Home Left

ସହଦେବ ହତ୍ୟା ଘଟଣାରେ ସାଂଘାତିକ ଅଭିଯୋଗ ଆଣିଲା ବିଜେଡି: ହତ୍ୟା ପଛରେ ରହିଛି…

ଭୁବନେଶ୍ୱର,୧୦।୧: ପୋଲିସ ମିତ୍ର ସହଦେ ନାୟକ ହତ୍ୟାକାଣ୍ଡ ଘଟଣାରେ ବିଜେଡି ବିଚାର ବିଭାଗୀୟ ତଦନ୍ତ ଦାବି କରିଛି। ଭିଡିଓ ଦେଖାଇ ବିଜେଡି ପୋଲିସକୁ ଟାର୍ଗେଟ କରିଛି। ଘରକୁ ଆସି ପୋଲିସ ଧମକାଉଥିବା ଭିଡିଓରେ କହିଛନ୍ତି। ନଭେମ୍ବର ୩ରେ ସହଦେବଙ୍କ ଘରକୁ ଯାଇଥିଲା…

ଦୀପାଳିଙ୍କ ଭାଇ ବିଶାଲଙ୍କ ନାଁରେ ଏତଲା

ଭୁବନେଶ୍ୱର,୧୦।୧: ସ୍ବର୍ଗତ ନବ ଦାସଙ୍କ ପୁଅ ଏବଂ ଦୀପାଳି ଦାସଙ୍କ ଭାଇ  ବିଶାଲ ଦାସଙ୍କ ନାଁରେ ମାମଲା ରୁଜୁ ହୋଇଛି। ସରେଇପାଲି ଥାନା ପୋଲିସ ତାଙ୍କ ନାମରେ ଏହି ମାମଲା ଦାୟର କରିଛି। ବିଶାଲଙ୍କ ସହ ମୋଟ ୧୩ ଜଣଙ୍କ ନାଁରେ…

କେନ୍ଦ୍ର ସରକାରଙ୍କ ସହ ମିଶି କାମ କରିବାକୁ ରାଜି ହେଲେ ହେମନ୍ତ ସୋରେନ

ରାଞ୍ଚି,୧୦।୧: ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଏବଂ କେନ୍ଦ୍ର କୋଇଲା ଏବଂ ଖଣି ମନ୍ତ୍ରୀ ଜି. କିଶନ ରେଡ୍ଡୀଙ୍କ ଉପସ୍ଥିତିରେ ଉଚ୍ଚପଦସ୍ଥ ଅଧିକାରୀଙ୍କ ଏକ ବୈଠକରେ, ମୁଖ୍ୟମନ୍ତ୍ରୀ କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କୁ ଏକାଠି ଆଗକୁ ବଢ଼ିବା ଉପରେ ଗୁରୁତ୍ୱାରୋପ କରିଥିଲେ। ଏହି…

ଘୁମୁରା ଉତ୍ସବ ଉଦ୍‌ଘାଟିତ: ନୃତ୍ୟ, ବାଦ୍ୟରେ ଦୁଲୁକିଲା କେସିଙ୍ଗା ସହର

କେସିଙ୍ଗା,୧୦ା୧(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସି ସ୍ତରୀୟ କଳାହାଣ୍ଡି ଉତ୍ସବ ଘୁମୁରା ୨୦୨୫ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଏହି ଉପଲକ୍ଷେ ସହରସ୍ଥିତ ବୁଢାଡ଼ଙ୍ଗର ମନ୍ଦିରରେ ପୂଜାର୍ଚ୍ଚନା କରି ଏକ ମଶାଲ ଯାତ୍ରା ଆନନ୍ଦ ଉଲ୍ଲାସର ସହିତ ମହାଆଡମ୍ବରରେ ଘୁମୁରା, ଆଦିବାସୀ…

କିଏ ସେହି ବ୍ୟକ୍ତି ଯିଏ ପ୍ରଧାନମନ୍ତ୍ରୀଙ୍କୁ ତୁ ବୋଲି ସମ୍ବୋଧନ କରନ୍ତି, ମୋଦି କହିଲେ ଏବେ ଏମିତି ମୋତେ ଡାକିବାକୁ କେହି…

ନୂଆଦିଲ୍ଲୀ,୧୦ା୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ପଡ୍‌କାଷ୍ଟରେ ତାଙ୍କ ପିଲାଦିନ ଏବଂ ପିଲାଦିନର ବନ୍ଧୁମାନଙ୍କ ବିଷୟରେ କିଛି କଥା ଶେୟାର କରିଛନ୍ତି। ସେ କହିଛନ୍ତି, ଏବେ ତାଙ୍କୁ ‘ତୁ’ ବୋଲି ସମ୍ବୋଧନ କରିବା ଲୋକ କେହି ନାହାନ୍ତି। ନିଖିଲ କାମତଙ୍କ ସହ…

ଉଦ୍‌ଯାପନୀ ସମାରୋହରେ ପ୍ରବାସୀ ଭାରତୀୟଙ୍କୁ ସମ୍ମାନିତ କଲେ ରାଷ୍ଟ୍ରପତି

ଭୁବନେଶ୍ୱର,୧୦।୧: ତିନି ଦିନ ଧରି ଚାଳିଥିବା ପ୍ରବାସୀ ଭାରତୀୟ ଦିବସର ଶୁକ୍ରବାର ଉଦ୍‌ଯାପନୀ ସମାରୋହରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଯୋଗଦେଇ ପ୍ରବାସୀ ଭାରତୀୟଙ୍କୁ ସମ୍ମାନିତ କରିଛନ୍ତି। ୨୪ଟି ଦେଶର ୨୭ ବିଶିଷ୍ଟ ପ୍ରବାସୀଙ୍କୁ ରାଷ୍ଟ୍ରପତି ସମ୍ମାନିତ କରିଛନ୍ତି। ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା…

ଦ୍ୱିତୀୟ ଇନିଂସ ଆରମ୍ଭ କଲେ ରଘୁବର, ସକ୍ରିୟ ରାଜନୀତିକୁ ଫେରିଲେ ଓଡ଼ିଶାର ପୂର୍ବତନ ରାଜ୍ୟପାଳ

ରାଞ୍ଚି,୧୦।୧: ସମ୍ପ୍ରତି ଓଡ଼ିଶାର ରାଜ୍ୟପାଳ ପଦରୁ ଇସ୍ତଫା ଦେଇଥିବା ରଘୁବର ଦାସ ଆନୁଷ୍ଠାନିକ ଭାବରେ ସକ୍ରିୟ ରାଜନୀତିରେ ତାଙ୍କର ଦ୍ୱିତୀୟ ଇନିଂସ ଆରମ୍ଭ କରିଛନ୍ତି। ସେ ଶୁକ୍ରବାର ରାଞ୍ଚିରେ ହଜାର ହଜାର ସମର୍ଥକ ଏବଂ ଦଳର ରାଜ୍ୟ ୟୁନିଟର ପ୍ରମୁଖ ନେତାଙ୍କ…

ହଠାତ୍‌ ସନ୍ୟାସ ଘୋଷଣା କରି ଚମକାଇଲେ ଏହି କ୍ରିକେଟର

ଟିମ ଇଣ୍ଡିଆର ଖେଳାଳି ବରୁଣ ଆରୋନ ତାଙ୍କର ଅବସର ଘୋଷଣା କରିଛନ୍ତି। ସେ ମାତ୍ର 35 ବର୍ଷ ବୟସରେ ଅବସର ନେଇଛନ୍ତି। ବରୁଣ ଭାରତ ପାଇଁ 9ଟି ଦିନିକିଆ ଏବଂ 9ଟି ଟେଷ୍ଟ ମ୍ୟାଚ ଖେଳିଛନ୍ତି। ସେ ତାଙ୍କର ଘାତକ ବୋଲିଂ…

ଆତଙ୍କବାଦୀଙ୍କ ହାତରେ ଲାଗିବ ପରମାଣୁ ବୋମା, ଲୁଟିନେଲେ ୟୁରେନିୟମ, ୧୮ ବୈଜ୍ଞାନିକଙ୍କୁ ଅପହରଣ

ଇସଲାମାବାଦ,୧୦।୧: ପାକିସ୍ତାନର ଖାଇବର ପଖତୁନଖ୍ବା ପ୍ରଦେଶରେ ପାକିସ୍ତାନ ପରମାଣୁ ଶକ୍ତି ଆୟୋଗ (PAEC)ର ୧୬ ଜଣ କର୍ମଚାରୀ ଏବଂ ବୈଜ୍ଞାନିକଙ୍କୁ ତେହେରିକ-ଏ-ତାଲିବାନ ପାକିସ୍ତାନ (ଟିଟିପି) ଅପହରଣ କରିଥିବା ଅଭିଯୋଗ ହୋଇଛି। ସ୍ଥାନୀୟ ପୋଲିସ ତୁରନ୍ତ ଏକ ସନ୍ଧାନ ଅଭିଯାନ ଆରମ୍ଭ କରିଥିଲା…

ୟୁପିରେ ଚାଞ୍ଚଲ୍ୟ: ମା’ ବାପାଙ୍କ ସହ ୩ ଶିଶୁଙ୍କୁ ହତ୍ୟା

ମିରଟ,୧୦।୧: ଉତ୍ତରପ୍ରଦେଶର ମିରଟରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗୋଟିଏ ପରିବାରର ୫ ସଦସ୍ୟଙ୍କ ମୃତଦେହ ବେଡବକ୍ସରୁ ପୋଲିସ ଜବତ କରିଛି। ଦମ୍ପତିଙ୍କ ସହ ୩ଶିଶୁଙ୍କ କ୍ଷତବିକ୍ଷତ ଶରୀର ଉଦ୍ଧାର ହୋଇଛି। ସ୍ବାମୀ ସ୍ତ୍ରୀଙ୍କ ସହିତ ୩ ଝିଅଙ୍କୁ ହତ୍ୟା…

ପ୍ରେମାନନ୍ଦ ମହାରାଜଙ୍କ ଶରଣ ପଶିଲେ ବିରୁଷ୍କା: ମାଗିଲେ ୨ ଜିନିଷ

ନୂଆଦିଲ୍ଲୀ,୧୦।୧: ଟିମ ଇଣ୍ଡିଆର କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ବିରାଟ କୋହଲିଙ୍କ ପାଇଁ ଅଷ୍ଟ୍ରେଲିଆ ଗସ୍ତ କିଛି ବିଶେଷ ନ ଥିଲା। ବର୍ଡର-ଗାଭାସ୍କର ଟେଷ୍ଟ ସିରିଜରେ ଟିମ ଇଣ୍ଡିଆକୁ ପରାଜୟର ସାମ୍ନା କରିବାକୁ ପଡିଥିଲା। ଭାରତ ଫେରିବା ପରେ, ବିରାଟ କୋହଲି ପ୍ରେମାନନ୍ଦ ମହାରାଜଙ୍କୁ…

ମଧ୍ୟାହ୍ନ ଭୋଜନରେ ଏହି ସବୁ ଦେଶୀ ଖାଦ୍ୟ ଖାଇଲେ ରାଷ୍ଟ୍ରପତି

ଭୁବନେଶ୍ୱର,୧୦।୧: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓଡ଼ିଶା ଗସ୍ତରେ ଅଛନ୍ତି। ଏହି ସମୟରେ ଶୁକ୍ରବାର ରାଷ୍ଟ୍ରପତି ମଧ୍ୟାହ୍ନ ଭୋଜନ କରିଛନ୍ତି। ଷ୍ଟୋର୍ଟରରେ ପନିର ଟିକା, ବେବିକର୍ଣ୍ଣ, କୋଳଥ ଡାଲି ପାଳଙ୍ଗ ସୁପ୍‌, ଗ୍ରୀନ ସାଲାଡ, କର୍ଣ୍ଣ ମଟର ସାଲାଡ, ବିଲାତି ଖଜୁରୀ ଖଟା,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri