Home Left

ଭାଜପାରେ ଯୋଗଦେବା ପାଇଁ ପଡୁଛି ଚାପ: ଚାଞ୍ଚଲ୍ୟକର ଖୁଲାସା କଲେ ସଞ୍ଜୟ ରାଉତ

ପୁଣେ,୮।୧୧: ମହାରାଷ୍ଟ୍ରରେ ବିଧାନସଭା ନିର୍ବାଚନର କୋଳାହଳ ମଧ୍ୟରେ ନେତାଙ୍କ ଆରୋପ-ପ୍ରତ୍ୟାରୋପ ଜାରି ରହିଛି। ସେପଟେ ଉଦ୍ଧବ ଠାକ୍‌ରେ ଦଳର ନେତା ସଞ୍ଜୟ ରାଉତ କହିଛନ୍ତି, ଭାଜପାରେ ଯୋଗଦେବା ପାଇଁ ତାଙ୍କ ଉପରେ ଚାପ ରହିଛି। ଏଥିସହ ଭାଜପା କେବଳ ବିଭାଜନ କାର୍ଯ୍ୟରେ…

ଭାରତକୁ ମହାନ ଶକ୍ତି କହିଲେ ପୁଟିନ; ଚାଇନା-ପାକିସ୍ତାନକୁ ଲାଗିଲା ବଡ଼ ଝଟକା

ନୂଆଦିଲ୍ଲୀ, ୮।୧୧: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତର ପ୍ରଶଂସା କରି ଭାରତକୁ ଏକ ମହାନ ଶକ୍ତି ବୋଲି କହିଛନ୍ତି। ଭାରତର ଅର୍ଥବ୍ୟବସ୍ଥା, ସଂସ୍କୃତି ଏବଂ ଭବିଷ୍ୟତରେ ସମ୍ଭାବନାକୁ ଖୁବ ପ୍ରଶଂସା କରିଥିଲେ। ପୁଟିନ ବଦ୍ଲାଇ ଆଲୋଚନାରେ ରୁଷିଆ ଏବଂ ଭାରତର…

ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ୧୨ ପର୍ଯ୍ୟନ୍ତ ଏହି ସବୁ ସ୍ଥାନରେ ପ୍ରବଳ ବର୍ଷିବ

ଭୁବନେଶ୍ୱର,୮।୧୧: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏ ନେଇ ଭାରତୀୟ ପାଣିପାଗ ବିଜ୍ଞାନ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଦକ୍ଷିଣପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଲଘୁଚାପରେ ପରିଣତ ହେବା ପରେ ପଶ୍ଚିମ…

ଦାରିଙ୍ଗବାଡିରେ ଡମ୍ପିଂୟାର୍ଡ ନଥିବା ଘଟଣା: ଖବର ପ୍ରକାଶ ପରେ ବର୍ଯ୍ୟବସ୍ତୁ ପରିଚାଳନା କେନ୍ଦ୍ରପାଇଁ ପଡ଼ିଲା ଭିତ୍ତିପ୍ରସ୍ତର 

ଦାରିଙ୍ଗବାଡି,୮ା୧୧(ଅରୁଣ ସାହୁ): କନ୍ଧମାଳ ଜିଲାର ଦାରିଙ୍ଗବାଡି ଓଡ଼ିଶାର କଶ୍ମୀର ଭାବେ ପରିଚିତ। ଶୀତ ଋତୁରେ ଏଠାକୁ ପର୍ଯ୍ୟଟକଙ୍କ ଭିଡ ଲାଗିଥାଏ।  ତେବେ ଦାରିଙ୍ଗବାଡ଼ି ବଜାର ସମେତ ପର୍ଯ୍ୟଟନକ୍ଷେତ୍ର ଆଦିରେ କୁଢ଼କୁଢ଼ ଅଳିଆ ଯୋଗୁ ଦାରିଙ୍ଗବାଡକୁ ଆସୁଥିବା ପର୍ଯ୍ୟଟକ ନାକ ଟେକୁଛନ୍ତି। ଏ…

ସାମାନ୍ୟ ବଚସା ହେଲା କାଳ: ଖୁଡ଼ିଙ୍କ ଗଳାକାଟି ହତ୍ୟା କଲେ ପୁତୁରା

ଧରାକୋଟ,୮।୧୧: ଗଞ୍ଜାମ ଜିଲା ଧରାକୋଟ ଥାନା ଅନ୍ତର୍ଗତ ବରଡାବିଲି ଗ୍ରାମରେ ଆଜି ଘଟିଛି ଏକ ଲୋମାଟାଙ୍କୁରା ହତ୍ୟାକାଣ୍ଡ। ସ୍ପଷ୍ଟ ଦିବାଲୋକରେ ଗ୍ରାମର ସିକନ୍ଦର ସାହୁଙ୍କ ପୁଅ ବଳରାମ ସାହୁ ନିଜ ବିଧବା ଭାଉଜ ସସ୍ମିତା ସାହୁ(୩୨)ଙ୍କୁ ନିର୍ମମ ଭାବେ ଛୁରି ଭୂଷି…

ଅବସର ପରେ ଚନ୍ଦ୍ରଚୂଡଙ୍କୁ କ’ଣ ମିଳିବ ସୁବିଧା: ଜାଣନ୍ତୁ ନିୟମ ବିଷୟରେ…

ନୂଆଦିଲ୍ଲୀ,୮।୧୧: ଭାରତରେ ସୁପ୍ରିମକୋର୍ଟର ମୁଖ୍ୟ ଅର୍ଥାତ୍‌ ପ୍ରଧାନ ବିଚାରପତି (ସିଜେଆଇ) ହେଉଛି ଭାରତୀୟ ନ୍ୟାୟପାଳିକାର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପଦ। ଏହା କେବଳ ଏକ ସମ୍ମାନଜନକ ପଦବୀ ନୁହେଁ, ବରଂ ଏହା ସହିତ ବିଶେଷ ଅଧିକାର ମଧ୍ୟ ବହନ କରେ,ଯାହା ପ୍ରଧାନ ବିଚାରପତିଙ୍କ…

ନବୀନ ପଟ୍ଟନାୟକଙ୍କ ଏହି ଭୁଲ୍‌ ପାଇଁ ହାରିଲା ବିଜେଡି: କହୁ କହୁ କହିଦେଲେ ପୂର୍ବତନ ବିଜେଡି ବିଧାୟକ

ଭୂବନେଶ୍ୱର,୮।୧୧: ବିଜେଡି ନେତା ତଥା ଛେଣ୍ଡିପଦାର ପୂର୍ବତନ ବିଧାୟକ ସୁଶାନ୍ତ ବେହେରା ନିଜ ଦଳ ବିରୋଧରେ ମୁହଁ ଖୋଲିଛନ୍ତି। ଗତ ନିର୍ବାଚନରେ ବିଜେଡି ହାରିବାର ବଡ଼ କାରଣ ମଧ୍ୟ ସେ କହିଛନ୍ତି। ଦଳର ପରାଜୟ ପାଇଁ ସୁପ୍ରିମୋ ନବୀନ ପଟ୍ଟନାୟକ ଦାୟୀ…

‘ମହା ବିକାଶ ଅଘାଡ଼ି’ ଗାଡିର ଡ୍ରାଇଭର ସିଟ୍ ପାଇଁ ଝଗଡ଼ା: ମହାରାଷ୍ଟ୍ରରେ ବିରୋଧୀଙ୍କୁ ମୋଦିଙ୍କ କଟାକ୍ଷ

ମୁମ୍ବାଇ, ୮।୧୧: ମହାରାଷ୍ଟ୍ରରେ ବିଧାନସଭା ନିର୍ବାଚନକୁ ଆଉ ଗୋଟିଏ ମାସରୁ କମ୍ ସମୟ ଥିବା ବେଳେ ସରକାରୀ ଓ ବିରୋଧୀ ଜୋରଦାର ପ୍ରଚାର କରୁଛନ୍ତି। ଉଭୟଙ୍କ ପକ୍ଷରୁ ବୟାନବାଜି ଜାରି ରହିଛି। ଏହାରି ମଧ୍ୟରେ ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିରୋଧୀଙ୍କୁ…

ଓସିସିଏଲ ସିନିୟର ଆକାଉଣ୍ଟାଣ୍ଟ ନିଯୁକ୍ତି ପ୍ରକ୍ରିୟାକୁ ସ୍ଥଗିତ ରଖିଲେ ହାଇକୋର୍ଟ

କଟକ,୮।୧୧: ରାଜ୍ୟ ପିଏସୟୁରେ ବରିଷ୍ଠ ଆକାଉଣ୍ଟାଣ୍ଟ ପଦବୀ ପାଇଁ ନିଯୁକ୍ତି ପ୍ରକ୍ରିୟାକୁ ଚ୍ୟାଲେଞ୍ଜ କରୁଥିବା ଏକ ଆବେଦନ ଉପରେ ଓଡ଼ିଶା ହାଇକୋର୍ଟ ଓଡିଶା ନିର୍ମାଣ ନିଗମ ଲିମିଟେଡ (ଓସିସିଏଲ)କୁ ନୋଟିସ ଜାରି କରିଛନ୍ତି। ଜଷ୍ଟିସ ଏସ.କେ ପାଣିଗ୍ରାହୀଙ୍କ ଏକକ ଜଜ ବେଞ୍ଚ…

କେଉଁ ମାଂସ ଖାଇବାକୁ ଭଲ ପାଆନ୍ତି ଟ୍ରମ୍ପ, ଜାଣି ତାଜୁବ ହେବେ…

ଓ୍ବାଶଂଟନ୍‌,୧୧।୮: ଆମେରିକାର ରାଷ୍ଟ୍ରପତି ନିର୍ବାଚନରେ ରିପବ୍ଲିକାନ ପାର୍ଟି ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପ ଐତିହାସିକ ବିଜୟ ହାସଲ କରିଛନ୍ତି। ସାରା ବିଶ୍ବରେ ଟ୍ରମ୍ପଙ୍କୁ ନେଇ ଚର୍ଚ୍ଚା ଲାଗି ରହିଛି । ତାଙ୍କର ପରିବାର, ସମ୍ପତ୍ତି ଓ ସଉକ ଠାରୁ ଆରମ୍ଭ କରି ତାଙ୍କର…

ଅମ୍ବାନୀ କି ଆଦାନୀ ନୁହେଁ, ଏହି ବ୍ୟକ୍ତି ହେଉଛନ୍ତି ଭାରତର ସବୁଠୁ ବଡ଼ ଦାନବୀର

ନୂଆଦିଲ୍ଲୀ,୮।୧୧: ଭାରତରେ ଶିଳ୍ପପତିମାନେ ବହୁ ଅର୍ଥ ଉପାର୍ଜନ କରନ୍ତି। ସେମାନେ ନିଜ ଅର୍ଜିତ ଅର୍ଥକୁ ଦାନ କରନ୍ତି। ବେଳେବେଳେ ମନରେ ପ୍ରଶ୍ନ ଆସେ, ଭାରତର ସବୁଠାରୁ ବଡ ଦାତା କିଏ, ଯିଏ ନିଜର ଲାଭର ସର୍ବାଧିକ ପରିମାଣକୁ ଦାନକୁ ଦିଅନ୍ତି। ତେବେ…

ଅନ୍‌ଲାଇନ ଗେମ୍‌ରୁ ଗଢି ଉଠିଥିଲା ପ୍ରେମ ସମ୍ପର୍କ: ଯୁବତୀଙ୍କୁ ନେବାକୁ ଆସିଥିଲେ ଭୁବନେଶ୍ବର, ତା’ପରେ…

ଭୁବନେଶ୍ୱର,୮।୧୧: ଭୁବନେଶ୍ବରରେ ଲଭ ଜିହାଦ ଭଳି ଏକ ଘଟଣା ସାମ୍‌ନାକୁ ଆସିଛି। ଧରାପଡ଼ିଛନ୍ତି ଜଣେ କଶ୍ମୀର ଯୁବକ। ମହିଳା ଥାନା ପୋଲିସ ଯୁବକଙ୍କୁ ଉଠାଇ ଆଣି ଥାନାରେ ଅଟକ ରଖି ତଦନ୍ତ ଆରମ୍ଭ କରିଛି। ମିଳିଥିବା ସୂଚନା ମୁତାବକ, ଅନ୍‌ଲାଇନ ଗେମ୍‌ରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri