ଫେବୃଆରୀ ଦ୍ୱିତୀୟ ସପ୍ତାହ ଯାଏ ଶୀତ ଲହର
ଭୁବନେଶ୍ୱର,୧୦ା୧(ଅନୁରାଧା ମହାରଣା)- ରାଜ୍ୟରେ ଗତ କିଛିଦିନ ହେଲା ଶୀତ ଲହରି ଜାରି ରହିଛି। ୧୦ ସହରରେ ପାରଦ ୧୦ ଡିଗ୍ରୀ ଓ ଏହା ତଳେ ରହିଛି। ମାତ୍ର ରବିବାରଠାରୁ ଶୀତ କମିଯିବ ଓ ୧୬ ତାରିଖରୁ ପୁଣି ବଢିବ ବୋଲି ଆଞ୍ଚଳିକ…
SBIର ‘ହର ଘର ଲକ୍ଷପତି’ ଯୋଜନା କ’ଣ? ମିଳୁଛି ମୋଟା ଅଙ୍କର ସୁଧ, କିଏ କରିପାରିବେ ନିବେଶ, ଜାଣନ୍ତୁ ସବୁକିଛି…
ନୂଆଦିଲ୍ଲୀ,୧୦।୧: କିଛିଦିନ ପୂର୍ବେ ଭାରତୀୟ ଷ୍ଟେଟ୍ ବ୍ୟାଙ୍କ ‘ହର ଘର ଲକ୍ଷପତି’ ଯୋଜନା ଆରମ୍ଭ କରିଛି। ଏହା ଏକ RD ଯୋଜନା, ଯେଉଁଥିରେ ଛୋଟ ରାଶି ଜମା କରି ଏକ ଲକ୍ଷ ଟଙ୍କାରୁ ଅଧିକ ଟଙ୍କା ରଖିପାରିବେ। ଏଥିରେ ସାଧାରଣ ନାଗରିକଙ୍କୁ…
ଗଞ୍ଜେଇ ସହ ବାଇକ୍ ଜବତ, ଜଣେ ଗିରଫ
ଦିଗପହଣ୍ଡି,୧୦ା୧(ଅଶେଷ ନାଥ ମିଶ୍ର): ବାଇକ୍ରେ ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଜଣେ ବ୍ୟକ୍ତି ଧରା ପଡ଼ିଛନ୍ତି। ତାଙ୍କୁ ପୋଲିସ ଗିରଫ କରି ବ୍ରହ୍ମପୁର ଜିଲା ଦୌରାଜଜ୍ କୋର୍ଟକୁ ଚାଲାଣ କରିଛି। ସେ ହେଲେ ଗଜପତି ଜିଲା ମୋହନା ଥାନା କିର୍ତ୍ତିଗି ଗ୍ରାମର…
ଯେଉଁମାନେ ଉପକୃତ ହୋଇ ସାରିଛନ୍ତି ସେମାନଙ୍କୁ ସଂରକ୍ଷଣରୁ ବାଦ ଦେବା ଉଚିତ: ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୧୦।୧: ଗୁରୁବାର ସୁପ୍ରିମକୋର୍ଟ କହିଛନ୍ତି ଯେ ଅନୁସୂଚିତ ଜାତି (SC) ଏବଂ ଅନୁସୂଚିତ ଜନଜାତି (ST) ର ଯେଉଁମାନେ ସଂରକ୍ଷଣ ସୁବିଧା ପାଇଛନ୍ତି ଏବଂ ଅନ୍ୟମାନଙ୍କ ସହିତ ପ୍ରତିଯୋଗିତା କରିବାର ସ୍ଥିତିରେ ଅଛନ୍ତି, ସେମାନଙ୍କୁ ସଂରକ୍ଷଣ ପରିସରରୁ ବାଦ ଦିଆଯିବା ଉଚିତ…
ଚୋରି ଆଲୁମିନା ପାଉଡର ସହ ୨ ଟ୍ରାକ୍ଟର, ୨ ବୋଲେରୋ, କାର୍ ଜବତ, ୨ କୋର୍ଟ ଚାଲାଣ
