୧୬ଦିନରେ ୨ଟା ଗ୍ରହଣ: ସତ୍ତାରୁ ସୀମା ଯାଏ ବଡ଼ ହଲଚଲ! ଭାରତୀୟଙ୍କ ଉପରେ ମାଡ଼ି ଆସୁଛି ବଡ଼ ବିପଦ
ଅଗଷ୍ଟ ମାସ ବିଶେଷ ହେବାକୁ ଯାଉଛି। ଏହି ମାସରେ ମାତ୍ର ୧୬ ଦିନ ମଧ୍ୟରେ ସୂର୍ଯ୍ୟ ଓ ଚନ୍ଦ୍ର ଉଭୟଙ୍କ ଉପରେ ଗ୍ରହଣର ଛାୟା ପଡ଼ିବ। ପ୍ରଥମ ଗ୍ରହଣ ୧୨ ଅଗଷ୍ଟରେ ଲାଗିବ, ଯାହା ଏକ ପୂର୍ଣ୍ଣ ସୂର୍ଯ୍ୟପରାଗ ହେବ। ଏହା…
ଲୁଗା ବ୍ୟବସାୟୀଙ୍କ ଘରେ କଳା କନା ବୁଲାଇଲେ ଦୁର୍ବୃତ୍ତ: ସୁନା ଗହଣା ସବୁ ଲୁଟିନେେଲେ
ଦାରିଙ୍ଗବାଡ଼ି, ୩।୮(ଅରୁଣ ସାହୁ ): କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡି ଥାନା ଦାରିଙ୍ଗବାଡି ର ଲୁଗା ବ୍ୟବସାୟୀ ଅଶୋକ ସାହୁଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା ଲୁଟ ଘଟଣାରେ ପୋଲିସ ପକ୍ଷରୁ ତଦନ୍ତ ଜୋରଦାର କରାଯାଉଛି। ପୂର୍ବାହ୍ନରେ ବାଲିଗୁଡା ଏସଡିପିଓ ଶୁଭମ…
ବନ ନିଗମର ବିଭିନ୍ନ ସମସ୍ୟା ସମାଧାନ ଦାବି: ଖାଲି ପଦବୀ ପୂରଣ ଉପରେ ଗୁରୁତ୍ୱ
ଭଞ୍ଜନଗର, ୩।୮(ବାବୁଲା ପ୍ରଧାନ): ନିଖିଳ ଉତ୍କଳ ବନ ନିଗମ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସମ୍ପାଦକ ସମ୍ମିଳନୀ ସୋମବାର ଭୁବନେଶ୍ୱରସ୍ଥିତ ରାଜ୍ୟ କାର୍ଯ୍ୟାଳୟରେ ସଂଘର ସଭାପତି ପ୍ରିୟଦର୍ଶୀ ମିଶ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି। ସମ୍ମିଳନୀରେ ବନ ନିଗମର ବିଭିନ୍ନ ସମସ୍ୟା, କର୍ମଚାରୀଙ୍କ ନ୍ୟାୟସଙ୍ଗତ…
କ୍ରିକେଟ ଜଗତରୁ ଆସିଲା ବଡ଼ ଖବର: ୮ ବର୍ଷ ପାଇଁ ଏହି କ୍ରିକେଟରଙ୍କୁ ବ୍ୟାନ୍ କଲା ICC
ନୂଆଦିଲ୍ଲୀ,୩।୮: କ୍ରିକେଟ ଜଗତରୁ ଏକ ଚମକାଇଦେଲା ଭଳି ଖବର ସାମ୍ନାକୁ ଆସିଛି। ମ୍ୟାଚ ଫିକ୍ସିଂ ମାମଲାରେ ଦୋଷୀ ସାବ୍ୟସ୍ତ ହେବା ପରେ ଆମେରିକାର କ୍ରିକେଟର ଅଖିଲେଶ ରେଡ୍ଡିଙ୍କୁ (Akhilesh Reddy) ଅନ୍ତର୍ଜାତିକ କ୍ରିକେଟ ପରିଷଦ (ICC) ୮ ବର୍ଷ ପାଇଁ ନିଲମ୍ବିତ…
ଶ୍ରାବଣ ସୋମବାରରେ ପାଟଣା ଅଞ୍ଚଳରେ ଭକ୍ତିମୟ ପରିବେଶ, ହରହର ମହାଦେବ ଧ୍ବନୀରେ ପ୍ରକମ୍ପିତ ମନ୍ଦିର
ପାଟଣା,୩ା୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍ ଅଞ୍ଚଳର ଶୈବ ପୀଠ ଗୁଡ଼ିକରେ ଭକ୍ତଙ୍କ ସମାଗମ ଦେଖିବାକୁ ମିଳିଥିଲା । ଶ୍ରାବଣ ମାସ ପ୍ରଥମ ସୋମବାର ଅବସରରେ ହଜାର ହଜାର ଶ୍ରଦ୍ଧାଳୁ ପାଟଣା ମୁଖ୍ୟାଳୟ ପରମେଶ୍ବର ଶିବମନ୍ଦିର ସନ୍ନିକଟ ବୈତରଣୀ…
ଛାଡ଼ପତ୍ର ହେଲେ କାଙ୍ଗାଳ ହେବେ ରୋନାଲ୍ଡୋ! ବିବାହ ପୂର୍ବରୁ ରୋନାଲ୍ଡୋ-ଜର୍ଜିନା କରିଥିଲେ ଏହି ଏଗ୍ରିମେଣ୍ଟ
ଲିସବନ,୩।୮: ପର୍ତ୍ତୁଗାଲର ଦିଗ୍ଗଜ ଫୁଟବଲର୍ କ୍ରିଷ୍ଟିଆନୋ ରୋନାଲ୍ଡୋ ଏବଂ ତାଙ୍କ ଗର୍ଲଫ୍ରେଣ୍ଡ ଜର୍ଜିନା ରୋଡ୍ରିଗେଜଙ୍କ ବିବାହ ତାରିଖକୁ ନେଇ ଚାଲିଥିବା କଳ୍ପନାଜଳ୍ପନା ମଧ୍ୟରେ ଉଭୟଙ୍କର ବିବାହ ପୂର୍ବରୁ ହୋଇଥିବା ଏକ ଏଗ୍ରିମେଣ୍ଟ ଚର୍ଚ୍ଚାକୁ ଆସିଛି। ମିଡିଆ ରିପୋର୍ଟ ଅନୁଯାୟୀ, ଉଭୟଙ୍କ ଆଇନଗତ…
ପାନବରଜରେ ଗୁଳିମାଡ଼ ଘଟଣାର ପର୍ଦ୍ଧାଫାଶ କଲା ପୋଲିସ, ପ୍ଲଟ୍ ବ୍ୟବସାୟରୁ ହୋଇଥିଲା ବିବାଦ
ଖୋର୍ଦ୍ଧା,୩।୮(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଆଦର୍ଶ ଥାନା ଅନ୍ତର୍ଗତ ପାନବରଜ ଗ୍ରାମରେ ଗୁଳିକାଣ୍ଡ ମାମଲାରେ ପୋଲିସ ୮ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଖୋର୍ଦ୍ଧା ଆଦର୍ଶ ଥାନା ଅନ୍ତର୍ଗତ ପାନବରଜ ଗ୍ରାମର ଏସ ନାସିମ @ ବାବୁଲ(୩୪), ରୋଷନ ମହାରଣା ଓରଫ…
ରାଉରକେଲା ସିଭିଲ୍ ଟାଉନ୍ସିପ୍ରେ ସେକ୍ସ ରାକେଟ୍ ଠାବ, ପ୍ରଲୋଭନ ଦେଖାଇ…
ରାଉରକେଲା,୩ା୮(ସଙ୍ଗୀତା ଜେନା): ସହରର ସିଭିଲ୍ ଟାଉନ୍ସିପ୍ ଅଞ୍ଚଳରେ ଏକ ବଡ଼ ଧରଣର ସେକ୍ସ ରାକେଟ୍ (ଦେହବ୍ୟାପାର) ଠାବ ହୋଇଛି। ରଘୁନାଥପାଲୀ ଥାନା ପୋଲିସ ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ସିଭିଲ୍ ଟାଉନ୍ସିପ୍ର ଏଲ୍-ବ୍ଲକ୍ ସ୍ଥିତ ଏକ ଘରେ ଅତର୍କିତ ଚଢ଼ାଉ କରି…
ଏନ୍ଲିନୋ ପାଇଁ ସତର୍କ କଲେ ସର୍ବୋଚ୍ଚ ଯନ୍ତ୍ରୀ
ଭୁବନେଶ୍ୱର,୩।୮: ରାଜ୍ୟରେ ବନ୍ୟା ପ୍ରକୋପ ହ୍ରାସ ପାଇଥିବା ସର୍ବୋଚ୍ଚ ଯନ୍ତ୍ରୀ ସୋମବାର ପ୍ରକାଶ କରିଛନ୍ତି। ମହାନଦୀ ଉପର ମୁଣ୍ଡରେ କି ତଳ ମୁଣ୍ଡରେ ବର୍ଷା ହୋଇ ନାହିଁ। ସୋମବାର ହୀରାକୁଦ ଜଳସ୍ତର ୬୨୦.୭୭ ଫୁଟ ରହିଛି। ମଙ୍ଗଳବାର ସୁଦ୍ଧା ୬୧୮ ଓ…
ଶ୍ରାବଣ ସୋମବାରରେ ତିନି ରାଜ୍ୟରୁ ଆସିଲେ ଭକ୍ତ, ସ୍ଥାନୀୟ ଯୁବକଙ୍କ ପକ୍ଷରୁ ନିଆଗଲା ବଡ଼ ପଦକ୍ଷେପ
କଲ୍ୟାଣସିଂହପୁର, ୩।୮(ଦୀପକ କୁମାର ପରିଡ଼ା): ପବିତ୍ର ଶ୍ରାବଣ ମାସର ପ୍ରଥମ ସୋମବାର ଅବସରରେ ରାୟଗଡ଼ା ଜିଲା କଲ୍ୟାଣସିଂହପୁର ସ୍ଥିତ ଐତିହାସିକ ଦେବଗିରି ଶୈବପୀଠ ଉତ୍ସବମୁଖର ହୋଇଉଠିଛି। ହାତୀ ଆକୃତିର ବିଶାଳ ପାହାଡ଼ ଉପରେ ଥିବା ପ୍ରାକୃତିକ ଗୁମ୍ଫାରେ ବିରାଜମାନ ବାବା ପଞ୍ଚମୁଖେଶ୍ୱରଙ୍କ…
ମୁହଁ ଖୋଲିଲେ ଥଲାପତି ବିଜୟଙ୍କ ପୁଅ: କହିଲେ, ମୋ ବାପା ମୁଖ୍ୟମନ୍ତ୍ରୀ ହେବା ମୁହୂର୍ତ୍ତ …
ଚେନ୍ନାଇ,୩।୮:ତାମିଲନାଡୁର ମୁଖ୍ୟମନ୍ତ୍ରୀ ତଥା ପ୍ରସିଦ୍ଧ ଅଭିନେତା ବିଜୟ ପୁଅ ଜାସନ ସଞ୍ଜୟ ‘ସିଗ୍ମା’ ଚଳଚ୍ଚିତ୍ର ମାଧ୍ୟମରେ ନିର୍ଦ୍ଦେଶନାରେ ଡେବ୍ୟୁ କରିବାକୁ ଯାଉଛନ୍ତି। ଏହି ଡେବ୍ୟୁ ପୂର୍ବରୁ ଜାସନ ତାଙ୍କର ପ୍ରଥମ ସାକ୍ଷାତକାର ଦେଇଥିଲେ। ଏଥିରେ ସେ ତାଙ୍କ ବ୍ୟକ୍ତିଗତ ଜୀବନ, ତାଙ୍କ…
ନିଶାନ୍ତ ବାର ନ ଖୋଲିବା ପାଇଁ ତେଜିଲା ଦାବି: ଅବକାରୀ ସେକ୍ରେଟାରୀଙ୍କ ନିକଟରେ ଅଭିଯୋଗ
କେସିଙ୍ଗା,୩।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହର ଓମ୍ ନଗର ପଡାରେ ନିଶାନ୍ତ ବାର ଖୋଲିବାକୁ ବହୁ ଚେଷ୍ଟା ଚାଲିଥିବାବେଳେ ଏହାକୁ ବିରୋଧ କରି କେସିଙ୍ଗା ସିଟିଜେନ ଫୋରମର ସଭାପତି ଡ଼.ହେମ ସାଗର ସାହା ଭୁବନେଶ୍ୱରସ୍ଥିତ ଅବକାରୀ ସେକ୍ରେଟାରୀ ଆର.ଏସ.ଗୋପାଳନଙ୍କ ନିକଟରେ…

