କୌଣସି ଜାତିକୁ ଓବିସି ଲିଷ୍ଟରେ କେମିତି ଯୋଡାଯାଏ? ଜାଣନ୍ତୁ ପୂରା ପ୍ରକ୍ରିୟା
ନୂଆଦିଲ୍ଲୀ,୧୦।୧: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଏବେ ମାତ୍ର ୨୬ ଦିନ ବାକି ଅଛି। କିନ୍ତୁ ଏହା ପୂର୍ବରୁ ରାଜଧାନୀ ଦିଲ୍ଲୀରେ ରାଜନୈତିକ ଅସ୍ଥିରତା ଦେଖାଦେଇଛି। କହିରଖୁଛୁ ଯେ ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିକଟରେ…
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ପାଇଁ ନୂଆ ବ୍ୟବସ୍ଥା…ଜାଣନ୍ତୁ କ’ଣ
ଭୁବନେଶ୍ୱର, ୧୦ା୧(ସୁନିତ୍ ମିଶ୍ର):ସୁଭଦ୍ରା ଯୋଜନାରୁ ଅପ୍ଟ ଆଉଟ ହୋଇଥିବା ହିତାଧିକାରୀଙ୍କ ପାଇଁ ନୂଆ ବ୍ୟବସ୍ଥା କରାଯାଉଛି। ଯେଉଁ ହିତାଧିକାରୀମାନେ ଭୁଲ୍ରେ ଅପଟ୍ ଆଉଟ ହୋଇଯାଇଥିଲେ ସେମାନେ ଏଥିରେ ସୁବିଧା ପାଇପାରିବେ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି। ସୁଭଦ୍ରା ଯୋଜନାର ପୋର୍ଟାଲରେ…
ପକ୍ଷୀ ସଂରକ୍ଷଣକୁ ଗୁରୁତ୍ୱ
ମଥୁରାନଗରୀ,୧୦।୧(ପ୍ରେମାନନ୍ଦ ଖମାରୀ):ପକ୍ଷୀ ସଂରକ୍ଷଣ ପାଇଁ ଛାତ୍ରାବସ୍ଥାରୁ ସଚେତନତା ସୃଷ୍ଟି କରିବା ଉଦ୍ଦେଶ୍ୟରେ ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଭୁକ୍ତା ଜନତା ହାଇସ୍କୁଲରେ ବୁଧବାର ଜାତୀୟ ପକ୍ଷୀ ଦିବସ ପାଳିତ ହୋଇଛି। ଏହି ଅବସରରେ ପ୍ରଧାନ ଶିକ୍ଷକ ଦୁର୍ଗାପ୍ରସାଦ ନାୟକଙ୍କ ଅଧ୍ୟକ୍ଷତାରେ…
ବାଲ୍ ଧନୁଯାତ୍ରାରେ କଂସ ରାଜୁତି ଆରମ୍ଭ
ମଥୁରାନଗରୀ,୧୦।୧(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଶିକ୍ଷା ବିଭାଗ ଆନୁକୂଲ୍ୟରେ ସ୍ଥାନୀୟ ସରକାରୀ ବାଳିକା ହାଇସ୍କୁଲରେ ଗୁରୁବାର ସନ୍ଧ୍ୟାରେ ବାଲ୍ ଧନୁଯାତ୍ରା ମହୋତ୍ସବ ଆରମ୍ଭ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହି ମହୋତ୍ସବକୁ ଉଦ୍ଘାଟନ କରିଥିଲେ। ଜିଲା ଶିକ୍ଷାଧିକାରୀ…
ରାଧାକୃଷ୍ଣଙ୍କ ନାବକେଳି, କଂସ ବ୍ୟସ୍ତ ବିବ୍ରତ
ମଥୁରାନଗରୀ,୧୦।୧(ପ୍ରେମାନନ୍ଦ ଖମାରୀ):ବରଗଡ଼ ଧନୁଯାତ୍ରା ମହୋତ୍ସବର ଗୁରୁବାର ସପ୍ତମ ଦିବସରେ ସ୍ଥାନୀୟ ମନାବନ୍ଧ (ଜଳାଶୟ)ରେ ରାଧାକୃଷ୍ଣଙ୍କ ନାବକେଳି ଦୃଶ୍ୟାଭିନୟ ଅଭିନୀତ ହୋଇଯାଇଛି। ଏକ ଶୋଭାଯାତ୍ରାରେ ରାଧାକୃଷ୍ଣ ମନାବନ୍ଧରେ ପହଞ୍ଚିଥିଲେ। ବାଟରେ ରାଧାକୃଷ୍ଣଙ୍କୁ ସ୍ବାଗତ ସହିତ ପୂଜାର୍ଚ୍ଚନା କରାଯାଇଥିଲା। ଶୋଭାଯାତ୍ରାରେ ବରଗଡ଼ ବିଧାୟକ ଅଶ୍ୱିନୀ…
କଶ୍ମୀର ଉପତ୍ୟକାରେ ଗଡ଼ିବ ବନ୍ଦେ ଭାରତ ଏକ୍ସପ୍ରେସ୍
ଭୁବନେଶ୍ୱର,୧୦ା୧(ଅନୁରାଧା ମହାରଣା):କଶ୍ମୀରର ସୁନ୍ଦର ଉପତ୍ୟକାରେ ବନ୍ଦେ ଭାରତ ଏକ୍ସପ୍ରେସ୍ ଟ୍ରେନ୍ ଚଳାଇବା ପାଇଁ ଭାରତୀୟ ରେଳ ପ୍ରସ୍ତୁତି ଶେଷ କରିଛି। ଏହି ଟ୍ରେନ୍ ଚଳାଚଳର ଶୁଭାରମ୍ଭ ଖୁବ୍ଶୀଘ୍ର ହେବାକୁ ଯାଉଛି। କଶ୍ମୀରର କଠିନ ପରିସ୍ଥିତି ଏବଂ ତୁଷାରପାତକୁ ବିଚାରକୁ ନେଇ ଏହି…
ଅଳିଆ ଗନ୍ଧରେ ଫାଟୁଛି ସିମନବାଡି: ପଥଚାରୀ ଅସନ୍ତୁଷ୍ଟ
ଦାରିଙ୍ଗବାଡି,୯।୧(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପଞ୍ଚାୟତ ଅଞ୍ଚଳରେ ଲୋକଙ୍କ ସୁବିଧା ଓ ପଥଚାରୀଙ୍କ ବିଶ୍ରାମ ପାଇଁ ପଞ୍ଚାୟତ ପକ୍ଷରୁ ଏବେ ପଦକ୍ଷେପ ନିଆଯାଇଛି । ପଞ୍ଚାୟତର ବିଭିନ୍ନ ଛକ ଓ ଜନଗହଳି ସ୍ଥାନରେ ସିମେଣ୍ଟର ବେଞ୍ଚ ପକାଯାଇଛି ଯେଉଁଠି…
ଲସ୍ଏଞ୍ଜେଲ୍ସ ବନାଗ୍ନି ମହାକାଶରୁ ଦୃଶ୍ୟମାନ
ଲସ୍ଏଞ୍ଜେଲ୍ସ,୧୦।୧: ଆମେରିକାର କାଲିଫର୍ନିଆସ୍ଥିତ ଲସ୍ଏଞ୍ଜେଲ୍ସ ଉପକୂଳ ପାସିଫିକ୍ ପାଲିସାଡେସ୍ ଜଙ୍ଗଲରେ ଲାଗିଥିବା ନିଅଁା ଏତେ ଭୟାବହ ଯେ, ଏହା ମହାକାଶରୁ ଦୃଶ୍ୟମାନ ହେଉଛି। ତୁହାକୁ ତୁହା ପବନ ବହିବାରେ ଲାଗିଥିବାରୁ ବନାଗ୍ନିକୁ ଆୟତ୍ତ କରାଯାଇପାରୁ ନାହିଁ। ୩ ହଜାରରୁ ଊର୍ଦ୍ଧ୍ୱ ଏକର…
କାହିଁକି ପାଳନ କରାଯାଏ ବିଶ୍ୱ ହିନ୍ଦୀ ଦିବସ, ଜାଣନ୍ତୁ ଏହା ପଛର କଥା…
ପ୍ରତିବର୍ଷ ୧୦ ଜାନୁଆରୀକୁ ସାରା ବିଶ୍ୱରେ ‘ବିଶ୍ୱ ହିନ୍ଦୀ ଦିବସ’ ଭାବରେ ପାଳନ କରାଯାଏ। କେବଳ ଭାରତ ନୁହେଁ ବରଂ ଅନେକ ଦେଶ ଏହି ଉତ୍ସବରେ ଅଂଶଗ୍ରହଣ କରନ୍ତି। ଏହି ଦିବସ କାହିଁକି ଏବଂ କେବେଠୁ ପାଳନ କରାଯାଏ ଜାଣନ୍ତୁ ସେସମ୍ପର୍କରେ……
ମହାରାଷ୍ଟ୍ର, ମଧ୍ୟପ୍ରଦେଶ ପରେ ଦିଲ୍ଲୀରେ ଏହି ସ୍କିମ୍ ଆଣିପାରେ ଭାଜପା: ଜାଣନ୍ତୁ…
ନୂଆଦିଲ୍ଲୀ,୧୦।୧: ଦିଲ୍ଲୀ ବିଧାନସଭା ନିର୍ବାଚନରେ ଭୋଟରମାନଙ୍କୁ ପ୍ରଲୋଭିତ କରିବା ପାଇଁ ଶାସକ ଆମ୍ ଆଦ୍ମୀ ପାର୍ଟି (ଆପ୍) ଏବଂ ବିରୋଧୀ ଭାଜପା ମଧ୍ୟରେ ପ୍ରତିଦ୍ୱନ୍ଦ୍ୱିତା ଜୋର୍ଦାର ହୋଇଛି। ଆପ୍ର ନିର୍ବାଚନୀ ପ୍ରତିଶ୍ରୁତିକୁ ଟକ୍କର ଦେବା ଲାଗି ଭାଜପା ୩୦୦ ୟୁନିଟ୍ ପର୍ଯ୍ୟନ୍ତ…
ସ୍ବାମୀ ସାଜିଲେ ସଇତାନ: ସାମାନ୍ୟ କଥାରେ ଗର୍ଭବତୀ ସ୍ତ୍ରୀଙ୍କ ବେକକୁ ଧାନକଟା ଦା’ରେ କାଟିଦେଲେ…
ପାତ୍ରପୁର, ୯ା୧(ଉମା ଚରଣ ନେପାକ)- ଜରଡା ଥାନା ସାମନ୍ତିଆପଲ୍ଲୀ ପଞ୍ଚାୟତ ଅନ୍ତର୍ଗତ ମୁଣ୍ଡକେରି ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି l ସାମାନ୍ୟ କଥାକୁ ନେଇ ଛଅ ମାସର ଗର୍ଭବତୀ ସ୍ତ୍ରୀ ପ୍ରମିତାଙ୍କ ବେକ କାଟି ଦେଇଛନ୍ତି ସ୍ବାମୀ। ସ୍ତ୍ରୀ…
ଶମ୍ଭୁ ସୀମାରେ ଚାଷୀଙ୍କ ଆତ୍ମହତ୍ୟା
ପଟିଆଲା,୯।୧:ପଞ୍ଜାବ-ହରିୟାଣାର ଶମ୍ଭୁ ସୀମାରେ ଆନ୍ଦୋଳନରତ ଜଣେ ମଧ୍ୟବୟସ୍କ ଚାଷୀ ଗୁରୁବାର ବିଷ ପିଇ ଆତ୍ମହତ୍ୟା କରିଛନ୍ତି। ତାଙ୍କୁ ଗୁରୁତର ଅବସ୍ଥାରେ ପଟିଆଲ ହସ୍ପିଟାଲ ନିଆଯାଇଥିବା ବେଳେ ସେଠାରେ ତାଙ୍କର ମୃତ୍ୟୁ ଘଟିଛି। ସେହିପରି ଖନୌରି ବିକ୍ଷୋଭ ସ୍ଥଳରେ ଓ୍ବାଟର ହିଟର ହଠାତ୍…
Archives


