍ୟ ହୋଇପାରେ? ଆଜ୍ଞା ହଁ ଅତ୍ୟଧିକ…
ଭାରତ ବିରୋଧରେ କଡ଼ା ଆକ୍ସନ ନେଲା ଶ୍ରୀଲଙ୍କା ଜାଣିଲେ ବିଶ୍ୱାସ ହେବନି
କଲମ୍ବୋ,୧୩।୧: ଶ୍ରୀଲଙ୍କା ନୌସେନା ଶନିବାର ରାତିରେ (ଜାନୁଆରୀ ୧୧) ମନ୍ନାରର ଉତ୍ତରରେ ଥିବା ସମୁଦ୍ର ଅଞ୍ଚଳରେ ଏକ ସ୍ବତନ୍ତ୍ର ଅଭିଯାନ ଚଳାଇ ଆଠ ଜଣ ଭାରତୀୟ ମତ୍ସ୍ୟଜୀବୀଙ୍କୁ ଗିରଫ କରିବା ସହିତ ସେମାନଙ୍କର ଦୁଇଟି ମାଛ ଧରିବା ଡଙ୍ଗା ଜବତ କରିଥିଲା।…
ଆଜିଠୁ ଖୋଲିବ ରାଜଭବନ ଉଦ୍ୟାନ, ସୌନ୍ଦର୍ଯ୍ୟ ଉପଭୋଗ କରିବେ ସାଧାରଣ ଲୋକେ
ଭୁବନେଶ୍ୱର,୧୩ା୧: ସୋମବାରଠାରୁ ସାଧାରଣ ଲୋକଙ୍କ ପାଇଁ ଖୋଲିବ ରାଜଭବନ ଉଦ୍ୟାନ। ଏହା ୨୨ ତାରିଖ ପର୍ଯ୍ୟନ୍ତ ଖୋଲା ରହିବ। ଆଜି ଅପରାହ୍ନ ୨.୩୦ରୁ ସାଢ଼େ ୫ଟା ପର୍ଯ୍ୟନ୍ତ ଏହି ଉଦ୍ୟାନ ଖୋଲା ରହିବ। ତେବେ ସ୍କୁଲ ପିଲାମାନଙ୍କ ପାଇଁ ରାଜଭବନ ଉଦ୍ୟାନ…
‘ଅମିତ ଶାହାଙ୍କୁ ତୁରନ୍ତ ଗିରଫ କରାଯାଉ’, ବଡ଼ ଅଭିଯୋଗ ଆଣିଲେ…
ନୂଆଦିଲ୍ଲୀ,୧୩।୧: ଭାରତୀୟ ଜନତା ପାର୍ଟି ନେତ୍ରୀ ସ୍ମୃତି ଇରାନୀ ରବିବାର ଏକ ଖବରଦାତା ସମ୍ମିଳନୀ କରି ଆମ ଆଦମୀ ପାର୍ଟି (ଏଏପି) ଉପରେ ଜାତୀୟ ସୁରକ୍ଷା ପ୍ରସଙ୍ଗରେ ମିଥ୍ୟା ଦସ୍ତାବିଜ ପ୍ରସ୍ତୁତ କରିବାର ଅଭିଯୋଗ ଆଣିଛନ୍ତି। ଆମ ଆଦମୀ ପାର୍ଟିର ମୁଖପାତ୍ର…
Archives


