Home Left

କେଏଫ୍‌ସିର ନୂତନ ଅଭିଯାନ

ନୂଆଦିଲ୍ଲୀ,୯।୧୧: ଦେଶର ପ୍ରମୁଖ ଫୁଡ୍‌ ପ୍ଲାଟ୍‌ଫର୍ମ କେଏଫ୍‌ସି’ର ନୂତନ ଅଭିଯାନ ‘ଟେଷ୍ଟ ଦ ଏପିକ୍‌’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ପ୍ରାୟ ୩୩ ଦଶନ୍ଧି ଧରି କେଏଫ୍‌ସି ତା’ର ଫିଙ୍ଗର ଲିକିଙ୍ଗ୍‌ ଗୁଡ୍‌ କ୍ରିସ୍ପି ଚିକେନ ସହିତ ଦେଶବ୍ୟାପୀ ପ୍ରଶଂସକମାନଙ୍କୁ…

ସିଧା ଶୁଣାଇଦେଲେ ମୋଦି: କହିଲେ, ବିଶ୍ୱର କୌଣସି ଶକ୍ତି ଅନୁଚ୍ଛେଦ ୩୭୦କୁ କରିପାରିବ ନାହିଁ ପୁନଃ ଅବସ୍ଥାପିତ

ନାସିକ/ନୂଆଦିଲ୍ଲୀ,୯ା୧୧:ଜମ୍ମୁ-କଶ୍ମୀର ବିଧାନସଭା ନିର୍ବାଚନ ପରେ କେନ୍ଦ୍ରଶାସିତ ଅଞ୍ଚଳକୁ ସ୍ବତନ୍ତ୍ର ରାଜ୍ୟ ମାନ୍ୟତା ପ୍ରଦାନ ଦାବି ଜୋର ଧରିଥିବାବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଏହି ପ୍ରସଙ୍ଗକୁ ନେଇ କଂଗ୍ରେସ ନେତୃତ୍ୱାଧୀନ ଇଣ୍ଡିଆ ବ୍ଲକ୍‌କୁ ଟାର୍ଗେଟ କରିଛନ୍ତି। ଇଣ୍ଡିଆ ବ୍ଲକ୍‌ ଜମ୍ମୁ-କଶ୍ମୀରକୁ ସମ୍ବିଧାନ…

ଏଲ୍‌ଆଇସିର ତ୍ରୈମାସିକ ଫଳାଫଳ

ମୁମ୍ବାଇ,୯।୧୧: ଭାରତୀୟ ଜୀବନ ବୀମା ନିଗମ (ଲାଇଫ୍‌ ଇନ୍‌ସ୍ୟୁରାନ୍ସ କର୍ପୋରେଶନ ଅଫ୍‌ ଇଣ୍ଡିଆ ବା ଏଲ୍‌ଆଇସି ଇଣ୍ଡିଆ) ର ନିର୍ଦ୍ଦେଶକ ମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏପରିକି ଏହି ବୈଠକରେ ନିଗମର ଆଗାମୀ କାର୍ଯ୍ୟକଳାପ ସାଙ୍ଗକୁ ଚଳିତ ଆର୍ଥିକ ବର୍ଷର…

ଖୁଚୁରା ଯାନ ବିକ୍ରିରେ ଉଲ୍ଲେଖନୀୟ ଅଭିବୃଦ୍ଧି

ଭୁବନେଶ୍ୱର,୯।୧୧ (ଅଭୟ ଦାଶ): ଚଳିତ ବର୍ଷର ପାର୍ବଣ ପାଇଁ ଘରୋଇ ଅଟୋ ବଜାରରେ ରେକର୍ଡ ପରିମାଣର କାରବାର ହୋଇଛି। ଏପରିକି ଖୁଚୁରା ଯାନ ବିକ୍ରିରେ ଉଲ୍ଲେଖନୀୟ ଅଭିବୃଦ୍ଧି ସାଙ୍ଗକୁ ସବୁ କ୍ଷେତ୍ରର ଯାନ ବିକ୍ରିରେ ଚାହିଦା ବୃଦ୍ଧି ଦେଖିବାକୁ ମିଳିଛି। ବିଶେଷକରି…

ସୁସି ଓ୍ବିଲ୍ସଙ୍କୁ ଚିଫ୍‌ ଅଫ୍‌ ଷ୍ଟାଫ୍‌ ମନୋନୀତ କଲେ ଟ୍ରମ୍ପ୍‌

ଓ୍ବାଶିଂଟନ,୯ା୧୧: ଆମେରିକାର ନିର୍ବାଚିତ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ହ୍ବାଇଟ୍‌ ହାଉସ୍‌ର ଚିଫ୍‌ ଅଫ୍‌ ଷ୍ଟାଫ୍‌ ଭାବେ ସୁସି ଓ୍ବିଲ୍ସଙ୍କୁ ମନୋନୀତ କରିଛନ୍ତି। ଟ୍ରମ୍ପ୍‌ଙ୍କ ପ୍ରଚାରର ସଫଳ ପରିଚାଳନା କରିଥିଲେ ସୁସି। ସେ ଟ୍ରମ୍ପ୍‌ଙ୍କର ଘନିଷ୍ଠ ହୋଇଥିବାବେଳେ ଅତ୍ୟନ୍ତ ଶୃଙ୍ଖଳିତ ଏବଂ ଖୁବ୍‌…

ସ୍କୁଲ ସମୟରେ ବଜାରରୁ ଆଳୁ ବୋହିଲେ ଛାତ୍ର

ଅନୁଗୋଳ,୯ା୧୧(ଜ୍ୟୋତିରଞ୍ଜନ ସାହୁ):ସ୍କୁଲରେ ପାଠପଢ଼ା ଚାଲିଥିବା ବେଳେ ୨ ଜଣ ଛାତ୍ର ସାଇକେଲ ନେଇ ବଜାର ଯିବା ସହ ମଧ୍ୟାହ୍ନଭୋଜନ ପାଇଁ ବସ୍ତାରେ ଆଳୁ କିଣି ଆଣିବା ଅନୁଗୋଳ ସହରରେ ଚର୍ଚ୍ଚାର ବିଷୟ ହୋଇଛି। ଅନୁଗୋଳ ଉତ୍ତରପଡା ନୋଡାଲ ବିଦ୍ୟାଳୟରେ ଶୁକ୍ରବାର ଘଟିଥିବା…

ଭାରତ ବିଶ୍ୱ ମହାଶକ୍ତି ତାଲିକାରେ ରହିବାକୁ ହକ୍‌ଦାର: ପୁଟିନ୍‌

ମସ୍କୋ,୯ା୧୧: ଭାରତର ଅର୍ଥନୀତି ଏବେ ଅନ୍ୟ ଦେଶଗୁଡ଼ିକଠାରୁ ଦ୍ରୁତ ବେଗରେ ଅଗ୍ରଗତି କରୁଛି। ତେଣୁ ଏହା ବିଶ୍ୱ ମହାଶକ୍ତି ତାଲିକାରେ ସ୍ଥାନ ପାଇବାକୁ ହକ୍‌ଦାର ବୋଲି ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର୍‌ ପୁଟିନ୍‌ କହିଛନ୍ତି। ସୋଚିଠାରେ ଭାଲ୍‌ଡାଇ ଡିସ୍‌କସନ କ୍ଲବ୍‌ର ଅଧିବେଶନକୁ ଉଦ୍‌ବୋଧନ…

ୟୁଜି, ପିଜି, ବି.ଏଡ୍‌/ ଏମ୍‌.ଏଡ୍‌ ପାଠ୍ୟକ୍ରମର ବଳକା ସିଟ୍‌ରେ ହେବ ସ୍ପଟ୍‌ ଆଡ୍‌ମିଶନ

ଭୁବନେଶ୍ୱର,୯ା୧୧(ଅନୁରାଧା ମହାରଣା): ଛାତ୍ରୀଛାତ୍ର, ଅଭିଭାବକ ତଥା ଶୈକ୍ଷିକ ସମାଜର ଆଗ୍ରହକ୍ରମେ ତଥା ଉଚ୍ଚଶିକ୍ଷା ବିଭାଗ ଅଧୀନ ଶିକ୍ଷାନୁଷ୍ଠାନଗୁଡିକରେ ଖାଲିଥିବା ୭୮,୦୬୦ ସିଟ୍‌ରେ ସ୍ପଟ୍‌ ଆଡ୍‌ମିଶନ ହେବ। ସ୍ନାତକ (ୟୁଜି), ସ୍ନାତକୋତ୍ତର (ପିଜି) ଏବଂ ଦୁଇ ବର୍ଷିଆ ବି.ଏଡ୍‌/ ଏମ୍‌.ଏଡ୍‌ ପାଠ୍ୟକ୍ରମ ନିମନ୍ତେ…

ଏଏମ୍‌ୟୁକୁ ସଂଖ୍ୟାଲଘୁ ମାନ୍ୟତା: ନୂଆ ପୀଠ ନେବେ ନିଷ୍ପତ୍ତି

ନୂଆଦିଲ୍ଲୀ,୯ା୧୧: ଆଲିଗଡ଼ ମୁସ୍‌ଲିମ ୟୁନିଭର୍ସିଟି (ଏଏମ୍‌ୟୁ)ର ସଂଖ୍ୟାଲଘୁ ମାନ୍ୟତାକୁ ନେଇ ରହିଥିବା ବିବାଦୀୟ ଆଇନଗତ ପ୍ରଶ୍ନ ଉପରେ ନୂଆ ଖଣ୍ଡପୀଠ ନିଷ୍ପତ୍ତି ନେବେ। ସୁପ୍ରିମକୋର୍ଟ ଏହାର ୧୯୬୭ର ରାୟକୁ ଶୁକ୍ରବାର ଖାରଜ କରିଦେଇଛନ୍ତି। କେନ୍ଦ୍ରୀୟ ଆଇନ ଦ୍ୱାରା ପ୍ରତିଷ୍ଠା ହୋଇଥିବା ବିଶ୍ୱବିଦ୍ୟାଳୟକୁ…

ଛାତ୍ରାବାସରୁ ୪ର୍ଥଶ୍ରେଣୀ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଜବତ:ହତ୍ୟା ନା ଆତ୍ମହତ୍ୟା କାରଣ ଅସ୍ପଷ୍ଟ

ରାୟଗଡ଼ା/କାଶୀପୁର/ଟିକିରି,୯।୧୧ (ଆଶିଷ ରଞ୍ଜନ ପଣ୍ଡା/ମୋହନ ନାଏକ/ପ୍ରଫୁଲ୍ଲ କୁମାର ବେହେରା) ରାୟଗଡ଼ା ଜିଲା କାଶୀପୁର ଥାନା ଅନ୍ତର୍ଗତ ଚନ୍ଦ୍ରଗିରି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଛାତ୍ରାବାସରେ ଜଣେ ଚତୁର୍ଥ ଶ୍ରେଣୀ ଛାତ୍ରଙ୍କ ଝୁଲନ୍ତା ମୃତଦେହକୁ ପୋଲିସ ଜବତ…

ମିଡିଆ ଟ୍ରାଏଲ୍‌ ବିରୋଧରେ ପ୍ରେସ୍‌ ଲକ୍ଷ୍ମଣରେଖା ଟାଣିବା ଜରୁରୀ: ହାଇକୋର୍ଟ

ନୂଆଦିଲ୍ଲୀ,୮ା୧୧: ସ୍ବାଧୀନ ମତବ୍ୟକ୍ତ କରିବା ଅଧିକାର ଗଣମାଧ୍ୟମର ରହିଛି, କିନ୍ତୁ ଏହି ଅଧିକାର ଆଳରେ ଗଣମାଧ୍ୟମ ଅଦାଲତର ଭୂମିକା ନିଭାଇ ପାରିବ ନାହିଁ ବୋଲି କେରଳ ହାଇକୋର୍ଟ କହିଛନ୍ତି। କୋର୍ଟ ରାୟ ପୂର୍ବରୁ ଗଣମାଧ୍ୟମ କୌଣସି ବ୍ୟକ୍ତିଙ୍କୁ ଦୋଷୀସାବ୍ୟସ୍ତ କରିପାରିବ ନାହିଁ।…

ପ୍ରଥମ ଟି୨୦: ଦକ୍ଷିଣ ଆଫ୍ରିକା ଆଗରେ ୨୦୨ ରନର ଟାର୍ଗେଟ

ଡର୍ବାନ, ୮।୧୧: ସ୍ଥାନୀୟ କିଙ୍ଗ୍ସ ମିଡ୍‌ ଷ୍ଟାଡିୟମରେ ଶୁକ୍ରବାର ଅନୁଷ୍ଠିତ ଦକ୍ଷିଣ ଆଫ୍ରିକା ବିପକ୍ଷ ପ୍ରଥମ ଟି୨୦ କ୍ରିକେଟ ମ୍ୟାଚରେ ଶତକ ହାସଲ କରିଛନ୍ତି ଭାରତର ସଞ୍ଜୁ ସାମସନ। ଶେଷଭାଗ ବ୍ୟାଟିଂ ବିପର୍ଯ୍ୟୟ ଯୋଗୁ ଭାରତ ଇନିଂସ ୨୦ ଓଭରରେ ୨୦୨…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri