Home Left

ଲାଇଭ୍‌ ମ୍ୟାଚ୍‌ରେ ଘଟିଲା ଭୟଙ୍କର ଘଟଣା: ବଲ୍‌ ବାଜିବାରୁ…ଦେଖନ୍ତୁ ଭିଡିଓ

ମେଲବୋର୍ନ,୧୦।୧: ମେଲବୋର୍ନ କ୍ରିକେଟ ଗ୍ରାଉଣ୍ଡ (ଏମ୍‌ଏସ୍‌ଜି)ରେ ବିଗ ବାସ ଲିଗ (ବିଗ୍‌ବାସ୍‌ ୨୦୨୪-୨୫)ର ଏକ ରୋମାଞ୍ଚକର ମ୍ୟାଚ ସମୟରେ ଏକ ଅନନ୍ୟ ଘଟଣା ଦେଖିବାକୁ ମିଳିଥିଲା। ଏହି ଘଟଣା ସିଡନୀ ସିକ୍ସର୍ସ ଏବଂ ମେଲବୋର୍ନ ଷ୍ଟାର୍ସ ମଧ୍ୟରେ ଖେଳାଯାଇଥିବା ମ୍ୟାଚ୍‌ରେ ଘଟିଥିଲା।…

ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ପ୍ରସ୍ତୁତି ବୈଠକ

ରାଇକିଆ,୧୦ା୧(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକ ସଭାଗୃହଠାରେ ଶୁକ୍ରବାର ଆସନ୍ତା ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ରାଇକିଆ ବ୍ଲକ ଅଧ୍ୟକ୍ଷ ପ୍ରୀତମ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଜି.ଉଦୟଗିରି ବିଧାୟକ ପ୍ରଫୁଲ୍ଲ ପ୍ରଧାନ ପତାକା ଉତ୍ତୋଳନ…

ଦିଲ୍ଲୀ ନିର୍ବାଚନ ପୂର୍ବରୁ ଇଣ୍ଡିଆ ଗଠବନ୍ଧନକୁ ବଡ଼ ଝଟକା, କେନ୍ଦ୍ର ସରକାରଙ୍କ ସାମ୍ନାରେ…

ନୂଆଦିଲ୍ଲୀ,୧୦।୧: ଦେଶର ରାଜଧାନୀ ଦିଲ୍ଲୀରେ ବିଧାନସଭା ନିର୍ବାଚନ ପାଇଁ ବିଗୁଲ ବାଜିଛି। କିନ୍ତୁ ନିର୍ବାଚନ ପୂର୍ବରୁ ଇଣ୍ଡିଆ ମେଣ୍ଟରେ ଫାଟ ଦେଖାଦେଇଛି। ଗୋଟିଏ ପରେ ଗୋଟିଏ କଂଗ୍ରେସର ସାଥ୍‌ ଛାଡିଦେଉଛନ୍ତି। ପ୍ରଥମେ, ଆମ ଆଦମୀ ପାର୍ଟି କଂଗ୍ରେସଠାରୁ ଅଲଗା ହୋଇଗଲା। ଏହା…

ବସ୍‌ରେ ଚିକିତ୍ସା ପାଇଁ ଯାଉଥିଲେ: ସିଟ୍‌ରେ ଟଳିପଡ଼ିଲେ ବୃଦ୍ଧା

ଦିଗପହଣ୍ଡି,୧୦।୧(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ପୁରୁଣା ବସ୍‌ଷ୍ଟାଣ୍ଡରୁ ବ୍ରହ୍ମପୁର ଯାଉଥିବା ଏକ ଯାତ୍ରୀବାହୀ ବସ୍‌ରୁ ଶୁକ୍ରବାର ଜଣେ ବୃଦ୍ଧାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତ ବୃଦ୍ଧା ଜଣକ ହେଲେ ଶେରଗଡ଼ ବ୍ଲକ କାର୍ଯ୍ୟାଳୟ ନିକଟ ଅନନ୍ତ ନଗରର ଲଳିତା ପାଣିଗ୍ରାହୀ(୭୮)। ଲଳିତା…

ଏହି ସରକାରଙ୍କ ଆସିଲା ବଡ଼ ଯୋଜନା: ପିଲା ଜନ୍ମ କଲେ ଛାତ୍ରୀଙ୍କୁ ମିଳିବ ଲକ୍ଷେ ରୁବଲ ପ୍ରୋତ୍ସାହନ ରାଶି

