ବିସ୍ଥାପିତ ନୀତି କାର୍ଯ୍ୟକାରୀ କରାଯାଉ: ଦାବି ପୂରଣ ନ ହେଲେ ଆନ୍ଦୋଳନ ଚେତାବନୀ
ଛତ୍ରପୁର,୩।୮(ଦିଲ୍ଲୀପି ସାମଲ/ଦ୍ୱାରିକା ପଟ୍ଟନାୟକ): ଆଇଆରଇଏଲ୍ ପକ୍ଷରୁ ବିସ୍ଥାପିତ ନୀତିକୁ ତୁରନ୍ତ କାର୍ଯ୍ୟକାରୀ କରିବା, ଚିହ୍ନଟ ଜାଗାରେ ଘର ନିର୍ମାଣ ସହ ପୁର୍ନବାସ ବ୍ୟବସ୍ଥା କରିବା ସହିତ ୨୦୧୮ରେ ବ୍ରହ୍ମପୁର ସ୍ଥିତ ଆର୍ଡିସିଙ୍କ କାର୍ଯ୍ୟାଳୟରେ ହୋଇଥିବା ଆରପିଡିଏସି ବୈଠକରେ ଗୃହିତ ନିଷ୍ପତିଗୁଡିକୁ କାର୍ଯ୍ୟକାରୀ…
ଟିମ ଇଣ୍ଡିଆର ବଦଳିଲେ କୋଚ୍, ଭାବୁକ ହୋଇ ଏମିତି କହିଦେଲେ ରୋହିତ, ପଢନ୍ତୁ…
ନୂଆଦିଲ୍ଲୀ,୩।୮: ଟିମ ଇଣ୍ଡିଆର କୋଚିଂ ଷ୍ଟାଫ୍ରେ ବଡ଼ ପରିବର୍ତ୍ତନ ହୋଇଛି। ଫିଲ୍ଡିଂ କୋଚ ଟି. ଦିଲୀପଙ୍କ ଚୁକ୍ତି ଶେଷ ହୋଇଯାଇଛି। ଏଥର ବିସିସିଆଇ ତାଙ୍କ ଚୁକ୍ତିକୁ ନବୀକରଣ ନ କରି ଶୁଭଦୀପ ଘୋଷଙ୍କୁ ଟିମ ଇଣ୍ଡିଆର ନୂଆ ଫିଲ୍ଡିଂ କୋଚ ଭାବେ…
ମୁମ୍ବାଇରେ ଦିଗପହଣ୍ଡି ଦାଦନ ଶ୍ରମିକଙ୍କ ମୃତ୍ୟୁ; ବିଧାୟକ ଙ୍କ ହସ୍ତକ୍ଷେପ ପରେ ଅଣାଯାଉଛି ମୃତଦେହ, ଗାଁରେ ଶୋକାକୁଳ ପରିବେଶ
ଦିଗପହଣ୍ଡି,୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକରେ ଏକ ଦୁଃଖଦ ଘଟଣା ଘଟିଯାଇଛି । ଦାଦନ ଖଟିବାକୁ ଯାଇ ମୁମ୍ବାଇରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ହୋଇଛି । ତାଙ୍କ ମୃତ୍ୟୁ ଖବର ଆସିବା ପରେ ସ୍ଥାନୀୟ ଅଞ୍ଚଳରେ ଶୋକାକୂଳ ପରିବେଶ…
‘ମୁଁ କନଭର୍ଟ ହେବାକୁ ଚାହୁଁଛି…’ କଙ୍ଗନାଙ୍କ ଗୋଟିଏ ବୟାନ ସୋସିଆଲ ମିଡିଆରେ ଲଗାଇଲା ନିଆଁ, ଜାଣନ୍ତୁ ମାମଲା
ନୂଆଦିଲ୍ଲୀ,୩।୮: ବଲିଉଡ୍ ଅଭିନେତ୍ରୀ BJP ସାଂସଦ କଙ୍ଗନା ରଣାୱତ ପୁଣି ଥରେ ନିଜର ସ୍ପଷ୍ଟବାଦୀ ଅନ୍ଦାଜ ପାଇଁ ଚର୍ଚ୍ଚାରେ। ଏଥର କାରଣ ହେଉଛି ତାଙ୍କର ସୋସିଆଲ୍ ମିଡିଆ ଭିଡିଓ ଭାଇରାଲ ହେବା, ବିଚାରଧାରାରେ ଆସିଥିବା ପରିବର୍ତ୍ତନ ଏବଂ ଫିଲ୍ମ ଇଣ୍ଡଷ୍ଟ୍ରିରେ ଭିନ୍ନ…
ବଦଳିଲା ୟୁପିଆଇ ପେମେଣ୍ଟ ନିୟମ, ଟ୍ରାଞ୍ଜାକ୍ସନ୍ ପୂର୍ବରୁ ବ୍ୟାଙ୍କ ପଚାରିବ Yes/No ପ୍ରଶ୍ନ…
ନୂଆଦିଲ୍ଲୀ,୩।୮: ଆପଣଙ୍କର ପରବର୍ତ୍ତୀ UPI ପେମେଣ୍ଟ (Payment) ହୁଏତ ସବୁବେଳେ ଗୋଟିଏ ଟ୍ୟାପ୍ରେ ସମ୍ପୂର୍ଣ୍ଣ ନହୋଇପାରେ। ଦେଶରେ ବୃଦ୍ଧି ପାଉଥିବା ଡିଜିଟାଲ୍ ପେମେଣ୍ଟ ଠକେଇକୁ ରୋକିବା ଏବଂ ରିଏଲ-ଟାଇମ୍ ପେମେଣ୍ଟ ସିଷ୍ଟମର ଗତିକୁ ସ୍ୱାଭାବିକ ରଖିବା ପାଇଁ ବ୍ୟାଙ୍କଗୁଡ଼ିକ କିଛି ସନ୍ଦେହଜନକ…
ଭାଜପା ହାତରୁ ଛଡାଇନେଲେ ଆସନ, ବାଙ୍କିପୁରରେ କେମିତି କାମ କଲା ପ୍ରଶାନ୍ତ କିଶୋରଙ୍କ ମାଷ୍ଟରଷ୍ଟ୍ରୋକ୍? ଜାଣନ୍ତୁ…
ପାଟନା,୩।୮: ତିନି ଦଶନ୍ଧି ପରେ ନିଜ ଗଡ଼ରେ ଭାଜପାକୁ ବଡ଼ ପରାଜୟର ସାମ୍ନା କରିବାକୁ ପଡ଼ିଛି। ପରିବର୍ତ୍ତନର ଲହରୀରେ ବିହାରର ବାଙ୍କିପୁର ବିଧାନସଭା ଆସନ, ଯାହା ଭାଜପାର ଦୃଢ଼ ଗଡ଼ ଭାବେ ପରିଚିତ ଥିଲା, ତାହା ଦଳ ହାତରୁ ଖସିଯାଇଛି। ଅନ୍ତିମ…
ଭାଜପାକୁ ଶକ୍ତ ଝଟ୍କା: ଶୋଚନୀୟ ଭାବେ ପରାସ୍ତ କଲା କଂଗ୍ରେସ
ଭୋପାଳ,୩।୮: ମଧ୍ୟପ୍ରଦେଶର ଦତିଆ ବିଧାନସଭା ଆସନ ପାଇଁ ହୋଇଥିବା ଉପନିର୍ବାଚନର ଫଳାଫଳ ସୋମବାର ଘୋଷଣା କରାଯାଇଛି। ଏହି ଉପନିର୍ବାଚନରେ ଶାସକ ଭାରତୀୟ ଜନତା ପାର୍ଟି (ଭାଜପା)କୁ ଏକ ବଡ଼ ଝଟକା ଲାଗିଛି। କଂଗ୍ରେସ ପ୍ରାର୍ଥୀ ଘନଶ୍ୟାମ ସିଂହ ଦାତିଆ ଆସନରେ ବିଜୟୀ…
ଧରିତ୍ରୀର ପ୍ରଭାବ: ପିଲାସାଲୁଙ୍କି କେନାଲରେ ଛଡ଼ାଯିବ ପାଣି
ଖଜୁରୀପଡ଼ା,୩।୮(ବିଦୁର ବେହେରା): ପିଲାସାଲୁଙ୍କି ଡ୍ୟାମ କେନାଲ ପାଣିକୁ ନେଇ ଚାଷୀଙ୍କ ଅସନ୍ତୋଷ ଏବଂ ସମସ୍ୟା ସମ୍ପର୍କରେ ଗତ ଜୁଲାଇ ୩୧ ତାରିଖରେ ’ଧରିତ୍ରୀ’ରେ ଖବର ପ୍ରକାଶ ପାଇବା ପରେ ଜଳସେଚନ ବିଭାଗ ତତ୍ପରତା ପ୍ରକାଶ କରିଛି। ସ୍ଥାନୀୟ ପ୍ରଶାସନ ଓ ବିଭାଗୀୟ…
ବାଙ୍କିପୁର ଉପନିର୍ବାଚନରେ ପ୍ରଶାନ୍ତ କିଶୋରଙ୍କୁ ସହଯୋଗ କଲେ ନୀତିଶ କୁମାର, ଜାଣନ୍ତୁ କ’ଣ ଥିଲା ପିକେଙ୍କ ରଣନୀତି
ପାଟନା,୩।୮: ବାଙ୍କିପୁର ବିଧାନସଭା ଉପନିର୍ବାଚନର ଫଳାଫଳ ପ୍ରକାଶ ପାଇଛି। ଜନ ସୁରାଜର ପ୍ରତିଷ୍ଠାତା ପ୍ରଶାନ୍ତ କିଶୋର ବିଜୟ ହାସଲ କରିଛନ୍ତି। ବଡ଼ ବ୍ୟବଧାନରେ ସେ ଭାଜପା ପ୍ରାର୍ଥୀ ନୀରଜ ସିହ୍ନାଙ୍କୁ ହରାଇ ଭାଜପାର ୩୫ ବର୍ଷର ଗଡ଼କୁ ଭାଙ୍ଗିଛନ୍ତି। ପୋଷ୍ଟାଲ ବାଲାଟ…
ଛାତିଥରା ଘଟଣା…ସ୍କୁଲରେ ପଶି ଶିକ୍ଷୟିତ୍ରୀଙ୍କୁ ଛୁରାମାଡ଼ କଲେ ଦୁର୍ବୃତ୍ତ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ
ନୂଆଦିଲ୍ଲୀ,୩।୮: ହରିୟାଣାର ଫରିଦାବାଦ ଜିଲାର ସିକରୌନା ଗାଁରେ ଥିବା ଏକ ସ୍କୁଲରେ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ଘଟିଛି । ଜଣେ ମୁଖା ପିନ୍ଧିଥିବା ଯୁବକ ସ୍କୁଲ ପରିସରକୁ ପଶି ଶିକ୍ଷୟିତ୍ରୀ ସନ୍ଧ୍ୟାଙ୍କୁ ଛୁରିରେ ଆକ୍ରମଣ କରି ହତ୍ୟା କରିଥିବା ନେଇ ଅଭିଯୋଗ…
ଜବରଦସ୍ତ ବିଜୟ ପରେ ଭାଜପାକୁ ଏମିତି ଅନୁରୋଧ କଲେ ପ୍ରଶାନ୍ତ କିଶୋର: ମୁଖ୍ୟମନ୍ତ୍ରୀଙ୍କୁ ତୁରନ୍ତ…
ପାଟନା,୩।୮: ଜନ ସୂରଜ ପାର୍ଟି (JSP)ର ପ୍ରତିଷ୍ଠାତା ପ୍ରଶାନ୍ତ କିଶୋର ବାଙ୍କିପୁର ଉପନିର୍ବାଚନରେ ବିଜୟ ହାସଲ କରିଛନ୍ତି। ସେ ଭାଜପା ପ୍ରାର୍ଥୀ ନୀରଜ କୁମାରଙ୍କୁ ପରାସ୍ତ କରିଛନ୍ତି। ସେ ଏହି ବିଜୟ ପାଇଁ ବାଙ୍କିପୁରର ଲୋକମାନଙ୍କୁ ଧନ୍ୟବାଦ ଦେଇଛନ୍ତି। ଜିତିବା ପରେ…
RSSର ବଡ଼ ପ୍ଲାନ! ମୋଦିଙ୍କ ପରେ Gen-Zଙ୍କ ସହ ସିଧାସଳଖ କଥା ହେବେ ମୋହନ ଭାଗବତ
ନୂଆଦିଲ୍ଲୀ,୩।୮: ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (RSS) ର ସଂଘ ଚାଳକ ମୋହନ ଭାଗବତ ଅଗଷ୍ଟ ୬ ତାରିଖରେ ଦେଶର ଯୁବବର୍ଗଙ୍କ ସହ ସୀଧାସଳଖ କଥାବାର୍ତ୍ତା କରିବେ। ଆରଏସଏସ ପକ୍ଷରୁ କୁହାଯାଇଛି ଯେ, ସେ ମୁମ୍ବାଇରେ ଦେଶର ‘ଜେନ୍-ଜି’ (Gen-Z) ଏବଂ ‘ଜେନ୍…