ଲାଞ୍ଜିଗଡ଼,୧୦ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଚମ୍ପାଦେଈପୁର ପଞ୍ଚାୟତ ଚନ୍ଦନପୁର ଗ୍ରାମ ନିକଟରୁ ଆଲୁମିନା ପାଉଡର ଚୋରି ଅଭିଯୋଗରେ ସ୍ଥାନୀୟ ପୋଲିସ ୨ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ ହେଲେ ଚମ୍ପାଦେଈପୁର ଗ୍ରାମର ହଳଧର ସାହୁ ଓ ଖମନଖୁଣ୍ଟି…
ତ୍ରିଲୋଚନପୁର ସରପଞ୍ଚ ଅଯୋଗ୍ୟ ଘୋଷିତ: ଜାଣନ୍ତୁ କିଏ ହେଲେ ନୂଆ ସରପଞ୍ଚ
ଲାଞ୍ଜିଗଡ଼,୧୦।୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ପଞ୍ଚାୟତ ସମିତି ଅନ୍ତର୍ଗତ ତ୍ରିଲୋଚନପୁର ପଞ୍ଚାୟତ ସରପଞ୍ଚ ଲକ୍ଷ୍ମୀ ମାଝୀଙ୍କୁ ଅଦାଲତ ଅଯୋଗ୍ୟ ଘୋଷଣା କରିଛନ୍ତି।୨୦୨୨ରେ ସରପଞ୍ଚ ନିର୍ବାଚନରେ ତ୍ରିଲୋଚନପୁର ସରପଞ୍ଚ ଭାବେ ନିର୍ବାଚିତ ହୋଇଥିବା ସରପଞ୍ଚଙ୍କୁ କୋର୍ଟ ବିଧିବଦ୍ଧ ଭାବରେ ଅଯୋଗ୍ୟ…
ସିଂହନାଥ ପୀଠରେ ମକର ମେଳା ସମୟରେ ସେତୁ ଉପରେ ଯାନବାହାନ ଚଳାଚଳ ବନ୍ଦ
କଟକ,୧୦।୧: ପ୍ରତ୍ୟେକ ବର୍ଷ ଭଳି ଚଳିତ ବର୍ଷ ଆସନ୍ତା ମକର ସଂକ୍ରାନ୍ତି ଅବସରରେ ଜାନୁଆରୀ ୧୪ ତାରିଖରୁ ୧୬ ତାରିଖ ପର୍ଯ୍ୟନ୍ତ ଆଠଗଡସ୍ଥିତ ପ୍ରଭୁ ସିଂହନାଥ ପୀଠ ଠାରେ ମକର ମେଳା ଏବଂ ଉତ୍ସବର ଭବ୍ୟ ଆୟୋଜନ କରାଯାଉଛି। ଏହି ମେଳାରେ…
ଏମିତି ବି ଆସେ ମୃତ୍ୟୁ: ସ୍କୁଲରେ ହେଲା ହୃଦ୍ଘାତ, ୮ ସେକେଣ୍ଡ ମଧ୍ୟରେ ଚାଲିଗଲା ୩ୟ ଶ୍ରେଣୀ ଛାତ୍ରୀଙ୍କ ଜୀବନ
ଅହମ୍ମଦାବାଦ,୧୦।୧: ଗୁଜରାଟର ଅହମ୍ମଦାବାଦରେ ଏକ ଦୁଃଖଦ ଘଟଣା ଘଟିଛି। ସ୍କୁଲ ପରିସରରେ ଜଣେ ଛାତ୍ରୀ ହୃଦଘାତରେ ପ୍ରାଣ ହରାଇଛନ୍ତି। ଏହାର ସିସିଟିଭି ଫୁଟେଜ୍ ସାମ୍ନାକୁ ଆସିବା ପରେ ଭାବବିହ୍ବଳ କରୁଛି। ନିଜ ବ୍ୟାଗ୍ ଏବଂ ଟିଫିନ୍ ବାକ୍ସ ଧରି ପିଲାଟି କୋରିଡରରେ…
ଆରଆଇଙ୍କୁ ମାଡ଼ିବସିଲା ଭିଜିଲାନ୍ସ ଟିମ୍
ନିରାକାରପୁର,୧।୧୦(ମାନସ ଚସ ପଟ୍ଟନାୟକ): ଖୋର୍ଦ୍ଧା ଜିଲା ଚିଲିକା ତହସିଲ ସୋରଣ ରାଜସ୍ବ ସର୍କଲ ଆରଆଇ କୈଳାସ ବେହେରା ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୨୦ ହଜାର ଟଙ୍କା ଲାଞ୍ଚନେଉଥିବା ବେଳେ ତାଙ୍କୁ କାର୍ଯ୍ୟାଳୟରେ ଭିଜିଲାନ୍ସ ଟିମ୍ ମାଡ଼ିବସିଥିଲେ। ତେବେ ଭୂମୀହିନଙ୍କୁ ଜାଗା କରାଇ…
ଚାଷୀଙ୍କୁ କ୍ଷତିପୂରଣ ପାଇଁ ରାଜରାସ୍ତାକୁ ଓହ୍ଲାଇଲା ଚାଷୀ ସଙ୍ଗଠନ
ଛତ୍ରପୁର,୧୦ା୧(ସନ୍ତୋଷ ପାଢ଼ୀ/ଦିଲୀପ ସାମଲ): ଅଦିନିଆ ବର୍ଷାରେ ଗଞ୍ଜାମ ଜିଲାରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ଏନେଇ ଚାଷୀଙ୍କୁ କ୍ଷତିପୂରଣ ସହ ବିଭିନ୍ନ ସମସ୍ୟାର ସମାଧାନ ନେଇ ଅଖିଳ ଭାରତ କୃଷକ ସଭା ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଗଞ୍ଜାମ ଜିଲାପାଳଙ୍କୁ ଏକ ସ୍ମାରକପତ୍ର ପ୍ରଦାନ…
ଆଶ୍ଚର୍ଯ୍ୟ, ହେଲମେଟ ନ ପିନ୍ଧି ଚାଲିବାରୁ ବ୍ୟକ୍ତିଙ୍କର ୩୦୦ ଟଙ୍କା ପୋଲିସ କାଟିଲା ଜୋରିମାନା
ମଧ୍ୟପ୍ରଦେଶ,୧୦।୧: ମଧ୍ୟପ୍ରଦେଶ ପନ୍ନା ଜିଲାରୁ ଏକ ଅଜବ-ଗଜବ ମାମଲା ସାମ୍ନାକୁ ଆସିଛି। ରାସ୍ତାରେ ଚାଲି ଚାଲି ଯାଉଥିବା ଜଣେ ବ୍ୟକ୍ତି ହେଲମେଟ ନ ପିନ୍ଧିଥିବାରୁ ପୋଲିସ ତାଙ୍କ ଉପରେ ୩୦୦ ଟଙ୍କା ଜୋରିମାନା ଲଗାଇଛି। ଏହିଘଟଣା ପରେ ପୀଡିତ ବ୍ୟକ୍ତି ଜଣକ…
କାଲେମା ଗାଁରେ ମହିଳାଙ୍କୁ ହତ୍ୟା ଘଟଣା: ସ୍ବାମୀ ସହ ସଉତୁଣୀ-ପୁତୁରା ଗିରଫ
ମୋହନା,୧୦ା୧(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା କଲେମା ଗାଁରେ ଲାଲି ଓରଫ ଲକ୍ଷହିରା ନାୟକ ହତ୍ୟା ଘଟଣାର ପର୍ଦ୍ଦାଫାଶ କରିଛି ପୋଲିସ। ଏହି ହତ୍ୟା ଘଟଣାରେ ସମ୍ପୃକ୍ତ ୩ ଜଣକୁ ଗିରଫ କରାଯାଇଛି। ସେମାନେ ହେଲେ ମୃତ ଲକ୍ଷହିରାଙ୍କ ସାମୀ…
Archives