ମସ୍କୋ,୧୦ା୧: ରୁଷିଆର କରେଲିଆ ଅଞ୍ଚଳର ସ୍ଥାନୀୟ ସରକାରଙ୍କ ଦ୍ୱାରା ୨୫ ବର୍ଷରୁ କମ୍‌ ବୟସର ଛାତ୍ରୀମାନଙ୍କୁ ପିଲା ଜନ୍ମ କଲେ ୧ ଲକ୍ଷ ରୁବଲ (ପ୍ରାୟ ୮୧ ହଜାର ଟଙ୍କା)ର ପ୍ରୋତ୍ସାହନ ରାଶି ଦିଆଯିବ। ‘ଦି ମସ୍କୋ ଟାଇମ୍ସ’ରେ ପ୍ରକାଶିତ ରିପୋର୍ଟ…

ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ବିଜ୍ଞପ୍ତି ଜାରି, ଆରମ୍ଭ ହେଲା ନାମାଙ୍କନ ପ୍ରକ୍ରିୟା

ନୂଆଦିଲ୍ଲୀ,୧୦।୧: ଦିଲ୍ଲୀ ବିଧାନସଭା ନିର୍ବାଚନ ୨୦୨୫ ପାଇଁ ସରକାର ଶୁକ୍ରବାର ଏକ ବିଜ୍ଞପ୍ତି ଜାରି କରିଛନ୍ତି। ଏହା ସହିତ, ଦିଲ୍ଲୀର ସମସ୍ତ ୭୦ଟି ଆସନ ପାଇଁ ନାମାଙ୍କନ ପ୍ରକ୍ରିୟା ମଧ୍ୟ ଶୁକ୍ରବାରଠାରୁ ଆରମ୍ଭ ହୋଇଛି। ସକାଳ ୧୧ଟାରେ ନାମାଙ୍କନ ପ୍ରକ୍ରିୟା ଆରମ୍ଭ…

ମୋହନାରୁ ଗଞ୍ଜେଇ ନେଇ ବ୍ରହ୍ମପୁର ଯାଉଥିଲେ ଅଭିଯୁକ୍ତ, ହାଜତ ପଠାଇଲା ଅବକାରୀ

ଦିଗପହଣ୍ଡି,୧୦ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅବକାରୀ ଥାନା ଏସ୍‌ଆଇ ଅନୀତା ପ୍ରଧାନ ଗଜପତି ଜିଲା ମୋହନା ଥାନା କୀର୍ତ୍ତିଗି ଗ୍ରାମର ଜିତେନ୍ଦ୍ର ପାଇକଙ୍କୁ ଶୁକ୍ରବାର ବ୍ରହ୍ମପୁର ଜିଲା ଦୌରା ଜଜ କୋର୍ଟକୁ ଚାଲାଣ କରିଛନ୍ତି। ଅବକାରୀ ମାମଲା ନଂ.୧୮୧/୨୪-୨୫…

‘ମୋତେ ବିଷ ଦିଆଯାଇଥିଲା…,’ ସଭିଙ୍କୁ ଆଶ୍ଚର୍ଯ୍ୟ କରୁଛି ଟେନିସ ତାରକାଙ୍କ ଚମକାଇବା ଭଳି ବୟାନ

ମେଲବର୍ନ,୧୦।୧: ଟେନିସ ଷ୍ଟାର ନୋଭାକ ଜୋକୋଭିଚ ଦାବି କରିଛନ୍ତି ଯେ ୨୦୨୨ ମସିହାରେ ତାଙ୍କ ଖାଦ୍ୟରେ ବିଷ ମିଶାଇ ଦିଆଯାଇଥିଲା। ସେ ସେତେବେଳେ ମେଲବର୍ନରେ ଥିଲେ। ୨୦୨୨ ଅଷ୍ଟ୍ରେଲିଆ ଓପନ ସମୟରେ ମେଲବର୍ନରେ ତାଙ୍କ ସହିତ ସମାନ ଘଟଣା ଘଟିଥିଲା। ସେ…

ୟୁପିରେ ହାଜତ ମୃତ୍ୟୁ ଅଭିଯୋଗ: ଭାଇରାଲ ଭିଡିଓ ପୋଷ୍ଟ କରି ଭାଜପାକୁ ଘେରିଲେ ଅଖିଳେଶ

ଲଖ୍‌ମୀପୁର ଖେରି,୧୧।୧: ଉତ୍ତରପ୍ରଦେଶର ଲଖ୍‌ମୀପୁରଖେରି ଅଞ୍ଚଳରେ ପୋଲିସ ବେଆଇନ ମଦ କାରବାର ଅଭିଯୋଗରେ ରାମଚନ୍ଦ୍ର ନାମକ ଜଣେ ୩୫ ବର୍ଷୀୟ ବ୍ୟକ୍ତିଙ୍କୁ ଗିରଫ କରିଥିଲା। ହାଜତରେ ରାମଚନ୍ଦ୍ରଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ କରି ସମ୍ପୃକ୍ତ ପୋଲିସ କର୍ମଚାରୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ…

ଉତ୍ତରପ୍ରଦେଶର ୭୬ତମ ଜିଲାର ହେବ ନିଜସ୍ବ FM ଚ୍ୟାନେଲ, ଲଞ୍ଚ୍‌ କଲେ ମୁଖ୍ୟମନ୍ତ୍ରୀ

ଲକ୍ଷ୍ନୌ,୧୦ା୧: ପ୍ରୟାଗରାଜ ଗସ୍ତର ଦ୍ୱିତୀୟ ଦିନରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଶୁକ୍ରବାର ସର୍କିଟ ହାଉସରେ ମହାକୁମ୍ଭ ଅବସରରେ ପ୍ରସାର ଭାରତୀର ଏଫ୍‌ଏମ୍‌ ଚ୍ୟାନେଲ କୁମ୍ଭବାଣୀର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ସେ ଏଫଏମ ଚ୍ୟାନେଲର ସଫଳତା କାମନା କରିଥିଲେ। ସେ କହିଛନ୍ତି,…

ଜାଣିଶୁଣି ଯୁବରାଜଙ୍କ କ୍ୟାରିୟର ଖରାପ କରିଥିଲେ କୋହଲି: ସାଂଘାତିକ ଅଭିଯୋଗ ଆଣିଲେ ପୂର୍ବତନ କ୍ରିକେଟର୍‌

ନୂଆଦିଲ୍ଲୀ,୧୦।୧: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଖେଳାଳି ରବିନ ଉଥପ୍ପା ନିକଟରେ ଏକ ବୟାନ ଦେଇଛନ୍ତି, ଯାହା କ୍ରିକେଟ ଜଗତରେ ଏକ ଚାଞ୍ଚଲ୍ୟ ସୃଷ୍ଟି କରିଛି। ଉଥପ୍ପା ଦାବି କରିଛନ୍ତି, ବିରାଟ କୋହଲି ଯୁବରାଜ ସିଂହଙ୍କ ଅଧିନାୟକତ୍ୱ ସମୟରେ ତାଙ୍କ ଅନ୍ତର୍ଜାତୀୟ…

ଏହି ଦେଶର ପ୍ରଧାନମନ୍ତ୍ରୀଙ୍କୁ ହଟାଇବାକୁ ଏଲୋନ ମସ୍କ କରୁଛନ୍ତି ସିକ୍ରେଟ ମିଟିଂ! ରିପୋର୍ଟରେ ସାମ୍ନାକୁ ଆସିଲା ବଡ଼ ତଥ୍ୟ

ଲଣ୍ଡନ,୧୦।୧: ଟେସଲାର ସିଇଓ ଏବଂ ବିଶ୍ୱର ସବୁଠାରୁ ଧନୀ ବ୍ୟକ୍ତି ଏଲୋନ ମସ୍କ ଏବେ ବ୍ରିଟିଶ ରାଜନୀତିରେ ହସ୍ତକ୍ଷେପ କରୁଛନ୍ତି। ଫାଇନାନ୍ସିଆଲ ଟାଇମ୍ସ ରିପୋର୍ଟ ଅନୁଯାୟୀ, ବ୍ରିଟିଶ ପ୍ରଧାନମନ୍ତ୍ରୀ କୀର ଷ୍ଟାରମରଙ୍କୁ ତାଙ୍କ ପଦରୁ ବହିଷ୍କାର କରିବା ପାଇଁ ମସ୍କ ତାଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri