Home Left

ଟ୍ରମ୍ପ୍‌ଙ୍କ ସହ ଆଲୋଚନା ପାଇଁ ପୁଟିନ୍‌ ପ୍ରସ୍ତୁତ

ମସ୍କୋ,୧୧ା୧: ଆସନ୍ତା ଫେବୃଆରୀରେ ରୁଷିଆ-ୟୁକ୍ରେନ୍‌ ଯୁଦ୍ଧକୁ ୩ ବର୍ଷ ପୂରିବାକୁ ଯାଉଛି। ଇତିମଧ୍ୟରେ ଆମେରିକା ୟୁକ୍ରେନ୍‌କୁ ଅନେକ ପର୍ଯ୍ୟାୟରେ ମୋଟ ୬୬ ବିଲିୟନ୍‌ ଡଲାରର ସହାୟତା ପ୍ରଦାନ କରିସାରିଲାଣି। ଆସନ୍ତା ୨୦ରେ ଆମେରିକାର ନୂଆ ରାଷ୍ଟ୍ରପତି ଦାୟିତ୍ୱ ଗ୍ରହଣ କରିବାକୁ ଯାଉଥିବା…

ମହାରାଷ୍ଟ୍ରରେ ଭାଜପାର ବିଜୟ ପାଇଁ ଆର୍‌ଏସ୍‌ଏସ୍‌କୁ ଶ୍ରେୟ ଦେଲେ ପାଓ୍ବାର

ମୁମ୍ବାଇ,୧୧।୧: ଏନ୍‌ସିପି(ଏସ୍‌ପି) ଅଧ୍ୟକ୍ଷ ଶରଦ ପାଓ୍ବାର ଏକ ଆଶ୍ଚର୍ଯ୍ୟ ଘଟଣାକ୍ରମରେ ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ଭାଜପାର ବଡ଼ ବିଜୟ ପାଇଁ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌)କୁ ଶ୍ରେୟ ଦେଇଛନ୍ତି। ମୁମ୍ବାଇରେ ଦଳୀୟ କର୍ମୀମାନଙ୍କୁ ଉଦ୍‌ବୋଧନ ଦେଇ ଏହି ବର୍ଷୀୟାନ ରାଜନେତା କହିଛନ୍ତି,…

କାନାଡା ପ୍ରଧାନମନ୍ତ୍ରୀ ଦୌଡ଼ରେ ଭାରତୀୟ ବଂଶୋଦ୍ଭବ ଚନ୍ଦ୍ର ଆର୍ଯ୍ୟ

ଓଟ୍ଟାଓ୍ବା,୧୧ା୧: କାନାଡା ପ୍ରଧାନମନ୍ତ୍ରୀ ଜଷ୍ଟିନ୍‌ ଟ୍ରୁଡୋଙ୍କ ଇସ୍ତଫା ପରେ ମାର୍ଚ୍ଚ ୯ରେ ଶାସକ ଲିବରାଲ ପାର୍ଟି ଦେଶର ନୂଆ ନେତା ବାଛିବାକୁ ଯାଉଛି। ନୂଆ ନେତା ଚୟନ ପର୍ଯ୍ୟନ୍ତ ଟ୍ରୁଡୋ କାମଚଳା ପ୍ରଧାନମନ୍ତ୍ରୀ ରହିବେ। ତେବେ ସେଣ୍ଟ୍ରାଲ ବ୍ୟାଙ୍କର ପୂର୍ବତନ ଅଧିକାରୀ…

ଟୁଇନ୍‌ ସିଟିରେ ପ୍ରବଳ କୁହୁଡ଼ି, ୧୦୦ ମିଟର ଆଗକୁ ଦେଖାଯାଉନି ରାସ୍ତା

ଭୁବନେଶ୍ବର,୧୧।୧: ଭୁବନେଶ୍ବର ଓ କଟକର ବିଭିନ୍ନ ସ୍ଥାନରେ ଘନ କୁହୁଡ଼ି। ୧୦୦ ମିଟର ଆଗକୁ ରାସ୍ତା ଦେଖାଯାଉନି। ଘନ କୁହୁଡ଼ି ଯୋଗୁ ଗାଡ଼ି ଚଳାଚଳ ବାଧାପ୍ରାପ୍ତ ହୋଇଛି। ଗଞ୍ଜାମ, ଗଜପତି, କଳାହାଣ୍ଡି ସମେତ ୬ ଜିଲାକୁ କୁହୁଡ଼ି ପାଇଁ ଆଲର୍ଟ ଜାରି…

ହଲିଉଡ୍‌ରେ ହାହାକାର: ଲସ୍‌ଏଞ୍ଜେଲ୍ସ ବନାଗ୍ନିର କାରଣ ଖୋଜୁଛନ୍ତି ତଦନ୍ତକାରୀ

ଲସ୍‌ଏଞ୍ଜେଲ୍ସ/ଓ୍ବାଶିଂଟନ୍‌,୧୧ା୧:ଆମେରିକା କାଲିଫର୍ନିଆସ୍ଥିତ ଲସ୍‌ଏଞ୍ଜେଲ୍ସ ବନାଗ୍ନି ଅନୂ୍ୟନ ୧୦ ଜଣଙ୍କ ଜୀବନ ନେବା ସହ ଅନେକ ଲକ୍ଷ ଲୋକଙ୍କ ଘରଦ୍ୱାରକୁ ଭସ୍ମୀଭୂତ କରିଦେଇଛି। ପାସିଫିକ୍‌ ପାଲିସାଡେସ୍‌ ଓ ପାସାଡେନା ଉପକୂଳ ଜଙ୍ଗଲରେ ମଙ୍ଗଳବାରଠାରୁ ଲାଗିଥିବା ନିଅଁା ଭୟଙ୍କର ରୂପ ଧାରଣ କରିଥିବାବେଳେ ଏହାକୁ…

ସାମ୍ବାଦିକ ସମ୍ପୂର୍ଣ୍ଣ ପରିବାରକୁ ନିର୍ମମ ହତ୍ୟା: ବାପା, ମା’ ଭାଇଙ୍କୁ କୁରାଢ଼ିରେ କାଟିଲେ

ନୂଆଦିଲ୍ଲୀ,୧୦।୧: ଛତିଶଗଡ଼ରେ ସାମ୍ବାଦିକ ମୁକେଶ ଚନ୍ଦ୍ରକରଙ୍କ ହତ୍ୟା ମାମଲା ଏପର୍ଯ୍ୟନ୍ତ ଶାନ୍ତ ହୋଇ ନଥିଲା, ଏବେ ଆଉ ଜଣେ ସାମ୍ବାଦିକଙ୍କ ସମ୍ପୂର୍ଣ୍ଣ ପରିବାରକୁ ହତ୍ୟା କରାଯାଇଛି। ଶୁକ୍ରବାର ସୁରଜପୁର ଜିଲାରେ ସମ୍ପତ୍ତି ବିବାଦ ଯୋଗୁଁ ଏକ ଜାତୀୟ ଗଣମାଧ୍ୟମର ରିପୋର୍ଟର ସନ୍ତୋଷ…

ପ୍ରେମାନନ୍ଦ ମହାରାଜଙ୍କ ଦର୍ଶନ ପରେ ଗର୍ଜିବ ବିରାଟଙ୍କ ବ୍ୟାଟ୍‌! ଇଂଲଣ୍ଡ-ପାକିସ୍ତାନ ବିପକ୍ଷରେ ହେବ ରନ୍‌ ବର୍ଷା, ରହିଛି ଏଭଳି ସଂଯୋଗ

ନୂଆଦିଲ୍ଲୀ,୧୦।୧: ଲଗାତାର ଭାବେ ଖରାପ ଫର୍ମ ଦେଇ ଗତି କରୁଛନ୍ତି ଭାରତୀୟ ଟିମ୍‌ର ତାରକା ବ୍ୟାଟ୍ସମ୍ୟାନ୍‌ ବିରାଟ କୋହଲି। ଏହାକୁ ନେଇ ଟିମ୍‌ ମ୍ୟାନେଜମେଣ୍ଟ ସହ ପ୍ରଶଂସକମାନେ ଚିନ୍ତିତ ଅଛନ୍ତି। କିଛି ଲୋକ ତାଙ୍କୁ ଟିମ୍‌ରୁ ବାଦ୍‌ ଦେବାକୁ ଦାବି କରୁଛନ୍ତି।…

ଧନୁଯାତ୍ରାରେ ବାଲିଯାତ୍ରା ଟିକେଟ୍: ବିରୋଧ କରିବାରୁ ସଂଘବଦ୍ଧ ଆକ୍ରମଣ

ମଥୁରାନଗରୀ, ୧୦।୧(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ଧନୁଯାତ୍ରା ମହୋତ୍ସବ ଚାଲିଛି। ଏହି ଉପଲକ୍ଷେ ସ୍ଥାନୀୟ ଜର୍ଜ ହାଇସ୍କୁଲ ପଡିଆରେ ମୀନାବଜାର ସମେତ ବିଭିନ୍ନ ଷ୍ଟଲ ଚାଲିଛି। ତେବେ ପଡିଆର କେନ୍ଦ୍ରଭାଗରେ ଚାଲିଥିବା ଏକ ଟିକେଟ୍ ଶୋରେ ଦର୍ଶକଙ୍କୁ ଯେଉଁ…

ଓ୍ବାର୍ନରଙ୍କ ବ୍ୟାଟ୍‌କୁ ଦୁଇଫାଳ କରିଦେଲେ ଏହି ବୋଲର୍‌, Live ମ୍ୟାଚ୍‌ରେ ମୁଣ୍ଡରେ ବାଜିଲା…

ସିଡନୀ,୧୦।୧: ଭାଙ୍ଗିଲା ବିସ୍ଫୋରକ ବ୍ୟାଟ୍ସମ୍ୟାନ୍‌ ଡେଭିଡ୍‌ ଓ୍ବାର୍ନରଙ୍କ ବ୍ୟାଟ୍‌। ବିଗ୍‌ ବ୍ୟାଶ୍‌ ଲିଗ୍‌ ୨୦୨୫ର ୨୯ତମ ମୁକାବିଲାରେ କିଛି ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି। ସିଡନୀ ଥଣ୍ଡରର ବ୍ୟାଟିଂ ସମୟରେ ଅଧିନାୟକ ଡେଭିଡ୍‌ ଓ୍ବାର୍ନର ରାଇଲି ମେରିଡିଥ୍‌ଙ୍କ ବଲ୍‌ରେ ଶଟ୍‌ ଖେଳିବାକୁ…

ଚାଷୀଙ୍କ ସମସ୍ୟା ସମାଧାନ ପାଇଁ କିଷାନ ମୋର୍ଚ୍ଚାର…

ଛତ୍ରପୁର,୧୦।୧(ଦିଲ୍ଲୀପ ସାମଲ):ସଂଯୁକ୍ତ କିସାନ ମୋର୍ଚ୍ଚା ପକ୍ଷରୁ ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକ ପତ୍ର ପ୍ରଦାନ କରାଯାଇଛି। ଚାଷୀମାନଙ୍କ ସମସ୍ୟାର ସମାଧାନ କରିବା ସମେତ ୬ଦଫା ଦାବି ନେଇ ସଂଯୁକ୍ତ କିସାନ ମୋର୍ଚ୍ଚା ପକ୍ଷରୁ ମୁଖ୍ୟମନ୍ତ୍ରୀ ମୋହନ ମାଝିଙ୍କ ଉଦ୍ଦେଶ୍ୟରେ ଏକ…

ସ୍ତ୍ରୀଙ୍କ ନାମରେ FD କଲେ ଖାଲି ଟିକସ ବଞ୍ଚିବ, ହେଲେ ମା’ଙ୍କ ନାମରେ କଲେ ହେବେ ମାଲାମାଲ…

ନୂଆଦିଲ୍ଲୀ,୧୦।୧: ଯେତେବେଳେ ସୁରକ୍ଷିତ ଉପାୟରେ ଭଲ ଟଙ୍କା ରୋଜଗାର କରିବାର ଚିନ୍ତା ମନକୁ ଆସେ, ପ୍ରଥମେ ମନକୁ ଆସେ ସ୍ଥିର ଜମା (FD) ଯୋଜନା। ବର୍ତ୍ତମାନ ଦେଶରେ ବିଭିନ୍ନ FD ଯୋଜନାରେ ଲୋକେ ଆଗ୍ରହ ପ୍ରକାଶ କରୁଛନ୍ତି, ଯାହା ହେତୁ ଲୋକମାନେ…

ବ୍ରହ୍ମପୁରରେ ପହଞ୍ଚତ୍ପାରିଲେନି ଯାତ୍ରୀବାହୀ ବସ୍‌ରେ …

ଦିଗପହଣ୍ଡି,୧୦ା୧(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ପୁରୁଣା ବସଷ୍ଟାଣ୍ଡରୁ ବ୍ରହ୍ମପୁର ଅଭିମୁଖେ ଯାଉଥିବା ଏକ ଯାତ୍ରୀବାହୀ ବସ୍‌ ମଧ୍ୟରୁ ଶୁକ୍ରବାର ସକାଳ ପ୍ରାୟ ୮ଟାରେ ଜଣେ ବୃଦ୍ଧାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ବୃଦ୍ଧା ଜଣକ ହେଲେ ଶେରଗଡ଼ ବ୍ଲକ କାର୍ଯ୍ୟାଳୟ ନିକଟ ଅନନ୍ତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri