Home Left

ପତଞ୍ଜଳି ବିଶ୍ୱବିଦ୍ୟାଳୟର ୪ର୍ଥ ସଂସ୍ଥାଗତ ସ୍ବର୍ଣ୍ଣପଦକ ପ୍ରତିଯୋଗିତା

ଭୁବନେଶ୍ୱର,୧୨ା୧(ଅନୁରାଧା ମହାରଣା): ପତଞ୍ଜଳି ବିଶ୍ୱବିଦ୍ୟାଳୟ ମାନବିକତା ଏବଂ ଓରିଏଣ୍ଟାଲ ଷ୍ଟଡିଜ୍‌ ଏବଂ ଦର୍ଶନ ଏବଂ ସଂସ୍କୃତ ବିଭାଗ ପକ୍ଷରୁ ମିଳିତ ଭାବେ ଚତୁର୍ଥ ସଂସ୍ଥାଗତ ସ୍ବର୍ଣ୍ଣପଦକ ପ୍ରତିଯୋଗିତା ଆରମ୍ଭ ହୋଇଛି। ଏ ଅବସରରେ ବିଶ୍ୱବିଦ୍ୟାଳୟ କୁଳାଧିପତି ଯୋଗଗୁରୁ ରାମଦେବ କହିଛନ୍ତି ,…

୧୮୩୧ରେ ଆଗ୍ନେୟଗିରି ଉଦ୍‌ଗିରଣରୁ ନୀଳ ହୋଇଥିଲା ସୂର୍ଯ୍ୟ

ଏଡିନବର୍ଗ, ୧୨ା୧:ପ୍ରାୟ ୨୦୦ ବର୍ଷ ତଳେ ପୃଥିବୀ ବାୟୁମଣ୍ଡଳରେ ସୂର୍ଯ୍ୟ ନୀଳରଙ୍ଗ ହେବାର ରହସ୍ୟ ଉପରୁ ବୈଜ୍ଞାନିକମାନେ ପରଦା ଉଠାଇଛନ୍ତି। ୧୮୩୧ ମସିହାରେ ହୋଇଥିବା ଏକ ଭୟଙ୍କର ଆଗ୍ନେୟଗିରି ଉଦ୍‌ଗିରଣ ଯୋଗୁ ସୂର୍ଯ୍ୟଙ୍କ ରଙ୍ଗରେ ପରିବର୍ତ୍ତନ ଘଟି ନୀଳରଙ୍ଗ ହୋଇଥିବା ନେଇ…

ଗେମ୍‌ ଚେଞ୍ଜର ସହ ଡା. ଅର୍ଥୋର ବୁଝାମଣା

ନୂଆଦିଲ୍ଲୀ,୧୨।୧: ଦେଶର ଅଗ୍ରଣୀ ଆୟୁର୍ବେଦିକ୍‌ କମ୍ପାନୀ ତଥା ଦିଭିସା ହର୍ବାଲ୍ସ ପ୍ରାଇଭେଟ୍‌ ଲିମିଟେଡ୍‌ର ପ୍ରମୁଖ ବ୍ରାଣ୍ଡ୍‌ ଡା. ଅର୍ଥୋ ଏବଂ ବଲିଉଡ୍‌ ଫିଲ୍ମ ‘ଗେମ୍‌ ଚେଞ୍ଜର’ ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ନିକଟରେ ହୋଇଯାଇଛି। ଏପରିକି ଏହି ରାଜନୈତିକ ଆକ୍ସନ ଥ୍ରୀଲର…

ରାଷ୍ଟ୍ର ନିର୍ମାଣ ଲାଗି ଯୁବ ସଶକ୍ତୀକରଣ ଜରୁରୀ

ସ୍ବାମୀ ବିବେକାନନ୍ଦଙ୍କ ଜୟନ୍ତୀକୁ ମନେ ପକାଇବା ପାଇଁ ସାରା ଦେଶରେ ପ୍ରତିବର୍ଷ ଜାନୁଆରୀ ୧୨କୁ ଜାତୀୟ ଯୁବ ଦିବସ ଭାବେ ପାଳନ କରାଯାଏ। ବିବେକାନନ୍ଦଙ୍କ ଚିନ୍ତାଧାରା, ମୂଲ୍ୟବୋଧ ଏବଂ ଆଦର୍ଶକୁ ଯୁବପିଢ଼ିଙ୍କ ମଧ୍ୟରେ ପ୍ରସାର କରିବା ହେଉଛି ଏହାର ଉଦ୍ଦେଶ୍ୟ, ଯାହା…

‘ଫତେହ’କୁ ପଛରେ ପକାଇଲା ‘ଗେମ୍‌ ଚେଞ୍ଜର’

ମୁମ୍ବାଇ: ଅଭିନେତା ସୋନୁ ସୁଦଙ୍କ ‘ଫତେହ’ ଓ ସାଉଥ୍‌ ସୁପରଷ୍ଟାର ରାମ ଚରଣଙ୍କ ‘ଗେମ୍‌ ଚେଞ୍ଜର’ ଶୁକ୍ରବାର ଏକସଙ୍ଗେ ବକ୍ସ ଅଫିସରେ ରିଲିଜ୍‌ ହୋଇଥିଲା। ତେବେ ରିଲିଜ୍‌ ହେବାର ପ୍ରଥମ ଦିନ ସୋନୁଙ୍କ ‘ଫତେହ’ ଦର୍ଶକଙ୍କୁ ବିଶେଷ ଭାବେ ଆକୃଷ୍ଟ କରିପାରି ନାହିଁ।…

ଗର୍ବ ନ ଆଣି ମନରେ କୃତଜ୍ଞତା ଆଣନ୍ତୁ : ତଥାଗତ

ଢେଙ୍କାନାଳ,୧୨ା୧ (ରତନ ନାୟାର):ଆମେ ଗର୍ବ ନ ଆଣି ମନରେ କୃତଜ୍ଞତା ଆଣିବା ଉଚିତ ବୋଲି ‘ଧରିତ୍ରୀ’ ଏବଂ ‘ଓଡ଼ିଶା ପୋଷ୍ଟ’ର ସମ୍ପାଦକ ତଥାଗତ ସତପଥୀ କହିଛନ୍ତି। ଢେଙ୍କାନାଳର ଅଗ୍ରଣୀ ସାମାଜିକ ଅନୁଷ୍ଠାନ ବଜରଙ୍ଗ କ୍ଲବର ବାର୍ଷିକ ଉତ୍ସବ ‘ଆଗ୍ନେୟ-୨୦୨୫’ର ଦ୍ୱିତୀୟ ସନ୍ଧ୍ୟା…

ଆମେରିକାରେ ତୁଷାରଝଡ଼: ୩,୦୦୦ ବିମାନ ବାତିଲ

ଆଟଲାଣ୍ଟା,୧୨।୧: ଯୁକ୍ତରାଷ୍ଟ୍ର ଆମେରିକାର ଦକ୍ଷିଣ ଭାଗରେ ପ୍ରବଳ ବେଗରେ ପବନ ସାଙ୍ଗକୁ ଭୟାବହ ତୁଷାର ଝଡ଼ ଯୋଗୁ ଶୁକ୍ରବାର ସାଧାରଣ ଜୀବନଯାତ୍ରା ବ୍ୟାହତ ହୋଇଛି। ଫଳରେ ୩,୦୦୦ରୁ ଊର୍ଦ୍ଧ୍ୱ ବିମାନ ଉଡ଼ାଣ ବାତିଲ ହେବା ସହ ଅନେକ ହଜାର ବିମାନ ବିଳମ୍ବିତ ହୋଇଛି।…

ରେଳଷ୍ଟେଶନ ବିଲ୍ଡିଂ ଭୁଶୁଡ଼ିଲା

ଲକ୍ଷ୍ନୌ,୧୨।୧: ଊତ୍ତରପ୍ରଦେଶର କନୌଜ ରେଳଷ୍ଟେଶନରେ ଏକ ନିର୍ମାଣାଧୀନ ବିଲ୍ଡିଂର ଛାତ ଶନିବାର ଭୁଶୁଡ଼ି ପଡ଼ିବାରୁ ଅନେକ ଶ୍ରମିକ ଭଗ୍ନାବଶେଷ ତଳେ ପୋତିହୋଇ ରହିଥିବା ଆଶଙ୍କା କରାଯାଉଛି। ଷ୍ଟେଶନର ସୌନ୍ଦର୍ଯ୍ୟକରଣ ପାଇଁ ଏକ ଦୁଇମହଲା ବିଲ୍ଡିଂ ନିର୍ମାଣ ଚାଲିଥିବାବେଳେ ଏହା ଭୁଶୁଡ଼ି ପଡ଼ିଥିଲା। ସେତେବେଳେ…

ଟ୍ରମ୍ପ୍‌ ଦୋଷୀ, ଦଣ୍ଡମୁକ୍ତ

ନ୍ୟୁୟର୍କ,୧୨।୧: ୭୮ ବର୍ଷୀୟ ରିପବ୍ଲିକାନ୍‌ ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ଜଷ୍ଟିସ୍‌ ଜୁଆନ୍‌ ମର୍ଚାନ୍‌ ଦୋଷୀ ସାବ୍ୟସ୍ତ କରିବା ସହ ନିଃସର୍ତ୍ତରେ ଦଣ୍ଡମୁକ୍ତ କରିଛନ୍ତି। ଆପରାଧିକ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଆମେରିକାର ରାଷ୍ଟ୍ରପତି ଦାୟିତ୍ୱ ଗ୍ରହଣ କରିବାରେ ଟ୍ରମ୍ପ୍‌ ହେଉଛନ୍ତି ପ୍ରଥମ। ରାୟ…

୨୦୨୫ରେ ଭାରତର ଅର୍ଥନୀତି ରହିବ ଦୁର୍ବଳ :ଆଇଏମ୍‌ଏଫ୍‌ ମୁଖ୍ୟଙ୍କ ଭବିଷ୍ୟବାଣୀ

ନୂଆଦିଲ୍ଲୀ,୧୨।୧:୨୦୨୫ ବର୍ଷରେ ଭାରତର ଅର୍ଥନୀତି ସାମାନ୍ୟ ଦୁର୍ବଳ ରହିବ ବୋଲି ଅନ୍ତର୍ଜାତୀୟ ମୁଦ୍ରାପାଣ୍ଠି (ଆଇଏମ୍‌ଏଫ୍‌)ର ପରିଚାଳନା ନିର୍ଦ୍ଦେଶକା କ୍ରିଷ୍ଟାଲିନା ଜିଓର୍ଜିଏଭା ଆଶଙ୍କା ବ୍ୟକ୍ତ କରିଛନ୍ତି। ମୁଖ୍ୟତଃ ଆମେରିକାର ବାଣିଜ୍ୟ ନୀତି ସମେତ ଚଳିତ ବର୍ଷ ବିଶ୍ୱରେ ବିଭିନ୍ନ ଅନିଶ୍ଚିତତା ଲାଗିରହିବ ବୋଲି…

ମୃତ ସହଦେବଙ୍କ ସ୍ତ୍ରୀ-ଝିଅଙ୍କୁ ଭେଟି କାନ୍ଦି ପକାଇଲେ ନବୀନ, ଦେଲେ ୫୦ହଜାର ଟଙ୍କା ସହାୟତା

ଭୁବନେଶ୍ୱର, ୧୧ା୧ (ବନ୍ଦନା ସେଠୀ) – ହତ୍ୟାର ଶିକାର ହୋଇଥିବା ବିଏମ୍‌ସି ସଫେଇ ମଜଦୁର ସଂଘ ସଭାପତି ସହଦେବ ନାୟକଙ୍କ ସ୍ତ୍ରୀ ସୁନୀତା ନାୟକ ଏବଂ ତାଙ୍କ ଦୁଇଝିଅ ଶନିବାର ନବୀନ ନିବାସ ଯାଇ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଥିଲେ।…

ନୂଆ ବର୍ଷରେ ନୂଆ ଖେଳ! ଏକାଠି ହେବେ ଅଲଗା ହୋଇଥିବା ଦୁଇ ବନ୍ଧୁ? ଉଦ୍ଧବ-ଫଡ଼ନଭିସଙ୍କ ସ୍ବର…

ମୁମ୍ବାଇ,୧୧।୧: ନୂଆ ବର୍ଷରେ ମହାରାଷ୍ଟ୍ରର ରାଜନୀତିରେ ନୂତନ ସମୀକରଣର ସମ୍ଭାବନା ଦୃଶ୍ୟମାନ ହେଉଛି। ଲୋକାଲ ବଡି ନିର୍ବାଚନ ପୂର୍ବରୁ ମହାରାଷ୍ଟ୍ରରେ ରାଜନୈତିକ କାର୍ଯ୍ୟକଳାପ ବୃଦ୍ଧି ପାଇଛି। ଦେବେନ୍ଦ୍ର ଫଡନଭିସ ଏବଂ ଉଦ୍ଧବଙ୍କ ମଧ୍ୟରେ କିଛି ଘଟିବା ଭଳି ମନେ ହେଉଛି। ପ୍ରଶ୍ନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri