Home Left

୪ର୍ଥ ଥର ଗ୍ରାମୀ ଆଓ୍ବାର୍ଡ ପାଇଁ ମନୋନୀତ ହେଲେ ରିକି କେଜ୍‌

ମୁମ୍ବାଇ: ୨୦୨୫ ଗ୍ରାମୀ ପୁରସ୍କାର ପାଇଁ ଶୁକ୍ରବାର ନାମାଙ୍କନ ତାଲିକା ପ୍ରକାଶ ପାଇଛି। ଏଥିରେ ଆନ୍ତର୍ଜାତୀୟ କଳାକାର ବିୟୋନ୍ସେ, ଟେଲର ସ୍ବିଫ୍ଟ, ବିଲି ଇଲିଶ ଏବଂ ଆରିନା ଗ୍ରାଣ୍ଡେଙ୍କ ସହ ଭାରତୀୟ ବଂଶୋଦ୍ଭବ ମଧ୍ୟ ଏହି ତାଲିକାରେ ସ୍ଥାନ ପାଇଛନ୍ତି। ଭାରତୀୟ…

ଐଶ୍ୱର୍ଯ୍ୟାଙ୍କ ଜନ୍ମଦିନରେ କାହିଁକି ଶୁଭେଚ୍ଛା ଜଣାଇଲେ ନଥିଲେ ଅଭିଷେକ, ଆସିଲା ଆଉ ଏକ ବଡ଼ କାରଣ…ଅଛି ଜୟା ବଚ୍ଚନଙ୍କ ସହ କନେକ୍ସନ

ମୁମ୍ବାଇ: ନଭେମ୍ବର ୨ରେ ଐଶ୍ୱର୍ଯ୍ୟା ରାୟ ବଚ୍ଚନ ଏକାକୀ ଜନ୍ମଦିନ ପାଳନ କରିଥିଲେ। ଐଶ୍ୱର୍ଯ୍ୟା ଦୁବାଇରେ ତାଙ୍କର ୫୧ତମ ଜନ୍ମଦିନ ପାଳନ କରିଥିଲେ। ଏହାକୁ ନେଇ ଅଭିଷେକ ବଚ୍ଚନଙ୍କ ସହ ଛାଡପତ୍ରର ଗୁଜବକୁ ଆହୁରି ବଢାଇ ଦେଇଥିଲା। ଏହା ଆହୁରି ଆଶ୍ଚର୍ଯ୍ୟଜନକ…

ଶେଷରେ ଭୁଲ୍‌ ମାନିଲେ ଜଷ୍ଟିନ ଟ୍ରୁଡୋ: କାନାଡାରେ ଅଛନ୍ତି…

ଓଟଓ୍ବା,୯।୧୧: କାନାଡାର ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋଙ୍କ ଦୋମୁହାଁ ଚରିତ୍ର ପୁଣି ଥରେ ପ୍ରକାଶ ପାଇଛି। ଖଲିସ୍ତାନୀ ଆତଙ୍କବାଦୀଙ୍କୁ ଆଶ୍ରୟ ଦେବା ଅଭିଯୋଗରେ ଟ୍ରୁଡୋ ଏବଂ ତାଙ୍କ ସରକାରଙ୍କ ବିରୋଧରେ କ୍ରମାଗତ ଭାବେ ପ୍ରଶ୍ନ ଉଠିଛି। ସେ ବିଚ୍ଛିନ୍ନତାବାଦୀଙ୍କୁ ଆତଙ୍କବାଦୀ ବୋଲି ଭାବିବାକୁ…

ଏଟିଏମ୍‌ କାର୍ଡ ଛଡ଼ାଇନେଇ ପ୍ରିନ୍ସିପାଲଙ୍କ ଆକାଉଣ୍ଟରୁ ୪୨ ହଜାର ଉଠାଇନେଲେ

ଭୁବନେଶ୍ୱର, ୯ା୧୧(ସୂର୍ଯ୍ୟକାନ୍ତ ବେହେରା):ରାଜଧାନୀର ବିଭିନ୍ନ ଏଟିଏମ୍‌କୁ ଟଙ୍କା ଉଠାଇବାକୁ ଯାଉଥିଲେ ସତର୍କ ରୁହନ୍ତୁ। ନ ହେଲେ ଆପଣଙ୍କ ଏଟିଏମ୍‌ କାର୍ଡକୁ ଚତୁରତାର ସହ ବଦଳାଇ ବା ଛଡ଼ାଇନେଇ ଦୁର୍ବୃତ୍ତମାନେ ଆକାଉଣ୍ଟରୁ ଟଙ୍କା ନେଇଯିବେ। ଏଭଳି ଏକାଧିକ ଗ୍ୟାଙ୍ଗ୍‌ ଏବେ ଭୁବନେଶ୍ୱରରେ ସକ୍ରିୟ…

ରତନ ଟାଟାଙ୍କ ବ୍ୟକ୍ତିତ୍ୱ ଅନେକ ପିଢ଼ି ପାଇଁ ପ୍ରେରଣା

ରତନ ଟାଟା ଆମକୁ ଛାଡ଼ି ଚାଲିଯିବାର ଗୋଟିଏ ମାସ ବିତିଗଲାଣି। କୋଳାହଳପୂର୍ଣ୍ଣ ମହାନଗର ଓ ଛୋଟ ସହରଠାରୁ ଆରମ୍ଭ କରି ଗାଁ ପର୍ଯ୍ୟନ୍ତ, ତାଙ୍କର ଅନୁପସ୍ଥିତି ସମାଜର ପ୍ରତ୍ୟେକ ସ୍ତରରେ ଅନୁଭୂତ ହେଉଛି। ବିଶିଷ୍ଟ ଶିଳ୍ପପତି, ଯୁବ ଉଦ୍ୟୋଗୀ ଏବଂ କଠିନ…

ଶିଳାନ୍ୟାସ ନ କରି ବାଟରୁ ଫେରିଗଲେ ବିଧାୟକ

ମଙ୍ଗୁଳି-ଜଗତପୁର,୯ା୧୧(ମାନସ ସାମଲ):କଟକ ଜିଲା ଟାଙ୍ଗୀ-ଚୌଦ୍ୱାର ବ୍ଲକ ଆଗ୍ରାହାଟ ପଞ୍ଚାୟତ ଅଧୀନ ଯାଜଭୈରବ ନୂଆଗଁାରେ ଯାଜଭୈରବ ଆୟୁଷ୍ମାନ ଆରୋଗ୍ୟ ମନ୍ଦିରର ଶିଳାନ୍ୟାସ କାର୍ଯ୍ୟକ୍ରମ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ହେଲେ ସ୍ଥାନୀୟ ବିଧାୟକ ସୌଭିକ୍‌ ବିଶ୍ୱାଳ ଏହାର ଶିଳାନ୍ୟାସ ନ କରି ବାଟରୁ ଫେରିଯାଇଥିବାବେଳେ…

ମୁଖ୍ୟମନ୍ତ୍ରୀଙ୍କ ପିଏ ଘର ଉପରେ ଆଇଟି ଚଢାଉ

ରାଞ୍ଚି,୯।୧୧:: ଝାଡଖଣ୍ଡରେ ବିଧାନସଭା ନିର୍ବାଚନ ପୂର୍ବରୁ ବଡ ଖବର ଆସିଛି। ଏଠାରେ ଆୟକର ବିଭାଗ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ବ୍ୟକ୍ତିଗତ ପରାମର୍ଶଦାତା (ପିଏ) ସୁନୀଲ ଶ୍ରୀବାସ୍ତବ ଏବଂ ତାଙ୍କ ସହ ଜଡିତ ଲୋକଙ୍କ ସ୍ଥାନରେ ଚଢାଉ କରିଛି। ମିଳିଥିବା ସୂଚନା ଅନୁଯାୟୀ,…

ବନ୍ଧୁଙ୍କ ଅନ୍ତିମ ସଂସ୍କାର ଯାଉଥିଲେ, ଓଲଟିଲା ଅଟୋ: ଜଣେ ମୃତ ୪ ଆହତ

ଜି.ଉଦୟଗିରି,୯।୧୧(ଚିନ୍ମୟ କୁମାର ସେଠୀ):ସ୍ଥାନୀୟ ବିଜ୍ଞାପିତ ଅଞ୍ଚଳ ପରିଷଦ ଅନ୍ତର୍ଗତ କାନବାଗେରି ଗ୍ରାମ ନିକଟରେ ଅଟୋ ଓଲଟି ଜଣଙ୍କର ମୃତ୍ୟୁ ଘଟିଛି ଏବଂ ପାଞ୍ଚ ଗୁରୁତର ଆହତ ହୋଇଛନ୍ତି । ସମସ୍ତ ଆହତ ଙ୍କୁ ଜି.ଉଦୟଗିରି ମେଡ଼ିକାଲରେ ଭର୍ତ୍ତି କରାଯାଇଛି। ଆହତଙ୍କ ମଧ୍ୟରେ…

କଚ୍ଛପ ଗତିରେ ଚାଲିଛି ଆୟୁଷ୍ମାନ ଆରୋଗ୍ୟ ମନ୍ଦିର

ଦାରିଙ୍ଗବାଡି/ବ୍ରାହ୍ମଣୀଗାଁ,୯।୧୧(ଅରୁଣ ସାହୁ/ମନୋରଞ୍ଜନ ରଣା): ସ୍ବାସ୍ଥ୍ୟସେବାରେ ସୁଧାର ଆଣିବା ପାଇଁ ରାଜ୍ୟ ସରକାର ବିଭିନ୍ନ ଯୋଜନା ପ୍ରସ୍ତୁତ କରୁଛନ୍ତି। ଉପସ୍ବାସ୍ଥ୍ୟକେନ୍ଦ୍ରରେ ପରିବର୍ତ୍ତନ ଆଣି ରୋଗୀଙ୍କ ପାଇଁ ଅଧିକା ସୁବିଧା କରାଯାଉଛି। ହେଲେ ସରକାର କରୁଥିବା ଯୋଜନା ସଠିକ ଭାବେ ତୃଣମୂଳ ସ୍ତରରେ କାର୍ଯ୍ୟକୁ…

ଧାନକିଣା ବିଳମ୍ବିତ, ଚାଷୀ ଅସନ୍ତୋଷ

ବରଗଡ଼,୯।୧୧(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଚାଷୀମାନେ ଖରିଫ୍‌ ଧାନ ଅମଳ ଆରମ୍ଭ କରି ଦେଇଛନ୍ତି। ଜିଲାର ଉଭୟ ହୀରାକୁଦ ଜଳସେଚିତ ଏବଂ ଅଣଜଳସେଚିତ ଅଞ୍ଚଳରେ ଅମଳ ପ୍ରକ୍ରିୟା ଆଗେଇ ଚାଲିଛି। ଅନେକ ଚାଷୀ କ୍ଷେତରୁ ଧାନ ଫସଲ କାଟିଛନ୍ତି। ସେମାନଙ୍କ ମଧ୍ୟରୁ କେତେକ…

ଇନିଂସ ପରାଜୟ ଦ୍ୱାରରେ ଓଡ଼ିଶା

ଭୁବନେଶ୍ୱର, ୯।୧୧ (ତପନ ସ୍ବାଇଁ): ମୁମ୍ବାଇର ଶରଦ ପାଓ୍ବାର କ୍ରିକେଟ ଏକାଡେମୀ ବିକେସି ଗ୍ରାଉଣ୍ଡରେ ଚାଲିଥିବା ମୁମ୍ବାଇ ବିପକ୍ଷ ରଣ୍‌ଜୀ ଟ୍ରଫି କ୍ରିକେଟ ମ୍ୟାଚରେ ଓଡ଼ିଶା ଇନିଂସ ପରାଜୟ ଦ୍ୱାରରେ ପହଞ୍ଚତ୍ ଯାଇଛି। ସନ୍ଦୀପ ପଟ୍ଟନାୟକଙ୍କ ଶତକ ସତ୍ତ୍ୱେ ଫଲୋଅନ ହୋଇଥିବା…

ବଜାରରେ ବଜାଜ୍‌ର ଫ୍ରିଡମ୍‌ ସିଏନ୍‌ଜି ବାଇକ୍‌

ଭୁବନେଶ୍ୱର,୯।୧୧: ବଜାଜ ଅଟୋ ଲିମିଟେଡ୍‌(ବଜାଜ୍‌)ର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ କମ୍ପ୍ରେସ୍‌ଡ ନ୍ୟାଚୁରାଲ ଗ୍ୟାସ୍‌ (ସିଏନ୍‌ଜି) ବାଇକ୍‌ ‘ଫ୍ରିଡମ’ର ଅନାବରଣ ସର୍ବଭାରତୀୟ ସ୍ତରରେ ହୋଇଯାଇଛି। ଏପରିକି ଭାରତ (ଭାରତୀୟ ବଜାର) ରେ ବିଶ୍ୱର ପ୍ରଥମ ସିଏନ୍‌ଜି ବାଇକ୍‌ ‘ଫ୍ରିଡମ’ର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri